୮ ଦଫା ଦାବିରେ କେନ୍ଦୁଝର ଇପିଏଫ୍ କାର୍ଯ୍ୟାଳୟ ସମ୍ମୁଖରେ କର୍ମଚାରୀଙ୍କ ଆନ୍ଦୋଳନ
କେନ୍ଦୁଝର,୨୮।୮(ସ୍ବ.ପ୍ର.): ବିଭିନ୍ନ ସମସ୍ୟାର ସମାଧାନ ସହ ୮ ଦଫା ଦାବିରେ କେନ୍ଦୁଝର ଜିଲା ଇପିଏଫ୍ କାର୍ଯ୍ୟାଳୟ ସମ୍ମୁଖରେ ଏହାର କର୍ମଚାରୀମାନେ ବୁଧବାର ଆନ୍ଦୋଳନରେ ବସିଛନ୍ତି। ବେତନର ଅସମାନତା ଦୂର ପାଇଁ କମିଟି ରିପୋର୍ଟ କାର୍ଯ୍ୟକାରୀ କରିବା, ସବୁ ଶ୍ରେଣୀର କର୍ମଚାରୀଙ୍କ ନିଯୁକ୍ତି…
ପୋଲିସ ହସ୍ତକ୍ଷେପ ପରେ ସ୍କୁଲରୁ ଖୋଲିଲା ତାଲା
ଆରଡ଼ି,୨୮ା୮(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବାପୁଜୀ ନୋଡାଲ ହାଇସ୍କୁଲ କ୍ଲଷ୍ଟର ଅଧୀନ ବାଙ୍କସାହି ପ୍ରାଥମିକ ବିଦ୍ୟାଳୟରେ ବୁଧବାର କିଛି ଛାତ୍ରଙ୍କ ଅଭିଭାବକ ତାଲା ପକାଇ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ ବିଶ୍ବାଳ ଏ ନେଇ ଧୁଷୁରୀ ଥାନାରେ ଅଭିଯୋଗ…
ମହିଳାଙ୍କୁ ପ୍ରତାରଣା କରି ଫେରାର ହେବା ଘଟଣା: ଦୁଇ ବର୍ଷ ପରେ ଯୁବକ ଗିରଫ
ବ୍ରହ୍ମପୁର ଅଫିସ,୨୮।୮: ଜଣେ ସ୍ବାମୀ ପରିତ୍ୟକ୍ତା ମହିଳାଙ୍କୁ ବିବାହର ପ୍ରତିଶ୍ରୁତି ଦେବା ସହ ଶାରୀରିିକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଟାଉନ୍ ଥାନା ପୋଲିସ ମଙ୍ଗଳବାର ରାତିରେ ଗିରଫ କରିଛି। ସେ ହେଲେ ଗାନ୍ଧୀନଗର…
ଫୁଲନଖରା ନକଲି ତେଲ କାରଖାନା ଉପରେ ଚଢ଼ାଉ: ମେଶିନ ସହ ବିଭିନ୍ନ ସାମଗ୍ରୀ ଜବତ
ଫୁଲନଖରା,୨୮।୮(ଡି.ଏନ୍.ଏ.): କଟକ ସଦର ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ଫୁଲନଖରା ନିକଟ ବମ୍ଫକୁଦଠାରେ ଚାଲିଥିବା ନକଲି ଖାଇବାତେଲ କାରଖାନା ଉପରେ ବୁଧବାର ସକାଳେ ପୋଲିସ ଚଢ଼ାଉ କରିଛି। ଏଥିରେ ୧୦ ହଜାର ଅପମିଶ୍ରିିତ ତେଲ ଟିଣ, ମେଶିନ, ଖାଲି ବୋତଲ,…
ହେଟାବାଘ ଆକ୍ରମଣରେ ୭ ଛେଳି ମୃତ, ୧୨ଗୁରୁତର
ରଣପୁର, ୨୮।୮(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବନବିଭାଗ ଅଧୀନ କଙ୍କିଆ ସାଆଁତରାପୁର ଆଦିବାସି ସାହିରେ ହେଟା ବାଘ ଆକ୍ରମଣରେ ୭ ଛେଳିଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ ଗୁରୁତର ହୋଇଛନ୍ତି। ପ୍ରକାଶ ଯେ, ଗ୍ରାମର ଚକରା ନାୟକଙ୍କ ଗୁହାଳରେ ୨୫ଟି ଛେଳି…
ପୋଖରୀରେ ବୁଡି ଛାତ୍ରଙ୍କ ଜୀବନଗଲା
ଗୋପ,୨୮।୮(ଡି.ଏନ୍.ଏ.): ପୁରୀ ଜିଲା ଗୋପ ଥାନା ଅଧୀନ ଓରୁଆଳି ଗ୍ରାମ ପୋଖରୀରେ ବୁଡ଼ି ବୁଧବାର ସକାଳେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଣ୍ଟି ବେହେରା(୧୪)। ପ୍ରକାଶ ଯେ, ବଣ୍ଟି ସ୍କୁଲ ଯିବାପାଇଁ ସବୁଦିନ ଭଳି ଗାଁ…
ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଆଠମଲ୍ଲିକ-ବଇଣ୍ତା ରାସ୍ତା ଅବରୋଧ
ଆଠମଲ୍ଲିକ, (ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ଅନ୍ତର୍ଗତ ନୂଆଗଡ଼ ଗ୍ରାମରେ ହାତୀ ଆକ୍ରମଣରେ ବୁଧବାର ସକାଳେ ଜନୈକ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୁବାସିନୀ ନାୟକ(୬୫)। ତାଙ୍କ ଘର ଠାକୁରଗଡ଼ ଥାନା ଅନ୍ତର୍ଗତ ବରପାଲି ଗ୍ରାମରେ ବୋଲି ଜଣାପଡିଛି।…
ହଷ୍ଟେଲରୁ ନିଖୋଜ ଛାତ୍ର ଜଙ୍ଗଲରୁ ଉଦ୍ଧାର
ଦାରିଙ୍ଗବାଡ଼ି,୨୮।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଦଡ଼ିବାଡ଼ି ପ୍ରାଥମିକ ବିଦ୍ୟାଳୟର ଜଣେ ଦ୍ୱିତୀୟ ଶ୍ରେଣୀର ଛାତ୍ର ବୁଧବାର ଭୋରରୁ ନିଖୋଜ ହୋଇଯାଇଥିଲେ। ସକାଳୁ ସେ ହଷ୍ଟେଲରେ ନଥିବା ପ୍ରଧାନ ଶିକ୍ଷକ ଜାଣି ଛାତ୍ରଙ୍କ ଗ୍ରାମ ଶ୍ରାନିକେତା ପଞ୍ଚାୟତର ତେରାବାଡ଼ିରେ ପହଞ୍ଚତ୍ ପରିବାର ଲୋକଙ୍କୁ ଜଣାଇବା ସହ…
ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ:ଜଣେ ଯବାନ ଶହୀଦ
ମାଲକାନଗିରି/ଖଇରପୁଟ/ମାଥିଲି,୨୮।୮(ଡି.ଏନ୍.ଏ./ସ୍ବ.ପ୍ର) : ମାଲକାନଗିରି ଜିଲା ମୁଦୁଲିପଡା ଥାନା ଅନ୍ତର୍ଗତ ବଣ୍ଡାଘାଟି କଦମଗୁଡା ଗ୍ରାମ ନିକଟ ଡାବୁଗୁଡ଼ା ଓ ସୋନୁଗୁଡ଼ା ଜଙ୍ଗଲରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜଣେ ଯବାନ ଶହୀଦ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି।…
ଓଡ଼ିଆଙ୍କ କଳାକୃତି ଦକ୍ଷିଣ ଭାରତରେ ଭାଇରାଲ
କେନ୍ଦୁଝର, ୨୮-୮(ସ୍ବ.ପ୍ର.):ରୁବିକ୍ସ କ୍ୟୁବ୍ରେ ପ୍ରସ୍ତୁତ ଦକ୍ଷିଣ ଭାରତ ସୁପରଷ୍ଟାର ତଥା ବାହୁବଳୀ ସିନେମା ଅଭିନେତା ପ୍ରଭାସଙ୍କ ଚିତ୍ର ଓ ଭିଡିଓ ଦକ୍ଷିଣ ଭାରତରେ ଭାଇରାଲ ହୋଇଛି ା ବିଭିନ୍ନ ସୋସିଆଲ ମିଡିଆ ସମେତ ଟିଭି ଓ ପ୍ରିଣ୍ଟ ମିଡିଆରେ ମଧ୍ୟ ଛାଇ…
ବିଦ୍ୟାଳୟରେ ଶିକ୍ଷକଙ୍କୁ ମୋବାଇଲ ମନା
ଭୁବନେଶ୍ୱର, ୨୮-୮(ବ୍ୟୁରୋ):ଶିକ୍ଷାନୁଷ୍ଠାନଗୁଡ଼ିକରେ ଶୈକ୍ଷିକ ବାତାବରଣ ସୃଷ୍ଟି କରିବା ଲକ୍ଷ୍ୟ ନେଇ ଶିକ୍ଷକଙ୍କ ଉପରେ କେତେକ କଟକଣା ଜାରି କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଶିକ୍ଷକମାନେ ଠିକ୍ ସମୟରେ ବିଦ୍ୟାଳୟରେ ପହଞ୍ଚତ୍ବା, ନିୟମିତ ଶିକ୍ଷାଦାନ କରିବା ସହ ମୋବାଇଲ ଫୋନ୍ ବ୍ୟବହାର…
ଜିଲା ପ୍ରଶାସନର ହସ୍ତଗତ ହେଲା ସରକାରୀ ନିର୍ଦ୍ଦେଶନାମା:୭୫ ମିଟର ଉଚ୍ଛେଦ ପାଇଁ ଆଜିଠୁ ସର୍ଭେ
ପୁରୀ ଅଫିସ,୨୮-୮:ଶ୍ରୀମନ୍ଦିର ସୁରକ୍ଷା ପାଇଁ ମେଘନାଦ ପାଚେରିଠାରୁ ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଉଚ୍ଛେଦ ଲାଗି ସରକାରୀ ନିର୍ଦ୍ଦେଶନାମା ମଙ୍ଗଳବାର ଜିଲା ପ୍ରଶାସନର ହସ୍ତଗତ ହୋଇଛି। ତେଣୁ ବୁଧବାରଠାରୁ ଏଥିଲାଗି ସର୍ଭେ ଆରମ୍ଭ କରାଯିବ। ୭୫ ମିଟର ମଧ୍ୟରେ…

