ଆମ ଜିଲା ଖବର

୩ରେ ଗଣପର୍ବ ନୂଆଁଖାଇ: ଧାର୍ଯ୍ୟ ହେଲା ଲଗ୍ନ, ଇଷ୍ଟଦେବୀ ସମଲେଇଙ୍କୁ ଲଗ୍ନପତ୍ର ଅର୍ପଣ

ସମ୍ବଲପୁର, ୨୫।୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ସେପ୍ଟେମ୍ବର ୩ ତାରିଖ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଇଷ୍ଟଦେବୀ ସମଲେଇଙ୍କଠାରେ ନୂଆଁଖାଇ ପାଳିତ ହେବ। ସେଦିନ ପୂର୍ବାହ୍ନ ୧୦ଟା ୫ରୁ ୧୦ଟା ୨୦ ମଧ୍ୟରେ…

ବାଲି ବୋଝେଇ ୫ ହାଇୱା ଜବତ

ରଣପୁର,୨୫।୮(ସ୍ବ.ପ୍ର.)-ରଣପୁର ତହସିଲ ଅଞ୍ଚଳରେ ମାଙ୍କଡ଼ା ପଥର ଓ ବାଲି ବେଆଇନ ଭାବେ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି । ତେବେ ତହସିଲ ଓ ପୋଲିସ ପକ୍ଷରୁ ମାଙ୍କଡା ପଥର ଗାଡ଼ିକୁ ଅନୁକମ୍ପା ଦେଖାଇ କେବଳ ବାଲି ବୋଝେଇ ଗାଡିକୁ ଧରପଗଡ଼ କରାଯାଉଛି…

ମହାନଦୀରେ ଗୋମୁହାଁ କୁମ୍ଭୀର ଆତଙ୍କ ବନ ବିଭାଗ ପକ୍ଷରୁ ପଦକ୍ଷେପ ଦାବି

ଖଣ୍ଡପଡ଼ା,୨୫ା୮(ସ୍ବ.ପ୍ର.)-ମହାନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସମୟରେ ସାତକୋଶିଆ ବନ୍ୟପ୍ରାଣୀ ଅଭୟାରଣ୍ୟରେ ରହୁଥିବା କେତେକ କୁମ୍ଭୀର ଗଭୀର ଜଳ ସ୍ରୋତରେ ନଦୀର ତଳ ମୁଣ୍ଡକୁ ଚାଲି ଆସିଥିବା ଜଣାପଡ଼ିଛି। ଶୁକ୍ରବାର ପ୍ରାୟ ୭ରୁ ୮ଫୁଟ ଲମ୍ବର ଗୋଟିଏ ଗୋମୁହାଁ କୁମ୍ଭୀର ହନୁମନ୍ତପ୍ରସାଦ…

ସ୍ବଚ୍ଛ ଭାରତ ମିଶନ: ଘରୋଇ ପାଇଖାନାରୁ ବଞ୍ଚିତ ଆଦିବାସୀ

ନୂଆଗାଁ,୨୫ା୮ (ଡି.ଏନ.ଏ.): ସ୍ବଚ୍ଛ ଭାରତ ମିଶନ ମାଧ୍ୟମରେ ଦେଶର ପ୍ରତ୍ୟେକ ପରିବାରକୁ ଘରୋଇ ପାଇଖାନା ଯୋଗାଇଦେବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ହେଲେ କେତେଜଣ କର୍ମଚାରୀଙ୍କ ଅବହେଳା ଯୋଗୁ ଏହାର ସୁଫଳ ଲୋକମାନେ ପାଇପାରୁ ନାହାନ୍ତି। ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଏହାର…

ଦକ୍ଷତା ଦେଖାଇଲେ କୁନି ବୈଜ୍ଞାନିକ

କାମାକ୍ଷାନଗର, ୨୫।୮(ଡି.ଏନ.ଏ.) – କାମାକ୍ଷାନଗର ସରସ୍ବତୀ ଶିଶୁମନ୍ଦିରରେ ଶନିବାର ସଙ୍କୁଳସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ୯ ଶିକ୍ଷାନୁଷ୍ଠାନର ୧୩୯ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ମୋଟ ୨୫ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଶକ୍ତି ସଂରକ୍ଷଣ, ବାୟୁ ପ୍ରଦୂଷଣ, ନୂତନ…

ପୁଣି ଜନବସତିରେ ପଶିଲା ନରହନ୍ତା ହାତୀ

ପରଜଙ୍ଗ, ୨୫।୮(ଡି.ଏନ.ଏ.) – ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନରେ ତାଣ୍ଡବ ସୃଷ୍ଟି କରିଥିବା ନରହନ୍ତା ଦନ୍ତାର ହିଂସ୍ର ଆଚରଣ ବଢ଼ିବାରେ ଲାଗିଛି। ମୁଣ୍ଡେଇଲୋ ପଞ୍ଚାୟତ ଗେହ୍ଲେଇକାଟେଣୀ ଦଳିତ ସାହିରେ ଶୁକ୍ରବାର ରାତିରେ ହାତୀ ପଶି ଆତଙ୍କ…

ବିଦ୍ୟୁତୀକରଣ ଯୋଜନା ପ୍ରହସନ: ଖୁଣ୍ଟ ପୋତାରେ ଅଟକିଛି ସଂଯୋଗ

ବଅଁରପାଳ, ୨୫।୮ (ଡି.ଏନ୍‌.ଏ) – ଗରିବ ଲୋକଙ୍କୁ ରିହାତିରେ ବିଦ୍ୟୁତ୍‌ ସଂଯୋଗ ଦେବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ରାଜୀବ ଗାନ୍ଧୀ ଗ୍ରାମ୍ୟ ବିଦ୍ୟୁତୀକରଣ ଯୋଜନାର ସୁଫଳ ପାଇପାରୁନାହାନ୍ତି ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗୋତମରା ଗ୍ରାମର ଗୋଚ୍ଛାୟତସାହି…

ମାଓବାଦୀ ପ୍ରଭାବିତ ଗ୍ରାମରେ ବିଧାୟକ

ବଇଣ୍ଡା,୨୫।୮(ଡି.ଏନ.ଏ.) – ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଶୁକ୍ରବାର ମାଓବାଦୀ ପ୍ରଭାବିତ ଲକ୍ଷ୍ମୀପୁର ଗ୍ରାମ ପରିଦର୍ଶନରେ କରି ଲୋକଙ୍କ ସମସ୍ୟା ପଚାରି ବୁଝିଛନ୍ତି। ପାହାଡ଼ିଆ ରାସ୍ତାରେ ବିଧାୟକ ସାଏ ଚାଲିଚାଲି ଯାଇ ଲୋକଙ୍କୁ ଭେଟିଥିଲେ। ଏହି ଅବସରରେ ଗ୍ରାମ ସଭାପତି…

ମୁଣ୍ଡ ଉପରେ ଝୁଲୁଛି ବିଦ୍ୟୁତ୍‌ ତାର

ଅନୁଗୋଳ ଅଫିସ, ୨୫।୮ – ଅନୁଗୋଳ ଜିଲା ବଅଁରପାଳ ଥାନା ତଳମୂଳ ପଞ୍ଚାୟତର ଶିମିଳିଛୁଇଁ ଗ୍ରାମରେ ମୁଣ୍ଡ ଉପରେ ଝୁଲି ରହିଛି ବିଦ୍ୟୁତ୍‌ ତାର। ଏ ନେଇ ବାରମ୍ବାର ସେସୁ ଅଫିସ୍‌ରେ ଅଭିଯୋଗ ପରେ ବି କେହି କର୍ଣ୍ଣପାତ କରୁ ନ…

ଇଣ୍ଡିପେଣ୍ଡେଣ୍ଟ କପ୍‌ ଫୁଟବଲ ଟୁର୍ନାମେଣ୍ଟ : କୋମନା, ନୂଆପଡା ମଧ୍ୟରେ ଫାଇନାଲ ମ୍ୟାଚ୍‌

କୋମନା,୨୫।୮(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ତରବୋଡସ୍ଥିତ ରାଜିବ ଗାନ୍ଧୀ ମିନି ଷ୍ଟାଡିୟମରେ ଚାଲିଥିବା ଦ୍ୱାଦଶ ଇଣ୍ଡିପେଣ୍ଡେଣ୍ଟ କପ ଫୁଟବଲ ଟୁର୍ନାମେଣ୍ଟର ଦୁଇଟି ସେମି ଫାଇନାଲ ମ୍ୟାଚ୍‌ ଶେଷ ହୋଇଛି। ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ କୋମନା ବିଜୟୀ ହୋଇ ଫାଇନାଲରେ ପ୍ରବେଶ…

ଜରାଜୀର୍ଣ୍ଣ ଅବସ୍ଥାରେ ଶତାୟୁ ବିଦ୍ୟାଳୟ

ପାଲଲହଡ଼ା, ୨୫ା୮(ଡି.ଏନ.ଏ.) – ଜରାଜୀର୍ଣ୍ଣ ଅବସ୍ଥାରେ ଶ୍ରେଣୀ ଗୃହ। କେଉଁଠି କାନ୍ଥ ଫାଟି ଆଁ କରିଛି ତ କେଉଁଠି ବର୍ଷା ହେଲେ କୋଠରିରେ ପାଣି ଜମୁଛି। ଭିତ୍ତିଭୂମି ନ ଥିବା ସାଙ୍ଗକୁ ଶିକ୍ଷକ ଅଭାବ ଆଉ ଏକ ବଡ ସମସ୍ୟା ଅନୁଗୋଳ…

ପଞ୍ଚାୟତସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ:ବିଦ୍ୟାଳୟ ଆନୁଷଙ୍ଗିକ ବ୍ୟବସ୍ଥାରେ ସୁଧାର ଦରକାର

ନୂଆପଡା ଅଫିସ,୨୫ା୮ ନୂଆପଡା ଜିଲା କୁରୁମପୁରୀ ଭଳି ଗ୍ରାମପଞ୍ଚାୟତ ଅଞ୍ଚଳରେ ପ୍ରାଥମିକ ଶିକ୍ଷାର ଉନ୍ନତିର ଆବଶ୍ୟକତା ରହିଛି । ଏଥିପାଇଁ ବିଦ୍ୟାଳୟଗୁଡିକର ଭିତ୍ତିଭୂମିର ବିକାଶ କରିବା ଜରୁରୀ । ଏଗୁଡିକର ଆନୁଷଙ୍ଗିକ ବ୍ୟବସ୍ଥାରେ ସୁଧାର ଆଣିବା ଆବଶ୍ୟକତା ରହିଛି ବୋଲି ମତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?