ଚିପଟ ଅସ୍ତିଆବାସୀ ଅବହେଳାର ଶିକାର, ସମସ୍ୟାର ସମାଧାନ ନ ହେଲେ ଆନ୍ଦୋଳନ
ବାରିପଦା ଅଫିସ,୨୭ା୮- ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସୀମାଠାରୁ ୫୦୦ ମିଟର ଦୂରରେ ଅବସ୍ଥିତ ଶାମାଖୁଣ୍ଟା ବ୍ଲକର ଚିପଟ ଅସ୍ତିଆ ଗ୍ରାମ ଜନସାଧାରଣ ଦୀର୍ଘ ବର୍ଷ ହେଲା ନାନା ଅସୁବିଧାରେ କାଳାତିପାତ କରୁଛନ୍ତି। ଜିଲା ପ୍ରଶାସନ କିମ୍ବା ସ୍ଥାନୀୟ ନିର୍ବାଚିତ…
ଛାତ୍ର ସଂସଦ ନିର୍ବାଚନ ବନ୍ଦ ପ୍ରତିବାଦରେ ବିକ୍ଷୋଭ
ବାରିପଦା ଅଫିସ,୨୭ା୮- ରାଜ୍ୟ ସରକାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡିକରେ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରିଛନ୍ତି। ଏହାକୁ ବିଭିନ୍ନ ଛାତ୍ର ସଂଗଠନ ବିରୋଧ କରୁଛନ୍ତି। ମୟୂରଭଞ୍ଜ ଜିଲାର ଅଣ ରାଜନୈତିକ ସଂଗଠନ ଭଞ୍ଜସେନା ମଧ୍ୟ ଏହାକୁ ବିରୋଧ…
ଉଦଳା ଏନ୍ଏସିରେ ବାଘ ଆତଙ୍କ
ଉଦଳା,୨୭ା୮ (ଡି.ଏନ୍.ଏ.) – କପ୍ତିପଦା ଉପଖଣ୍ଡ ସଦର ମହକୁମା ଉଦଳା ଏନଏସିର ୧୨ ନଂ ୱାର୍ଡରେ ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତିରେ ଏହି ଓ୍ବାର୍ଡକୁ ବାଘ ପଶି ଆସିଥିବା ଖବର ପ୍ରଚାରିତ ହୋଇଥିଲା। ଏଥିନେଇ ଲୋକେ ଆତଙ୍କିତ ହୋଇ ପଡିଥିଲେ।…
ଜିଲାପାଳଙ୍କୁ ଗୁହାରି: ଅନୁକମ୍ପା ଭିତ୍ତିରେ ନିଯୁକ୍ତି ଦିଅ
ଯୋଡ଼ା, ୨୭।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ତଥା ବଡବିଲ ପୌରପାଳିକାର ୨ନଂ ଓ୍ବାର୍ଡ ବେଲକୁଣ୍ଡି ଠାରେ ଥିବା ଅଙ୍ଗନଓାଡି କର୍ମୀ ପଦବୀରେ ସ୍ଥାନୀୟ ମହିଳାଙ୍କୁ ଆଗ୍ରାଧିକାର ଦେବା ନିମନ୍ତେ ଗ୍ରାମବାସୀ ଯୋଡା ବ୍ଲକ ବିଡିଓଙ୍କ ମାଧ୍ୟମରେ କେନ୍ଦୁଝର ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି।…
ଗଛ ଲଗାଇ ସଚେତନତା ବାର୍ତ୍ତା
ଭଦ୍ରକ ଅଫିସ, ୨୭।୮- ଗଛବୃଚ୍ଛ ନ ରହିଲେ ପରିବେଶ ଉଜୁଡ଼ି ଯିବ। ୧୯୯୯ ମହାବାତ୍ୟାରେ ବହୁ ସଂଖ୍ୟାରେ ଗଛ ଭାଙ୍ଗି ପଡ଼ିବା ପରେ ବୃକ୍ଷରୋପଣକୁ ନିଜ ଜୀବନର ଅନ୍ୟତମ ଲକ୍ଷ୍ୟ ଭାବେ ଗ୍ରହଣ କରି ବିଷ୍ଣୁପ୍ରସାଦ ପାଢୀ(୫୦) ଏ ଦିଗରେ କାର୍ଯ୍ୟ…
ବିପଦ ସଙ୍କେତ ଊର୍ଦ୍ଧ୍ୱରେ ଜଳକା: ତଳିଆ ଅଞ୍ଚଳ ସ୍ଥିତି ଉପରେ ନଜର
ବାଲେଶ୍ୱର ଅଫିସ/ବସ୍ତା,୨୭।୮(ସ୍ବ.ପ୍ର.)- ବାଲେଶ୍ୱର ଜିଲାର ବସ୍ତା ଅଞ୍ଚଳ ଦେଇ ପ୍ରବାହିତ ଜଳକା ନଦୀରେ ଜଳସ୍ତର ବିପଦସଙ୍କେତ ଉପରେ ପ୍ରବାହିତ ହେଉଛି। ନଦୀ ତଳମୁଣ୍ଡର ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ଏହା ଅଞ୍ଚଳବାସୀଙ୍କ ମନରେ ଛନକା ସୃଷ୍ଟି କରିଛି। ପ୍ରଶାସନ ପକ୍ଷରୁ…
ସୁଅ ମୁହଁରେ ଅଥୟ କଙ୍କଡ଼ାପାଳ
ବାଲିଆପାଳ, ୨୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଚଉମୁଖ ପଞ୍ଚାୟତ କଙ୍କଡାପାଳ ଅଞ୍ଚଳରେ ସୁବର୍ଣ୍ଣରେଖା କୂଳ ଖାଇ ଗତିପଥ ବଦଳାଇବା ପରିସ୍ଥିତି ସୃଷ୍ଟି ହୋଇଛି। ଏ ନେଇ ଅଞ୍ଚଳବାସୀ ଭୟରେ ଦିନ ବିତାଉଛନ୍ତି। ସୁବର୍ଣ୍ଣରେଖା କୂଳକ୍ଷୟରୁୁ କଙ୍କଡାପାଳ ଗାଁକୁ ସୁରକ୍ଷା ଦେବା ସକାଶେ…
ଲଙ୍କାକାଲ ଫଳ ଖାଇ ୫ ଛାତ୍ରୀଛାତ୍ର ଗୁରୁତର
ରାମଗିରି,୨୭ା୮(ଡି.ଏନ୍.ଏ.)- ଗଜପତି ଜିଲା ଆର୍.ଉଦୟଗିରି ବ୍ଲକ ପଦାର ସିଂ ପଞ୍ଚାୟତ ନିକଟ କମଳାଢିଅ ପ୍ରାଥମିକ ବିଦ୍ୟାଳୟର ୨୨ଜଣ ଛାତ୍ରୀଛାତ୍ର ସୋମବାର ଲଙ୍କାକାଲ ଫଳ ଖାଇ ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ୫ଜଣ ଗୁରୁତର ଅଛନ୍ତି। ସେମାନେ ହେଲେ ସୁନୀଲ କୁମାର…
ଇଞ୍ଜିନିୟରିଂ ସ୍କୁଲ ଛକରୁ ଶିଳ୍ପାଞ୍ଚଳ ୮ ଶହ ମିଟର ଦୈର୍ଘ୍ୟ: କାର୍ଯ୍ୟ ସରୁନି ରେଲୱେ ଓଭରବ୍ରିଜ୍, ରାସ୍ତା
ବ୍ରହ୍ମପୁର ଅଫିସ,୨୭ା୮-ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଛକରୁ ଆଙ୍କୁଲି ଶିଳ୍ପାଞ୍ଚଳ ଛକ ପର୍ଯ୍ୟନ୍ତ ରେଲୱେ ଓଭରବ୍ରିଜ ନିର୍ମାଣ କାମ ସରୁନି । ୨୦୧୩ ଅକ୍ଟୋବର ୩ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶିଳାନ୍ୟାସ କରିଥିଲେ। ଏବେ ୬ ବର୍ଷ ପୂରିବାକୁ ଯାଉଛି ଏବଂ…
ଆଧାର ସଂଯୋଗ ନ କଲେ ରାଶନ ସାମଗ୍ରୀ ମିଳିବନି
ଆସିକା,୨୭ା୮(ଡି.ଏନ୍.ଏ.)-ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କ ରାଶନ କାର୍ଡ ସହ ଆଧାର କାର୍ଡ ନମ୍ବର ସଂଯୋଗୀକରଣକୁ ବାଧ୍ୟତାମୂଳକ କରାଯାଇଛି। ଅଦ୍ୟାବଧି ଆସିକା ବ୍ଲକର କେତେକ ହିତାଧିକାରୀ ସେମାନଙ୍କ ରାଶନ କାର୍ଡରେ ଆଧାର ନମ୍ବର ସଂଯୋଗ କରିନାହାନ୍ତି ା ଅଗଷ୍ଟ ଶେଷ ସୁଦ୍ଧା ଆଧାର…
ନଦୀରେ ନିଖୋଜ ଯୁବତୀଙ୍କ ମୃତଦେହ ଉଦ୍ଧାର
ଶେରଗଡ଼/ହିଞ୍ଜିଳିକାଟୁ,-୨୭ା୮(ଡି.ଏନ୍.ଏ.)-ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା କାଞ୍ଜିଆମା ଗ୍ରାମରେ ରବିବାର ଖୁଦୁରୁକୁଣୀ ଓଷା ପାଇଁ ବାଲୁଙ୍କା ପୂଜା କରିବାକୁ ଯାଇ ଋଷିକୂଲ୍ୟା ନଦୀରେ ଭାସିଯାଇ ନିଖୋଜ ଥିବା ସିଲି ବେହେରାଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ହିଞ୍ଜିଳିକାଟୁ ବ୍ଲକ ଗିରିଆ ନଦୀ…
ଦୃଷ୍ଟିହୀନ ଛାତ୍ରଙ୍କୁ ମିଳୁନି ହଷ୍ଟେଲ୍
ବ୍ରହ୍ମପୁର ଅଫିସ୍,୨୭ା୮-ଖଲ୍ଲିକୋଟ ଜୁନିୟର୍ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦୃଷ୍ଟିହୀନ ଛାତ୍ରଙ୍କୁ ରହିବା ପାଇଁ ହଷ୍ଟେଲ୍ରେ ସିଟ୍ ମିଳୁନି। ଏହାକୁ ନେଇ ଦୃଷ୍ଟିହୀନ ଛାତ୍ରମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସୋମବାର ଏନେଇ ସେମାନେ ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳ ବିଜୟ ଅମୃତା…

