ଭୁଲ ଇଞ୍ଜେକ୍ସନ ଦେବାରୁ ନାବାଳିକା ମୃତ : କ୍ଲିନିକ୍ରେ ଭଙ୍ଗାରୁଜା, ଡାକ୍ତର ଅଟକ
ନିଆଳି,୨୬ା୮(ଡି.ଏନ୍.ଏ.)ନିଆଳି ଥାନା ଅଧୀନ ନିଆଳି ପବ୍ଲିକ କ୍ଲିନିକ୍ରେ ରବିବାର ଅପରାହ୍ନରେ ଚିକିତ୍ସାଧିନ ଅବସ୍ଥାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାଲିପାଟଣା ଥାନା ଅଧୀନ ଦରଡା ଗ୍ରାମର କ୍ରିଷ୍ଣା ନାୟକ(୭)। ଡାକ୍ତର ଭୁଲ୍ ଇଞ୍ଜେକଶନ ଦେବାରୁ କ୍ରିଷ୍ଣାଙ୍କ ମୃତ୍ୟୁ ଘଟିଲା…
ପୁରୀକୁ ଆବଶ୍ୟକ ବିମାନବନ୍ଦର
ପୁରୀ ଅଫିସ,୨୬ା୮: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ସୁଦୃଢ଼ ହେବ ପର୍ଯ୍ୟଟନ ଭିତ୍ତିଭୂମି। ପର୍ଯ୍ୟଟକ ଏବଂ ଶ୍ରଦ୍ଧାଳୁଙ୍କ ଲାଗି ବିଶ୍ୱସ୍ତରୀୟ ସୁବିଧା ସୁଯୋଗ କରାଯିବ। ଶ୍ରୀକ୍ଷେତ୍ରକୁ ନେଇ ଏମିତି ନାନା ପରିକଳ୍ପନା କରାଯାଇଛି। ଏଥିପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି…
ରତ୍ନଭଣ୍ଡାର ଖୋଲିବା ଦାବିରେ ଗଣଧାରଣା
ଛତିଆ,୨୬ା୮(ଡି.ଏନ୍.ଏ.): ରତ୍ନଭଣ୍ଡାର ସୁରକ୍ଷା ସମିତି ତରଫରୁ ରବିବାର ସକାଳେ ଛତିଆ ପାନ୍ଥଶାଳା ସମ୍ମୁଖରେ ରତ୍ନଭଣ୍ଡାରର ସୁରକ୍ଷା ଓ ତାଲା ଭାଙ୍ଗିବା ଦାବିରେ ଏକ ଶାନ୍ତିପୂର୍ଣ୍ଣ ଗଣଧାରଣା ଦିଆଯାଇଥିଲା। ଏଥିରେ ଶତାଧିକ ଜଗନ୍ନାଥପ୍ରେମୀ ଭକ୍ତ ଓ ଶ୍ରଦ୍ଧାଳୁ ସାମିଲ ହୋଇଥିଲେ। ପୁରୀ ବଡଦେଉଳର…
ଦୁର୍ଦ୍ଦିନରେ କଳିଙ୍ଗନଗର ନୀଳାଚନ ଇସ୍ପାତ କାରଖାନା : କଳିଙ୍ଗନଗର ମଜଦୁର ୟୁନିୟନର ପୁନରୁଉଦ୍ଧାର ଦାବି
କଳିଙ୍ଗନଗର,୨୬ା୮(ଡି.ଏନ୍.ଏ.): ଯାଜପୁର ଜିଲା କଳିଙ୍ଗନଗରରେ ଥିବା ନୀଳାଚନ ଇସ୍ପାତ ନିଗମ ଲିମିଟେଡ୍ର (ଏନ୍ଆଇଏନ୍ଏଲ୍) ପୁନରୁଦ୍ଧାର ପାଇଁ କଳିଙ୍ଗନଗର ମଜଦୁର ୟୁନିୟନ ଦାବି କରିଛି। ରାଷ୍ଟ୍ରୀୟ ଇସ୍ପାତ୍ତ ନିଗମ ଲିମିଟେଡ୍(ଆର୍ଆଇଏନ୍ଏଲ୍) ଏବଂ ଷ୍ଟିଲ ଅଥୋରିଟି ଅଫ୍ ଇଣ୍ଡିଆ ଲିମିଟେଡ୍ (ସେଲ୍) ଓ ଓମ୍ସି…
ଆଦିବାସୀ ମନ୍ତ୍ରୀଙ୍କ ଲାଞ୍ଜିଗଡ଼ ବ୍ଲକ ଗସ୍ତ; ଉଦ୍ଘାଟନୀ ସମାରୋହରେ ଯୋଗଦେଲେ
ଲାଞ୍ଜିଗଡ଼, ୨୬।୮ (ଡି.ଏନ.ଏ.) ଅନୁସୂଚିତ ଜାତି, ଜନଜାତି କଲ୍ୟାଣ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ବିଭିନ୍ନ ସ୍କୁଲ ପରିଦର୍ଶନ କରି ଉଦ୍ଘାଟନୀ ସମାରୋହରେ ଯୋଗଦେଇଛନ୍ତି । ମନ୍ତ୍ରୀ ରବିବାର ଭବାନୀପାଟଣା ଦେଇ କାଉଗୁଡାସ୍ଥିତ ବିଭାଗୀୟ…
ମାର୍ଚ୍ଚରେ ସରିବ ୩ ଖଣି ଲିଜ ଅବଧି : ପୁନଃ ଲିଜ୍ ଦୌଡ଼ରେ ଟାଟା ଷ୍ଟିଲ, ବିସି ମହାନ୍ତି, ମିଶ୍ରିଲାଲ
ଯାଜପୁର ଅଫିସ/କାଳିଆପାଣି(ଡି.ଏନ.ଏ.),୨୬ା୮: ଆଉ ମାତ୍ର ୭ମାସ ପରେ ଯାଜପୁର ଜିଲା ରନତ୍ଗର୍ଭା ସୁକିନ୍ଦା ଅଞ୍ଚଳ ଟାଟା ଷ୍ଟିଲର ସୁକିନ୍ଦା କ୍ରୋମାଇଟ ଖଣି, ବିସି ମହାନ୍ତି କମର୍ଦ୍ଦା ଖଣି ଓ ମିଶ୍ରିଲାଲର ସାରୁଆବିଲ କ୍ରୋମ ଖଣି ଅବଧି ଶେଷ ହେବାକୁ ବସିଛି। ନିକଟରେ…
ଇଣ୍ଡିପେଣ୍ଡେଣ୍ଟ କପ୍ ଫୁଟବଲ ଟୁର୍ନାମେଣ୍ଟ: ନୂଆପଡାକୁ ହରାଇ କୋମନା ଚାମ୍ପିୟନ
କୋମନା,୨୬।୮(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ତରବୋଡସ୍ଥିତ ରାଜିବ ଗାନ୍ଧୀ ମିନି ଷ୍ଟାଡିୟମରେ ଚାଲିଥିବା ଦ୍ୱାଦଶ ଇଣ୍ଡିପେଣ୍ଡେଣ୍ଟ କପ୍ ଫୁଟବଲ ଟୁର୍ନାମେଣ୍ଟ ରବିବାର ଉଦ୍ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍ରେ କୋମନା ଦଳ ନୂଆପଡାକୁ ହରାଇ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି। ପୂର୍ବାହ୍ନରେ…
ପୋଲିସ ଧୀରେ ଧୀରେ ଲୋକଙ୍କ ନିକଟତର ହେଉଛି; ଜିଲା ପାଇଁ ମନଲଗାଇ କାମ କରିବେ: ଏସ୍ପି ଅଗ୍ରୱାଲ
ନୂଆପଡା ଅଫିସ,୨୬ା୮ : ଦିନେ ପୋଲିସ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ ଏକ ବ୍ୟବଧାନ ରହିଥିଲା । ଲୋକେ ଏକ ଅନ୍ୟ ଦୃଷ୍ଟିରେ ଦେଖୁଥିଲେ। ବତ୍ତମାନ ପୋଲିସ ଲୋକଙ୍କ ନିକଟତର ହୋଇ ସୁଖଦୁଃଖରେ ସାମିଲ ରହି ଆସ୍ଥା ଭାଜନ ହୋଇ ପାରିଛି…
ଟାଏକୋଣ୍ଡୋ ବେଲ୍ଟ ପରୀକ୍ଷା; ୧୨୦ ପ୍ରତିଯୋଗୀ ଭାଗ ନେଲେ
ଜୁନାଗଡ,୨୬।୮ (ସ୍ବ.ପ୍ର.) କଳାହାଣ୍ଡି ଜିଲା ଟାଏକୋଣ୍ଡୋ ସଂଘ ପକ୍ଷରୁ ବେଲ୍ଟ ପରୀକ୍ଷା ଜିଲା ଟାଏକୋଣ୍ଡୋ ତାଲିମ କେନ୍ଦ୍ର ଜୁନାଗଡଠାରେ ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ଜେ.କେ. ଡ୍ୟାନ୍ସ ସ୍କୁଲ ସିବାମ୍ବିକା ନନ୍ଦ ଏହାକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିବା ବେଳେ ଜୁନାଗଡ କଳା…
ଧର୍ମଶାଳା ପଞ୍ଚାୟତ ସମିତି : ଏମଏଲଏ ଲାଡ ପାଣ୍ଠିର ଦୁରୂପଯୋଗ, ଲାଭଦାୟକ କଂକ୍ରିଟକରଣ କାର୍ଯ୍ୟକୁ ଅଧିକ ଗୁରୁତ୍ୱ
ଯାଜପୁର ଅଫିସ,୨୬ା୮: ବିଧାନସଭା ସଦସ୍ୟ ଆଞ୍ଚଳିକ ଉନ୍ନୟନ ପାଣ୍ଠି (ଏମଏଲଏଲାଡ୍ସ) ଯାଜପୁର ଜିଲା ଧର୍ମଶାଳା ବ୍ଲକରେ ଆଶାନୁରୂପକ ଏବଂ ଗାଇଡଲାଇନ ଅନୁସାରେ ଉପଯୁକ୍ତ ଖର୍ଚ୍ଚ ହୋଇ ନ ପାରି ବରବାଦ ହୋଇଛି। ୨୦୧୭-୧୮ ଆର୍ଥିକ ବର୍ଷର ଆୟବ୍ୟୟ ଉପରେ ହୋଇଥିବା ଅଡିଟ…
ଆଁଠେ କାଦୋରେ ଯାଆସ କରୁଛନ୍ ଗାଁବାସୀ
ଜାମଟିକ୍ରା, ୨୬।୮ (ଡି.ଏନ୍.ଏ.): ଅତାବିରା ବ୍ଲକ ବୁଗବୁଗା ପଁଚେତ୍ ଖଲିଆପାଲି-ପ୍ରଧାନଟିକ୍ରା ରାସ୍ତାର ଅବସ୍ତା ବହୁତ ଖରାପ ଅଛେ। ସୁଆଧିନତାର ୭୩ ବଛର ଉତାରୁ ବି ଇ ରାସ୍ତାର ଅବସ୍ତା ସୁଧ୍ରି ନାଇଁପାରି। ଖଲିଆପାଲିରୁ ପ୍ରଧାନଟିକ୍ରା ତକ୍ ଅଧ୍ କି.ମି. ରାସ୍ତା ଆଏଜ୍…
ଓ୍ବିକିପିଡିଆ ଓ୍ବେବ୍ ତାଲିକାରେ ସଂଗୀତକାର ପ୍ରେମାନନ୍ଦ ରାଜ୍ୟରେ ଶ୍ରୋତାଙ୍କ ପ୍ରଥମ ପସନ୍ଦ
ମାର୍ଶାଘାଇ,୨୬ା୮(ଡି.ଏନ୍.ଏ.)- ଅନ୍ତର୍ଜାତୀୟ ଓ ଜାତୀୟ ସିନେମାଠାରୁ ଆରମ୍ଭ କରି ବିଭିନ୍ନ ଭାଷାର ସିନେମା ସମ୍ପର୍କରେ ତଥ୍ୟ ସଂଗ୍ରହ କରି ଓ୍ବିକିପିଡିଆ ଓ୍ବେବ୍ସାଇଟ୍ ଅନ୍ଲାଇନ୍ରେ ଲୋକପ୍ରିୟ ହୋଇପାରିଛି। ଏହି ଓ୍ବେବ୍ସାଇଟ୍ର ତାଲିକାରେ ଓଡିଆ ସଂଗୀତ ନିର୍ଦ୍ଦେଶକ ଭାବେ ପ୍ରେମାନନ୍ଦ ସାମଲ ରାଜ୍ୟର ଶ୍ରୋତା…

