ଆମ ଜିଲା ଖବର

ମୁଣ୍ଡିଆରେ ଚାଲିଛି ବେଆଇନ ବ୍ଲାଷ୍ଟିଂ:ଅଭିଯୋଗ ସତ୍ତ୍ୱେ ନାହିଁ କାର୍ଯ୍ୟାନୁଷ୍ଠାନ

ରଣପୁର,୧୭ା୯(ସ୍ବ.ପ୍ର.): ରଣପୁର ତହସିଲ ଚମ୍ପାପେଡି ପଞ୍ଚାୟତ ନାଗଝରି ଗଁା ପିଲା ମୁଣ୍ଡିଆରେ କମ୍ପ୍ରେସର ଓ ଡିନାମାଇଟ୍‌ ସାହାଯ୍ୟରେ ବେଆଇନ ଭାବେ ବ୍ଲାଷ୍ଟିଂ ଚାଲିଛି। ଏହା ପ୍ରଭାବରେ ଗ୍ରାମର ଅଧିକାଂଶ ଘରର କାନ୍ଥ ଫାଟିଲାଣି। ଆଜବେଷ୍ଟସ୍‌ ମଧ୍ୟ କଣା ହେଲାଣି। ପଥରଖଣ୍ଡ ପଡି…

ଦୁର୍ଗାପୂଜା ପ୍ରସ୍ତୁତି ବୈଠକ:ମଦ ଦୋକାନରେ ପିଓଏସ୍‌ ବ୍ୟବସ୍ଥା

ଜଗତ୍‌ସିଂହପୁର ଅଫିସ, ୧୭ା୯: ଭାରତ ସରକାର ଡିଜିଟାଲ ପେମେଣ୍ଟ ଉପରେ ଗୁରୁତ୍ୱ ଦେଉଛନ୍ତି। ଏହି ଆଧାରରେ ଦଶହରା ସମୟରେ ଜଗତ୍‌ସିଂହପୁର ସହରରେ ଥିବା ମଦ ଦୋକାନଗୁଡିକରେ ପଏଣ୍ଟ ଅଫ ସେଲ୍‌ (ପିଓଏସ୍‌) ବ୍ୟବସ୍ଥା ହେବ। ଯଦ୍ଦ୍ବାରା ମଦ ବିକ୍ରେତା ଅଜଥା ଲେଜର…

ଖେଳଣା ବନ୍ଧୁକ ଦେଖାଇ ପ୍ରଧାନଶିକ୍ଷୟିତ୍ରୀଙ୍କସୁନାଚେନ ଲୁଟ୍‌

ତିର୍ତ୍ତୋଲ,୧୭ା୯(ଡି.ଏନ.ଏ.): ତିର୍ତ୍ତୋଲ ଥାନା ତରଜଙ୍ଗା ପଞ୍ଚାୟତ ବଫାପୁର ପ୍ରାଥମିକ ବିଦ୍ୟାଳୟରେ ସୋମବାର ପ୍ରଧାନଶିକ୍ଷୟିତ୍ରୀଙ୍କ ସୁନାଚେନ୍‌ ଲୁଟ୍‌ ହୋଇଛି। ପ୍ରଧାନଶିକ୍ଷୟିତ୍ରୀ ସୁଜାତା ମଲ୍ଲିକ ଶ୍ରେଣୀଗୃହରେ ପଢାଉଥିବାବେଳେ ଦୁର୍ବୃତ୍ତ ଖେଳଣା ବନ୍ଧୁକ ଦେଖାଇ ତାଙ୍କ ଚେନ ଲୁଟି ନେଇଛନ୍ତି। ଲୁଟ୍‌ବେଳେ ପ୍ରଧାନଶିକ୍ଷୟିତ୍ରୀ ଆହତ ହୋଇଛନ୍ତି।…

ଜନଶୁଣାଣିରେ ଜିଲାପାଳଙ୍କ ଚେତାବନୀ:୬୦% ଅଭିଯୋଗ ସମାଧାନ ନ କଲେ ଦରମା ବନ୍ଦ

କୁଜଙ୍ଗ,୧୭ା୯(ସ୍ବ.ପ୍ର): ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣିରେ ବିଭିନ୍ନ ଅଧିକାରୀଙ୍କୁ ଦିଆଯାଉଥିବା ଅଭିଯୋଗଗୁଡ଼ିକ ମଧ୍ୟରୁ ଅତିକମ୍‌ରେ ୬୦ଭାଗ ସମାଧାନ କରିବାକୁ ହେବ। ନ ହେଲେ ସମ୍ପୃକ୍ତ ଅଧିକାରୀଙ୍କ ଦରମା ବନ୍ଦ କରାଯିବ। ସୋମବାର କୁଜଙ୍ଗ ସୂଚନା ଭବନ ସମ୍ମୁଖରେ ଅୟୋଜିତ ଜିଲାପାଳଙ୍କ ଜନଶୁଣାଣି ଶିବିରରେ…

ପୂଜା ପାଇଁ ଝଲସୁଛି ଆଲୁମିନିୟମ ନଗରୀ

ବଅଁରପାଳ, ୧୭।୯ (ଉପେନ୍ଦ୍ର ରାଉତ) ଅନୁଗୋଳ ଜିଲା ନାଲ୍‌କୋ ନଗରର ଗଣପର୍ବ ଭାବେ ପରିଚିତ ବିଶ୍ୱକର୍ମା ପୂଜା ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ କଲୋନିବାସୀଙ୍କ ସହ ସମଗ୍ର ନାଲ୍‌କୋ ନଗରରେ ଉତ୍ସାହ ଦେଖାଦେଇଛି। ଚଳିତ ବର୍ଷ ପ୍ରଭୁ ବିଶ୍ୱ ନିର୍ମାତାଙ୍କୁ ଆବାହନ…

ମା’ ବାପା, ଭାଇଙ୍କୁ ହରାଇ ଅସହାୟ ପୁଷ୍ପଲତା:ସହପାଠୀ ଦେଲେ ସହାୟତା

ତାଳଚେର,୧୭ା୯(ନି.ପ୍ର.) ପୂର୍ବରୁ ମା’ବାପା ଆଖିବୁଜି ସାରିଥିଲେ। ସାହାରା ଥିବା ଏକମାତ୍ର ଭାଇ ଗତ ଜୁନ ୨୪ରେ ଆରପାରିକୁ ଚାଲିଯିବା ପରେ ବଡ଼ ଅସହାୟ ହୋଇପଡ଼ିଛନ୍ତି ତାଳଚେର ବ୍ଲକ ଘଣ୍ଟପଡା ଗ୍ରାମର ଯୁବତୀ ପୁଷ୍ପଲତା ବେହେରା। ପୁଷ୍ପଲତାଙ୍କ ସମ୍ପର୍କରେ ଖବରପାଇବା ପରେ ତାଙ୍କ…

ମିଳୁନି ଆବଶ୍ୟକ କୋଇଲା: ଟିଟିପିଏସ୍‌ର ୩ ୟୁନିଟ୍‌ ବନ୍ଦ

ତାଳଚେର,୧୭ା୯(ନି.ପ୍ର.) ଆବଶ୍ୟକ କୋଇଲା ଅଭାବରୁ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍‌)ର ୩ ଗୋଟି ୟୁନିଟ୍‌ ରବିବାର ସନ୍ଧ୍ୟାଠାରୁ ବନ୍ଦ ରହିଛି। ଫଳରେ ଉକ୍ତ ପ୍ରକଳ୍ପରୁ ବିଦ୍ୟୁତ୍‌ ଉତ୍ପାଦନ ହ୍ରାସ ପାଇଛି। ଆବଶ୍ୟକ ପରିମାଣର କୋଇଲା ନ ମିଳିଲେ ଆଗାମୀ ଦିନରେ…

ଖେଳପଡ଼ିଆ ପାଇଁ ଅଣ୍ଟା ଭିଡ଼ିଲା ପରିଚାଳନା କମିଟି:ଜବରଦଖଲ ଉଚ୍ଛେଦ ଦାବି

ଭୁବନ ୧୭।୯(ଡି.ଏନ.ଏ.) ଭୁବନ ଏନ୍‌ଏସି ଅଧୀନ ୩ନଂ. ଓ୍ବାର୍ଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଆଖପାଖ ଅଞ୍ଚଳକୁ ଜବରଦଖଲ ମୁକ୍ତ କରିବାକୁ ଦାବି କରିଛି ପରିଚାଳନା କମିଟି। ଏ ନେଇ କମିଟି ସଦସ୍ୟମାନେ ସୋମବାର ତହସିଲଦାରଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛନ୍ତି।…

ପୂରଣ ହେଉନି ଉଦ୍ଦେଶ୍ୟ: ରାସ୍ତାକଡ଼ରେ ଗଡୁଛି ଚେକ୍‌ପୋଷ୍ଟ

କାମାକ୍ଷାନଗର, ୧୭।୯(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡରେ ଥିବା ବିଭିନ୍ନ ଥାନା, ଫାଣ୍ଡିକୁ ମିଳିଥିବା ପୋଲିସ ଚେକ୍‌ପୋଷ୍ଟ ବ୍ୟବହାରରେ ଆସୁନାହିଁ। ଚେକ୍‌ପୋଷ୍ଟଗୁଡ଼ିକ ପରିତ୍ୟକ୍ତ ଅବସ୍ଥାରେ ଲଟାବୁଦାରେ ପଡ଼ି ନଷ୍ଟ ହେଉଛି। ଜିଲାର ଆଦର୍ଶ ଥାନାର ମାନ୍ୟତା ପାଇଛି କାମାକ୍ଷାନଗର। ଏଥିସହ…

ମେଶିନ୍‌ ଅଛି, କାମରେ ଲାଗୁନି: ୫ ବର୍ଷରେ ମାତ୍ର ୨୭ ଅଲ୍‌ଟ୍ରାସାଉଣ୍ଡ

ରାୟଗଡ଼ା ଅଫିସ, ୧୭।୯- ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାର କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ସହଜ, ସୁବିଧା ଓ କମ୍‌ ସମୟ ମଧ୍ୟରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ…

ଜୟ ମା’ ବସ୍ତ୍ରାଣୀ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ

କୋମନା,୧୭।୯(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ସିହିନାମୁଣ୍ଡା ଗାଁର ଖେଳ ପଡିଆରେ ଜୟ ମା’ ବସ୍ତ୍ରାଣୀ ଫୁଟବଲ ଟୁର୍ନାମେଣ୍ଟ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚ ଉଦ୍ୟାନବନ୍ଧ ଓ ମାନିଗୁଡା ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମାନିଗୁଡା ଦଳ ଉଦ୍ୟାନବନ୍ଧ…

ମାହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ବ୍ଲକସ୍ତରୀୟ ପ୍ରତିଯୋଗିତା

ଖଡିଆଳ,୧୭।୯(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ରାଜା ଆର୍ତ୍ତତ୍ରାଣ ଉଚ୍ଚ ବିଦ୍ୟାଳୟରେ ମାହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଖଡିଆଳ ବ୍ଲକସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପ୍ରଧାନଶିକ୍ଷକ ନକୁଲ ଶବରଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?