ଆମ ଜିଲା ଖବର

ଅସହାୟଙ୍କ ସାହା ଜଳଧର

ବନ୍ତ, ୨୨।୮ (ଡି.ଏନ.ଏ.)- ଅନେକ ଦୁଃଖ ଯନ୍ତ୍ରଣା ଅଙ୍ଗେ ନିଭାଇ ଥିବାରୁ ସେ ଅନ୍ୟର କଷ୍ଟ ସହି ପାରନ୍ତି ନାହିଁ । କେହି ରୋଗ ଯନ୍ତ୍ରଣାରେ ପଡିଥିଲେ, ସେ ସଙ୍ଗେସଙ୍ଗେ ତାଙ୍କୁ ଡାକ୍ତରଖାନା ନେଇ ଚକିତ୍ସା କରିବାକୁ ଡେରି କରନ୍ତି ନାହିଁ…

ମେଡିକାଲ କଲେଜ ଅଧୀକ୍ଷକଙ୍କୁ ଘେରାଉ କଲା ଭଞ୍ଜସେନା

ବାରିପଦା ଅଫିସ,୨୨।୮- ମୟୂରଭଞ୍ଜ ଜିଲାବାସୀଙ୍କ ବହୁ ଦିନର ଦାବି ଓ ଆନ୍ଦୋଳନ ପରେ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ପ୍ରତିଷ୍ଠା ହୋଇଥିଲା। କିନ୍ତୁ ଏହି ମେଡିକାଲ କଲେଜ ଏବେ ବହୁ ଅବ୍ୟବସ୍ଥା ଦେଇ ଗତି କରୁଛି। ଜିଲା ତଥା ପଡୋଶୀ…

ଏମ୍‌ପିସି କଲେଜ ସମସ୍ୟାର ସମାଧାନ ଦାବି କଲା ‘ମାସା’

ବାରିପଦା ଅଫିସ,୨୨।୮- ବାରିପଦା ତକତପୁର ସ୍ଥିତ ଏମପିସି ସ୍ବୟଂଶାସିତ କଲେଜରେ ଦେଖାଦେଇଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ମୟୂରଭଞ୍ଜ ଆଦିବାସୀ ଛାତ୍ର ସଂଗଠନ (ମାସା) ପକ୍ଷରୁ ଦାବି କରାଯାଇଛି। ସଂଗଠନର ରାଜ୍ୟ ସଭାପତି ସୁକୁଲାଲ ମାରାଣ୍ଡିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ…

ରାଜ୍ୟ ଜଳସମ୍ପଦ ବିଭାଗ ଟିମ୍‌ଙ୍କ ରାମେୟାପାଟଣା ଗସ୍ତ

ଚିକିଟି,୨୧।୮(ଡି.ଏନ.ଏ.)-ରାଜ୍ୟ ଜଳସମ୍ପଦ ବିଭାଗର ଏକ ସ୍ବତନ୍ତ୍ର ବୈଷୟୀକ ଟିମ୍‌ ବୁଧବାର ମଧ୍ୟାହ୍ନରେ ଚିକିଟି ବ୍ଲକ୍‌ ସମୁଦ୍ରତଟବର୍ତ୍ତୀ ଗ୍ରାମ ରାମେୟାପାଟଣାରେ ପହଞ୍ଚତ୍ଥିଲେ। ଗତ ୧୪ ତାରିଖରେ ଜୁଆର ମାଡରେ କ୍ଷତିଗ୍ରସ୍ତ ପରିବାରକୁ ଭେଟି ସ୍ଥିତି ଓ ସବିଶେଷ ଅନୁଧ୍ୟାନ କରି ରିପୋର୍ଟ ସଂଗ୍ରହ…

ଜମିକୁ ମାଡୁନି କେନାଲ ପାଣି, ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ଦିଗପହଣ୍ଡି,୨୧ା୮(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କୟାଁନାଳ କ୍ଷୁଦ୍ର ଜଳସେଚନ ଯୋଜନା କେନାଲ ନିର୍ମାଣର ୧୮ ବର୍ଷ ବିତିଲା। ଚାଷୀ ନିୟମିତ ଜଳକର ପୈଠ କରୁଛନ୍ତି। କିନ୍ତୁ ଚାଷ ଜମିକୁ କେନାଲ ପାଣି ମାଡୁନି। କେନାଲ ଯୋଗେ ଚାଷୀଙ୍କ ଜମିକୁ ପାଣି…

ଗୁଣପୁର ପଞ୍ଚାୟତ ସମିତି ବୈଠକ: ସମିତି ସଭ୍ୟ, ଜିଲାପରିଷଦ ସଭ୍ୟ ହାତାହାତି

ଗୁଣପୁର,୨୧।୮(ଡି.ଏନ୍‌.ଏ.): ଦୀର୍ଘ ୧୦ମାସ ପରେ ବୁଧବାର ଗୁଣପୁର ପଞ୍ଚାୟତ ସମିତି ବୈଠକ ବସିଥିଲା। ସ୍ଥାନୀୟ ଅଞ୍ଚଳର ବହୁ ଉନ୍ନୟନ ପ୍ରସଙ୍ଗ ଏଥିରେ ଆଲୋଚନା ହେବାର ଥିଲା। କିନ୍ତୁ କୋରମ ନ ଥାଇ ବିଡିଓ କିପରି ବୈଠକ କରୁଛନ୍ତି ବୋଲି ଅଭିଯୋଗ ଉଠାଇଥିଲେ…

ଘରୋଇ ଛାତ୍ରୀଛାତ୍ରଙ୍କୁ ମିଳୁନି ପାଠ୍ୟପୁସ୍ତକ, ପାଠପଢ଼ା ବ୍ୟାହତ

ଚିଲିକା,୨୧ା୮(ଡି.ଏନ.ଏ.): ଚଳିତ ଶିକ୍ଷାବର୍ଷର ଚାରିମାସ ବିତି ଯାଇଥିଲେ ସୁଦ୍ଧା ଛାତ୍ରୀଛାତ୍ରଙ୍କୁ ଏ ପର୍ଯ୍ୟନ୍ତ ସରକାରୀ ପାଠ୍ୟପୁସ୍ତକ ମିିଳିପାରୁ ନ ଥିବା ଅଭିଯୋଗ ହେଉଛି। ଫଳରେ ପିଲାମାନେ ବାଧ୍ୟ ହୋଇ ପୁରୁଣା ବହି ଜେରକ୍ସ କରି ଖର୍ଚ୍ଚାନ୍ତ ହେବା ସହ ହଟହଟା ହେଉଛନ୍ତି।…

ପ୍ରେମିକର ବର୍ବରକାଣ୍ଡ: ପ୍ରେମିକାଙ୍କ ବେକ କାଟିଦେଲେ

କାମାକ୍ଷାନଗର, ୨୧।୮(ଡି.ଏନ୍‌.ଏ.): ପ୍ରେମିକାଙ୍କୁ ପିଛା କରି ସୁନ୍ଦରଗଡ଼ରୁ ଚାଲିଆସିଲେ ଢେଙ୍କାନାଳ। ରାତାରାତି ତାଙ୍କୁ ଧରି ଫେରାର ହୋଇଯିବାକୁ କରିଥିଲେ ଯୋଜନା। ହେଲେ ଏଥିରେ ଯୁବତୀ ଜଣକ ଅନିଚ୍ଛା ପ୍ରକାଶ କରିବାରୁ ରକ୍ତମୁଖା ହୋଇଉଠିଲେ ପ୍ରେମିକ। ହିତାହିତ ଜ୍ଞାନ ହରାଇ ଧାରୁଆ ଛୁରିରେ…

ବୃଦ୍ଧାଙ୍କୁ କଚାଡ଼ି ମାରିଲା ଦନ୍ତା

ତେଲକୋଇ/ପରଜଙ୍ଗ, ୨୧।୮(ଡି.ଏନ୍‌.ଏ.): ଢେଙ୍କାନାଳ-କେନ୍ଦୁଝର ସୀମାନ୍ତ ସଂରକ୍ଷିତ ଜଙ୍ଗଲରେ ହାତୀ-ମଣିଷ ସଂଘର୍ଷ ତୀବ୍ର ରୂପ ନେଇଛି। ହାତୀ ଦୌରାତ୍ମ୍ୟରେ ଜଙ୍ଗଲତଳି ଅଞ୍ଚଳବାସୀ ସର୍ବାଧିକ ପ୍ରଭାବିତ ହେଉଛନ୍ତି। ସମ୍ପୃକ୍ତ ଅଞ୍ଚଳରେ ହାତୀ ମୁହଁରେ ଜୀବନ ଯିବା ନିତିଦିନିଆ ଘଟଣାରେ ପରିଣତ ହୋଇଛି। ମହାବିରୋଡ଼ ସେକ୍ସନ…

ନାବାଳକ ଗାଡ଼ି ଚଳାଇଲେ ଅଭିଭାବକ ଜେଲ ଯିବେ

ଭଞ୍ଜନଗର,୨୧।୮(ଡି.ଏନ.ଏ): ଛାତ୍ରୀଛାତ୍ରଙ୍କ ମଧ୍ୟରେ ସଚେତନତା ଅଭାବ ଯୋଗୁ ଦୁର୍ଘଟଣା ହାର ବଢ଼ୁଛି। ମୋଟର ଯାନ ଆଇନ ସମ୍ପର୍କରେ ସେମାନଙ୍କ ମଧ୍ୟରେ ସଚେତନତା ଲୋଡ଼ା। ସରକାର ମୋଟର ଯାନ ଆଇନକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ଯାଉଛନ୍ତି। ଯେଉଁ ନାବାଳିକା, ନାବାଳକ ଗାଡ଼ି…

ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ପାଟପୁର,୨୧ା୮(ଡି.ଏନ.ଏ.): ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଏସ.ଗୋପାଳପୁର କାଳୀମନ୍ଦିର ସାହିରେ ମଙ୍ଗଳବାର ରାତିରେ ଜଣେ ମହିଳାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ସେ ହେଲେ ଏସ.ଗୋପାଳପୁର ଗ୍ରାମର ବାସନ୍ତୀ ପ୍ରଧାନ। ବୁଧବାର ସକାଳେ ପାଟପୁର ପୋଲିସ ଓ ସାନଖେମୁଣ୍ଡି ତହସିଲଦାର ତଥା…

ଗ୍ରାସୀମ କମ୍ପାନୀ ସମ୍ମୁଖରେ ଶ୍ରମିକଙ୍କ ଧାରଣା

ଗଞ୍ଜାମ,୨୧ା୮(ଡି.ଏନ.ଏ.): ଗଞ୍ଜାମ ସହରସ୍ଥିତ ଗ୍ରାସୀମ କମ୍ପାନୀର ପିଛା ଛାଡୁନି ସମସ୍ୟା। କେତେବେଳେ ବିଭିନ୍ନ ଦାବିନେଇ ଠିକା ଶ୍ରମିକଙ୍କ ଧାରଣା ତ ଆଉ କେତେବେଳେ ସ୍ଥାନୀୟ ଅଞ୍ଚଳର ଶିକ୍ଷିତ ଯୁବକ ନିଯୁକ୍ତି ଦାବିରେ ଆନ୍ଦୋଳନ କରୁଛନ୍ତି। ବର୍ତ୍ତମାନ କମ୍ପାନୀ ସମ୍ମୁଖରେ ଧାରଣା ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?