ଆମ ଜିଲା ଖବର

୭ମ ଅର୍ଥନୈତିକ ଗଣନା-୨୦୧୯ ଆରମ୍ଭ:ଠିକ୍‌ ତଥ୍ୟ ସଂଗ୍ରହରେ ହେବ ଆର୍ଥିକ ବିକାଶ

ଢେଙ୍କାନାଳ ଅଫିସ,୨୭ା୮ ଭାରତ ସରକାରଙ୍କ ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ ରୂପାୟନ ମନ୍ତ୍ରାଳୟ ଦ୍ୱାରା ପରିଚାଳିତ ୭ମ ଅର୍ଥନୈତିକ ଗଣନା ୨୦୧୯ ସୋମବାର ପୂର୍ବାହ୍ନରେ ଜିଲା କାର୍ଯ୍ୟାଳୟ ପରିସରରେ ଶୁଭାରମ୍ଭ ହୋଇଛି। ସବୁଜ ପତାକା ଦେଖାଇ ଜିଲାପାଳ ଭୂମେଶଚନ୍ଦ୍ର ବେହେରା କାର୍ଯ୍ୟକ୍ରମକୁ ଆରମ୍ଭ…

ଆନ୍ଦୋଳନ ପରେ କାର୍ଯ୍ୟକାରୀ ହେଲା ଜେରିଆଟିକ୍‌ ୱାର୍ଡ

ଅନୁଗୋଳ ଅଫିସ, ୨୭।୮ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବ୍ୟବସ୍ଥା ନେଇ ସୋମବାର ସାମାଜିକ କର୍ମୀମାନେ ଧାରଣା ଦେଇଥିଲେ। ବିଶେଷକରି ଜେରିଆଟିକ୍‌ ୱାର୍ଡ ଖୋଲିବା ଏକ ମାସ ହୋଇଥିଲେ ମଧ୍ୟ ଅଦ୍ୟାବଧି ଏଠାରେ ରୋଗୀଙ୍କୁ ଚିକିତ୍ସା ମିଳିପାରୁ ନାହିଁ। ଏ ନେଇ…

ଭିଡ଼ ଏଡ଼ାଇବାକୁ ପୌର ପ୍ରଶାସନର ପଦକ୍ଷେପ:କାର୍ଯ୍ୟାଳୟ ସମ୍ମୁଖରୁ ହଟିଲେ ଉଠା ଦୋକାନୀ

ଅନୁଗୋଳ ଅଫିସ, ୨୭।୮ ଅନୁଗୋଳ ପୌର କାର୍ଯ୍ୟାଳୟ ସମ୍ମୁଖରେ ବେପାର କରୁଥିବା ଉଠା ଦୋକାନୀଙ୍କୁ ସୋମବାର ହଟାଇ ଦିଆଯାଇଛି। ପୂର୍ବରୁ ସେମାନଙ୍କୁ ଏ ନେଇ ନୋଟିସ ଦିଆଯାଇଥିବା ବେଳେ ପୂର୍ବାହ୍ନରେ ସମସ୍ତ ଉଠା ଦୋକାନୀ ସ୍ଥାନ ଛାଡ଼ିବାକୁ ପୌର ପ୍ରଶାସନ ପକ୍ଷରୁ…

ଶିକ୍ଷକଙ୍କ ମଦ୍ୟପାନ ଭିଡିଓ ଭାଇରାଲ ଘଟଣା:ବଦଳି ଦାବିରେ ବିଦ୍ୟାଳୟରେ ତାଲା

ବଇଣ୍ଡା,୨୭।୮(ଡି.ଏନ.ଏ.) ଆଠମଲ୍ଲିକ ବ୍ଲକ କନ୍ତପଡ଼ା ପଞ୍ଚାୟତ ମଇମୁରା ସର୍କଲ ଅଧୀନ କେଞ୍ଚୁଆନାଳୀ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକ ମଦ୍ୟପାନ କରିଥିବା ଭିଡିଓ ଭାରରାଲ ଘଟଣା ପରେ ତାଙ୍କ ବଦଳି ଦାବିରେ ସୋମବାର ଗ୍ରାମବାସୀ ବିଦ୍ୟାଳୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଛନ୍ତି।…

ଚନ୍ଦନକାଠ ଚୋରି ଘଟଣାର ପର୍ଦ୍ଦାଫାଶ, ୬ ଗିରଫ

ଅନୁଗୋଳ ଅଫିସ, ୨୭।୮ ଅନୁଗୋଳ ପୋଲିସ ଟ୍ରେନିଂ କଲେଜ (ପିଟିସି) ଓ ଅଙ୍ଗାରବନ୍ଧ ମହିମା ଗାଦି ମଠରୁ ଚନ୍ଦନ ଗଛ ଚୋରି ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଚୋରି ଗ୍ୟାଙ୍ଗର ୬ ସଦସ୍ୟଙ୍କୁ ଗିରଫ ପରେ କୋର୍ଟଚାଲାଣ କରାଯାଇଥିବା ବେଳେ…

ସ୍ବେଚ୍ଛାସେବୀ, ଗଁ। ର ଲୋକ୍‌ ମିଶି ତିଆର କଲେ ରାସ୍‌ତା: ଅଭିଶାପ ପାଲଟିଛେ ଗଁବାସୀକର ଜୀବନ୍‌

ରେଙ୍ଗାଲି, ୨୭।୮ (ଡି.ଏନ୍‌.ଏ.): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ଖିଣ୍ଡା ପଁଚେତ୍‌ ଅଧୀନ ବୁଧିଆପାଲି ଗଁାର ସ୍କୁଲକେ ସଂଯୋଗ କରୁଥିବାର ରାସ୍‌ତାକେ ମାତୃଭୂମୀ ସ୍ବେଚ୍ଛାସେବୀ ସଂଗଠନ ତିଆର କରିଛେ। ରେଙ୍ଗାଲି ବ୍ଲକ ତଲାବିରା ୨ ଆର ୩ କୁଇଲା ଖଣି କୁଡ଼ବାର…

ଆର୍ଥତ୍କ ଜନଗଣନା ନେଇ ଦିନିକିଆ କର୍ମଶାଳା

ନୂଆପଡା ଅଫିସ,୨୭ା୮ ସ୍ଥାନୀୟ ଜିଲାପାଳଙ୍କ ସଭାଗୃହରେ ୭ମ ଆର୍ଥତ୍କ ଜନଗଣନା ସମ୍ପର୍କୀତ ଏକ ଦିନିକିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲାପାଳ ସୀତାରାମ ପଟେଲ ସଭାପତିତ୍ୱ କରିଥିବାବେଳେ ଜିଲା ଯୋଜନା ଅଧିକାରୀ ସୋମନାଥ କାଣ୍ଡେମ, ଗୋବିନ୍ଦ ଚନ୍ଦ୍ର ରଥ,…

ବିଶ୍ୱ ହିନ୍ଦୁ ପରିଷଦର ପ୍ରତିଷ୍ଠା ଉତ୍ସବ: ଶାନ୍ତି, ମୈତ୍ରୀ ଏକତାର ସୂତ୍ରରେ ବାନ୍ଧିହେବା

ନୂଆପଡା ଅଫିସ,୨୭ା୮ ଆମ ଦେଶ ଏକଦା ରାମ ରାଜ୍ୟ ଭାବେ ଅଭିହିତ ହୋଇ ରହିଥିଲା । ପରବର୍ତ୍ତି ସମୟରେ ବୈଦେଶିକ ଶତ୍ରୁ ଆକ୍ରମଣର ଶିକାର ହୋଇ ଏହା ଖଣ୍ଡ ବିଖଣ୍ଡିତ ହୋଇଗଲା । ଫଳରେ ଏଠାରେ ଶାନ୍ତି ଏକତା ବ୍ୟାହତ ହୋଇଥିଲା…

ଅର୍ନ୍ତଲା ପ୍ରାଥମିକ ବିଦ୍ୟାଳୟରେ ରାତିରେ ତ୍ରିରଙ୍ଗା ଉଡିବା ଘଟଣା

ଜୁନାଗଡ,୨୭।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଅର୍ନ୍ତଲା ପ୍ରାଥମିକ ବିଦ୍ୟାଳୟରେ ଗତ ୧୫ ତାରିଖ ସ୍ବାଧୀନତା ଦିବସରେ ଜାତୀୟ ପତାକାକୁ ଅସମ୍ମାନ କରାଯାଇଛି। ଉକ୍ତ ଘଟଣାରେ ସମ୍ପୃକ୍ତା ପ୍ରଧାନଶିକ୍ଷୟିତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ସୋମବାର ଅନ୍ତର୍ଲା ଗ୍ରାମବାସୀ କଳାହାଣ୍ଡି ଜିଲାପାଳଙ୍କ…

ରୂପେଲିର ଚିକିଛା ଲାଗି ଟଁକା ଅଭାବ୍‌ ଘଟନା: ପରୀକ୍ଷା ଲାଗି ନମୁନା ବାହାରକେ ପଠାଗଲା

  ଗୁଡ଼ଭେଲା,୨୭ା୮(ଡି.ଏନ୍‌.ଏ.): ଗଲା ୧୯ ତାରିଖ ସୋମବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ରୂପେଲିର ଚିକିଛା ଲାଗି ଟଁକା ଅଭାବ୍‌, ଚିନ୍‌ତାରେ ଗରିବ୍‌ ମା’ବାପ୍‌’ ଶୀରଷକ୍‌ରେ ଖବର ବାହାରିଥିଲା। ସେନ୍‌ତା ୨୧ ତାରିଖ ବୁଧୁବାର ଧରିତ୍ରୀରେ ଫେନ୍‌ଘାଏ ଇ ଘଟନା ବାବ୍‌ଦେ ‘ଗଁାରେ…

ବିପଦ୍‌ ମୁଢ଼େଇ ଦଦ୍‌ରା ଘରେ ରହୁଛନ୍‌ ଅସାହା ଦମ୍ପତି

  ଲାଠୋର, ୨୭ା୮ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ପଁଚେତ୍‌ ସଦର ଗୁଦାମପଡ଼ାରେ ବାସ କରୁଛନ୍‌ ଭଗବାନ ଛତ୍ରିଆ। ପରିବାର କହେଲେ ମାଏକିନା ବାସନ୍ତି ଆର ଗୁଟେ ବଲି ଝି’ ସେବତୀ। ପରିବାରଟା ନିହାତି ଗରିବ୍‌। ଇ…

ଛେଳିଗଡ ଜଳସେଚନ ପ୍ରକଳ୍ପ ବିସ୍ଥାପନ କଲୋନୀ, ଚିହ୍ନଟ ଜମିରେ ଚାରା ରୋପଣ କଲେ ଜିଲାପାଳ, ଏସପି

ଦିଗପହଣ୍ଡି,୨୬।୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡା ପଞ୍ଚାୟତ ବବୁଲିବନ୍ଧ ମୌଜା ବାଲିପାଟ ଗାଁ ନିକଟରେ ଛେଳିଗଡ ଜଳ ସେଚନ ପ୍ରକଳ୍ପ ବିସ୍ଥାପିତଙ୍କ ପାଇଁ ଚିହ୍ନଟ ହୋଇଛି। ଏହି ଜମିରେ ସୋମବାର ଗଜପତି ଜିଲାପାଳ ଅନୁପମ ଶାହା ଏବଂ ଏସ୍‌ପି ସାରା ଶର୍ମା ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?