ସରୁନି ଜାନିବିଲି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଅବଧିର ୬ ମାସ ପୂରିବା ପରେ ବି ମିଳିଲାନି ପାଣି
ବ୍ରହ୍ମପୁର ଅଫିସ,୧୫ା୬-ଜାନିବିଲି ବୃହତ ଜଳଯୋଗାଣ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଏହାର ଅଗ୍ରଗତି ନେଇ ସମୀକ୍ଷା ପରେ ସମୀକ୍ଷା ବୈଠକ ହୋଇଛି । ଯୋଜନା କେବେ ସମ୍ପୂର୍ଣ୍ଣ ହେବ ତାହା ଅନିଶ୍ଚିତତା ମଧ୍ୟରେ ରହିଛି । ନିର୍ମାଣ ଦାୟିତ୍ୱ…
ଅଢେଇ ବର୍ଷରେ ଗଲାଣି ୯୬୨ଜଣଙ୍କ ଜୀବନ
ଛତ୍ରପୁର,୧୫ା୬(ଡି.ଏନ.ଏ)-ଗଞ୍ଜାମ ଜିଲା ଦେଇ ଯାଇଥିବା ୧୬ନଂ. ଜାତୀୟ ରାଜପଥ, ରାଜ୍ୟ ଏନଏଚ୍, ରାଜ୍ୟ ରାଜପଥ ଏବଂ ଅନ୍ୟାନ୍ୟ କେତେକ ମୁଖ୍ୟ ରାସ୍ତାରେ ଦୈନିକ ଛୋଟ ବଡ଼ ଦୁର୍ଘଟଣା ଘଟିବାରେ ଲାଗିଛି। ଫଳରେ ଅକାଳରେ କେତେଜଣଙ୍କ ଜୀବନ ଚାଲିଯାଉଛି। ଆଉ କେତେଜଣ ଗୁରୁତର…
ସାତ୍ସପନ ହେଇଛେ ସରକାରୀ ସାହାଯ୍: ରୋଗ୍ରେ ଯୁଝୁଛନ୍ କୁଟୁମବସିଆ
ବିନିକା,୧୫ା୬(ଡି.ଏନ୍.ଏ): ସୁବର୍ଣ୍ଣପୁର ଜିଲା ବିନିକା ଏନ୍ଏସି ଓ୍ବାର୍ଡ ନଂ.୧ର ବାସିନ୍ଦା ବେଣୁଧର ଜାଲ(୮୦)। ପରିବାର କହେଲେ ଛାର୍ରି ଝି’ ରାହି(୪୮) ଆର ମାନସିକ୍ ରୋଗ୍ରେ ପୀଡ଼ିତ ପୁଓ ଫକିର(୫୫)। ୩ ବଛର ଆଗ୍ରୁ ବେଣୁଧରକଁର ମାଏକିନା ଅଜନା ରୋଗ୍ରେ ପଡ଼ି ଆରପାରକେ…
ସରକାରୀ ଯୋଜନାରୁ ବଁଚିତ୍ ଭିନ୍ନକ୍ଷମ ଦମ୍ପତି:ଗରିବୀରେ ସଁଥ୍ଲି ହେଉଛେ ନିଷ୍ପାପ ଛୁଆ
ଭବାନୀପାଟଣା, ୧୫ା୬(ଡି.ଏନ୍.ଏ) : ଦିନ୍ଥିଲା କଳହାଣ୍ଡି ଜିଲା ଭୁଖମରି ଆର ପିଲାବିକ୍ରି ଲାଗି ବଦ୍ନାମ ଥିଲା। ଏହେଦେ ସାରା ରାଏଜେ ଭାତହଁ।ଡ଼ି ହିସାବେ ନଁ। କମେଇଛେ। ହେଲେ ଆଏଜ୍ ବି ଜିଲାରେ ଅନେକ ଜାଗାରେ ଲୋକ୍ ଭୋକ୍ ଉପାସରେ ଦିନ୍ ବିତଉଥିବାର…
ଅଭାବ ଅନାଟନ ସବୁଦିନିଅଁ। ସଖା:ନିଶା ଟ୍ରାଫିକ ସଚେତନତା
ଅତାବିରା, ୧୫।୬ (ଡି.ଏନ.ଏ): ଟ୍ରାଫିକ ନିୟନ୍ତ୍ରଣ ଆର ସଚେତନତାର ଲାଗି ରାଏଜ୍ ସରକାର ଫିବଛର କୋଟି କୋଟି ଟଁକା ସାରୁଛନ୍। ହେଲେ ସମସିଆର ସମାଧାନ ହେବାର ଜାଗାରେ ବଢ଼ତେଲ ଯାଉଛେ, ସେ ହିସାବେ ଦୁର୍ଘଟନା ବି ବଢ଼ତେଲ ଯାଉଛେ। ହେଲେ ଟ୍ରାଫିକ…
ଅବେବସ୍ତା ଘେରରେ ଅଙ୍ଗନଓ୍ବାଡି କେନ୍ଦ୍ର:ପୁଷ୍ଟିକର ଖାଏଦ୍ରୁ ବଁଚିତ୍ ଛାତ୍ରୀଛାତ୍ର
ଦେଓଗାଁ,୧୫।୬(ଡି.ଏନ୍.ଏ): ବଲାଙ୍ଗୀର ଜିଲା ଦେଓଗଁ। ବ୍ଲକ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଏହେଦେ ଦୁହୁଲିପଡ଼ିଛେ। ସିଡିପିଓ ପ୍ରତିମାରାଣୀ ଚୋପଦାର ମାସକେତେ ହେଲା ଦେଓଗଁ। ଆର ସଇଁତଲା ଉଭଏ ବ୍ଲକ ଦାଇତିଅରେ ଅଛନ୍। ଇଥିରଲାଗି ଯେନ୍ହିସାବେ କାମ୍ ହେବାର କଥା ନାଇଁ ହେଇପାରୁଥିବାର…
ମନ୍ବଲ ଆଗ୍କେ ବଢ଼ବାର ବାଟ କଢ଼ାସି
ଲାଠୋର, ୧୫ା୪ (ଡି.ଏନ୍.ଏ): ସମାଜରେ ସଭେ ଜିଁବାର ଖାଏବାର ଲାଗି କିଛି ନାଇଁ କିଛି କରୁଛନ୍। କିଏ ବୁଧି ବିବେକ ଖଟେ ତ ଆର କିଏ ବାହାଜାଂଗଲ ମାଜି ହାଡ଼ଭଂଗା ପରିଶ୍ରମ କରି ନିଜର କୁଟୁମ ପୁଷୁଛନ୍। ହେଲେ ମୁନୁଷ୍ ମଜବୁତ…
ମଦମୁକ୍ତି ଅଭିଯାନରେ କାଳିଞ୍ଜି ସମାଜ ସାମିଲ
ବେଗୁନିଆପଡ଼ା,୧୪ା୬(ଡି.ଏନ.ଏ.)-ବେଗୁନିଆପଡ଼ା ବ୍ଲକ ଷଣ୍ଢମୂଳ ପଞ୍ଚାୟତ ଶାଳବଣ ଗ୍ରାମରୁ ଓଡ୍ର ଖଣ୍ଡାୟତ କାଳିଞ୍ଜି ଓଡ଼ିଆ ସମାଜ ପକ୍ଷରୁ ମଦମୁକ୍ତି ଆନ୍ଦୋଳନ ଆରମ୍ଭ ହୋଇଛି। ବ୍ଲକ ଅନ୍ତର୍ଗତ ନୂଆଗଡ଼ କାଳିଞ୍ଜି ସମାଜ ପକ୍ଷରୁ ସଭାପତି ମୁକୁନ୍ଦ ମାଧବ ସ୍ବାଇଁ, ସମ୍ପାଦକ ପ୍ରକାଶ ଚନ୍ଦ୍ର ଭୂୟାଁ,…
ପାରିବାରିକ କଳହର କରୁଣ ପରିଣତି: ୨ ଭଉଣୀଙ୍କ ଆତ୍ମହତ୍ୟା, ବାପା ଅଟକ
କବିସୂର୍ଯ୍ୟନଗର,୧୪।୬- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଗୁଡିଆଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହ ଓ ବାପାଙ୍କ ମାଡଗାଳି ଅସହ୍ୟ ହେବାରୁ ୨ ଭଉଣୀ ମୂଷାମରା ବିଷ ଖାଇ ଆତ୍ମହତ୍ୟା କରିଛନ୍ତି। ସେମାନେ ହେଲେ ଦୀପା ଭୂୟଁା (୧୭)…
ଦ୍ରୁତଗତିରେ ଗାଡ଼ି ଚାଳନା କାଳ ହେଲା: ଦୁର୍ଘଟଣାରେ ଚାଲିଗଲା ୩ ଜୀବନ
ବାଲେଶ୍ୱର ଅଫିସ/ରସାଳପୁର(ଡି.ଏନ.ଏ), ୧୪।୬-ବାଲେଶ୍ୱର ସହର ନିକଟସ୍ଥ ଚାନ୍ଦିପୁର ରାସ୍ତାରେ ଶୁକ୍ରବାର ଅପରାହ୍ନ ସାଢେ ୨ଟା ବେଳେ ଏକ ସଡକ ଦୁର୍ଘଟଣା ଘଟି ୩ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ରୂପସା ଥାନା କେନ୍ଦୁଦାଙ୍ଗୀରି ଗ୍ରାମର ଭକ୍ତବନ୍ଧୁ ସିଂ (୨୬), ନୀଳଗିରି ବରହମପୁର…
ହରିଶଙ୍କରରେ ମାଓବାଦୀଙ୍କ ବ୍ୟାନର
ଖପ୍ରାଖୋଲ ୧୪।୬ (ଡି.ଏନ.ଏ.) : କିଛିଦିନର ନିରବତା ପରେ ପୁଣି ମାଓବାଦୀମାନେ ବଲାଙ୍ଗୀର ଜିଲା ଖପ୍ରାଖୋଲ ଅଞ୍ଚଳରେ ନିଜ ଉପସ୍ଥିତି ଜାହିର କରିଛନ୍ତି। ଖପ୍ରାଖୋଲ ବ୍ଲକ ହରିଶଙ୍କରଠାରେ ଶୁକ୍ରବାର ମାଓବାଦୀମାନେ ବ୍ୟାନର ଲଗାଇ ଜନଆନ୍ଦୋଳନ ଉପରେ ଫାସୀବାଦି ଦମନକୁ ବିରୋଧ କରିବାକୁ…
ସୁନ୍ଦରପୁର ରଜ ମହୋତ୍ସବ ଉଦ୍ଘାଟିତ: ସଭା ସାଙ୍ଗକୁ ରଜ କୁଇନ ପ୍ରତିଯୋଗିତା
ଖଇରା, ୧୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସୁନ୍ଦରପୁର ହାଇସ୍କୁଲ ପଡିଆରେ ବ୍ଲକସ୍ତରୀୟ ରଜ ମହୋତ୍ସବ ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ସକାଳେ କମିଟି ସଭାପତି ଅଧ୍ୟାପକ ସୁରେନ୍ଦ୍ର ପ୍ରସାଦ ରାଉତ ପତାକା ଉତ୍ତୋଳନ କରି ଏହାକୁ ଉଦ୍ଘାଟନ କରିଥିଲେ। ଆୟୋଜିତ ସଭାରେ…
Archives


