ଆମ ଜିଲା ଖବର

ନିଶା ଔଷଧ କାରବାର : ଜଣେ ଗିରଫ

ଯୋଡ଼ା,୨୧।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ସହରର ସହିଦ ନଗରଠାରେ ଯୋଡା ପୋଲିସ ଚଢାଉ କରି ନିଶା ଔଷଧ ଓ ମଦ କାରବାର କରୁଥିବା ଅଭିଯୋଗରେ ଅନଓ୍ବାର ହୁସେନ୍‌ଙ୍କୁ ଗିରଫ କରିଛି। ଯୋଡା ଥାନା ଏସଆଇ ବିଶ୍ୱଜିତ ବେହେରାଙ୍କ ଠାରୁ ମିଳିଥିବା ସୂଚନାନୁଯାୟୀ…

କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ, ମନ୍ତ୍ରୀ

କେସିଙ୍ଗା,୨୧।୮(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳକୁ ପୂର୍ତ୍ତ ଓ ଗୃହମନ୍ତ୍ରୀ ପ୍ରଫୁଲ କୁମାର ମଲିକ ଓ ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟକ ଭୂପିନ୍ଦର ସିଂହ ବୁଧବାର ପରିଦର୍ଶନ କରିଛନ୍ତି। ମନ୍ତ୍ରୀ ଓ ବିଧାୟକଙ୍କୁ କେସିଙ୍ଗାସ୍ଥିତ ବୋରିଙ୍ଗପଦର ଛକରେ…

୧୪ ଦଫା ଦାବିରେ ନିମାପଡ଼ା-ଗୋପ ସୁରକ୍ଷା ମଞ୍ଚ ପକ୍ଷରୁ ବ୍ଲକ ସମ୍ମୁଖରେ ବିକ୍ଷୋଭ

ନିମାପଡ଼ା,୨୧।୮(ଡି.ଏନ୍‌.ଏ.): ନିମାପଡ଼ା-ଗୋପ ସୁରକ୍ଷା ମଞ୍ଚ ପକ୍ଷରୁ ୧୪ ଦଫା ଦାବି ନେଇ ବୁଧବାର ନିମାପଡ଼ା ବ୍ଲକ ଅଫିସ ସମ୍ମୁଖରେ ସୁରକ୍ଷା ମଞ୍ଚର ବହୁ କର୍ମକର୍ତ୍ତା ଓ ସଦସ୍ୟମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହି ଅବସରରେ ବିକ୍ଷୋଭକାରୀମାନେ ରାଜ୍ୟପାଳ, ପଞ୍ଚାୟତିରାଜ ମନ୍ତ୍ରୀ, ମୁଖ୍ୟ…

ବିଦ୍ୟୁତ ସଂସ୍ପର୍ଶରେ ଆସି ଶ୍ରମିକଙ୍କ ଜୀବନ ଗଲା

ବରଗଡ଼ ଅଫିସ,୨୧।୮: ବରଗଡ଼ ସହର ଉପକଣ୍ଠ ବରଡୋଲ ଗ୍ରାମରେ ବୁଧବାର ଏକ ଘର ଛାତ ପକାଉ ଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ହେଲେ, ଅତାବିରା ଥାନା ଖରମୁଣ୍ଡା ପଞ୍ଚାୟତ ଲାମିପାଲି ଗ୍ରାମର ଚୂଡ଼ାମଣି…

କେନ୍ଦ୍ରାପଡ଼ାରେ ବଜ୍ରପାତ: ୫ ମୃତ, ୨ ଗୁରୁତର

କେନ୍ଦ୍ରାପଡ଼ା ଅଫିସ/ପାଟକୁରା, ୨୧।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଅଞ୍ଚଳରେ ବଜ୍ରପାତରେ ବୁଧବାର ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରେ ମହାକାଳପଡ଼ା କରଞ୍ଜ ଗାଁରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଥିବା ଜଣାପଡ଼ିଛି। ଗରଦପୁର ବ୍ଲକ ମରିଲୋ…

ବଜ୍ରପାତରେ ଜଣେ ମୃତ, ୨ ଗୁରୁତର

ନିମାପଡ଼ା, ୨୧।୮(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଥାନା ଅନ୍ତର୍ଗତ ବନ୍ତୁ ଗ୍ରାମରେ ବୁଧବାର ମଧ୍ୟାହ୍ନରେ ବଜ୍ରପାତ ଘଟିଥିଲା। ବିଲରେ ଚାଷ କାମ କରୁଥିବା ସମୟରେ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି। ମୃତ…

କ.ନୂଆଗାଁ ବ୍ଲକ ଅଧ୍ୟକ୍ଷା ଭାବେ ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ସୁଲୋଚନା

କ.ନୂଆଗାଁ,୨୧।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ଅଧ୍ୟକ୍ଷ ଭାବେ ବଣ୍ଡଗୁଡ଼ା ସମିତିସଭ୍ୟା ସୁଲୋଚନା ଦଳବେହେରା ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ବୁଧବାର ହୋଇଥିବା ଉପନିର୍ବାଚନରେ ସୁଲୋଚନା ନିର୍ବାଚିତ ହୋଇଥିବା ନିର୍ବାଚନ ଅଧିକାରୀ ତଥା ବାଲିଗୁଡ଼ା ବିଡିଓ ନରେଶ ଚନ୍ଦ୍ର ଶବର କହିଛନ୍ତି। ପୂର୍ବରୁ…

ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ଏଡିଏମ୍‌ଓ, ତହସିଲଦାରଙ୍କ ହସ୍ତକ୍ଷେପ ପରେ ହଟିଲା ଧାରଣା

କର୍ଲାମୁଣ୍ଡା, ୨୧।୮(ଡି.ଏନ.ଏ.) : କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଜନୈକା ପ୍ରସୂତି ମହିଳାଙ୍କ ମୃତ୍ୟୁକୁ ନେଇ ପଞ୍ଚାୟତ ପ୍ରତିନିଧି ଓ ଜନସାଧାରଣ ଡାକ୍ତରଖାନା ସମ୍ମୁଖରେ ଧାରଣା ଦେଇଥିଲେ। ମୃତା ପ୍ରସୂତିଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ଦାବିରେ…

ଦିବ୍ୟାଙ୍ଗ ନାବାଳିକାଙ୍କୁ ସମ୍ପର୍କୀୟ ମାମୁଙ୍କ ବଳାତ୍କାର ଅଭିଯୋଗ

ନୟାଗଡ଼ ଅଫିସ, ୨୧।୮ : ନୟାଗଡ଼ ଜିଲା ଇଟାଭାଟି ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ତାଙ୍କ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ବୁଧବାର ଇଟାମାଟି ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ପୋଲିସ ନାବାଳିକାଙ୍କୁ ଡାକ୍ତରୀମାଇନା ପାଇଁ ଜିଲା ମୁଖ୍ୟ…

ଜିଲା ମୁଖ୍ୟ ଚିକିତ୍ସାଳୟକୁ ଜାତୀୟ କ୍ୱାଲିଟି ପ୍ରମାଣପତ୍ର

ଭବାନୀପାଟଣା,୨୧।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିଭିନ୍ନ ସମସ୍ୟା ଏବଂ ଅଧାରୁ ଅଧିକ ଡାକ୍ତର ପଦବୀ ଖାଲିଥିବା ସତ୍ତ୍ୱେ ଜାତୀୟସ୍ତରରେ ଡାକ୍ତରଖାନାକୁ କ୍ୱାଲିଟି ପ୍ରମାଣପତ୍ର ମିଳିଛି। ଏ ସମ୍ପର୍କରେ ଜାତୀୟ ସ୍ବାସ୍ଥ୍ୟ ମିଶନର ଅତିରିକ୍ତ ସଚିବ ମନୋଜ ଝଲାନୀ…

ଭିଜିଲାନ୍ସ ଜାଲରେ ବ୍ୟାସନଗର ପୌରପରିଷଦ ସହକାରୀ ଯନ୍ତ୍ରୀ

ଯାଜପୁର ରୋଡ, ୨୧।୮(ନି:ପ୍ର.): ଲାଞ୍ଚ ନେବା ଅଭିଯୋଗରେ ଯାଜପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ବ୍ୟାସ ନଗର ପୌରପରିଷଦର ସହକାରୀ ଯନ୍ତ୍ରୀ ପ୍ରହ୍ଲାଦ ମହାପାତ୍ରଙ୍କୁ ଗିରଫ କରାଯାଇଛି। ଜଣେ ଠିକାଦାରଙ୍କଠାରୁ ଯନ୍ତ୍ରୀ ପ୍ରହ୍ଲାଦ ୩୮୦୦୦ ଟଙ୍କା ଲାଞ୍ଚ ନେଉଥିଲେ। ପୂର୍ବ ଯୋଜନା ଅନୁସାରେ…

ବନ ବିଭାଗ ପକ୍ଷରୁ ଚଢ଼ାଉ : ଶାଳକାଠ ସହ ଗାଡ଼ି ଜବତ, ୨ ଗିରଫ

ମାଲକାନଗିରି,୨୧।୮(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ପଦ୍ମଗିରି ନିକଟରେ ବନ ବିଭାଗ ପକ୍ଷରୁ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର ଶାଳକାଠ ସହ ଏକ ପିକ୍‌ଅପ୍‌ ଜବତ କରାଯିବା ସହ ଏଥିରେ ସଂପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇଛି। ଖଣ୍ଡୀୟ ବନାଧିକାରୀ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?