ଆମ ଜିଲା ଖବର

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି। ଆସନ୍ତା ୧୫ ତାରିଖରେ…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ କନ୍ଧମାଳ ଜିଲାର ବ୍ରାହ୍ମଣୀଗାଁସ୍ଥିତ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ପ୍ରଥମ ଥର ପାଇଁ ଛାତ୍ର…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ବିଭିନ୍ନ ପଦବୀ ପାଇଁ ମୋଟ ୨୪ ଜଣ ପ୍ରାର୍ଥିପତ୍ର ଦାଖଲ…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ କରିଥିବା ସମସ୍ତ ୨୨ ଜଣ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ ରହିଥିବା ମହାବିଦ୍ୟାଳୟର ନିର୍ବାଚନ…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର ନାମାଙ୍କନ ପ୍ରକ୍ରିୟା ଅନୁଷ୍ଠିତ ହୋଇଛି। ଛାତ୍ର ସଂସଦର ୭ଟି ପଦବୀ ପାଇଁ ନିର୍ବାଚନ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି ଦୁଇ ଯୁବକଙ୍କ ଉପରେ ମରଣାନ୍ତକ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଏହି ଆକ୍ରମଣରେ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ କାର୍ଯ୍ୟାଳୟ ଭଳି ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଏଭଳି ଅବହେଳା ଦୃଷ୍ଟିକୁ ଅସିଛି। ସରକାରୀ ନଥିପତ୍ର…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି। ଶୁକ୍ରବାର ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀମାନେ ପାଞ୍ଚଟି ପଦବୀ ପାଇଁ…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା, ସୁନା ଅଳଙ୍କାର, ମୋବାଇଲ୍‌ ଫୋନ୍‌ ଓ ଲୁଗା ଚୋରି ମାମଲାରେ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ ଏକ ୫ ଫୁଟର ନାଗ ସାପ ରହିଥିଲା। ସ୍କୁଲ ଛୁଟି ହେବାପରେ କେସିଙ୍ଗା…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ ଅତିଥିମାନେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରିବା ସହ ତାଙ୍କ ତ୍ୟାଗ, ସେବା ଓ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ କମ୍ପାନୀର ଅନ୍ୟାୟ, ଅନୀତି ବିରୁଦ୍ଧରେ ଜିଲା ବିକାଶ ପରିଷଦ ସହଯୋଗରେ ବ୍ଲକ ବିଶକର୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?