ରାସ୍ତା ମରାମତି କଲେ ସୁକିନ୍ଦା ଭୀମଆର୍ମି କର୍ମକର୍ତ୍ତା
ସୁକିନ୍ଦା,୧୮ା୯(ଡି.ଏନ୍.ଏ.) : ଯାଜପୁର ଜିଲାର ଖଣିଖାଦାନ ସହ ଶିଳ୍ପାଞ୍ଚଳକୁ ସଂଯୋଗ କରୁଥିବା ୫୩ ନମ୍ବର ଯାତୀୟ ରାଜପଥ ଶୋଚନୀୟ ହୋଇପଡିଛି। ସୁକିନ୍ଦାଠାରୁ ଡୁବୁରୀ ପର୍ଯ୍ୟନ୍ତ ରାସ୍ତା ଖାଲଖମାରେ ଭରି ରହିଥିବାରୁ ଯାତାୟାତରେ ବହୁ ସମସ୍ୟା ଦେଖାଦେଉଛି। ଏ ନେଇ ବହୁବାର ଅଭିଯୋଗ…
ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଗୁରୁତର
କୋରେଇ,୧୮ା୯(ସ୍ବ:ପ୍ର.): ପାଣିକୋଇଲି ଥାନା ଅନ୍ତର୍ଗତ ମୂଳାପାଳ ପଞ୍ଚାୟତ ଧନତ୍ରୀ ଗ୍ରାମରେ ମଙ୍ଗଳବାର ପାରିବାରିକ ଗଣ୍ଡଗୋଳ ଘଟିଛି। ଏଥିରେ ସାନଭାଇର ଠେଙ୍ଗା ମାଡ଼ରେ ବଡ଼ଭାଇ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ବଡ଼ଭାଇ ପଦ ମଲିକ ଥାନାରେ ପହଞ୍ଚତ୍ ଅଭିଯୋଗ କରିଥିଲେ। ଏ ନେଇ…
ଗୋଳକୁଣ୍ଡ ନିମ୍ନ ମୌଳିକ ବିଦ୍ୟାଳୟ: ଭୁଶୁଡିଲା ବିଦ୍ୟାଳୟ ପାଚେରି
ବରୀ,୧୮।୯(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଧୀନ ଗୌଳକୁଣ୍ଡ ପଞ୍ଚାୟତର ସର୍ବପୁରାତନ ନିମ୍ନ ମୌଳିକ ବିଦ୍ୟାଳୟର ପାଚେରି ମଙ୍ଗଳବାର ଭୁଶୁଡି ପଡ଼ିଛି। ୧୦ବର୍ଷ ତଳେ ଏହି ପାଚେରି ନିର୍ମାଣ ହୋଇଥିଲା। ଗତ ବର୍ଷା ମାଡ଼ ଖାଇ ପାଚେରୀ ଦୁର୍ବଳ ହୋଇପଡ଼ିଥିବା କୁହାଯାଉଛି।…
ସୁଧୁରୁନି ବ୍ୟାସନଗର ସହରରେ ବିଦ୍ୟୁତ୍ ସେବା : ଚାନ୍ଦାମା, ମୁଣ୍ଡୋମାଳ ସବ୍ଷ୍ଟେଶନ ଅଧପନ୍ତରିଆ
ଯାଜପୁର ଅଫିସ,୧୮ା୯ : ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ୨୬ ୱାର୍ଡ଼ ବିଶିଷ୍ଟ କ୍ରୋମନଗରୀ ବ୍ୟାସନଗର ପୌରାଞ୍ଚଳରେ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ଭାରତ ସରକାରଙ୍କ ଶକ୍ତିି ମନ୍ତ୍ରଣାଳୟର ନୋଟିଫାଏଡ ଯୋଜନାରେ କୋଟି କୋଟି ଟଙ୍କା…
ଚାଷ ପାଇଁ ଭିତ୍ତିଭୂମି ନାହିଁ : ଚିନ୍ତାରେ ଚାଷୀ
କେନ୍ଦ୍ରାପଡ଼ା ଅଫିସ, ୧୮ା୯ : ଶିଳ୍ପ ଓ ଅନ୍ୟାନ୍ୟ ଭିତ୍ତିଭୂମି ନ ଥିବାରୁ କେନ୍ଦ୍ରାପଡ଼ା ଜିଲାବାସୀ କୃଷିକୁ ଆଦରି ନେଇଛନ୍ତି। ଜିଲାର ୬୮ ପ୍ରତିଶତ ଅଞ୍ଚଳରେ ଖରିଫ ଚାଷ କରି ଜୀବିକାନିର୍ବାହ କରୁଛନ୍ତି। ତେବେ ଚାଷ ପାଇଁ ଭିତ୍ତିଭୂମି ନ ଥିବାରୁ…
ତହସିଲ, ଆରଆଇ ଅଫିସରେ କର୍ମଚାରୀ ଅଭାବ: ୬୧ରୁ ୩୦ ପଦବୀ ଖାଲି
ରାଜନଗର, ୧୮।୯ (ଡି.ଏନ୍.ଏ.): କେନ୍ଦ୍ରାପଡା ଜିଲା ରାଜନଗର ତହସିଲ ଓ ଆର୍ଆଇ ଅଫିସ୍ରେ କର୍ମଚାରୀ ଅଭାବ ଯୋଗୁ ସରକାରୀ କାର୍ଯ୍ୟରେ ବିଳମ୍ବ ହେଉଛି। ସାଧାରଣ ଲୋକଙ୍କ କାମ ଠିକ୍ ସମୟରେ ହୋଇପାରୁ ନ ଥିବା ବେଳେ ଦିନ ଦିନ ଧରି ଦୌଡ଼ିବାକୁ…
ସ୍କୁଲରେ ବଢୁଛି ଅସଦାଚରଣ ମାମଲା : ନିଲମ୍ବନରେ ସୀମିତ ରହୁଛି କାର୍ଯ୍ୟାନୁଷ୍ଠାନ
କେନ୍ଦ୍ରାପଡା ଅଫିସ୍, ୧୮।୯ : କେନ୍ଦ୍ରାପଡା ଜିଲାର ବିଭିନ୍ନ ସ୍କୁଲରେ ଅନେକ ସମୟରେ ନାବାଳିକା/ନାବାଳକ (ଛାତ୍ରୀ/ଛାତ୍ର)ମାନେ ଅସଦାଚରଣର ଶିକାର ହେଉଛନ୍ତି। କିନ୍ତୁ ଏହି ଘଟଣାରେ ସମ୍ପୃକ୍ତ ଶିକ୍ଷକମାନଙ୍କୁ ନିଲମ୍ବନ କରିଦିଆଯିବା ପରେ ପୋଲିସ କିମ୍ବା ଜିଲା ଶିଶୁ ମଙ୍ଗଳ କମିଟି (ସିଡବ୍ଲ୍ୟୁସି)…
ପ୍ରଧାନମନ୍ତ୍ରୀ ଆବାସ ପାଇଁ ନିହ ପକାଇଲେ ବ୍ଲକ ଅଧ୍ୟକ୍ଷା
ନୂଆପଡା ଅଫିସ,୧୮ା୯ – ସରକାର ଗରିବ ଲୋକଙ୍କୁ ଅଗ୍ରାଧିକାର ଭିତିରେ ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନ ଦେବାରେ ଏକ ଅଭିଯାନ ଚଳାଇଥିବାବେଳେ ବର୍ତ୍ତମାନ ସମସ୍ତ ଗୃହ ନିର୍ମାଣ ପ୍ରକ୍ରିୟାକୁ ସୁନିଶ୍ଚିତ କରିବାକୁ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ବର୍ତ୍ତମାନ ବ୍ଲକସ୍ତରରେ ଅଧ୍ୟକ୍ଷମାନେ ଲୋକଙ୍କ…
ବିପର୍ଯ୍ୟୟ ପ୍ରଶମନ ସକାଶେ ପ୍ରସ୍ତୁତି ବୈଠକ: ଗାଁକୁ ଯାଇ ଯୋଜନା କରିବ ସଙ୍ଗଠନ
ନୂଆପଡା ଅଫିସ,୧୮ା୯-ଜିଲାରେ ବିପର୍ଯ୍ୟୟ ପ୍ରଶମନ ସକାଶେ ଅଣୁ ଯୋଜନା କରିବାକୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମଙ୍ଗଳବାର ସ୍ଥାନୀୟ ସଦଭାବନା ସଭାଗୃହରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳ ମଧ୍ୟସ୍ମିତା ସାହୁ ଅଧ୍ୟକ୍ଷତା କରିଥିବାବେଳେ ଅତିରିକ୍ତ ଜିଲାପାଳ ସୀତାରାମ ପଟେଲ, ଉପଜିଲାପାଳ ତରଣୀସେନ…
ଦାସିଆ ଅଜାଙ୍କ ସଂଗ୍ରହାଳୟରେ ଚନ୍ଦ୍ରପୃଷ୍ଠର ପଥର
ନୂଆଗାଁ,୧୮ା୯ (ଡି.ଏନ.ଏ.): ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଚନ୍ଦ୍ରୟାନ -୨କୁ ଚନ୍ଦ୍ରପୃଷ୍ଠରେ ଅବତରଣ କରି ଚନ୍ଦ୍ରରେ ଥିବା ଅନେକ ତଥ୍ୟ ଉନ୍ମୋଚନ କରି ମହାକାଶ ଇତିହାସରେ ନୂଆ ଅଧ୍ୟାୟ ସୃଷ୍ଟି କରିବା ପାଇଁ ପ୍ରୟାସ ଜାରି ରଖିଛି। କିନ୍ତୁ ଏହାର…
ଜିଲାସ୍ତରୀୟ ବ୍ୟାଡମିଣ୍ଟନ, ଭଲିବଲ ପ୍ରତିଯୋଗିତା: କ୍ରୀଡ଼ା ମାନସିକ, ଶାରୀରିକ ସୁସ୍ଥତା ଆଣିଦିଏ
ନୂଆପଡା ଅଫିସ,୧୮ା୯-ସ୍ଥାନୀୟ ମିନିଷ୍ଟାଡିୟମରେ ଜିଲା ଶିକ୍ଷା ବିଭାଗ ତରଫରୁ ମଙ୍ଗଳବାର ଜିଲାସ୍ତରୀୟ ବ୍ୟାଡମିଣ୍ଟନ ଓ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିଥିମାନେ ଯୋଗଦେଇ କ୍ରିଡା କିପରି ମାନସିକ ଏବଂ ଶାରୀରିକ ସୁସ୍ଥତା ଦିଗରେ କାମ କରିଥାଏ ସେ ଉପରେ…
ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍: ତୃତୀୟ ଦିବସ ଷ୍ଟାର ଇଲେଭେନ୍ ୨-୦ ବିଜୟୀ
ଭବାନୀପାଟଣା,୧୮।୯(ଡି.ଏନ.ଏ.)-ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ ମଙ୍ଗଳବାର ଏନ୍ଡିସିସି ବନାମ ଷ୍ଟାର ଇଲେଭେନ୍ ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ଷ୍ଟାର ଇଲେଭେନ୍ ୨-୦ ଗୋଲରେ ବିଜୟୀ ହୋଇଥିଲା। ଷ୍ଟାର ଇଲେଭେନ୍…

