ଆମ ଜିଲା ଖବର

ନିର୍ମାଣ ହେଉନି ଭଗବାନପୁର-ବାମଡ଼ା ଲିଙ୍କ୍‌ ରୋଡ଼:କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ବିକାଶ ପରିଷଦର କର୍ମକର୍ତ୍ତା

ରୂପ୍‌ସା,୨୫।୮(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ରୂପ୍‌ସା-ବାଙ୍ଗିରିପୋଷି ରେଳଲାଇନର ଭଗବାନପୁର ଗାଁ ଛକରୁ ବାମଡ଼ା ଲେଭଲ୍‌ କ୍ରସିଂ ପର୍ଯ୍ୟନ୍ତ ନୂତନ ଲିଙ୍କରୋଡ଼ ନିର୍ମାଣ ହେଉ ନ ଥିବାରୁ ଜନ ଅସନ୍ତୋଷ ଦେଖାଦେଇଛି। ୧୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀଙ୍କ ପାଇଁ ଏହି ରେଳବାଇ ରାସ୍ତା…

ଯାଁଳାରେ ପ୍ଲାଷ୍ଟିକ ଇଣ୍ଡଷ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ଯାଁଳା,୨୫ା୮(ଡି.ଏନ.ଏ): ଜଟଣୀ ବ୍ଲକ ଯାଁଳା ପଞ୍ଚାୟତ ଅନ୍ତର୍ଗତ ଓଗାଳପଡ଼ା ଶିଳ୍ପାଞ୍ଚଳରେ ଥିବା ସାଇକୃପା ଚନ୍ଦନ ପ୍ଲାଷ୍ଟିକ ଇଣ୍ଡଷ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ମେଶିନ୍‌ ଏବଂ ବିଭିନ୍ନ ପ୍ଲାଷ୍ଟିକ ସାମଗ୍ରୀ ପୋଡି ଯାଇଛି। ରବିବାର ସକାଳେ ଏହି ଅଗ୍ନିକାଣ୍ଡ ଘଟିଥିଲା।…

ପୋଲ ତଳକୁ ଖସିଲା ଟ୍ରାକ୍ଟର, ୨ ମୃତ

ପଟ୍ଟାଙ୍ଗି,୨୫ା୮(ଡି.ଏନ୍‌.ଏ.): ପୋଲ ତଳକୁ ଟ୍ରାକ୍ଟର ଖସିପଡ଼ିବାରୁ ସେଥିରେ ଥିବା ୩ ଜଣଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଞ୍ଚଳରେ ଶନିବାର ଏଭଳି ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଅମ୍ପାବାଲି…

ଶିକ୍ଷାନୀତି ବାତିଲ ଦାବି କଲା ଡିଏସ୍‌ଓ

ଜୟପୁର,୨୫ା୮(ନି.ପ୍ର./ଡି.ଏନ୍‌.ଏ.): ଜୟପୁର ସରୋଜିନୀ ଭବନରେ ଏଆଇଡିଏସ୍‌ଓ ପକ୍ଷରୁ ଜିଲାସ୍ତରୀୟ ଛାତ୍ର ସମାବେଶ ଅନୁଷ୍ଠିତ ହୋଇଛି ା ଜାତୀୟ ଶିକ୍ଷାନୀତି ୨୦୧୯ ବାତିଲ ଦାବିରେ ଏହି ସମାବେଶ ହୋଇଥିଲା। ଡିଏସ୍‌ଓ ଜିଲା ସଂପାଦକ ଭାଗ୍ୟରବି ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମାବେଶରେ ମୁଖ୍ୟ ଅତିଥି…

ପୌରପାଳିକା ପକ୍ଷରୁ ଉଠା ପରିବା ଦୋକାନୀଙ୍କୁ ସ୍ଥାନାନ୍ତର

ଯୋଡ଼ା,୨୫।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକା ପକ୍ଷରୁ ସହରର ମୁଖ୍ୟ ରାସ୍ତାକଡ଼ରେ ଥିବା ପରିବା ଦୋକାନୀଙ୍କୁ ସ୍ଥାନାନ୍ତର କରାଯାଇଛି। ରବିବାର ସକାଳ ୮ଟାରୁ ୧୧ଟା ପର୍ଯ୍ୟନ୍ତ ପୌରପାଳିକା ଓ ପୋଲିସ ପ୍ରଶାସନର ମିଳିତ ସହଯୋଗରେ ଏହି ସ୍ଥାନାନ୍ତର କାର୍ଯ୍ୟ କରାଯାଇଥିଲା। ସୂଚନାଯୋଗ୍ୟ,…

ନକଲି ଶିକ୍ଷକଙ୍କୁ ଝଟକା : ୧ ମାସ ଭିତରେ ଦାଖଲ କରିବାକୁ ପଡ଼ିବ ଜାତିଗତ ପ୍ରମାଣପତ୍ର

କର୍ଲାମୁଣ୍ଡା,୨୫।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ନକଲି ଶିକ୍ଷକ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟା ଜୁଲାଇ ମାସରେ ଆରମ୍ଭ ହୋଇ ସାରିଥିବା ବେଳେ ଏବେ ପୁଣି ଜାତିଗତ ପ୍ରମାଣପତ୍ର ଓ ମାଇଗ୍ରେସନ ସାର୍ଟିଫିକେଟ ଯାଞ୍ଚ ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି। ଫଳରେ…

ଆତ୍ମସମର୍ପଣ କରିଥିବା ମାଓବାଦୀ କମାଣ୍ଡରଙ୍କ ଅଭିନବ ପ୍ରୟାସ : ସାଥୀ ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ଗୀତ ମାଧ୍ୟମରେ ଦେଲେ ଆହ୍ବାନ

ମାଲକାନଗିରି,୨୫।୮(ସ୍ବ.ପ୍ର.): ଜିଲାର ସୀମାନ୍ତ ଛତିଶଗଡ଼ ସୁକମା ପୋଲିସ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆତ୍ମସମର୍ପଣ କରିଥିବା ମାଓବାଦୀ କମାଣ୍ଡର ଅର୍ଜୁନ ସାଥୀ ମାଓବାଦୀଙ୍କୁ ହିଂସା ଛାଡ଼ି ମୁଖ୍ୟସ୍ରୋତରେ ସାମିଲ ହେବାକୁ ଗୀତ ମାଧ୍ୟମରେ ଆହ୍ବାନ ଦେଇଛନ୍ତି। ୧୯୮୦ ମସିହାରୁ ମାଓବାଦୀ ସଂଗଠନ…

କେନ୍ଦୁଝରର ନୂତନ ଏସ୍‌ପି ଭାବେ କାର୍ଯ୍ୟରେ ଯୋଗଦେଲେ ମିତ୍ରଭାନୁ ମହାପାତ୍ର

କେନ୍ଦୁଝର,୨୫।୮(ସ୍ବ.ପ୍ର.): କେନ୍ଦୁଝରର ନୂତନ ଏସ୍‌ପି ଭାବରେ ମିତ୍ରଭାନୁ ମହାପାତ୍ର ରବିବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଡିଆଇଜି ଜୟନାରାୟଣ ପଙ୍କଜଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଜିଲାରେ ଟ୍ରାଫିକ ସମସ୍ୟା, ଆଇନ ଶୃଙ୍ଖଳା ପରିସ୍ଥିତି ମୁକାବିଲା କରିବା ପାଇଁ ପଦକ୍ଷେପ…

ବିଶ୍ୱ ବନ୍ଧୁତ୍ୱ ଦିବସ: ଗଣତନ୍ତ୍ରର ଚାରି ସ୍ତମ୍ଭକୁ ସମ୍ମାନ

ଭଦ୍ରକ ଅଫିସ,୨୫।୮: ଭଦ୍ରକ ଜିଲା ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପରିସରରେ ବିଶ୍ୱ ବନ୍ଧତ୍ୱ ଦିବସ ଓ ଦାଦି ପ୍ରକାଶମଣି ସ୍ମୃତି ଦିବସ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବହୁ ଅତିଥି ଯୋଗଦେଇ ଦିବସର ମହତ୍ତ୍ୱ ବର୍ଣ୍ଣନା କରିବା…

କୋରିୟର ପେଟିରୁ ବାହାରିଲା ୬ ଫୁଟର ନାଗସାପ

ବାରିପଦା ଅଫିସ,୨୫।୮: ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସହରର ୫ନଂ. ୱାର୍ଡର ମୃତ୍ୟୁକୁମାର ନାମକ ଜଣେ ବ୍ୟକ୍ତିଙ୍କ ନିକଟକୁ ରବିବାର ଆସିଥିବା ଏକ ପେଟିରୁ ନାଗ ସାପ ଉଦ୍ଧାର ହୋଇଛି। ତେବେ ଏହି ୬ଫୁଟ ଲମ୍ବର ନାଗ ସାପଟିକୁ କୁଚେଇବୁଢୀ ସଂରକ୍ଷିତ ଜଙ୍ଗଲରେ…

ବିଦ୍ୟୁତ କାଟ୍‌କୁ ନେଇ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ବଅଁରପାଳ,୨୫।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବନ୍ଦା, ଝଯିରୀବାହଳ ଓ ଚଉରୀଡ଼ିହ ଗ୍ରାମରେ ଶନିବାରଠାରୁ ବିଦ୍ୟୁତ ନ ଥିବାରୁ ଏ ନେଇ ରବିବାର ଗ୍ରାମବାସୀଙ୍କ ପକ୍ଷରୁ ବଅଁରପାଳ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରାଯିବା ସହ ଥାନାରେ ମଧ୍ୟ ଅଭିଯୋଗ ହୋଇଛି।…

ବାଲିମେଳାସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ରାବାସରେ ଅବ୍ୟବସ୍ଥା: ଶଯ୍ୟା ନ ଥିବାରୁ ତଳେ ଶୋଉଛନ୍ତି ୧୦୦ରୁ ଊର୍ଦ୍ଧ୍ୱ ଛାତ୍ର, ନିର୍ମାଣର ୨ ବର୍ଷରେ ଛାତରୁ ଗଳୁଛି ପାଣି

କୋରୁକୋଣ୍ଡା,୨୫।୮(ଡି.ଏନ୍‌.ଏ): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟରେ ଥିବା ଛାତ୍ରାବାସରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି। ଉକ୍ତ ଛାତ୍ରାବାସରେ ମୋଟ ୩୩୦ ପିଲା ରହୁଥିବାବେଳେ ଶଯ୍ୟାର ବନ୍ଦୋବସ୍ତ ନ ଥିବା ଯୋଗୁ ପିଲାମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?