ଆମ ଜିଲା ଖବର

ଗଞ୍ଜାମରେ ବୋମାମାଡ଼ ପୂର୍ବତନ ଏମ୍‌ପି ପ୍ରତିନିଧି, କାର୍‌ ଚାଳକ ଗୁରୁତର

ଗଞ୍ଜାମ,୨୩ା୮(ଡି.ଏନ.ଏ.)- ଗଞ୍ଜାମ ଥାନା ସାନବଜାରଠାରେ ଗୁରୁବାର ସନ୍ଧ୍ୟାରେ ବୋମାମାଡ଼ ହୋଇଛି। ଏଥିରେ ପୂର୍ବତନ ଏମ୍‌ପି ପ୍ରତିନିଧି ସୁଧୀର କୁମାର ପାଢ଼ୀ ଓ ତାଙ୍କ କାର ଚାଳକ ଗଣେଶ ବାରିକ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଗଞ୍ଜାମ…

କୃତ୍ରିମ ବନ୍ୟା ପାଇଁ ସରକାରକୁ ଦାୟୀ କଲା ଭାଜପା

ବ୍ରହ୍ମପୁର ଅଫିସ,୨୩ା୮- ବର୍ଷା ବିତ୍ପାତର ୩ ଦିନ ବିତିବା ପରେ ବି ରେଶମ ନଗରୀ ବ୍ରହ୍ମପୁରର ବିଗିଡ଼ି ଯାଇଥିବା ସ୍ଥିତି ଅପରିବର୍ତ୍ତିତ ରହିଛି। ସବୁ ରାସ୍ତା ଓ ସାହିବସ୍ତିରେ ଲହଡ଼ି ମାରିଥିବା ନର୍ଦ୍ଦମା ପାଣି ଦୁର୍ଗନ୍ଧ ଗୁରୁବାର ଅବ୍ୟାହତ ଥିବାରୁ ଚଳପ୍ରଚଳରେ…

ଅତିରିକ୍ତ ତହସିଲଦାର ପରିଚୟ ଦେଇ ଜରିମାନା ଆଦାୟ ଅଭିଯୋଗ: ଖବରଦାତାଙ୍କ ବିରୋଧରେ ତହସିଲଦାରଙ୍କ ଏତଲା

ଚନ୍ଦ୍ରଗିରି,୨୩ା୮(ଡି.ଏନ.ଏ.)- ଅତିରିକ୍ତ ତହସିଲଦାର ପରିଚୟ ଦେଇ ବାଲି ଟ୍ରାକ୍ଟର ମାଲିକଙ୍କଠାରୁ ଜରିମାନା ଆଦାୟ କରିବା ଅଭିଯୋଗରେ ଜଣେ ଦୈନିକ ଓଡିଆ ଖବରକାଗଜ (ଧରିତ୍ରୀ ନୁହେଁ) ଏଜେଣ୍ଟ/ଖବରଦାତାଙ୍କ ପାଇଁ ମହଙ୍ଗା ପଡିଛି। ସମ୍ପୃକ୍ତ ଖବରଦାତାଙ୍କ ବିରୋଧରେ ମୋହନା ଥାନାରେ ଲିଖିତ ଏତଲା ଦେଇଛନ୍ତି…

ହ୍ବାଟ୍ସ ଆପ୍‌, ଫୋନରେ ଜଣାଇ ହେବ ଅଭିଯୋଗ

ଛତ୍ରପୁର,୨୩ା୮(ଡି.ଏନ.ଏ.)-ଗଞ୍ଜାମ ଜିଲାର ଜନସାଧାରଣ ଏଣିକି ସେମାନଙ୍କ ଅଭିଯୋଗ ଜିଲା ପ୍ରଶାସନକୁ ଫୋନ୍‌ କରି ଜଣାଇପାରିବେ। ଏ ନେଇ ଗୁରୁବାର ପୂର୍ବାହ୍ନରେ ଜିଲା ପ୍ରଶାସନ ପକ୍ଷରୁ ଏକ ମୋବାଇଲ ନମ୍ବର ୯୪୩୭୫୬୩୮୦୦ ଜାରି କରାଯାଇଛି। ଏହି ନମ୍ବରରେ ହ୍ବାଟ୍ସ ଆପ୍‌ ଜରିଆରେ ମଧ୍ୟ…

ସର୍ଭେ କରିବାକୁ ଯାଇ ନଦୀରେ ନିଖୋଜ ଘଟଣା: ଛତିଶଗଡ଼ରୁ ମିଳିଲା ସୌଭାଗ୍ୟଙ୍କ ମୃତଦେହ

ବେଗୁନିଆପଡା,୨୩ା୮(ଡି.ଏନ.ଏ.)- ଗଞ୍ଜାମ ଜିଲା ବେଗୁନିଆପଡା ବ୍ଲକ କୋଦଳା ଥାନା ଅନ୍ତର୍ଗତ ବଡଖଇରଖମା ଗ୍ରାମର ସୌଭାଗ୍ୟ କୁମାର ମହାରଣା ଗତ ୧୭ତାରିଖରେ ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ପାଙ୍ଗାମ ନଦୀକୁ ଜଳସ୍ତର ମାପିବାକୁ ଯାଇ ନିଖୋଜ ଥିଲେ। ୫ ଦିନ ପରେ…

ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର ପ୍ରସଙ୍ଗ:ବିବାଦୀୟ ହେବାକୁ ଚାହୁଁନି ପ୍ରଶାସନ

ପୁରୀ ଅଫିସ, ୨୩ା୮:ମେଘନାଦ ପାଚେରିକୁ ଲାଗି ରହିଥିବା ସରକାରୀ ଓ ବେସରକାରୀ ନିର୍ମାଣ ଉଚ୍ଛେଦ କାର୍ଯ୍ୟ ଶେଷ ହୋଇଛି। କେବଳ କେତେକ ମନ୍ଦିର ଓ ମଠକୁ ଛାଡ଼ି ବାକି ସମସ୍ତ ନିର୍ମାଣକୁ ଭାଙ୍ଗିଦେଇଛି ପ୍ରଶାସନ। ଉତ୍ତର ପାର୍ଶ୍ୱରେ ଗୋଟିଏ, ଦକ୍ଷିଣ ଓ…

ବେଳାଭୂମି ଅପରିଷ୍କାର କଲେ ଜରିମାନା ଗଣିବେ ପର୍ଯ୍ୟଟକ

ପୁରୀ ଅଫିସ, ୨୩ା୮:ପୁରୀକୁ ପ୍ରତ୍ୟହ ଦେଶ, ବିଦେଶର ପର୍ଯ୍ୟଟକ ଆସିଥାନ୍ତି। ଏଠାରେ ରହିଛି ମନୋରମ ବେଳାଭୂମି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପରେ ସଂଖ୍ୟାଧିକ ପର୍ଯ୍ୟଟକଙ୍କ ଖାସ୍‌ ଆକର୍ଷଣ ସାଜିଥାଏ ଏହି ବେଳାଭୂମି। ଏହାର ବିସ୍ତୀର୍ଣ୍ଣ ବାଲୁକା ଶଯ୍ୟାରେ ଦି ଘେରା ବୁଲି…

ଭିସୁଟ୍‌ରେ ର଼୍ୟାଗିଂ

ସମ୍ବଲପୁର,୨୩ା୮(ବ୍ୟୁରୋ):ସମ୍ବଲପୁର ଜିଲା ବୁର୍ଲା ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)ରେ ର଼୍ୟାଗିଂ ଭିଡିଓ ଭାଇରାଲ ହୋଇଛି। ପ୍ରଥମ ବର୍ଷର ଛାତ୍ରମାନଙ୍କୁ ସିନିୟର ଛାତ୍ରମାନେ ର଼୍ୟାଗିଂ କରୁଥିବା ଏହି ଭିଡିଓରୁ ଜଣାପଡିଛି। ଏହାକୁ ନେଇ କୁଳପତି ଅଟଳ ଚୌଧୁରୀ ଗୁରୁବାର ସନ୍ଧ୍ୟାରେ କଲେଜ…

ଭତ୍ତା ନ ପାଇ ଦୁର୍ଦ୍ଦିନରେ ୨୧୧ କଳାକାର

କୃଷ୍ଣପ୍ରସାଦ,୨୩ା୮(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କିଛିବର୍ଷ ଧରି ୨୧୧ କଳାକାର ଭତ୍ତା ପାଇ ଅସୁଥିଲେ। ତେବେ ଏମାନଙ୍କ ଭତ୍ତା ବନ୍ଦ କରିଦିଆ ଯାଇଥିବାରୁ ଗୁରୁବାର ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଏମାନେ ୧୨ଶହ ଟଙ୍କା କଳାକାର ଭତ୍ତା ପାଇବା ପରେ…

ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କୁ  ବଳାତ୍କାର:ଜେଲ ଗଲେ ପ୍ରେମିକ

ଗଣିଆ,୨୩।୮(ଡି.ଏନ.ଏ.)-ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ନୟାଗଡ ଜିଲା ଗଣିଆ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ ଖଣ୍ଡପଡା ବ୍ଲକ ଗଡିଆସାହି ଫାଣ୍ଡି ସେରଜଙ୍ଗ ଗ୍ରାମର ଗୋପୀନାଥ ବିଶ୍ୱାଳ(୩୦)ା ତାଙ୍କୁ କୋର୍ଟଚାଲାଣ କରାଯାଇଥିବାବେଳେ…

ଜଳ ନିଷ୍କାସନ ପଥ ଅବରୋଧ:ରାଣୀପଡ଼ା- ବିରିଡିହି ରାସ୍ତାରେ ଛୁଟୁଛି ପାଣି ସୁଅ

ଖଣ୍ଡପଡା,୨୩।୮(ସ୍ବ.ପ୍ର.)-ଗ୍ରାମର ଉଦ୍‌ବୃତ୍ତ ପାଣି ତଥା ବର୍ଷାଜଳ ନିଷ୍କାସନ ହେଉଥିବା ପଥକୁ ଜଣେ ବ୍ୟକ୍ତି ଅବରୋଧ କରିଥିବା ଯୋଗୁ ସାମାନ୍ୟ ବର୍ଷା ହେଲେ ବିରିଡିହି-ରାଣୀପଡା ରାସ୍ତାରେ ପାଣି ସୁଅ ଛୁଟୁଛି। ଫଳରେ ଯାତାୟାତରେ ଘୋର ସମସ୍ୟା ସୃଷ୍ଟି ହେଉଥିବା ଅଭିଯୋଗ ହେଉଛି ା…

ମଦ କାରବାର: ଢାବା ମାଲିକଙ୍କ ସମେତ ୨ ଗିରଫ

ନୂଆଗାଁ,୨୩।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ଥାନା ଅଞ୍ଚଳରେ ଅବାଧରେ ନିଶା କାରବାର ବଢିଚାଲିଥିବା ବେଳେ ତାହାକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ତରଫରୁ ବୁଧବାର ରାତି ଅଧିଆ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଛି। ପୋଲିସ ଦୁଇ ମଦ ବେପାରୀଙ୍କୁ ଗିରଫ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?