ଆମ ଜିଲା ଖବର

ଭାଙ୍ଗିଲା ବିଦ୍ୟାଳୟ ଛାତ: ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର

ଦେବଗଡ଼,୨୪।୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ ଅଧୀନ କଲଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶନିବାର ସ୍କୁଲ ଛାତ ଭାଙ୍ଗି ଯାଇଛି। ସକାଳୁ ପାଠପଢ଼ା ଚାଲିଥିବା ସମୟରେ ଏପରି ଅଘଟଣ ଘଟିଥିଲା। ତେବେ ସୌଭାଗ୍ୟବଶତଃ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଛାତ୍ରୀଛାତ୍ର, ଶିୟୟିତ୍ରୀ,…

ଅବହେଳିତ କନ୍ଧଗୁଡ଼ା ପ୍ରାଥମିକ ବିଦ୍ୟାଳୟ: ଗୋଟିଏ କୋଠରିରେ ଚାଲିଛି ପାଞ୍ଚ ଶ୍ରେଣୀ

କୋରୁକୋଣ୍ଡା,୨୪।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ କନ୍ଧଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୨୮ ଜଣ ଛାତ୍ରୀଛାତ୍ର। ପ୍ରଥମରେ ୧୨, ଦ୍ୱିତୀୟରେ ୩, ତୃତୀୟରେ ୧, ଚତୁର୍ଥରେ…

ଅଭିଭାବକ ହେଲ୍‌ମେଟ୍‌ ନ ପିନ୍ଧିଲେ ସେମାନଙ୍କ ଝିଅପୁଅଙ୍କ ମାର୍କ କଟିବ: ବ୍ରହ୍ମପୁର ଏସ୍‌ପି

ବ୍ରହ୍ମପୁର ଅଫିସ୍‌,୨୪ା୮: ପ୍ରତ୍ୟେକ ଜୀବନ ମୂଲ୍ୟବାନ୍‌। କିନ୍ତୁ ଅସାବଧାନତା ଯୋଗୁ ଦୁର୍ଘଟଣାରେ ଦୈନିକ ବହୁ ଜୀବନ ହାନି ହେଉଛି। ଅନେକ ପରିବାର ସେମାନଙ୍କ ମୁରବିକୁ ହରାଉଛନ୍ତି। ଗୋଟିଏ ଦୁର୍ଘଟଣା ସାରା ପରିବାରକୁ ପ୍ରଭାବିତ କରୁଛି । ଏଣୁ ପିଲାମାନେ ଶପଥ ନିଅ,…

ପୋଖରୀରେ ବୁଡ଼ି ଦୁଇ ଶିଶୁ ମୃତ

ଆଳି, ୨୪।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଲୋକାପଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ସକାଳ ପ୍ରାୟ ୮ଟାରେ ଦୁଇ ଶିଶୁ ପୋଖରୀରେ ବୁଡି ପ୍ରାଣ ହରାଇଛନ୍ତି। ସେମାନେ ହେଲେ ଲୋକାପଡ଼ା ଗ୍ରାମର ମହମ୍ମଦ ଫରିଦଙ୍କ ପୁଅ…

ବେଆଇନ ନିର୍ମାଣ ଉଚ୍ଛେଦ କଲା ପ୍ରଶାସନ

ପୁରୀ ଅଫିସ,୨୪।୮: ରାଜ୍ୟ ସରକାରଙ୍କ ଫୋକସ୍‌ରେ ପୁରୀ। ଏହାର ବିକାଶ ପାଇଁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୦ କୋଟି ଟଙ୍କା ଘୋଷଣା କରିବା ପରେ ଜିଲା ପ୍ରଶାସନ ଏ ଦିଗରେ ଆହୁରି ତତ୍ପରତା ପ୍ରକାଶ କରିଛି । ପୂର୍ବରୁ ପୁରୀ…

ଭାଙ୍ଗିଲା ସ୍କୁଲର ଛାତ: ବର୍ତ୍ତିଲେ ଛାତ୍ରୀଛାତ୍ର

ଦେବଗଡ଼,୨୪।୮(ଡି.ଏନ.ଏ): ତିଲେଇବଣି ବ୍ଲକ ଅଧିନ କଲଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶନିବାର ଏକ ଅଘଟଣ ଘଟିଛି। ଶନିବାର ସକାଳୁଆ ସ୍କୁଲ ଥିବାରୁ ଶ୍ରେଣୀ ଗୃହରେ ପାଠପଢ଼ା ଚାଲିଥିଲା। ସେହି ସମୟରେ ହଠାତ୍‌ ସ୍କୁଲର ଛାତ ଭାଙ୍ଗିଯାଇଥିଲା। ଛାତ୍ରୀଛାତ୍ର ଓ ଶିକ୍ଷକମାନେ ଭୟଭୀତ…

ଉଜୁଡ଼ା ପୁରୀକୁ ସଜାଡ଼ିବାକୁ ଉଦ୍ୟମ

ପୁରୀ ଅଫିସ, ୨୪।୮: ମେ ୩ ତାରିଖ। ବାତ୍ୟା ଫନୀରେ ଉଜୁଡ଼ି ଯାଇଥିଲା ପର୍ଯ୍ୟଟନ ସହର ପୁରୀ। ସବୁଠି ଥିଲା ହା ହତାଶର ଚିତ୍ର। ହେଲେ ଉଜୁଡ଼ା ପୁରୀକୁ ସଜାଡ଼ିବା ପାଇଁ ଏବେ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ବାସ୍ତବ…

ଛାତ୍ର ସଂସଦ ନିର୍ବାଚନ ବାତିଲ ପ୍ରସଙ୍ଗ: ତେଜିଲା ଛାତ୍ର ଅସନ୍ତୋଷ

ଭୁବନେଶ୍ୱର,୨୪।୮(ବ୍ୟୁରୋ): ଚଳିତବର୍ଷ ସରକାରୀ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ହେବନାହିଁ। କେବଳ ଛାତ୍ର ନେତା ଚୟନ କରାଯିବ ବୋଲି ରାଜ୍ୟ ସରକାର ଗୁରୁବାର ଏକ ବିଜ୍ଞପ୍ତି ପ୍ରକାଶ କରିଥିଲେ। ଏହାକୁ ନେଇ ଛାତ୍ର ଅସନ୍ତୋଷ ତେଜିଛି। ଶୁକ୍ରବାର ଏବିଭିପି ପକ୍ଷରୁ…

ଡଗରପଡ଼ା ବୋମାମାଡ଼ ଘଟଣା: ଧଳସାମନ୍ତ ଭ୍ରାତାଙ୍କ ସହଯୋଗୀ ସମେତ ୩ ଗିରଫ

କଟକ ଅଫିସ, ୨୪।୮: ଡଗରପଡ଼ା ବୋମାମାଡ଼ ଘଟଣାରେ ୩ଜଣଙ୍କୁ ଗିରଫ କରିଛି ଲାଲବାଗ ଥାନା ପୋଲିସ। ଶୁକ୍ରବାର ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଧଳସାମନ୍ତ ଭ୍ରାତାଙ୍କ ସହଯୋଗୀ ଡଗରପଡ଼ା ଭୁତିଆସାହିର ପ୍ରକାଶ ବେହେରା ଓରଫ ହାଡ଼ିଆ (୪୫),…

କୁସୁମୀ ବଦଳରେ ମହାନଦୀ ଜଳ ପାଇଁ ଦାବି :ସମସ୍ୟା ସମାଧନ ନ ହେଲେ ଆନ୍ଦୋଳନ

ଖଣ୍ଡପଡା,୨୪।୮(ସ୍ବ.ପ୍ର.)-ମହାନଦୀ ଜଳକୁ ବିଶୋଧନ କରାଯାଇ ନୟାଗଡ ଅଞ୍ଚଳକୁ ଯୋଗାଣ ହେଉଥିବା ବେଳେ ଖଣ୍ଡପଡାବାସୀଙ୍କୁ କୁସୁମୀ ନଦୀର ଗୋଳିଆ ଦୂଷିତପାଣି ଯୋଗାଯାଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି । କୁସୁମୀ ବଦଳରେ ମହାନଦୀ ଜଳକୁ ବିଶୋଧନ କରାଯାଇ ଯୋଗାଣ ପାଇଁ ଦାବି ହେଉଛି। ଆଗାମୀ…

ଚୋରି ଦୋଷ ଦିଆଯିବାରୁ ଡ୍ରାଇଭରଙ୍କ ଆମତ୍ହତ୍ୟା: ଗାଡ଼ି ମାଲିକଙ୍କୁ ଗିରଫ ଦାବିରେ ମୃତଦେହ ରଖି ବିକ୍ଷୋଭ

ରଣପୁର,୨୪।୮(ସ୍ବ.ପ୍ର.)-ମାଲିକ ଗାଡି ଚୋରିର ଦୋଷ ଡ୍ରାଇଭରଙ୍କ ଉପରେ ଲଦିବାରୁ ଡ୍ରାଇଭର ମାନସିକ ଭାରସାମ୍ୟ ହରାଇ ଆମତ୍ହତ୍ୟା କରିଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ମାଲିକଙ୍କୁ ଗିରଫ ଦାବିରେ ଶୁକ୍ରବାର ରଣପୁର ଥାନା ରାଜସୁନାଖଳା ଫାଣ୍ଡି ସମ୍ମୁଖରେ ଡ୍ରାଇଭରଙ୍କ ମୃତଦେହ ରଖି ସମ୍ପର୍କୀୟ ଓ…

ଜିଲା ସଡ଼କ ସୁରକ୍ଷା ବୈଠକ: କଡ଼ାକଡ଼ି କରାଯିବ ସୁରକ୍ଷା ବ୍ୟବସ୍ଥା

ନୟାଗଡ଼ ଅଫିସ,୨୪ା୮: ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କ ସଦ୍‌ଭାବନା ଗୃହରେ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡ. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସଡ଼କ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବା ପାଇଁ ନିଷ୍ପତ୍ତି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?