ଆମ ଜିଲା ଖବର

ପାଟପୁର ସିଣ୍ଡିକେଟ୍‌ ବ୍ୟାଙ୍କରେ ନିଆଁ

ପାଟପୁର,୨୩ା୮(ଡି.ଏନ.ଏ.)- ସାନଖେମୁଣ୍ଡି ବ୍ଲକ ପାଟପୁର ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପାଟପୁର ଶାଖା ସିଣ୍ଡିକେଟ ବ୍ୟାଙ୍କରେ ଶୁକ୍ରବାର ଅପରାହ୍ନରେ ଶର୍ଟସର୍କିଟରୁ ନିଅଁା ଲାଗିଛି। ଜନ୍ମାଷ୍ଟମୀ ପାଇଁ ବ୍ୟାଙ୍କ ଛୁଟି ଥିଲା, ଅପରାହ୍ନ ପ୍ରାୟ ୫ଟାରେ ବ୍ୟାଙ୍କରୁ ଧୂଆଁ ବାହାରିବା ଦେଖି ସ୍ଥାନୀୟ ଲୋକ…

ବଜ୍ରପାତରେ ୨ ମୃତ, ୨ ଗୁରୁତର

କାମାକ୍ଷାନଗର,୨୩।୮(ଡି.ଏନ୍‌.ଏ.)-ଢେଙ୍କାନାଳ କାମାକ୍ଷାନଗର ଏବଂ କଙ୍କଡ଼ାହାଡ଼ ବ୍ଲକରେ ଶୁକ୍ରବାର ପୃଥକ୍‌ ସ୍ଥାନରେ ବଜ୍ରପାତ ଘଟି ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି। ବାଲିପଡ଼ା ଗ୍ରାମର ବାବାଜୀ ମଲ୍ଲିକ (୬୨) ବିଲରେ କାମ କରୁଥିବାବେଳେ ବଜ୍ରପାତ ହୋଇଥିଲା। ସେ ଘଟଣାସ୍ଥଳରେ…

ମଦ ନିଗମ ସମ୍ମୁଖରେ ଶ୍ରମିକଙ୍କ ଧାରଣା

ଖୋର୍ଦ୍ଧା ଅଫିସ, ୨୩।୮: ଛଟେଇ ବନ୍ଦ କରିବା, ଲୋଡିଂ ଅନଲୋଡିଂ ଗୋଟିଏ ପେଟି ପ୍ରତି ୧ ଟଙ୍କା କରାଇବା ଓ ଦାୟିତ୍ୱ ନ ପାଇ ସବୁ କାମରେ ହସ୍ତକ୍ଷେପ କରୁଥିବା ଜଣେ ବ୍ୟକ୍ତିଙ୍କୁ ହଟାଇବା ଦାବି ନେଇ ଶୁକ୍ରବାର ପୂର୍ବାହ୍ନ ୯ଟାରୁ…

ବେଆଇନ ମାଙ୍କଡ଼ା ପଥର ବୋଝେଇ ଗାଡ଼ି ଓଲଟିଲା

ବେଗୁନିଆ, ୨୩। ୮ (ଡି.ଏନ.ଏ.)- ବେଆଇନ ଭାବେ ପଥର ଖଣିରୁ ଗୁରୁବାର ବିଳମ୍ବିତ ରାତିରେ ମାଙ୍କଡା ପଥର ବୋଝେଇ କରି ପଳାଇ ଯାଉଥିବା ଏକ ମିନି ଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡିଥିବା ଜଣାପଡିଛି। ତେବେ ଚାଳକ ଜଣକ ଅଳ୍ପକେ ବର୍ତ୍ତୀ…

ପୋଖରୀରେ ବୁଡ଼ି ଶିଶୁକନ୍ୟା ମୃତ

ବଇଣ୍ଡା,୨୩।୮(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା କାଶୀନାଥପୁର ଗ୍ରାମରେ ଗୁରୁବାର ପୋଖରୀରେ ବୁଡ଼ି ଅକୁର ମାଝିଙ୍କ ଅଢେଇ ବର୍ଷର ଶିଶୁକନ୍ୟା ଶିଲା ମାଝିଙ୍କ ମୃତ୍ୟୁ ହୋଇଛି। ପୋଲିସ କହିଛି, ଶିଲା ତାଙ୍କ ଘର ବାରଣ୍ଡାରେ ଖେଳୁଥିବାବେଳେ ଘର ସାମ୍ନାରେ ଥିବା ପୋଖରୀକୁ ଭୁଲ…

ପିସ୍ତଲ ଦେଖାଇ ଫାଇନାନ୍ସ କମ୍ପାନୀ ମହିଳା କର୍ମଚାରୀଙ୍କଠାରୁ ୯୨ ହଜାର ଲୁଟ୍‌

ପାଟଣା,୨୩।୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଡାବରଚୁଆ ନିକଟରେ ଶୁକ୍ରବାର ଅପରାହ୍ନରେ ଭାରତ ଫାଇନାନ୍ସ କମ୍ପାନୀର ଜଣେ ମହିଳା କର୍ମଚାରୀଙ୍କଠାରୁ ୨ଜଣ ଦୁର୍ବୃତ୍ତ ୯୨ ହଜାର ଟଙ୍କା ଲୁଟି ନେଇଛନ୍ତି। ସେମାନେ ପିସ୍ତଲ…

ସ୍କର୍ପିଓ ସହ ଲକ୍ଷାଧିକ ଟଙ୍କାର ବିଦ୍ୟୁତ୍‌ ତାର ଜବତ: ୪ ଅଭିଯୁକ୍ତ ଅଟକ

ରୂପ୍‌ସା, ୨୩।୮(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅଧୀନ ୬୦ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ୩୩କେଭି ବିଦ୍ୟୁତ୍‌ ଲାଇନ୍‌ରୁ ପ୍ରାୟ ୩୦ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ମୂଲ୍ୟର ବିଦ୍ୟୁତ୍‌ ତାର ଚୋରି ହୋଇଥିବା ବସ୍ତା ଥାନାରେ ଅଭିଯୋଗ ହୋଇଥିଲା। ଏ ସଂକ୍ରାନ୍ତରେ ଗତ ମେ…

ଟ୍ରକ୍‌କୁ ପିଟିଲା ବୋଲେରୋ: ୭ ଝୋଟକଳ ଶ୍ରମିକ, ଡ୍ରାଇଭର ଆହତ

ରୂପ୍‌ସା, ୨୩।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ୬୦ନଂ. ଜାତୀୟ ରାଜପଥର ସଦର ବ୍ଲକ ରାଜଧାନୀ ଢ଼ାବା ନିକଟରେ ଶୁକ୍ରବାର ଏକ ଟ୍ରକ୍‌ ପଛପଟୁ ଏକ ବୋଲେରୋ (ନଂ. ଓଡ଼ି୦୧ଇ-୯୦୩୨) ଧକ୍କା ଦେବାରୁ ରୂପ୍‌ସା ଝୋଟ କାରଖାନାର ୭ଜଣ ଶ୍ରମିକଙ୍କ ସମେତ ବୋଲେରୋ ଡ୍ରାଇଭର ଗୁରୁତର…

ପୋଖରୀରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ତିହିଡ଼ି, ୨୩।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ଦୋଳସାହି ପଞ୍ଚାୟତ ରାଢ଼ଙ୍ଗ ଗ୍ରାମର ଜଣେ ନିଖୋଜ ଯୁବକଙ୍କ ମୃତଦେହ ଶୁକ୍ରବାର ପୋଲିସ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ଉଦ୍ଧାର କରିଛି। ମୃତ ଯୁବକଙ୍କ ନଁା ସଞ୍ଜୀବ ନାୟକ(୨୪)।…

୨୪ ଘଣ୍ଟାରେ ସାପ କାମଡାରେ ୨ମୃତ

ମାଲକାନଗିରି,୨୩ା୮ (ଡି.ଏନ.ଏ.)- ମାଲକାନଗିରି ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ ସାପ କାମୁଡାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଦେବା ମାଡକାମୀ ଓ ମାଳତି ରାୟ। ମାଲକାନଗିରି ଥାନା ଅନ୍ତର୍ଗତ ଟିଟିବିରି ଗ୍ରାମର ଦେବା ଗୁରୁବାର ରାତିରେ ଘରେ ଶୋଇଥିବା…

ଶାଶୁଘରେ ବିଷ ପିଇ ମହିଳା ମୃତ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ

କାଳିମେଳା,୨୩।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଏମ୍‌ଭି-୬୬ ଗ୍ରାମରେ ବିଷ ପିଇବା ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ଶିବୁ ସରକାରଙ୍କ ସ୍ତ୍ରୀ ମୁକ୍ତି। ପୋଲିସ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଛି।…

ମା’ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ନିମନ୍ତେ ଉଠିଲା ମାଟି

ଢେଙ୍କିକୋଟ,୨୩।୮(ଡି.ଏନ୍‌.ଏ.): ପବିତ୍ର ଜନ୍ମାଷ୍ଟମୀ ଓ ଭାଦ୍ରବ କୃଷ୍ଣ ଅଷ୍ଟମୀ ତିଥିରେ ମା’ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ନିମନ୍ତେ ମାଟି ଉଠାଯାଇଥାଏ। ଏ ନେଇ କେନ୍ଦୁଝର ଜିଲା ଢେଙ୍କିକୋଟ ସାର୍ବଜନୀନ ଶାରଦୀୟ ଦୁର୍ଗାପୂଜା କମିଟି ପକ୍ଷରୁ ମାଟିଉଠା କାର୍ଯ୍ୟକ୍ରମ ହୋଇଛି। ମା’ଙ୍କ ଆଜ୍ଞା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?