ଆମ ଜିଲା ଖବର

ଶ୍ୱଶୁର ଘରେ ଜ୍ୱାଇଁଙ୍କ ଆତ୍ମହତ୍ୟା

ଚଢ଼େଇଧରା,୨୪ା୮(ଡି.ଏନ୍‌.ଏ)- ଯାଜପୁର ଜିଲା ଜେନାପୁର ଥାନା ପୁରୁଣା ବଉଳମାଳ ପଞ୍ଚାୟତ କୃଷ୍ଣପଶି ଗ୍ରାମସ୍ଥିତ ଶ୍ୱଶୁର ଘରେ ଶୁକ୍ରବାର ଜ୍ୱାଇଁ ଫ୍ୟାନ୍‌ରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ଧର୍ମଶାଳା ଥାନା ଗୋପାଳପୁର ଗ୍ରାମର ଅନନ୍ତ ଦାସ (୩୫)।…

ବିଦ୍ୟୁତ୍‌ ତାର ଚୋରି ମାମଲାରେ ୪ ଗିରଫ, ବିଦ୍ୟୁତ୍‌ ତାର, ସ୍କର୍ପିଓ ଜବତ

ବସ୍ତା, ୨୪।୮ (ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା, ବାଲିଆପାଳ ତଥା ବାଲେଶ୍ୱର ସଦର ଅଞ୍ଚଳରେ ଦୀର୍ଘ ଦିନ ଧରି ଚାଲି ଆସିଥିବା ବିଦ୍ୟୁତ୍‌ ତାର ଚୋରି ର଼୍ୟାକେଟର ଶନିବାର ପର୍ଦ୍ଦାଫାଶ ହୋଇଛି । ବାଲେଶ୍ୱର ଜିଲା ଲଙ୍ଗଳେଶ୍ୱରର କବାଡ଼ିଆ ଗୋଦାମରୁ ଲକ୍ଷାଧିକ…

ଚାଷୀମାନଙ୍କ ପକ୍ଷରୁ ସିଏସ୍‌ ଅଫିସ ଘେରାଉ

ଜୟପୁର,୨୪।୮(ଡି.ଏନ୍‌.ଏ.): ଏସ୍‌ଏଚ୍‌ଜି ପକ୍ଷରୁ ଖରିଫ ଧାନ କ୍ରୟ ନିଷ୍ପତ୍ତିକୁ ବିରୋଧ କରି ଜୟପୁର ବ୍ଲକ ଜାମୁଣ୍ଡ ପଞ୍ଚାୟତର ଚାଷୀମାନେ ଶନିବାର ଜିଲା ଯୋଗାଣ (ସିଏସ୍‌) ଅଫିସ ଘେରାଉ କରିଛନ୍ତି। ଆସନ୍ତା ଖରିଫ ଧାନ ମଣ୍ଡିରୁ ଲ୍ୟାମ୍ପ ବଦଳିରେ ମହିଳା ଏସ୍‌ଏଚ୍‌ଜି ଦ୍ୱାରା…

ଆଗୁଆ ନୂଆଁଖାଇ ପର୍ବ ପାଳନ: ଜୋରରେ ଚାଲିିଛି ପ୍ରସ୍ତୁତି ପର୍ବ

ଭବାନୀପାଟଣା,୨୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଅଧୀନ କେସିଙ୍ଗା ବ୍ଲକ ପଥର୍ଲା ପଞ୍ଚାୟତ ପଥର୍ଲା ଗାଁରେ ଆଗୁଆ ନୂଆଁଖାଇ ପର୍ବ ପାଳନ କରାଯାଇଥାଏ। ଏଣୁ ପଥର୍ଲା ନୂଅଁାଖାଇକୁ ଆଉ ମାତ୍ର ଆଠ ଦିନ ବାକି ରହିଛି। ଏହି ଗାଁର ଲୋକେ ୩୦ ତାରିଖ ସପ୍ତପୁରୀ…

ଉପାନ୍ତ ଅଞ୍ଚଳରେ ନୃତ୍ୟ, ସଂଗୀତ, ଚିତ୍ରକଳା ପାଇଁ ଖୋଲିଲା ସା ରେ ଗା ମା…

ଯୋଡ଼ା,୨୪।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଲକ୍ଷ୍ମୀ ପଡିଆଠାରେ ଉପାନ୍ତ ଅଞ୍ଚଳର ନୃତ୍ୟ, କଳା, ଚିତ୍ରକଳା ଓ ସଂଗୀତର ଉତ୍‌ଥାନ ନିମନ୍ତେ ସା ରେ ଗା ମା… ନାମକ ଏକ ସାଂସ୍କୃତିକ ଅନୁଷ୍ଠାନର ଶୁଭାରମ୍ଭ ହୋଇଛି। ଉପାନ୍ତ ଅଞ୍ଚଳରେ କଳା ଓ…

ରେଗୁଲାର ହେଲେ ୧୧୩ ଗ୍ରାମ୍ୟ କୃଷି କର୍ମଚାରୀ

ଭବାନୀପାଟଣା,୨୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ କାର୍ଯ୍ୟରତ ୧୧୩ ଜଣ ଗ୍ରାମ୍ୟ କର୍ମଚାରୀ ନିୟମିତ (ରେଗୁଲାର) ହେଲେ। ଏ ନେଇ ଜିଲା ଗ୍ରାମ୍ୟ କୃଷି କର୍ମଚାରୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି। ଜିଲାର ୧୩ ବ୍ଲକର ବିଭିନ୍ନ ପଞ୍ଚାୟତରେ ଚୁକ୍ତିଭିତ୍ତିକ…

କିଟପଦର ଛକ ନିକଟରେ ହତ୍ୟା ଘଟଣା: ୩ ଅଭିଯୁକ୍ତ ଗଲେ ଜେଲ

ଭବାନୀପାଟଣା,୨୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କିଟପଦର ଛକରେ ଗତ ୧୫ ତାରିଖ ରାତିରେ ଘଟିଥିବା ହତ୍ୟାକାଣ୍ଡ ଘଟଣାରେ ୩ ଅଭିଯୁକ୍ତ ଶୁକ୍ରବାର ଜେଲ ଯାଇଛନ୍ତି। ସେମାନେ ହେଲେ ସିର୍ଲିଗୁଡା ଗ୍ରାମର ରାକେଶ ପୁଞ୍ଜି (୧୯), ଡମ୍ବରୁଧର ପୂଝାରୀ…

ବାଲିମେଳାରେ ଭାଲୁ ଆତଙ୍କ

କୋରୁକୋଣ୍ଡା,୨୪।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ଚିତ୍ରକୋଣ୍ଡା ଛକ ନିକଟରେ ଗତ ତିନି ଦିନ ଧରି ୩ ଭାଲୁ ଆତଙ୍କ ଖେଳାଇଛନ୍ତି। ଫଳରେ ସନ୍ଧ୍ୟା ୫ଟା ପରଠାରୁ ଉକ୍ତ ଛକରୁ ବାଲିମେଳା ଛକ ପର୍ଯ୍ୟନ୍ତ ରାସ୍ତାରେ ଯାତାୟାତ ସମ୍ଭବପର ହେଉନାହିଁ। ତେବେ ପ୍ରଥମେ…

ଛାତ୍ର ସଂସଦ ନିର୍ବାଚନ ବାତିଲକୁ ନେଇ ଅନୁଗୋଳ ଛାତ୍ର ନେତାଙ୍କ ମଧ୍ୟରେ ଅସନ୍ତୋଷ: ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ଅନୁଗୋଳ ଅଫିସ, ୨୪।୮: ଆଗାମୀ ଛାତ୍ର ସଂସଦ ନିର୍ବାଚନକୁ ରାଜ୍ୟ ସରକାର ବାତିଲ କରିବା ପରେ ଅନୁଗୋଳ ଛାତ୍ରନେତାଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ଏ ନେଇ ଅନୁଗୋଳ ଜିଲା ଛାତ୍ର କଂଗ୍ରେସ କମିଟି ପକ୍ଷରୁ ଶନିବାର ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ…

ଭାଙ୍ଗିଲା ବିଦ୍ୟାଳୟ ଛାତ: ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର

ଦେବଗଡ଼,୨୪।୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ ଅଧୀନ କଲଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶନିବାର ସ୍କୁଲ ଛାତ ଭାଙ୍ଗି ଯାଇଛି। ସକାଳୁ ପାଠପଢ଼ା ଚାଲିଥିବା ସମୟରେ ଏପରି ଅଘଟଣ ଘଟିଥିଲା। ତେବେ ସୌଭାଗ୍ୟବଶତଃ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଛାତ୍ରୀଛାତ୍ର, ଶିୟୟିତ୍ରୀ,…

ଅବହେଳିତ କନ୍ଧଗୁଡ଼ା ପ୍ରାଥମିକ ବିଦ୍ୟାଳୟ: ଗୋଟିଏ କୋଠରିରେ ଚାଲିଛି ପାଞ୍ଚ ଶ୍ରେଣୀ

କୋରୁକୋଣ୍ଡା,୨୪।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ କନ୍ଧଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୨୮ ଜଣ ଛାତ୍ରୀଛାତ୍ର। ପ୍ରଥମରେ ୧୨, ଦ୍ୱିତୀୟରେ ୩, ତୃତୀୟରେ ୧, ଚତୁର୍ଥରେ…

ଅଭିଭାବକ ହେଲ୍‌ମେଟ୍‌ ନ ପିନ୍ଧିଲେ ସେମାନଙ୍କ ଝିଅପୁଅଙ୍କ ମାର୍କ କଟିବ: ବ୍ରହ୍ମପୁର ଏସ୍‌ପି

ବ୍ରହ୍ମପୁର ଅଫିସ୍‌,୨୪ା୮: ପ୍ରତ୍ୟେକ ଜୀବନ ମୂଲ୍ୟବାନ୍‌। କିନ୍ତୁ ଅସାବଧାନତା ଯୋଗୁ ଦୁର୍ଘଟଣାରେ ଦୈନିକ ବହୁ ଜୀବନ ହାନି ହେଉଛି। ଅନେକ ପରିବାର ସେମାନଙ୍କ ମୁରବିକୁ ହରାଉଛନ୍ତି। ଗୋଟିଏ ଦୁର୍ଘଟଣା ସାରା ପରିବାରକୁ ପ୍ରଭାବିତ କରୁଛି । ଏଣୁ ପିଲାମାନେ ଶପଥ ନିଅ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?