ଗ୍ରାମାଞ୍ଚଳରେ ଶାନ୍ତି ବଜାୟ ପାଇଁ ଏସ୍ପିଙ୍କୁ ଫେରାଦ
ବ୍ରହ୍ମପୁର ଅଫିସ,୨୦ା୮-ସହରତଳି ଅଞ୍ଚଳକୁ ଅଭିଯୁକ୍ତମାନେ ଏବେ ତାଙ୍କର ଆଡ୍ଡାସ୍ଥଳୀଭାବେ ବାଛିଛନ୍ତି। ବିଭିନ୍ନ ଗ୍ରାମାଞ୍ଚଳରେ ଚୋରି, ଲୁଟ ଭଳି ଘଟଣା ଘଟାଉଛନ୍ତି। ପୋଲିସକୁ ଏ ଦିଗରେ କେତେକ ମାତ୍ରାରେ ସଫଳତା ମିଳିଛି। ଅନ୍ୟପଟେ କେତେକ ପେସାଦାର ଅପରାଧୀ ଏବେବି ବିଭିନ୍ନ ଅଞ୍ଚଳରେ ଆତଙ୍କ…
କାଦୋ ସରସର ଖାଲଢ଼ିପ ରାସ୍ତା: ପଲ୍ହା ରୁଇ ପରତିବାଦ ଜନାଲେ ଗଁ।ର ମହିଲା
ବିନିକା,୨୦।୮(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାବୁପାଲି ପଁଚେତ୍ ଅଧୀନ ତିଲେଇମାଲ ଗଁ। ର ମହିଲାମାନେ କାଦୋ ସରସର ରାସ୍ତାରେ ପଲ୍ହା ରୁଇ ଥାନୀୟ ପରଶାସନକେ ପରତିବାଦ୍ ଜନେଇଛନ୍। ଗଁାର ମହିଲାମାନକର କହିବାର ହିସାବେ ବହୁତ ବଛର ହେଲା ତିଲେଇମାଲରୁ…
ବ୍ଲକସ୍ତରୀୟ ଫଲ ଆର୍ମି ୱାର୍ମ ତାଲିମ ଶିବିର
କର୍ଲାମୁଣ୍ଡା,୨୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକସ୍ଥିତ ଆମତ୍ାଗୃହଠାରେ କର୍ଲାମୁଣ୍ଡା କୃଷି ବିଭାଗ ପକ୍ଷରୁ ସୋମବାର ବ୍ଲକସ୍ତରୀୟ (ଫଲ ଆର୍ମି ୱାର୍ମ) ଚିହ୍ନଟ କ୍ଷତିର ଲକ୍ଷଣ ଓ ପରିଚାଳନା ପଦ୍ଧତି ଉପରେ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସରକାରୀ କୃଷି ଅଧିକାରୀଣୀ…
ଜୁନାଗଡରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର
ଜୁନାଗଡ,୨୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର କଳାହାଣ୍ଡି ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ଜିଲାପାଳ ଡ.ଗାଭାଲି ପରାଗ ହର୍ଷଦ ଯୋଗଦେଇ ୧୫୩ ଜଣ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଏହି ସମୟରେ ଉପସ୍ଥିତ ବିଭିନ୍ନ ବିଭାଗ…
ସରକାରୀ ପୋରଛାହନ୍ ଅଭାବ୍: ବୁଡ଼ବାର ଉପରେ ଲୋକ୍କଳା ସଂଚାର
ଜାମଟିକ୍ରା, ୨୦।୮ (ଡି.ଏନ୍.ଏ.): ଭାରତୀୟ କଳା, ସଂସ୍କୃତି, ପରବ୍ ପରବାନୀ ବିଶ୍ୱରେ ଗୁଟେ ଅଲଗ୍ ପରିଚଏ ସୁରୁଷ୍ଟି କରିଛେ। ହେଲେ ଆଏଜ୍କାଲି ବିଦେଶୀ ସଂସ୍କୃତି ପରଭାବରେ ଆମର ଦେଶୀ କଳା, ସଂସ୍କୃତି ଖପି ଗଲାନ। ଆଘ ଗଁାଗଁଲିରୁ ସହର ତକ୍…
ଛୁଆକୁ ଧରି ଭଂଗା ଘରେ ରହୁଛନ୍ ଫୁଲତୁଲି
ଲାଠୋର, ୨୦ା୮(ଡି.ଏନ୍.ଏ.): ଉଭଏ କେନ୍ଦ୍ର ଆର ରାଏଜ୍ ସରକାର ନିଅଁାସି ଗରିବ୍ ଦୁଖିକୁ ପକାଘର ଯୁଗେଇ ଦେଉଛନ୍। ହେଲେ ସର୍ଭେରେ ଭୁଲଭଟକା, ତଦାରଖ ଅଭାବୁ ଅନେକ ହକ୍ଦାର ଗରିବ୍ ହିତାଧିକାରୀ ସରକାରକଁର ଇ ମହତ୍ ଯୋଜନାରୁ ବାଦ୍ ପଡ଼ୁଛନ୍। ଏନ୍ତା ଗୁଟେ…
ଆଦର୍ଶ ବିଦ୍ୟାଳୟରେ ଶିକ୍ଷକ,ସ୍ଥାୟୀ କୋଠା ଦାବି: ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର,ଅଭିଭାବକ
ବିଷମକଟକ, ୧୯।୮- ରାୟଗଡା ଜିଲା ବିଷମକଟକ ବ୍ଳକ ଅନ୍ତର୍ଗତ ଦୁର୍ଗୀଠାରେ ଥିବା ଆଦର୍ଶ ବିଦ୍ୟାଳୟରେ ଶିକ୍ଷକ ଏବଂ ସ୍ଥାୟୀ କୋଠା ଦାବି କରି ଛାତ୍ରୀଛାତ୍ର ଓ ଅଭିଭାବକ ରାଜରାସ୍ତାକୁ ଓହ୍ଲାଇଛନ୍ତ। ଛାତ୍ରୀଛାତ୍ର ଓ ଅଭିଭାବକ ବିଦ୍ୟାଳୟ ନୂତନ କୋଠା ସମ୍ମୁଖରେ ଧାରଣାରେ…
ସାପ କାମୁଡ଼ାରେ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ମୃତ୍ୟୁ: ଡାକ୍ତରଖାନାରେ ଚିକିତ୍ସା ଅବହେଳା ଅଭିଯୋଗ
କେନ୍ଦୁଝର, ୧୯ା୮ (ସ୍ବ.ପ୍ର.)-ସଦର ବ୍ଲକ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ଅବହେଳା ଯୋଗୁ ଜଣେ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ମୃତ୍ୟୁ ହୋଇଛି ା ଏଭଳି ଅଭିଯୋଗ ପରିବାର ଲୋକ ତଥା ଅଙ୍ଗନଓ୍ବାଡ଼ି ସଂଘ ପକ୍ଷରୁ କରାଯାଇଛି ା ମୃତ ମହିଳାଙ୍କ ନାମ…
ନବ ବିବାହିତାଙ୍କ ସନ୍ଦେହଜନକ ମୃତ୍ୟୁ ସ୍ବାୀ ଓ ଶାଶୁ ଅଟକ
ପୋଲସରା/ହାତୀଓଟ,୧୯ା୮(ଡି.ଏନ.ଏ.)-ପୋଲସରା ଥାନା ଅଞ୍ଚଳରେ ରବିବାର ଜଣେ ନବ ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ସେ ହେଲେ ରାଜେଶ୍ୱରୀ ପାତ୍ର । ଝିଅକୁ ତାଙ୍କ ସ୍ବାମୀ ଓ ଶାଶୁ ଅଧିକ ଯୌତୁକ ଆଣିବା ଦାବି କରି ମାରିଦେଇଥିବା ମୃତକଙ୍କ ମା’…
ବେଆଇନ ଇଟାଭାଟି ସିଲ୍ କଲା ପ୍ରଶାସନ
ହିଞ୍ଜିଳିକାଟୁ, ୧୯ା୮(ଡି.ଏନ୍.ଏ)- ହିଞ୍ଜିଳିକାଟୁ ତହସିଲର ବିଭିନ୍ନ ବେଆଇନ ଇଟାଭାଟିରେ ପ୍ରଶାସନ ପକ୍ଷରୁ ସୋମାବର ଲାଲ ବାନା ଲଗାଯିବା ସହ ଭାଟିରେ ତାଲା ପକାଯାଇଛି। ହିଞ୍ଜିଳିକାଟୁ ତହସିଲର ହିଞ୍ଜିଳି, ଚାନ୍ଦୁଲି, ଖରିଡ଼ା, ଧୋବାଡ଼ି ପାଟପୁର ଓ ସାହାପୁରର ବିଭିନ୍ନ ଚିମିନି ଇଟାଭାଟି ଗୁଡ଼ିକରେ…
ବ୍ଲକ ଶିକ୍ଷା ଅଧିକାରୀଙ୍କ ଅଚାନକ ସ୍କୁଲ ପରିଦର୍ଶନ: ୪ ଶିକ୍ଷକଙ୍କ ଦିନକର ଦରମା ବନ୍ଦ
ଚନ୍ଦାହାଣ୍ଡି,୧୯।୮(ଡି.ଏନ.ଏ)-ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ୪ ଜଣ ଶିକ୍ଷକ ସ୍କୁଲକୁ ଠିକ ସମୟରେ ଆସି ନଥିବାରୁ ସେମାନଙ୍କଙ୍କ ଦିନକର ଦରମା ବ୍ଲକ ଶିକ୍ଷା ଅଧିକାରୀ ଭଜନଲାଲ ମାଝି ବନ୍ଦ କରିଛନ୍ତି। ଚନ୍ଦାହାଣ୍ଡି ବ୍ଲକର ବିଭିନ୍ନ ବିଦ୍ୟାଳୟକୁ ଭଜନଲାଲ ମାଝୀ ଏବଂ ଏବିଇଓ…
କଳାହାଣ୍ଡି ଏମ୍ପିଙ୍କ କୋକସରା ବ୍ଲକ ଗସ୍ତ
କୋକସରା,୧୯।୮(ଡି.ଏନ.ଏ.): କଳାହାଣ୍ଡି ଏମ୍ପି ବସନ୍ତ କୁମାର ପଣ୍ଡା ସୋମବାର କଳାହାଣ୍ଡି ଜିଲା କୋକସରା ବ୍ଲକ ଗସ୍ତ କରିଛନ୍ତି। ସେ ବ୍ଲକ୍ର ଲଡ଼ୁଗାଁ ମାମୋଦେବୀ ଧର୍ମଶାଳାଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ସେଠାରେ ତାଙ୍କୁ ଦଳୀୟ କାର୍ଯ୍ୟକର୍ତ୍ତାମାନେ ସ୍ବାଗତ ଓ ସମ୍ବର୍ଦ୍ଧନା ଦେଇଥିଲେ। ଏମ୍ପି…

