ଆମ ଜିଲା ଖବର

ସମ୍ଭାବ୍ୟ ମରୁଡି ପରିସ୍ଥିତିକୁ ନେଇ କୃଷି ବିଭାଗର ପ୍ରସ୍ତୁତି: ମାଓବାଦୀ ପ୍ରବଣ ଅଞ୍ଚଳରେ ଧାଡ଼ିରୁଆ ପାଇଁ ପଦକ୍ଷେପ

ଲାଞ୍ଜିଗଡ଼,୨୧।୮(ଡି.ଏନ.ଏ.)-ଚଳିତବର୍ଷ ଖରିଫ ଋତୁରେ ବିଳମ୍ବିତ ବର୍ଷା ଯୋଗୁ ସମ୍ଭାବ୍ୟ ମରୁଡି ପରିସ୍ଥିତି ଦେଖାଦେଇଥିବା ବେଳେ ବୁଣାବୁଣି, ରୁଆରୁଇ ମଧ୍ୟ ପଛେଇଯାଇଛି । ବିଳମ୍ବରେ ବର୍ଷା ଯୋଗୁ ଚାଷୀ ଥଳକୁଳ ପାଉ ନ ଥିବାବେଳେ କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ କୃଷି ଓ…

ସନ୍ତାନ ପ୍ରସବ କରି ମହିଳାଙ୍କ ମୃତ୍ୟୁ: ଉତ୍ତେଜନା, ଡାକ୍ତରଖାନା ସମ୍ମୁଖରେ ଧାରଣା

କର୍ଲାମୁଣ୍ଡା,୨୧।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ମଙ୍ଗଳବାର ଜଣେ ଗର୍ଭବତୀ ସନ୍ତାନ ପ୍ରସବ କରି ମୃତ୍ୟୁ ବରଣ କରିବା ପରେ ଉତ୍ତେଜନା ଦେଖାଦେଇଛି। କେଉଁ କାରଣରୁ ତାଙ୍କର ମୃତ୍ୟୁ ଘଟିଲା ଏହାର ତଦନ୍ତ ଦାବିରେ ରେଗେଡା ସମିତି ସଭ୍ୟ ଅରବିନ୍ଦ ଚୌଧୁରୀଙ୍କ…

ବିଜ୍ଞାନ ମେଳାରେ ୩୧୬ ପ୍ରକଳ୍ପ ପ୍ରଦର୍ଶିତ

ଜୁନାଗଡ,୨୧।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ସହରସ୍ଥିତ ସରସ୍ବତୀ ଶିଶୁ ମନ୍ଦିରଠାରେ ମଙ୍ଗଳବାର ଏକ ବିଜ୍ଞାନ ମେଳା ପ୍ରଦର୍ଶିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନଚାର୍ଯ୍ୟ ନିରଞ୍ଜନ ପାଢୀଙ୍କ ଅଧ୍ୟକ୍ଷତାରେ ଉଦ୍‌ଘାଟନୀ ସମାରୋହରେ ମୁଖ୍ୟଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା ସାମାଜିକ କର୍ମୀ ଦୁର୍ଗା…

ସମସିଆ ଘେରରେ ଭୁତଟିକ୍ରା ଗାଁବାସୀ

ଜାମଟିକ୍ରା, ୨୧।୮ (ଡି.ଏନ୍‌.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଗାଁଗଁଲିର ବିକାଶ ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ଯୋଜନାକେ କାଯ୍‌କାରୀ କରୁଥିବାର ଅଧ୍‌କାରୀ, କରମ୍‌ଚାରୀ ଆର ଥାନୀୟ ନେତାକର ଉଦାସିନ୍‌ତା ଲାଗି ସରକାରକଁର ଇ ମହତ୍‌…

ଶବ ସତ୍‌କାର ଲାଗି ନାକ୍‌ଟେକଲେ ଜାତିଭାଇ: ସହଯୋଗ୍‌ର ହାତ୍‌ ବଢ଼ାଲେ ସାମାଜିକ କରମୀ

ବିଜେପୁର, ୨୧।୮ (ଡି.ଏନ୍‌.ଏ.): ମୁନୁଷ୍‌ ପୁର୍‌ଥିରୁ ଯାଇ ଚଁଦର୍‌ରେ ପୁହୁଁଚିଲାନ। ହେଲେ ଆଏଜ୍‌ ବି ଆମର ସମାଜରୁ ଅଁଧ୍‌ ବିଶୁଆସ, କୁସଂସ୍କାର ନାଇଁ ଯିବାର। ମୁନୁଷ୍‌ ମରିଗଲା ଉତାରୁ ବି ଶବ ସତ୍‌କାର କରବାକେ ଜାତି ଭାଇ ନାକ୍‌ ଟେକୁଛନ୍‌। ଏନ୍‌ତା…

ରୂପେଲିର ଚିକିଛା ଲାଗି ଟଁକା ଅଭାବ୍‌ ଘଟ୍‌ନା: ଗାଁରେ ପୁହୁଁଚିଲେ ଡାକ୍‌ତରୀ ଦଲ

ଗୁଡ଼ଭେଲା,୨୧ା୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଗୁଡ଼ଭେଲା ବ୍ଲକ ଡୁଙ୍ଗିବାହାଲ ଗଁାର ମେଘନାଦ ରଣାକଁର ଝି’ ହେଉଛନ୍‌ ରୂପେଲି(୩)। ସେ ଜନମ୍‌ ହେବାର ଦୁଇ ମାସ ଉତାରୁ ରୂପେଲିର ଦିହିପା ଖରାପ ହେଲା। ମା’ବାପ୍‌ ଝି’କେ ପହେଲା ଗୁଡ଼ଭେଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ପଛେ…

ମୁକ୍ତିକାନ୍ତଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ

ଢେଙ୍କାନାଳ ଅଫିସ, ୨୧।୮-ଢେଙ୍କାନାଳର ଶିଶୁ ପ୍ରତିଭା ମୁକ୍ତିକାନ୍ତ ଦାଶଙ୍କୁ ରାଜ୍ୟସ୍ତରୀୟ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୧୯ରେ ସମ୍ମାନିତ କରାଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୫ତମ ଜୟନ୍ତୀ ପାଳନ ଅବସରରେ ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ ସମାରୋହରେ ତାଙ୍କୁ ଏହି ପୁରସ୍କାର…

ଗଛରେ ପିଟିହେଲା ବାଇକ: ଦୁର୍ଘଟଣାରେ ଯୁବକ ମୃତ, ଜଣେ ଗୁରୁତର

ଖଣ୍ଡପଡା/ଭାପୁର,୨୧।୮(ସ୍ବ.ପ୍ର/ଡି.ଏନ.ଏ.)-ଖଣ୍ଡପଡା-ଭାପୁର ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାର ବସନ୍ତପୁର ଗ୍ରାମ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ ଜଣେ ଯୁବକ ଗୁରୁତର ହୋଇଛନ୍ତି। ମୃତ ଯୁବକ ହେଲେ ପ୍ରଶାନ୍ତ କୁମାର ନାୟକ(୧୯)। ଆହତ…

ଧଳା ଜହର ଜାଲରେ ଢେଙ୍କାନାଳ

ଢେଙ୍କାନାଳ ଅଫିସ, ୨୧ା୮-ଢେଙ୍କାନାଳ ପାଲଟିଛି ବ୍ରାଉନ୍‌ସୁଗାର କାରବାରର ସେଫ୍‌ଜୋନ୍‌। ନିଶା ବେପାରୀମାନେ କଲେଜ ପଢୁଆ ଛାତ୍ରୀଛାତ୍ରଙ୍କୁ ଟାର୍ଗେଟ କରୁଛନ୍ତି। ପୋଲିସ ଗୋଇନ୍ଦା ବିଫଳତା କାରଣରୁ ଏହି ଧଳା ଜହର କାରବାର ବଢ଼ିଚାଲିଥିବାବେଳେ ଏହାକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଅଭିଭାବକ। ରାଜଧାନୀ ଭୁବନେଶ୍ୱରରେ…

ମେଧାବୃତ୍ତି ପରୀକ୍ଷାରୁ ବଞ୍ଚିତ ହେଲେ ଅଣସ୍ବୀକୃତିପ୍ରାପ୍ତ ଘରୋଇ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର: ଏନ୍‌ଓସି ନ ଥାଇ ଚାଲିଛି ୧୩ ବିଦ୍ୟାଳୟ

ଖଣ୍ଡପଡ଼ା,୨୧।୮(ସ୍ବ.ପ୍ର)-ଶିକ୍ଷାବିଭାଗ କର୍ତ୍ତୃପକ୍ଷଙ୍କ ଉଦାସୀନତାର ସୁଯୋଗ ନେଇ ଖଣ୍ଡପଡା ବ୍ଲକର ବିଭିନ୍ନ ପଞ୍ଚାୟତରେ ଏନ୍‌ଓସି(ନୋ ଅବଜେକ୍ସନ ସାର୍ଟିଫିକେଟ)ନ ଥାଇ ୧୩ ଘରୋଇ ବିଦ୍ୟାଳୟ ଚାଲିଥିବା ପ୍ରଶାସନ ସୂତ୍ରରୁ ଜଣାପଡିଛି । ଖଣ୍ଡପଡା ବ୍ଲକ ବିଭିନ୍ନ ପଞ୍ଚାୟତ ଅଞ୍ଚଳରେ ବିନା ସ୍ବୀକୃତିରେ ଅନେକ ଘରୋଇ…

ବର୍ଷାରେ ରାସ୍ତା ଧୋଇଗଲା

ଢେଙ୍କାନାଳ ଅଫିସ, ୨୧।୮-ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବେରୁଆଁପାଳ-ତର୍କାବେଡା ଗ୍ରାମ ରାସ୍ତା ଲଗାଣ ବର୍ଷାରେ ସମ୍ପୂର୍ଣ୍ଣ ଧୋଇଯାଇଛି। ଫଳରେ ଅଞ୍ଚଳବାସୀ ଗମନାଗମନରେ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି। ୬ମାସ ତଳେ ରୁଙ୍ଗ୍‌ଟା ଷ୍ଟିଲ କମ୍ପାନୀର ସାମାଜିକ ଦାୟିତ୍ୱବୋଧ କାର୍ଯ୍ୟକ୍ରମ ଅଧୀନ…

ସ୍ବାସ୍ଥ୍ୟସେବା ଗବେଷଣା ପାଇଁ ଢେଙ୍କାନାଳରେ ବିଦେଶୀ ଛାତ୍ରୀ: କଲେଜ ପିଲାଙ୍କ ସହ ମତ ବିନିମୟ କଲେ

ଢେଙ୍କାନାଳ ଅଫିସ, ୨୧।୮-ଗ୍ରାମାଞ୍ଚଳର ସ୍ବାସ୍ଥ୍ୟସେବା ସମ୍ପର୍କରେ ଅଧିକ ଗବେଷଣା କରିବାକୁ ଢେଙ୍କାନାଳରେ ପହଞ୍ଚତ୍ଛନ୍ତି ଯୁକ୍ତରାଷ୍ଟ୍ର ଆମେରିକା ରୋଚେଷ୍ଟର ବିଶ୍ୱବିଦ୍ୟାଳୟର ୫ଜଣ ଛାତ୍ରୀ। ସମ୍ପୃକ୍ତା ବିଦେଶୀ ଛାତ୍ରୀମାନେ ମଙ୍ଗଳବାର ଢେଙ୍କାନାଳ କଲେଜରେ ଆୟୋଜିତ ଭାବ ବିନିମୟ କାର୍ଯ୍ୟକ୍ରମରେ ଯୋଗଦେଇ ସେମାନଙ୍କ ଅନୁଭୂତି ବାଣ୍ଟିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?