ଆମ ଜିଲା ଖବର

 ଭଉଣୀ  ଘରକୁ ଯିବାବେଳେ ଭୟଙ୍କର ଦୁର୍ଘଟଣା : ରାସ୍ତାରେ…  

ଭଞ୍ଜନଗର,୨୩।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ମୁଖ୍ୟ ରାସ୍ତାର ଲାଠୀପଡ଼ା ଠାରେ ଶୁକ୍ରବାର ରାତିରେ ଏକ ବାଇକ ଗାଡି ଦୁର୍ଘଟନାଗ୍ରସ୍ତ ହୋଇଛି। ଏଥିରେ ତତାବାଲି ଗ୍ରାମର ନାରାୟଣ ନାୟକ ଗୁରୁତର ହୋଇଛନ୍ତି। ସେହି ସମୟରେ ରାସ୍ତାରେ ପାଟ୍ରୋଲିଂ କରୁଥିବା ସୋରଡ଼ା…

୨୪ ଘଣ୍ଟା ମଧ୍ୟରେ ଚୋରି ମାମଲାରେ ୨ ଗିରଫ

କୋରାପୁଟ,୨୩ା୧(ଅମିତାଭ ବେହେରା):କୋରାପୁଟ ଟାଉନ ଥାନାରେ ଏତଲା ଦେବାର ୨୪ ଘଣ୍ଟା ମଧ୍ୟରେ ଟାଉନ ପୋଲିସ ଚୋରି ମାମଲାର ୨ ଅଭିଯୁକ୍ତଙ୍କୁ ଶୁକ୍ରବାର ଗିରଫ କରି କୋଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ଓଡ଼ିଆଗୁଡ଼ା ଗ୍ରାମର କରଣ କୁଲଦୀପ ଓ ଅଭିଷେକ ଖରା।…

ଟ୍ରକ ଧକ୍କାରେ ଯୁବ ଚାଷୀଙ୍କ ମୃତ୍ୟୁ, କ୍ଷତି ପୂରଣ ଦାବି ନେଇ ୪ ଘଣ୍ଟା ଧରି ରାମପୁର ରାସ୍ତା ଉପରେ ରାସ୍ତା ରୋକ

ଡୁଙ୍ଗୁରିପାଲି ୨୩।୧ (ଦୀନବନ୍ଧୁ ସୁନା ) : ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି -ବିନିକା ରାସ୍ତାର ରାମପୁର ଏଟିଏମ ଛକ ନିକଟରେ ବରପାଲି ପଟରୁ ଆସୁଥିବା ଏକ ଟ୍ରକ, ବାଇକରେ ଆସୁଥିବା ଯୁବଚାଷୀଙ୍କୁ ମୁହାଁମୁହିଁ ଧକ୍କା ଦେବାରୁ ଘଟଣା ସ୍ଥଳରେ ତାଙ୍କ ମୃତ୍ୟୁ…

ଆସନ୍ତା ସାଧାରଣତନ୍ତ୍ର ଦିବସରେ ଆମିଷ ବିକ୍ରି ବନ୍ଦ

କୋରାପୁଟ,୨୩।୧(ଅମିତାଭ ବେହେରା ): ଜାନୁଆରୀ ୨୬ରେ ଅନୁଷ୍ଠିତ ହେବାକୁ ଥିବା ୭୭ ତମ ଗଣତନ୍ତ୍ର ଦିବସରେ କୋରାପୁଟ ଜିଲାରେ ଆମିଷ ବିକ୍ରି ଉପରେ ଜିଲାପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଶୁକ୍ରବାର ଏ ସମ୍ପର୍କରେ…

ସ୍କୁଲ ବାରଣ୍ଡାରେ ଛାତ୍ରୀଙ୍କୁ ଅସଦାଚରଣ କରି ବନ୍ଧାହେଲେ ଶିକ୍ଷକ

ପାଇକମାଳ,୨୩।୧(ବଡ ଶତପଥୀ): ବରଗଡ ଜିଲା ପାଇକମାଳରେ ଆଉ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜନୈକ ପିଇଟି ଶିକ୍ଷକ ଜଣେ ନାବାଳିକାଙ୍କୁ ସ୍କୁଲ ବାରଣ୍ଡାରେ ଅସଦାଚରଣ କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ବୁଧବାର ଅପରାହ୍ନରେ ଏହି ଘଟଣା ଘଟିଥିବା…

ମା’ ବରାଳଦେବୀ ମନ୍ଦିର ଉନ୍ନତି କରଣ ବାଟବଣା : ବର୍ଷବର୍ଷ ଧରି ସରୁନି କାମ

ଖଜୁରିପଡ଼ା,୨୩ା୧(ବିଦୁର ବେହେରା): ଅଧିଷ୍ଠାତ୍ରୀ ଦେବୀ ମା’ ବରାଳ ଦେବୀ କାହିଁ କେଉଁ ଅନାଦି କାଳରୁ କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପାଠାରେ ପୂଜା ପାଇ ଆସୁଛନ୍ତି। ଜିଲା ତଥା ଜିଲା ବାହାରୁ ଅନେକ ଭକ୍ତ ଶ୍ରଦ୍ଧାଳୁ ମା’ଙ୍କ ଦର୍ଶନ ପାଇଁ…

ଆଇନ ବିନା ଦଣ୍ଡଦେବା ଗୁରୁତର ଅପରାଧ: ଅଧିକାର ପୂର୍ବରୁ କରିବାକୁ ପଡିବ କର୍ତ୍ତବ୍ୟ ପାଳନ

ଭଞ୍ଜନଗର,୨୩।୧(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ଶୁକ୍ରବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ଅତିରିକ୍ତ ଜିଲା ଦୌରାଜଜ ତଥା ଅଧ୍ୟକ୍ଷ, ତାଲୁକ ଆଇନ…

ଚାଲିଥିଲା ବେଆଇନ ଦେଶୀ ମହୁଲି ମଦ ପ୍ରସ୍ତୁତି: ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ପାଟଣା,୨୩।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ହୀରାପଶି ଗ୍ରାମରେ ବେଆଇନ ଦେଶୀ ମହୁଲି ମଦ ପ୍ରସ୍ତୁତ ସମୟରେ ତୁରୁମୁଙ୍ଗା ପୋଲିସ ଚଢାଉ କରିଛି। ଥାନା ଅଧିକାରୀ ଦୀପ୍ତି ରଞ୍ଜନ ସାହୁଙ୍କ ନେତୃତ୍ୱରେ ଶୁକ୍ରବାର ଚଢାଉ କରାଯାଇ ଲକ୍ଷାଧିକ ଟଙ୍କାର…

ସରସ୍ବତୀ ପୂଜାରେ ପୁରୀରେ ବଡ ଅଘଟଣ: ଜଗନ୍ନାଥ ବସ ଧକ୍କାରେ…

ପୁରୀ,୨୩।୧: ସରସ୍ବତୀ ପୂଜା ଅବସରରେ ପୁରୀରେ ଏକ ବଡ ଅଘଟଣ ଘଟିଛି। ଜଗନ୍ନାଥ ବସ ଧକ୍କାରେ ବୃଦ୍ଧା ଆହତ ହୋଇଥିବା ପ୍ରାଥମିକ ସୂଚନାରୁ ଜଣାପଡିଛି । ଗୁରୁତର ଅବସ୍ଥାରେ ବୃଦ୍ଧାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ସଦର ମୁଖ୍ୟ ଚିକିତ୍ସାଳୟରେ…

ରାସ୍ତାରେ ଓଲଟି ପଡ଼ିଲା ଟ୍ୟାଙ୍କର, ଗାଡ଼ି ଭିତରୁ…

ଆନନ୍ଦପୁର,୨୩ା୧(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ୨୦ ନମ୍ବର ରାଜପଥ କୋଳିମାଟି ନିକଟରେ ଶୁକ୍ରବାର ଏକ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି। କେନ୍ଦୁଝରରୁ ବାଲେଶ୍ୱର ଯାଉଥିବା ଏହି ଟ୍ୟାଙ୍କରଟି କୋଳିମାଟି ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିବାବେଳେ ଡ୍ରାଇଭରଙ୍କୁ ସ୍ଥାନୀୟ ଲୋକେ…

ଘାଟି ଜଙ୍ଗଲରେ ଧରାପଡିଲେ ଗଞ୍ଜେଇ ମାଫିଆ: ଶହେ କେଜି ଗଞ୍ଜେଇ ଜବତ

ଦାରିଙ୍ଗବାଡି, ୨୩।୧ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସକୁ ପାଟ୍ରୋଲିଂ ସମୟରେ ମିଳିଛି ବଡ଼ ସଫଳତା। ଗୋଟିଏ କୁଇଣ୍ଟାଲ ଗଞ୍ଜେଇ ଭର୍ତ୍ତି ବସ୍ତା ସହ ଅଟୋକୁ ଜବତ କରିଛି ଦାରିଙ୍ଗବାଡି ପୋଲିସ। ଏଥିରେ ସମ୍ପୃକ୍ତି ଅଭିଯୋଗରେ ଜଣକୁ ପୋଲିସ ଗିରଫ କରିଛି।…

ଏହି କାରଣ ପାଇଁ ଦଳରୁ ବିଦା ହେଲେ ଏନ୍‌ଏସି ଉପାଧ୍ୟକ୍ଷ

ପାଟଣାଗଡ଼,୨୩ା୧(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସି ଉପାଧ୍ୟକ୍ଷ ପ୍ରଫୁଲ୍ଲ କୁମାର ମେହେରଙ୍କୁ ଦଳ ବିରୋଧୀ କାର୍ଯ୍ୟ ଯୋଗୁ ବିଜୁ ଜନତା ଦଳ ପକ୍ଷରୁ ତାଙ୍କୁ ପତ୍ରସଂଖ୍ୟା ୩୦/୧/ଏସ୍‌ବି/ବିଜେଡି/୨୦୨୬ରେ ତାଙ୍କୁ ଦଳର ଉପସଭାପତି ପ୍ରତାପ ଜେନା ବହିଷ୍କୃତ କରିଛନ୍ତି। ପ୍ରକାଶ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?