ବିଏମ୍ସିର ପ୍ରସ୍ତାବିତ ଡିଡିଏନ୍ ପ୍ରକଳ୍ପ ବନ୍ଦ : କାର୍ଯ୍ୟକାରୀ ନ ହେଉଣୁ ମିଳିଛି ସ୍କଚ୍ ପୁରସ୍କାର
ବ୍ରହ୍ମପୁର ଅଫିସ,୧୬ା୬-ବ୍ରହ୍ମପୁର ମହାନଗର ନିଗମ (ବିଏମ୍ସି)ର ପ୍ରସ୍ତାବିତ ଡିଜିଟାଲ ଡୋର ନମ୍ବରିଂ (ଡିଡିଏନ୍) ଯୋଜନା ବନ୍ଦ ହୋଇଯାଇଛି । ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବା ପୂର୍ବରୁ ନୂଆଦିଲ୍ଲୀର ଏକ ସଂସ୍ଥା ଦ୍ୱାରା ପୁରସ୍କୃତ ହୋଇଛି ମହାନଗର ନିଗମ । ୨୦୧୮ ଜାନୁୟାରୀରେ…
ଭିନ୍ନ ଏକ ରଜ ଉତ୍ସବ
ବ୍ରହ୍ମପୁର ଅଫିସ୍,୧୬ା୬-ସେମାନେ ଦେଖି ପାରନ୍ତି ନାହିଁ । ନିଜ ଗୋଡ଼ରେ ଚାଲିପାରନ୍ତି ନାହିଁ । ସେମାନେ ଦୃଷ୍ଟିବାଧିତ, ଭିନ୍ନକ୍ଷମ। କିନ୍ତୁ ସାଧାରଣ ଯୁବତୀ ଯୁବକଙ୍କ ଭଳି ପ୍ରତ୍ୟେକ ପର୍ବକୁ ଧୁମ୍ଧାମ୍ରେ ପାଳିବାକୁ ଇଚ୍ଛା । ରଜରେ ମଉଜ କରିବାକୁ ମନ ।…
ଗଞ୍ଜାମ ଜିଲା: ଟ୍ରାଫିକ ନିୟମ ଉଲ୍ଲଂଘନ, ମେ ସୁଦ୍ଧା ୯୦୫ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ
ଛତ୍ରପୁର,୧୬ା୬(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଉଭୟ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ, ଗଞ୍ଜାମ ଓ ବ୍ରହ୍ମପୁର ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ଗାଡିମୋଟର ଯାଞ୍ଚ କରାଯାଉଛି ା ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା…
ଝାମ୍ପି ନେଲେ ଛାତ୍ରୀଙ୍କ ମୋବାଇଲ ଫୋନ
ବ୍ରହ୍ମପୁର ଅଫିସ,୧୬ା୬-ବ୍ରହ୍ମପୁର ରେଳଷ୍ଟେଶନ ନିକଟ ରେଳବାଇ କଲୋନୀ ଦେଇ ଜଣେ ଛାତ୍ରୀ ଶନିବାର ଅନନ୍ତ ନଗରରେ ଥିବା ତାଙ୍କ ମେସକୁ ଯାଉଥିବା ବେଳେ ୨ଜଣ ଦୁର୍ବୃତ୍ତ ବାଇକ୍ରେ ଆସି ତାଙ୍କ ମୋବାଇଲ ଫୋନ ଝାମ୍ପି ନେଇଯାଇଛନ୍ତି। ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ…
ମେଡିକାଲ ଛାତ୍ର ଆନ୍ଦୋଳନକୁ ଏଆଇଡିଏସ୍ଓ ଗଞ୍ଜାମ ଶାଖାର ସମର୍ଥନ
ବ୍ରହ୍ମପୁର ଅଫିସ,୧୬ା୬-କଲିକତାର ଏକ ମେଡିକାଲ କଲେଜ ଓ ହସ୍ପିଟାଲରେ ୨ଜଣ ଡ଼ାକ୍ତରଙ୍କୁ ଆକ୍ରମଣ ପ୍ରତିବାଦରେ ଦେଶବ୍ୟାପି ଚାଲିଥିବା ଡ଼ାକ୍ତରୀ ଛାତ୍ର ଆନ୍ଦୋଳନକୁ ଏଆଇଡିଏସ୍ଓ (ଅଲ ଇଣ୍ଡିଆ ଡେମୋକ୍ରାଟିକ୍ ଷ୍ଟୁଡେଣ୍ଟସ୍ ଅର୍ଗାନାଇଜେଶନ) ପୂର୍ଣ୍ଣ ସମର୍ଥନ ଜଣାଇଛି। ଏମ୍କେସିଜି ମେଡିକାଲ କଲେଜ କ୍ୟାମ୍ପସରେ ଡ଼ାକ୍ତରୀ…
ଏନ୍କାଉଣ୍ଟର ପରେ ବି ସୁଧୁରୁ ନାହାନ୍ତି ଅପରାଧୀ, ଚିନ୍ତାରେ ପୋଲିସ
ବ୍ରହ୍ମପୁର ଅଫିସ,୧୬ା୬-ଗଞ୍ଜାମ ଜିଲାକୁ ଅପରାଧମୁକ୍ତ କରିବା ପାଇଁ ପୋଲିସ ଅପରେଶନ ‘କ୍ରିମିନାଲ୍ କ୍ଲିନ୍’ ଆରମ୍ଭ କରିଥିଲା । ଏଥିପାଇଁ ଉଭୟ ଗଞ୍ଜାମ ଓ ବ୍ରହ୍ମପୁର ପୋଲିସ ଜିଲାରେ ପ୍ରାୟ ୩୦୦ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ତାଲିକା ପ୍ରସ୍ତୁତ କରାଯାଇଥିଲା । ଉଭୟ ପୋଲିସ…
ସୀତା ଠାକୁରାଣୀଙ୍କ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼
ଢେଙ୍କିକୋଟ, ୧୬ା୬(ଡି.ଏନ୍.ଏ.)- ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ସୀତାବିଞ୍ଜଠାରେ ଶନିବାରଠାରୁ ଆରମ୍ଭ ହୋଇଛି ୩ ଦିନିଆ ରଜମେଳା। ପ୍ରତିବର୍ଷ ପରି ରଜମେଳାର ପ୍ରଥମ ଦିନରେ ମା’ ସୀତା ଠାକୁରାଣୀଙ୍କ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ଜମିଥିଲା। ରାଜ୍ୟ ଓ ରାଜ୍ୟ ବାହାରୁ…
ବିଭିନ୍ନ ସମସ୍ୟାରେ ଚମ୍ପୁଆ ଉପଡାକଘର : ବଢ଼ୁଛି ଅସନ୍ତୋଷ
ଚମ୍ପୁଆ, ୧୬ା୬(ଡି.ଏନ୍.ଏ.)- ଚମ୍ପୁଆ ସଦର ମହକୁମାରେ ଥିବା ଉପଡାକଘରେ ଦୀର୍ଘଦିନ ଧରି ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ନୂତନ ପାସ୍ବହି ଖୋଲା ନ ଯାଇ ପଡିରହିଥିବା ଦେଖିବାକୁ ମିଳିଛି। ଏ ନେଇ ବର୍ତ୍ତମାନର ପୋଷ୍ଟମାଷ୍ଟର ଲିଙ୍ଗରାଜ ପାତ୍ରଙ୍କୁ ପଚାରିବାରୁ ପୂର୍ବରୁ ଥିବା ପୋଷ୍ଟମାଷ୍ଟରମାନେ…
ଡାକ୍ତର ଅଭାବ, ହେଉନି ଭିତ୍ତିଭୂମି ବିକାଶ
କେନ୍ଦୁଝର,୧୬ା୬(ସ୍ବ.ପ୍ର.)- କେନ୍ଦୁଝର ଜିଲାର ଆଦିବାସୀବହୁଳ ବାଂଶପାଳ ବ୍ଲକ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅବହେଳିତ ହୋଇ ରହିଛି। ସରକାର ସ୍ବାସ୍ଥ୍ୟସେବା ପାଇଁ ବିଭିନ୍ନ ଯୋଜନା କରୁଥିବାବେଳେ ଏହି ବ୍ଲକରେ ସେ ସବୁ ଫେଲ୍ ମାରିଛି କହିଲେ ଅତ୍ୟୁକ୍ତି ହେବନାହିଁ। ଏଣୁ ଏହି ବ୍ଲକ ଅଞ୍ଚଳରେ…
ଲଞ୍ଚ ଘାଟରେ ନଦୀକୁ ଡେଇଁ ଯୁବକ ନିଖୋଜ:ଉଦ୍ଧାର କାର୍ଯ୍ୟରେ ଅବହେଳା ନେଇ ଉତ୍ତେଜନା, ଭଙ୍ଗାରୁଜା
ଚାନ୍ଦବାଲି, ୧୬।୬ (ଡି.ଏନ.ଏ) – ଭଦ୍ରକ ଜିଲା ଚାନ୍ଦବାଲି ସହର ନିକଟ ବୈତରଣୀ ଲଞ୍ଚ ଘାଟରେ ଶନିବାର ଅପରାହ୍ନରେ ଜିତୁନ ଦାସ(୨୫) ନାମକ ଜଣେ ଯୁବକ ନଦୀକୁ ଡେଇଁପଡ଼ି ନିଖୋଜ ହୋଇଯାଇଛନ୍ତି। ତାଙ୍କ ଘର ଚାନ୍ଦବାଲି ଥାନା ଅନ୍ତର୍ଗତ ପାଞ୍ଚପଡ଼ା ଗଁାରେ।…
୧୮ରେ ରାଜ୍ୟପାଳଙ୍କ କପ୍ତିପଦା ଗସ୍ତ
କପ୍ତିପଦା, ୧୬।୬ (ଡ଼ି.ଏନ୍.ଏ.)- ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଆସନ୍ତା ୧୮ ତାରିଖରେ ମୟୂରଭଞ୍ଜ ଜିଲାର କପ୍ତିପଦା ବ୍ଲକ୍ ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡିଛି। ସେ କପ୍ତିପଦା ବ୍ଲକ୍ର ଜଡ଼ିଦା ମଧ୍ୟଇଂରାଜୀ ବିଦ୍ୟାଳୟର ସୁବର୍ଣ୍ଣ…
‘ଏ ମାଟି ପାଇଁ ଫକୀରମୋହନଙ୍କ ଅବଦାନ ଅତୁଳନୀୟ’
ବାଲେଶ୍ୱର ଅଫିସ, ୧୬।୬-ଏ ମାଟି ପାଇଁ ବ୍ୟାସକବି ଫକୀରମୋହନ ସେନାପତିଙ୍କ ଅବଦାନ ଅତୁଳନୀୟ। ଭାଷାଭିତ୍ତିକ ପ୍ରଦେଶ ଗଠନରେ କାର୍ଯ୍ୟାବଳୀର ଭୂମିକା ଯେଭଳି ଗୁରୁତ୍ୱପୂର୍ଣ୍ଣ ତାଙ୍କ ରଚିତ ସାରସ୍ବତ ବିଭବ ଓଡ଼ିଆ ସାହିତ୍ୟକୂ ନୂଆ ଦିଗ ଦେଖାଇଥିବା ବାଲେଶ୍ୱର ଫକୀରମୋହନ ସାହିତ୍ୟ ପରିଷଦ…
Archives


