ଆମ ଜିଲା ଖବର

ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀକୁଁ ଦିବ୍ୟାଙ୍ଗକଁର ଗୁହାରି: ରୁଜ୍‌ଗାର ଦିଅ ନଚେତ୍‌ ମରବାକେ ଅନୁମତି ଦିଅ

ଲାଠୋର, ୨୩ା୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁଇବାହାଲ ପଁଚେତ୍‌ ଅଧୀନ ବାଞ୍ଜିପାଲି ଗଁାର ଦିବ୍ୟାଙ୍ଗ ସୁରେନ୍ଦ୍ର ତାଣ୍ଡି। ମୋତେ ରୁଜ୍‌ଗାର ଯୁଗେଇ ଦିଆଯାଉ, ନାଇଁ ହେଲେ ଇଛା ମୁର୍‌ତୁ ଲାଗି ଅନୁମତି ଦିଆଯାଉ ବଲି ଟୁଇଟର ଜରିଆରେ ପ୍ରଧାନମନ୍ତ୍ରୀ ଆର…

ଅଜନା ରୋଗ୍‌ରେ ପୀଡ଼ିତ ଭାଇବହେନ୍‌: ଚିକିଛା ସାହାଯ୍‌ ଲାଗି ଗୁହାରି କଲେ ମା’ବାପ୍‌

ଖପ୍ରାଖୋଲ, ୨୩ା୮ (ଡି.ଏନ୍‌.ଏ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମହରାପଦର ପଁଚେତ୍‌ ବାଗଝରନ୍‌ ଗଁାର ସମାରୁ ଭୋଇକଁର ଝି’ ପଦ୍ମିନୀ(୩୦) ଆର ପୁଓ ପୁସ୍ତମ(୨୫) ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ପାଖାପାଖି ୧୫ ବଛର ହେଲା ଦୁଇ ଭାଇ ବହେନ୍‌ ଚାଲବୁଲ କି…

ବରଷାରେ ଘର ଭାଂଗ୍‌ଲା: ବାସ୍‌ହରା ହେଲେ ନିସାହା ପରିବାର

ଲୋଇସିଂହା,୨୩।୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗଁାର ବିଧବା ମହିଲା ଜାହ୍ନବି ପଟେଲକଁର ଘରର କଁାଥି ମଙ୍ଗଲବାର ରାତିରେ ଭାଂଗି ଯାଇଛେ। ମା’ଝି ରାତିରେ ଖାଇପିଇ ଶୁଇଥିଲାବେଲେ ହଠାତ୍‌ ଅଧ୍‌ ରାତିରେ ଘରର କଁାଥି ମାଡ଼ି ବସିଥିଲା। ହେଲେ ଅଲପ୍‌କେ…

ଜିଲା ଚିକିତ୍ସାଳୟରେ ଆରମ୍ଭ ହେଲା ‘ସଖୀ’: ଗୋଟିଏ ଛାତ ତଳେ ମହିଳାଙ୍କୁ ସମସ୍ତ ସହାୟତା

ଢେଙ୍କାନାଳ ଅଫିସ, ୨୩।୮-ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ଷଷ୍ଠ ମହଲାରେ ୱାନ୍‌ ଷ୍ଟପ୍‌ ସେଣ୍ଟର ‘ସଖୀ’ ସହାୟତା କେନ୍ଦ୍ର ଗୁରୁବାର ଲୋକାର୍ପିତ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏହାକୁ ଉଦ୍‌ଘାଟନ କରିଥିଲେ। ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗ,…

ସମସ୍ୟା ବୁଝିଲେ ଜେଏମ୍‌ଏଫ୍‌ସି: ଦଳିତ ସାହିରେ ଜଳିବ ବିଜୁଳି

ଭୁବନ, ୨୩।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ବ୍ଲକ ଗଡ଼ନୃସିଂହପ୍ରସାଦ ଗ୍ରାମର ଦଳିତ ସାହିରେ ଖୁବ୍‌ଶୀଘ୍ର ଜଳିବ ବିଜୁଳି। ବିଦ୍ୟୁତ୍‌ ସଂଯୋଗରୁ ବଞ୍ଚତ୍ତ ୩୫ ଦଳିତ ପରିବାରର ଭାଗ୍ୟ ବଦଳିବ। ଭୁବନ କୋର୍ଟ ଜେଏମ୍‌ଏଫ୍‌ସି ଶ୍ରୀଚନ୍ଦନ ଦାସ ଗୁରୁବାର ଗ୍ରାମବାସୀ ଏବଂ ବିଦ୍ୟୁତ୍‌ ବିଭାଗ…

ବାରଦୁଆର ହେଉଛନ୍ତି ବାବୁଲା

ପରଜଙ୍ଗ, ୨୩।୮(ଡି.ଏନ.ଏ.)-ଦିବ୍ୟାଙ୍ଗଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବାକୁ ଅନେକ ଯୋଜନା। ଏଥିପାଇଁ ସରକାରୀସ୍ତରରେ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା। ସ୍ବତନ୍ତ୍ର ଶିବିର, ସାମାଜିକ ସଶକ୍ତୀକରଣ କାର୍ଯ୍ୟକ୍ରମ ମାଧ୍ୟମରେ ସେମାନଙ୍କୁ ସମସ୍ୟା ମୁକ୍ତ କରିବାକୁ ଯଥାସାଧ୍ୟ ଉଦ୍ୟମ କରାଯାଉଥିବା ଡିଣ୍ଡିମ ପିଟୁଛନ୍ତି ସରକାର।…

ପଙ୍କଜିନୀ, ବିପିନଙ୍କୁ ଶ୍ରଦ୍ଧାଞ୍ଜଳି: ‘ଶୂନ୍ୟତା ଅନୁଭବ କରିବେ ଜିଲାବାସୀ’

ଢେଙ୍କାନାଳ ଅଫିସ, ୨୩।୮-ଢେଙ୍କାନାଳ ଜିଲା ପ୍ରଶାସନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ଗୁରୁବାର ବିଶିଷ୍ଟ କବୟିତ୍ରୀ ‘ହାସ୍ୟବିଦ୍ୟୁଷୀ’ ପଙ୍କଜିନୀ ଦାଶ ଏବଂ ନାଟ୍ୟକାର ବିପିନ ବିହାରୀ ପଟ୍ଟନାୟକଙ୍କୁ ଭାବବିହ୍ବଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଜିଲା କାର୍ଯ୍ୟାଳୟ…

ପ୍ରତାପ ଭୂତିଆ ହତ୍ୟା ମାମଲା: ୪୮ ଘଣ୍ଟା ପରେ ପୋଲିସ ହାତ ଖାଲି

ଢେଙ୍କାନାଳ ଅଫିସ, ୨୩।୮: ଇନ୍ଦିରା ଆବାସ କାର୍ଯ୍ୟାଦେଶ ପ୍ରଦାନରେ ଚଞ୍ଚକତା ଏବଂ ଏହାର ପ୍ରତିବାଦ କରିବାରୁ ଢେଙ୍କାନାଳ ଜିଲା ଗଁଦିଆ ଥାନା ଭୂତିଆ ସାହିର ପ୍ରତାପ କୁମାର ଭୂତିଆ (୩୪)ଙ୍କୁ ମଙ୍ଗଳବାର ରାତିରେ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା।…

ଖୁଡ଼ୀ ହତ୍ୟାକାରୀ ପୁତୁରାଙ୍କୁ ଆଜୀବନ ଜେଲ

ଅନୁଗୋଳ ଅଫିସ, ୨୩।୮-ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଜଳତାପ ଗ୍ରାମରେ ୨୦୧୮ରେ ହୋଇଥିବା ଏକ ହତ୍ୟା ମାମଲାର ବିଚାର କରି ଗୁରୁବାର ଅନୁଗୋଳ ଆଡିଶନାଲ ଡିଷ୍ଟ୍ରିକ୍ଟ ଆଣ୍ଡ ସେସନ୍‌ ଜଜ୍‌ କମ୍‌ ସ୍ପେଶାଲ ଜଜ୍‌ ଭିଜଲାନ୍ସ ରୂପଶ୍ରୀ ଚୌଧୁରୀ ଅଭିଯୁକ୍ତ ସୁମନ୍ତ…

କୁଲାଡ଼ରେ ୩ ଶହ ବର୍ଷର ପରମ୍ପରା: ଗାଁର ମଙ୍ଗଳ ପାଇଁ ଜନ୍ମାଷ୍ଟମୀ

ବଅଁରପାଳ, ୨୩।୮ (ଡି.ଏନ୍‌.ଏ.)-ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୁଲାଡ଼ ଗ୍ରାମରେ ଧୁମ୍‌ଧାମରେ ଜନ୍ମାଷ୍ଟମୀ ପାଳନ ପାଇଁ ଚାଲିଛି ଆୟୋଜନ। ୩ଶହ ବର୍ଷର ପରମ୍ପରା ଅନୁଯାୟୀ ଗ୍ରାମର ମଙ୍ଗଳକାମନା ନିମନ୍ତେ ଶୁକ୍ରବାର ଗ୍ରାମବାସୀ ଜନ୍ମାଷ୍ଟମୀ ପାଳନ କରିବେ। ଏଥିପାଇଁ ଗଁା ଚଳଚଞ୍ଚଳ ହୋଇପଡ଼ିଛି।…

ଜିଲାରେ ସ୍ବାସ୍ଥ୍ୟସେବା ଅନୁଧ୍ୟାନ କଲେ ୫ ଜଣିଆ ଟିମ୍‌

ଅନୁଗୋଳ ଅଫିସ, ୨୩।୮-ଜାତୀୟ ସ୍ବାସ୍ଥ୍ୟ ମିଶନର ଏକ ୫ ଜଣିଆ ଟିମ୍‌ ଗୁରୁବାର ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ସହ ଜିଲାର ଅନ୍ୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଚିକିତ୍ସାଳୟଗୁଡ଼ିକରେ ସରକାରୀ ଯୋଜନା କିପରି କାର୍ଯ୍ୟକାରୀ ହେଉଛି ଉକ୍ତ ଟିମ୍‌ ତାହାର…

୫୯ ପଞ୍ଚାୟତ ପୋଖରୀରେ ଏସ୍‌ଏଚ୍‌ଜି କରିବେ ମାଛଚାଷ

ଫୁଲବାଣୀ ଅଫିସ, ୨୩ା୮-ରାଜ୍ୟ ସରକାର ମହିଳା ସଶକ୍ତୀକରଣ ଉପରେ ଅଧିକ ପ୍ରାଧାନ୍ୟ ଦେଉଛନ୍ତି। ଏବେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ଆର୍ଥିକ କ୍ଷେତ୍ରରେ ସ୍ବାବଲମ୍ବୀ କରିବା ପାଇଁ ପଞ୍ଚାୟତ ପୋଖରୀରେ ମାଛଚାଷ କରିବାକୁ ଯୋଜନା ଆରମ୍ଭ କରିଛନ୍ତି। ଏସବୁ ପୋଖରୀ ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?