ଆମ ଜିଲା ଖବର

ଲିଭିଯିବ କି ଐତିହ୍ୟ ସ୍ମାରକୀ: ଭଙ୍ଗାଯିବ ବ୍ରିଟିଶ ଅମଳର ରଘୁନନ୍ଦନ ଲାଇବ୍ରେରି

ପୁରୀ ଅଫିସ,୨୭ା୮(ହେମନ୍ତ କୁମାର ନାୟକ):ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ଚାଲିଛି ଉଚ୍ଛେଦ ଅଭିଯାନ। ବିପଦସଙ୍କୁୁଳ କହି ପ୍ରଶାସନ ଲଙ୍ଗୁଳି ମଠକୁ ମାଟିରେ ମିଶାଇଥିବାବେଳେ ଏବେ ସିଂହଦ୍ୱାର ସମ୍ମୁଖ ଏମାର ମଠର ପାଳି ପଡ଼ିଛି। ଏହି ଉଚ୍ଛେଦ ଅଁାରେ ହଜିଯିବାକୁ…

ଶୃଙ୍ଖଳିତ ଜିଲା ଭାବରେ ଗଢି ତୋଳିବା ଆଭିମୁଖ୍ୟ ପ୍ରକାଶ କଲେ ଏସ୍‌ପି

ନୂଆପଡା ଅଫିସ,୨୮ା୮-ନୂଆପଡା ଏକ ଉପାନ୍ତ ତଥା ଛତିଶଗଡ ସୀମାନ୍ତବର୍ତ୍ତୀ ଜିଲା । ଏଠାରେ ମାଓବାଦୀ, ଦାଦନ ଭଳି ସମସ୍ୟା ରହିଥିବାବେଳେ ଲୋକଙ୍କ ସାଧାରଣ ଜୀବନ ଶୈଳି ନିଆରା। ଏହାକୁ ଏକ ଶୃଙ୍ଖଳିତ ଜିଲା ଭାବେ ଗଠନ କରାଯିବ। ଏଥିପାଇଁ ପୋଲିସ ଲୋକଙ୍କ…

୧୨୦ ଜଣଙ୍କୁ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ବଣ୍ଟନ

କୋମନା,୨୮।୮(ଡି.ଏନ.ଏ.)-ନୂଆପଡା ଜିଲା କୋମନା ବ୍ଲକ ବିଭିନ୍ନ ପଞ୍ଚାୟତରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ଝଗ୍ରାହୀ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ କୋମନା ବିଡିଓ ଶ୍ୟାମଳ ରୟ ଅଧ୍ୟକ୍ଷତା କରିଥିଲେ। ଏଥିରେ କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା ମୁଖ୍ୟଅତିଥି…

ସମୀକ୍ଷା କଲେ ଶକ୍ତି ମନ୍ତ୍ରୀ: କାହାରିକୁ ବିଜୁଳିରୁ ବାଦ ଦିଆଯିବନାହିଁ

ନୂଆପଡା ଅଫିସ,୨୮ା୮-ନୂଆପଡା ଭଳି ଜିଲାରେ ଅର୍ଦ୍ଧାଧିକ ଅଞ୍ଚଳ ବଣପାହାଡ ଘେରା ହୋଇ ରହିଛି । ଦୁର୍ଗମ ଅଞ୍ଚଳରେ ଲୋକଙ୍କୁ ବିଜୁଳି ଭଳି ମୌଳିକ ସୁବିଧା ଯୋଗାଇ ଦିଆଯିବ । କାହାରିକୁ ବିଜୁଳୀ ଆଳୁଅରୁ ବଞ୍ଚତ୍ତ ରହିବାକୁ ଦିଆଯିବନାହିଁ। ସବୁଗାଁ ଗଳିକନ୍ଦିକୁ ବିଜୁଳି…

ପ୍ରଧାନ ଶିକ୍ଷକ ନିୟମିତ ସ୍କୁଲ ନ ଆସିବା ଘଟଣା: ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ ମାଗିଲେ ବିଇଓ; ଧରିତ୍ରୀ ପ୍ରଭାବ

ଭବାନୀପାଟଣା,୨୮।୮(ସ୍ବ.ପ୍ର.)-କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ସିନ୍ଦିପଦର ପଞ୍ଚାୟତ ବାର୍ଷିକୋଣା ନୂତନ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ରୋହିତ ମାଝି ନିୟମିତ ସ୍କୁଲ ଆସୁ ନ ଥିବା ନେଇ ସ୍କୁଲ ସହକାରୀ ଶିକ୍ଷୟିତ୍ରୀ, ପାଚିକା ତଥା ପରିଚାଳନା କମିଟି ସଭାପତି ଅଭିଯୋଗ…

ଜୁନାଗଡରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ପଞ୍ଜୀକରଣ କଲେ ୩୯୩ ଦିବ୍ୟାଙ୍ଗ

ଜୁନାଗଡ,୨୮।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜୁନାଗଡ ବ୍ଲକର ୩୪ଟି ପଞ୍ଚାୟତର ୩୯୩ ଜଣ ଦିବ୍ୟାଙ୍ଗ ନାମ ପଞ୍ଜୀକରଣ କରିଥିଲେ। ସେଥିମଧ୍ୟରୁ ମୁକ ବଧିର ୬୯, ଦୃଷ୍ଟିହୀନ ୫୮,…

ଭତା, ଆବାସ ଘର କାର୍ଯ୍ୟାଦେଶ ପାଏଲେ ଉତ୍ତର

ଅତାବିରା, ୨୮।୮ (ଡି.ଏନ.ଏ): ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ଉଦେପୁର ଗଁାର ଉତ୍ତର ଝାଙ୍କର(୭୦) ଆର ମାଏକିନା ତାରା ଝାଙ୍କର(୬୫)। ଉତ୍ତର ଦିବ୍ୟାଙ୍ଗ ହେଇଥିଲାବେଲେ ତାରା ଝନେ ମାନ୍‌ସିକ ରୁଗୀ। ଇ ଦମ୍ପତି ନିହାତି ଗରିବ୍‌ ହେଇଥିଲାବେଲେ ତାକର…

ଆବାସ ଯୋଜନାରୁ ବଁଚିତ୍‌ ପୂର୍ଣ୍ଣବାସୀ

ଜହ୍ନାପଙ୍କ, ୨୮।୮ (ଡି.ଏନ୍‌.ଏ.): ବୌଦ୍ଧ ଜିଲା ତେଲିବନ୍ଧ ପଁଚେତ୍‌ ଅଧୀନ ରାମପୁର ଗଁାର ପୂର୍ଣ୍ଣବାସୀ ଦାସ ଗୁଟେ ଭଂଗା ଦଦ୍‌ରା ଘରେ ଜୀବନ୍‌କେ ପାଏନ୍‌ ଛଡ଼େଇ ରହୁଛନ୍‌। ଇଆଡ଼େ କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ଭିନେ…

ଝନେ କୁଷ୍ଠ ରୁଗୀକଁର ଅଁତରର କଥା

ଅତାବିରା,୨୮ା୮ (ଡି.ଏନ୍‌.ଏ): ଦେଶରୁ କୁଷ୍ଠ ରୋଗ୍‌ର ମୂଲ ମେଟାବାକେ କେନ୍ଦ୍ର ଆର ରାଏଜ୍‌ ସରକାର ଅନେକ ଯୋଜନା କାଯ୍‌କାରି କରି ସଚେତନତା ସୁରୁଷ୍‌ଟି କରୁଛନ୍‌। ସେନ୍‌ତା କୁଷ୍ଠ ରୋଗ୍‌ରେ ଆକ୍‌ରଁାତ ରୁଗୀକର ଚିକିଛା, ଥଇଥାନ ଲାଗି ବି ସରକାର ଅନେକ ଯୋଜନା…

ଗଣମାଧ୍ୟମ ଜରିଆରେ ସାହାଯ୍‌ ଲାଗି ଗୁହାରି କଲେ: ଦିବ୍ୟାଙ୍ଗ ଝି’ପୁଓର ଚିନ୍‌ତାରେ ଗରିବ୍‌ ମା’ବାପ୍‌

ଖପ୍ରାଖୋଲ,୨୮।୮ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମହରାପଦର ପଁଚେତ୍‌ ବାଗଝରନ ଗଁାର ଜୟନ୍ତ ବରିହା। ପରିବାର କହେଲେ ମାଏକିନା ବିମଳା, ପୁଓ ନରେନ୍ଦ୍ର(୪) ଆର ଝି’ ଅମ୍ବିକା(୨)। ପୁଓ ଜନମ୍‌ ହେଲା ଉତାରୁ ପରିବାରରେ ଖୁସିର ମାହୋଲ ଥିଲା। ହେଲେ…

ସଙ୍କୁଚିତ ହେଉଛି ପୁରୁଣାକଟକ-ସମ୍ବଲପୁର ରାସ୍ତା: ବଢୁଛି ଦୁର୍ଘଟଣା

ଭାପୁର, ୨୮।୮(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲାର ଅନ୍ୟତମ ବ୍ୟସ୍ତବହୁଳ ପୁରୁଣା କଟକ-ସମ୍ବଲପୁର ରାସ୍ତା ଦିନକୁ ଦିନ ସଙ୍କୁଚିତ ହୋଇପଡୁଛି। ରାସ୍ତାର ପ୍ରମୁଖ ଜନଗହଳିପୂର୍ଣ୍ଣ ସ୍ଥାନ ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି। ଫଳରେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ସଦର ବ୍ଲକ ଏବଂ ଓଡ଼ାପଡ଼ା ବ୍ଲକ…

ଦୁର୍ଗନ୍ଧରେ ଫାଟୁଛି ଦଣ୍ଡା ରୋଡ୍‌

ଢେଙ୍କାନାଳ ଅଫିସ, ୨୮।୮ – ଢେଙ୍କାନାଳ ପୌରାଞ୍ଚଳ ୧୩ନଂ. ଓ୍ବାର୍ଡ ଅଧୀନ ଦଣ୍ଡାରୋଡ୍‌ରେ ଡ୍ରେନେଜ୍‌ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ଅଣ ଓସାରିଆ ପୁରାତନ ପଥର ଡ୍ରେନ୍‌ରେ ନର୍ଦ୍ଦମା ଜଳ ନିଷ୍କାସନ ହୋଇପାରୁନାହିଁ। ଫଳରେ ପୂତିଗନ୍ଧମୟ ପରିବେଶରେ ନାକଫାଟୁଛି। ଏହାର ସମାଧାନ ଦିଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?