ଆମ ଜିଲା ଖବର

୨୮ କୁଇଣ୍ଟାଲ ପଲିଥିନ ଜବତ, ହଜାରେ ଟଙ୍କା ଜରିମାନା

ଅନୁଗୋଳ ଅଫିସ, ୨୨।୮ – ଅନୁଗୋଳ ସହର ହରିମହୁରୀ ଛକରୁ ବୁଧବାର ପୌର କର୍ମଚାରୀମାନେ ୨୮ କୁଇଣ୍ଟାଲ ପଲିଥିନ ଜବତ କରିବା ସହ ୧ ହଜାର ଟଙ୍କା ଜରିମାନା ଆଦାୟ କରିଛନ୍ତି। ତେବେ ଏତେ ପରିମାଣର ପଲିଥିନ ଜବତ ହୋଇଥିଲେ ବି…

କ୍ରୋମ ଖଣିରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ: ‘ଜିଲା ପ୍ରଶାସନ ନିଷ୍ପତ୍ତି ଏକପାଖିଆ’

କାଳିଆପାଣି/ସୁକିନ୍ଦା,୨୨।୮(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ ଥମିବାର ନାମ ଧରୁନି। ଏହାର ସମାଧାନ ନେଇ ମଙ୍ଗଳବାର ସୁକିନ୍ଦା ବ୍ଲକ କାର୍ଯ୍ୟାଳୟରେ ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନେତୃତ୍ୱରେ ଏକ ବୈଠକ ହୋଇଥିଲା। କ୍ରୋମାଇଟ୍‌…

ପୂର୍ବତନ କର୍ପୋରେଟରଙ୍କ ପୁଅଙ୍କୁ ହତ୍ୟା ଉଦ୍ୟମ

ବ୍ରହ୍ମପୁର ଅଫିସ,୨୨ା୮-ବ୍ରହ୍ମପୁର ବଡବଜାର ଥାନା ସୀତାଢ଼ିମ୍ବିରା ସାହିରେ ମଙ୍ଗଳବାର ରାତିପ୍ରାୟ ୧୧ଟା ବେଳେ ବିଏମ୍‌ସିର ପୂର୍ବତନ କର୍ପୋରେଟର କୃଷ୍ଣ ସେଠୀଙ୍କ ପୁଅ ଚିଙ୍କୁ ଓରଫ ଗୌରବଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି…

ଆଇଟିଆଇ ଛାତ୍ରୀଛାତ୍ରଙ୍କ ପ୍ରଥମ ବିଶ୍ୱ ରେକର୍ଡ : ବ୍ରହ୍ମପୁର ଆଇଟିଆଇକୁ ‘ଗ୍ରାଣ୍ଡମାଷ୍ଟର’ ଟାଇଟଲ

ବ୍ରହ୍ମପୁର ଅଫିସ,୨୨ା୮-ଆବର୍ଜନା ତଥା ସ୍କ୍ରାପ୍‌ ସାମଗ୍ରୀର ପୁନଃ ବ୍ୟବହାର କରି ବିଶ୍ୱସ୍ତରରେ ନିଜ ନାମ ସ୍ଥାନିତ କରିଛନ୍ତି ବ୍ରହ୍ମପୁର ସରକାରୀ ଆଇଟିଆଇ ଛାତ୍ରୀଛାତ୍ର। ସ୍କ୍ରାପ୍‌ ସାମଗ୍ରୀରୁ ଜୁଲାଇ ୧୮ରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ପ୍ରସ୍ତୁତ ୭୦ ଫୁଟ ଉଚ୍ଚତାର ବୃହତ୍‌କାୟ ଗିଟାର ଏବେ…

ହଷ୍ଟେଲ ସମସ୍ୟା ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଛାତ୍ରୀ

ବ୍ରହ୍ମପୁର ଅଫିସ,୨୨ା୮-ବ୍ରହ୍ମପୁର ଉପକଣ୍ଠ ପାରଳା ମହାରାଜା ଇଂଞ୍ଜିନିୟରିଂ କଲେଜରେ ପୁଣି ଛାତ୍ର ଅଶାନ୍ତି ଦେଖାଦେଇଛି ା କିଛିଦିନ ପୂର୍ବେ ଛାତ୍ରାବାସ ସମସ୍ୟା ସମାଧାନ ଦାବିନେଇ ଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ ା ବୁଧବାର ଛାତ୍ରୀନିବାସର ବିିିଭିନ୍ନ ସମସ୍ୟା ସମାଧାନ ଦାବି କରି ଛାତ୍ରୀମାନେ…

ଲାଇବ୍ରେରି ବହି କିଣା ପାଇଁ ଚାଲିଛି ଷଡ଼ଯନ୍ତ୍ର

ଜଗତ୍‌ସିଂହପୁର ଅଫିସ, ୨୨ା୮: ବିଦ୍ୟାଳୟ ଲାଇବ୍ରେରି ପାଇଁ ବହି କିଣା ବାବଦରେ ସରକାରୀ ଅନୁଦାନ ଯୋଗାଇ ଦିଆଯାଇଛି। ଏଥିରେ ବିଦ୍ୟାଳୟ କର୍ତ୍ତୃପକ୍ଷ ସେମାନଙ୍କ ପସନ୍ଦର ବହି କିଣି ରଖିପାରିବେ। ଯଦ୍ଦ୍ବାରା ଛାତ୍ରୀଛାତ୍ରଙ୍କୁ ବହୁ ଶିକ୍ଷଣୀୟ ପୁସ୍ତକ ସହଜରେ ପଠନ ପାଇଁ ସୁଯୋଗ…

ବିଜେଡି ଶାସନରେ ବ୍ରହ୍ମପୁର ବିକାଶ ବାଧାପ୍ରାପ୍ତ

ବ୍ରହ୍ମପୁର ଅଫିସ,୨୨ା୮-ବିଜେଡି ଶାସନରେ ରେଶମ ନଗରୀ ବ୍ରହ୍ମପୁର ବିକାଶ ବାଧାପ୍ରାପ୍ତ ହୋଇଛି। ସାମାନ୍ୟ ବର୍ଷା ହେଲେ ମହାନଗର ଜଳାର୍ଣ୍ଣବ ହେବା ସହ ପାଣି ନିଷ୍କାସନ ହୋଇ ନ ପାରି ଲହଡ଼ି ମାରୁଛି । ଫଳରେ ବିକାଶର ନଗ୍ନ ଚିତ୍ର ପଦାରେ ପଡ଼ୁଛି…

ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ପାଟପୁର,୨୨ା୮(ଡି.ଏନ.ଏ.)-ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଏସ୍‌.ଗୋପାଳପୁର କାଳୀମନ୍ଦିର ସାହିରେ ମଙ୍ଗଳବାର ରାତିରେ ଜଣେ ମହିଳାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ସେ ହେଲେ ଏସ୍‌.ଗୋପାଳପୁର ଗ୍ରାମର ବାସନ୍ତୀ ପ୍ରଧାନ। ବୁଧବାର ସକାଳେ ପାଟପୁର ପୋଲିସ ଓ ସାନଖେମୁଣ୍ଡି ତହସିଲଦାର ତଥା କାର୍ଯ୍ୟନିର୍ବାହୀ…

ଆଗକୁ ବଢ଼ିବା ଆଶାରେ ଜୟନ୍ତ

ଆନନ୍ଦପୁର,୨୨।୮(ସନ୍ତୋଷ ରାଉତ)- ଆନନ୍ଦପୁରର ପୁରାତନ ଶିକ୍ଷାନୁଷ୍ଠାନ ବଳଭଦ୍ର ନାରାୟଣ ଉଚ୍ଚ ବିଦ୍ୟାଳୟ(ବି.ଏନ.ହାଇସ୍କୁଲ)ର ଦଶମ ଶ୍ରେଣୀର ଛାତ୍ର ଜୟନ୍ତ କୁମାର ଦତ୍ତ(୧୫)। ଦଶମରେ ପାଠ ପଢ଼ୁଥିଲେ ମଧ୍ୟ ଭବିଷ୍ୟତ ପାଇଁ ଏକ ଲକ୍ଷ୍ୟ ରଖିଛନ୍ତି। ସେ ଜଣେ ପାରା କମାଣ୍ଡର ହେବାକୁ ଆଶା…

ଭଙ୍ଗା ଘରେ ଚାଲିଛି ପାଠ ପଢ଼ା

ତେଲକୋଇ, ୨୨।୮(ଡି.ଏନ.ଏ.)-ତେଲକୋଇ ମୁଖ୍ୟାଳୟରେ ରହିଛି ସର୍ବ ପୂରାତନ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ । ଏହି ବିଦ୍ୟାଳୟ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହୁଥିବା ବେଳେ ଶ୍ରେଣୀ ଗୃହରେ ପାଣି ଓ ଅଫିସ ଗୃହରେ ପାଣି ଯୋଗୁ ଆସବାବ ପତ୍ର ନଷ୍ଟ ହେବାରେ…

ଦାବି ପୂରଣ ନ ହେଲେ ପଡ଼ିବ ତାଲା: କୁଳପତିଙ୍କୁ ଦାବିପତ୍ର ଦେଲେ ଛାତ୍ରୀଛାତ୍ର

କେନ୍ଦୁଝର, ୨୨ା୮ (ସ୍ବ.ପ୍ର.)-ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର କେନ୍ଦୁଝର ଜିଲା ମୁଖ୍ୟାଳୟ ଠାରେ ଥିବା ଦ୍ୱିତୀୟ କ୍ୟାମ୍ପସରେ ବ୍ୟାପକ ଅବ୍ୟବସ୍ଥା ନେଇ ଛାତ୍ରୀଛାତ୍ର ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏନେଇ ସେମାନେ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଜରିଆରେ କୁଳପତିଙ୍କୁ ସ୍ମାରକପତ୍ର ଦେଇ ତୁରନ୍ତ ସମାଧାନ କରିବାକୁ…

ଏକତରଫା ପ୍ରେମର କରୁଣ ପରିଣତି: ନାବାଳିକାଙ୍କୁ ପେଟ୍ରୋଲ ଢାଳି ପୋଡ଼ି ଦେବାକୁ ଉଦ୍ୟମ

ବାସୁଦେବପୁର,୨୨।୮(ଡି.ଏନ.ଏ.)-ଏକତରଫା ପ୍ରେମର କରୁଣ ପରିଣତି କେତେ ଭୟାନକ ହୋଇପାରେ ତାହା ଭଦ୍ରକ ଜିଲା ବାସୁଦେବପୁର ଥାନା ଅଞ୍ଚଳରେ ବୁଧବାର ଦେଖିବାକୁ ମିଳିଛି । ଜଣେ ବିଫଳ ପ୍ରେମିକ ଏକ ନାବାଳିକାଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଅଁ। ଲଗାଇ ହତ୍ୟା କରିବାକୁ ଉଦ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?