ଆମ ଜିଲା ଖବର

କୂଳ ଛାଡ଼ିଲା ମାଲେସିଆ ଜାହାଜ

ବ୍ରହ୍ମଗିରି,୧୬ା୯(ଡି.ଏନ୍‌.ଏ.) : ବହୁ ପରିଶ୍ରମ ପରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାଜହଂସ କୂଳରେ ଲାଗିଥିବା ମାଲେସିଆ ଜାହାଜ ଜିନ୍‌ ହ୍ବା କୂଳ ଛାଡ଼ିଛି। ଏହାକୁ ଉଦ୍ଧାର କରିବା ପାଇଁ ଶନିବାର ପହଞ୍ଚତ୍ଥିବା ଏମ୍‌ଭି ଚିତା ନାମକ ଜାହାଜ ସାହଯ୍ୟରେ ରବିବାର…

ଜିଲାପାଳଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଗାଏବ ଘଟଣା ଅର୍ଥ ଫେରାଇଲା ବ୍ୟାଙ୍କ

ଅନୁଗୋଳ ଅଫିସ୍‌, ୧୬ା୯: ଅନୁଗୋଳ ଜିଲାପାଳଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଗାଏବ ଘଟଣାରେ ସମ୍ପୃକ୍ତ ବ୍ୟାଙ୍କ ଟଙ୍କା ଫେରାଇଛି। ବ୍ୟାଙ୍କ ପକ୍ଷରୁ ୫୯ ଲକ୍ଷ ୪୧ହଜାର ୪୮୧ଟଙ୍କା ଆକାଉଣ୍ଟ ନମ୍ବର ୦୭୬୪୧୪୫୦୦୦୦୨୩୫କୁ ଫେରସ୍ତ କରାଯାଇଥିବା ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା…

ଲମ୍ବା ଧାଡ଼ି ଯୋଗୁ ଚିକିତ୍ସା ପାଇପାରିଲେନି; ଡାକ୍ତର ଦେଖିବା ପୂର୍ବରୁ ଶିଶୁ ମୃତ

ଅନୁଗୋଳ ଅଫିସ, ୧୬।୯: ଗୁରୁତର ଅବସ୍ଥାରେ ରବିବାର ମେଡିକାଲ ଆସିଥିବା ଜଣେ ଦେଢ ବର୍ଷର ଶିଶୁପୁତ୍ର ଚିକିତ୍ସା ପାଇ ନ ପାରିବାରୁ ତାହାର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତ ଶିଶୁ କୁଇଓ ଜାମୁନାଳି ଅଞ୍ଚଳର ଶଙ୍କର୍ଷଣ ପ୍ରଧାନଙ୍କ ପୁଅ ସୁମନ…

ସ୍କାନରରେ ଜିଲାପାଳ କାର୍ଯ୍ୟାଳୟ କର୍ମଚାରୀ

ଅନୁଗୋଳ ଅଫିସ, ୧୬।୯: ଅନୁଗୋଳ ଜିଲାପାଳଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଟଙ୍କା ଗାଏବ ଘଟଣାରେ ଗିରଫ ହୋଇଥିବା ସମ୍ପୃକ୍ତ ବ୍ୟାଙ୍କର ପୂର୍ବତନ ମ୍ୟାନେଜର ଶକ୍ତି ବେଦାନ୍ତଙ୍କ କାରନାମା ଏବେ ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଛି। ଏତେ ଚତୁରତାର ସହ ପ୍ରଶାସନିକ…

ଜେଏସ୍‌ପିଏଲ ପାଳିଲା ଇଞ୍ଜିନିୟର୍ସ ଦିବସ

ଅନୁଗୋଳ ଅଫିସ, ୧୬।୯: ଅନୁଗୋଳ ଜେଏସ୍‌ପିଏଲ ପରିସରରେ ରବିବାର ଇଞ୍ଜିନିୟର୍ସ ଦିବସ ପାଳିତ ହୋଇଯାଇଛି। ଭାରତ ରତ୍ନ ତଥା ପ୍ରଖ୍ୟାତ ଇଞ୍ଜିନିୟର ଡଃ. ଏମ୍‌. ବିଶ୍ୱେସ୍ବରାୟଙ୍କ ଜନ୍ମ ବାର୍ଷିକୀ ଅବସରରେ ଏହି ଦିବସ ପାଳନ କରାଯାଇଛି। ଜେଏସ୍‌ପିଏଲର ମୁଖ୍ୟ ପରିଚାଳନା ଅଧିକାରୀ…

ମା’ଙ୍କ ପରେ ହାତ ଛାଡିଦେଲେ ବାପା; ବ୍ୟାଙ୍କ ବାରଣ୍ଡାରେ ୨ ଶିଶୁ

ବନ୍ତଳା,୧୬।୯(ଡି.ଏନ.ଏ.) ୨ ନୀରିହ ଶିଶୁଙ୍କୁ ଛାଡି ମା’ କେଉଁଆଡେ ପଳାଇଥିବାବେଳେ ଏବେ ହାତ ଛାଡିଦେଇଛନ୍ତି ବାପା। ଫଳରେ ସମବାୟ ବ୍ୟାଙ୍କ ବାରଣ୍ଡାରେ ୫ ଦିନ ହେଲା ଅସହାୟ ଅବସ୍ଥାରେ ଅଖିଆ ଅପିଆ ପଡିରହିଛନ୍ତି ଦୁଇ ଶିଶୁ। ଅନୁଗୋଳ ଜିଲା ପୁରୁଣାକୋଟ ଥାନା…

କଟକ: ୧୮ରେ ୧୨ ଘଣ୍ଟିଆ ବନ୍ଦ

କଟକ ଅଫିସ,୧୬ା୯ : ହିନ୍ଦୁସେନା ଓ କଟକ ସଦର ସୁରକ୍ଷା କମିଟି ପକ୍ଷରୁ ଆସନ୍ତା ୧୮ରେ କଟକ ବନ୍ଦ ଡାକରା ଦିଆଯାଇଛି। ଏ ନେଇ ରବିବାର ଜିଲା ରେଡ୍‌କ୍ରସ ଭବନଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। କଟକ ସହରକୁ ଶ୍ରୀହୀନ…

କୃଷି ଋଣ ହଡ଼ପ ଅଭିଯୋଗ: ଚାଷୀ ଥାନାର ଦ୍ୱାରସ୍ଥ

ଛେଣ୍ତିପଦା,୧୬।୯(ସ୍ବ.ପ୍ର) ଛେଣ୍ଡିପଦା ବ୍ଲକ ଚାଙ୍ଗୁଡିଆ ସମବାୟ ସମିତିରେ ଚାଷୀଙ୍କ ଋଣ ଟଙ୍କା ହଡପ ହୋଇଥିବା ନେଇ ରବିବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ପୋଲିସ କେସ ନଂ. ୨୭୩/୧୯ରେ ଏକ ମାମଲା ରୁଜୁ କରି ସମବାୟ ସମିତିର ସଭାପତିଙ୍କୁ ଅଟକ…

ମାଓବାଦୀ ଗଡରେ ମହିଳା ଜିଲାପାଳ; ସୁନାବେଡାବାସୀଙ୍କ ସବୁ ସମସ୍ୟା ବୁଝିଲେ

ନୂଆପଡା ଅଫିସ,୧୬ା୯: ନୂଆପଡା ଜିଲାର ମାଓବାଦୀଙ୍କ ଗଡ କୁହାଯାଉଥିବା ସୁନାବେଡା ଅଭୟାରଣ୍ୟରେ ଖୁବ କମ୍‌ ଅଧିକାରୀ ପାଦ ମାଡିଛନ୍ତି । ସେମାନେ ବି କଡା ସୁରକ୍ଷା ବ୍ୟବସ୍ଥା ଭିତରେ ଯାଇଥିବାବେଳେ ବର୍ତ୍ତମାନ ଜିଲାପାଳ ମଧୁସ୍ମିତା ସାହୁ ବିନା ପୋଲିସ କର୍ଡନରେ ଦିନସାରା…

ସଚେତନତାରେ ପୋଲିସ, ଓକିଲ ସଂଘ କର୍ମକର୍ତ୍ତା ସାମିଲ; ହେଲମେଟ ପିନ୍ଧିବା ପାଇଁ ଏସ୍‌ପି ପରାମର୍ଶ ଦେଲେ

ନୂଆପଡା ଅଫିସ,୧୬ା୯ : ପରିବର୍ତ୍ତିତ ପରିବହନ ଅଧିନିୟମକୁ କଡାକଡି କାର୍ଯ୍ୟାନ୍ବୟନ କରିବା ପୂର୍ବରୁ ଲୋକଙ୍କ ମଧ୍ୟରେ ବ୍ୟାପକ ସଚେତନତା ଆଣିବାକୁ ଜିଲା ପୋଲିସ ଉଦ୍ୟମ ଆରମ୍ଭ କରିଛି। ବିଭିନ୍ନ ମାଧ୍ୟମରେ ସଚେତନତା ସୃଷ୍ଟି କରିବାକୁ ପ୍ରତିଦିନ ବିକଳ୍ପ ଖୋଜି ଲୋକଙ୍କ ମଧ୍ୟରେ…

ଭାନୁ ପ୍ରକାଶ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ; ବାରିକ ଚ୍ୟାଲେଞ୍ଜର୍ସ ଉଦ୍ୟାନ ବନ୍ଧ ଚାମ୍ପିୟନ

କୋମନା,୧୬।୯(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ଭେଲା ମିନି ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଭାନୁପ୍ରକାଶ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଉଦ୍ୟାନବନ୍ଧ ବାରିକ ଚ୍ୟାଲେଞ୍ଜର ଭେଲା ଦଳକୁ ହରାଇ ଚାମ୍ପିୟନ ହୋଇଛି। ପୂର୍ବାହ୍ନରେ ବାରିକ ଚ୍ୟାଲେଞ୍ଜର ଉଦ୍ୟାନବନ୍ଧ…

ଯାଦବ ସମାଜର ଜିଲାସ୍ତରୀୟ ବୈଠକ; ସମାଜର ସାଙ୍ଗଠନିକ ସମୀକ୍ଷା

ନୂଆପଡା ଅଫିସ,୧୬ା୯: ସ୍ଥାନୀୟ ଜିଲା ଯାଦବ ଭବନରେ ଯାଦବ ସମାଜର ଜିଲାସ୍ତରୀୟ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ହରେରାମ କଠାର ସଭାପତିତ୍ୱ କରିଥିବାବେଳେ ଜିଲା ସାଧାରଣ ସମ୍ପାଦକ ଲମ୍ବୋଦର ନିଆଲ, ଉପସଭାପତି ତଥା କାର୍ଯ୍ୟକାରୀ ସଭାପତି ଚଞ୍ଚଳ ସଗରିଆ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?