ଆମ ଜିଲା ଖବର

ଜିଲାସ୍ତରୀୟ ୟୁଥ ପାର୍ଲାମେଣ୍ଟ ପ୍ରତିଯୋଗୀତା

ଖଡିଆଳ,୨୨।୮(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ରାଜା ଆର୍ତ୍ତତ୍ରାଣ ବିଦ୍ୟାଳୟଠାରେ ଓଡିଶା ସରକାରଙ୍କ ଟିଇଆଣ୍ଡ ଏସସିଇଆରଟି ତରଫରୁ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଗଣତାନ୍ତ୍ରିକ ଚେତନା ସୃଷ୍ଟି କରିବା ପାଇଁ ଜିଲାସ୍ତରୀୟ ୟୁଥ ପାର୍ଲାମେଣ୍ଟ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଜିଲା…

କାଳୁପଡ଼ାଘାଟ ରେଳଷ୍ଟେଶନ ହେବ ନବୀକରଣ

ଟାଙ୍ଗୀ(ଖୋର୍ଦ୍ଧା),୨୨ା୮(ଡି.ଏନ.ଏ.): ପୂର୍ବତଟ ରେଲଓ୍ବେ କାଳୁପଡ଼ାଘାଟ ଷ୍ଟେଶନକୁ ପରିଦର୍ଶନରେ ଆସି ବୋର୍ଡର ପିଏସି ସଭ୍ୟମାନେ ଏହାକୁ ନବୀକରଣ କରାଯିବ ବୋଲି କହିଥିବା ଜଣାପଡିଛି। ସଦସ୍ୟମାନେ ହେଲେ ହିମାଦ୍ରି ବଳ, ବି. ଯାଦବ, ଅଜିତ କୁମାର ଓ ଅମରେଶ ରାୟ। ସ୍ଥାନୀୟ ରେଳ ୟୁଜର୍ସ…

କର୍କଟ ରୋଗ୍‌ରେ ପୀଡିତ ରୂପ: ଉଷୋକଷା ଲାଗି ପରହର ଖୁରିଗିନା ମାଜୁଛନ୍‌

ଜାମଟିକ୍ରା, ୨୨।୮ (ଡି.ଏନ.ଏ): ବରଗଡ଼ ଜିଲା ଅତାବିରା ଏନ୍‌ଏସି ଓ୍ବାର୍ଡ ନମ୍ବର ୧ର ବାସିନ୍‌ଦା ରୂପ ବଗର୍ତ୍ତି(୬୪)। ବଛ୍‌ରେ ଉପରେ ହେଲା ସେ କର୍କଟ ରୋଗ୍‌ରେ ପୀଡ଼ିତ ଅଛନ୍‌। ସେ ବୁର୍ଲାରେ ଚିକିଛା କରେଇ ଉଷୋକଷା ଖାଉଥିଲେ। ହେଲେ ଏହେଦେ ଟଁକା…

୧୩ ବଛର୍‌ରେ ୧୦ ଥର ଆବେଦନ: ପ୍ରଧାନମନ୍ତ୍ରୀ ଆବାସ ଆଶ୍‌ରେ ଜୟରାମ

ଲାଠୋର, ୨୨ା୮ (ଡି.ଏନ୍‌.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ଭିନେ ଭିନେ ଯୋଜନାରେ ପକାଘର ଯୁଗେଇ ଦେଉଛନ୍‌। ହେଲେ ଅନେକ୍‌ ଜାଗାରେ ହକ୍‌ଦାର ହିତାଧିକାରୀ ଯୋଜନାର ସୁଫଲ ପାଏବାରୁ ବଁଚିତ୍‌ ହେଉଛନ୍‌। ଏନ୍‌ତା ଗୁଟେ ଉଦାହରନ୍‌…

ବ୍ଲକସ୍ତରୀୟ ସୁନେତ୍ର ଶିକ୍ଷକ ତାଲିମ

ରଣପୁର,୨୨।୮(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ଏନଏସି ଅନ୍ତର୍ଗତ ବ୍ରଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ସୁନେତ୍ର କାର୍ଯ୍ୟ ଉପରେ ବ୍ଲକସ୍ତରୀୟ ଏକ ଶିକ୍ଷକ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରଣପୁର ବ୍ଲକର ନରସିଂହପୁର, ଗୌରାଙ୍ଗପୁର,ରଣପୁର, ଡମସାହି,…

ବିଦ୍ୟୁତ୍‌ ଚୋରି ରୋକିବାକୁ ପ୍ରିପେଡ୍‌ ସ୍ମାର୍ଟ ମିଟର ପ୍ରଚଳନ ନିଷ୍ପତ୍ତି: ‘ପ୍ରଥମେ ସରକାରୀ ସ୍ତରରେ ଲାଗୁ ହେଉ’

ଓଡ଼ଗାଁ, ୨୨।୮(ସ୍ବ.ପ୍ର.): ସମ୍ପ୍ରତି ରାଜ୍ୟରେ ବିଦ୍ୟୁତ୍‌ ଚୋରି ରୋକିବାକୁ ରାଜ୍ୟ ଶକ୍ତି ମନ୍ତ୍ରୀ ପ୍ରିପେଡ୍‌ ସ୍ମାର୍ଟ ମିଟର ପ୍ରଚଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ଲକ୍ଷାଧିକ କୋଠଘର, କ୍ଲବ ଘର, ସରକାରୀ ଦପ୍ତର, କ୍ୱାର୍ଟର୍ସ ଓ ଛୋଟବଡ କଳକାରଖାନା ହୁକିଂରେ…

ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ହାତେଇଲା ଭାଜପା: ମିଠା ବାଣ୍ଟି ଖୁସି ମନାଇଲେ ରସୁଲପର ବ୍ଲକ ଅଞ୍ଚଳର ଦଳୀୟ କର୍ମୀ

ରସୁଲପୁର,୨୨ା୮(ଡି.ଏନ୍‌.ଏ.): ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନ ବୁଧବାର ସରିଛି।ଦୀର୍ଘଦିନ ଧରି ଲାଗିରହିଥିବା ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟି ନିର୍ବାଚନ ଫଳ ଭାଜପା ସପକ୍ଷରେ ଯାଇଛି। ସୁଭାସିନୀ ନାଥଶର୍ମା ଅଧ୍ୟକ୍ଷା ହୋଇଛନ୍ତି। ଚଳିତ ସାଧାରଣ ନିର୍ବାଚନରେ ୪,୦୩୪ଖଣ୍ଡ କମ୍‌ ଭୋଟରେ…

ପୂର୍ବଭାରତ ବିଜ୍ଞାନ ନାଟକ ପ୍ରତିଯୋଗିତା: ପଞ୍ଚାୟତିରାଜ ହାଇସ୍କୁଲ ଚାମ୍ପିୟନ

ଢେଙ୍କାନାଳ ଅଫିସ, ୨୨।୮ – ଲଗାତର ତୃତୀୟ ଥର ପାଇଁ ପୂର୍ବଭାରତ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଚାମ୍ପିୟନ ହୋଇ ଜାତୀୟସ୍ତରକୁ ଚୟନ ହୋଇଛି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କାନପୁରା ପଞ୍ଚାୟତିରାଜ ହାଇସ୍କୁଲ। ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଦ୍ୱାରା ମଞ୍ଚସ୍ଥ ନାଟକ ‘ସୃଷ୍ଟି-ନିଡ୍‌ସ…

ଅଧାବାଟରେ ଛାଡ଼ି ପଳାଇଲେ ପ୍ରେମିକ

ପରଜଙ୍ଗ, ୨୨।୮(ଡି.ଏନ.ଏ.) – ପ୍ରେମ ପ୍ରତାରଣାର ଶିକାର ହୋଇଥିବା ଜଣେ ବିବାହିତା ମହିଳା ସ୍ତ୍ରୀ ମାନ୍ୟତା ଦାବିରେ ତାଲା ଭାଙ୍ଗି ଅଭିଯୁକ୍ତ ପ୍ରେମିକଙ୍କ ଘରେ ପଶିବା ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଏ ନେଇ ଥାନାରେ ବିଧିବଦ୍ଧ…

ମୃତ ଶ୍ରୀକାନ୍ତଙ୍କ ପରିବାରକୁ ଭେଟିଲେ ଜିଲାପାଳ

ଯାଜପୁର ଅଫିସ,୨୨ା୮: କଲିକତାଠାରେ ଏକ ବିଦ୍ୟୁତ୍‌ ଦୁର୍ଘଟଣାରେ ଯାଜପୁର ଜିଲା ଦଶରଥପୁର ବ୍ଲକ ଚିତାଳୋ ପଞ୍ଚାୟତ କୁରୁଡି ଗ୍ରାମର ଶ୍ରୀକାନ୍ତ ରାଉତଙ୍କ ରବିବାର ମୃତ୍ୟୁ ହୋଇଯାଇଥିଲା। ସିଂହପୁର-କଲିକତା ଯାଉଥିବା ସାହୁ ଟ୍ରାନ୍ସପୋର୍ଟ ବସ୍‌ର ଡ୍ରାଇଭର ଶ୍ରୀକାନ୍ତ କଲିକତାରେ ଗତ ୧୮ ତାରିଖ…

ସଲାସୁତରାରେ ଚାଲିଛି ଦୋକାନ ଘର ଭଡ଼ା ବେପାର: ପ୍ରମାଣ ପାଉନି ପୌରପାଳିକା

ଅନୁଗୋଳ ଅଫିସ, ୨୨।୮ – ଅନୁଗୋଳ ପୌରପାଳିକା ପକ୍ଷରୁ ସହରରେ ଦୋକାନ ଗୃହ ନିର୍ମାଣ କରାଯାଇ ଭଡ଼ାରେ ଲଗାଯାଇଛି। ହେଲେ ଉକ୍ତ ଘର ନେଇଥିବା ବ୍ୟବସାୟୀମାନଙ୍କ ମଧ୍ୟରୁ କେତେଜଣ ସେଠାରେ ବେପାର ନ କରି ଚଢ଼ା ଦରରେ ଅନ୍ୟ ବ୍ୟବସାୟୀଙ୍କୁ ଭଡ଼ା…

ଖଣି ପ୍ରଭାବିତ ଅଞ୍ଚଳରେ ମେଗା ଜଳଯୋଗାଣ ପ୍ରକଳ୍ପ ବାଟବଣା: ତ୍ରୁଟି ସୁଧାରିବାକୁ ତାଗିଦ୍‌

ଯାଜପୁର ଅଫିସ,୨୨ା୮: ଯାଜପୁର ଜିଲା ସୁକିନ୍ଦା ବ୍ଲକର ଖଣି ପ୍ରଭାବିତ ଅଞ୍ଚଳରେ ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠିରେ ନିର୍ମାଣାଧିନ ମେଗା ପାଇପ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟ ଅତି ନିମ୍ନମାନର ହେଉଛି। ଏଥିରେ ବ୍ୟାପକ ଅନିୟମିତତା ହେବା ସହିତ ବିଭାଗୀୟ ତଦାରଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?