ରୋଷେଇ କରୁଥିବା ବେଳେ ଫାଟିଲା ଗ୍ୟାସ ପାଇପ୍, ଜଳିଗଲେ ମହିଳା
ଦିଗପହଣ୍ଡି,୨୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ବି.ଜାନକୀ ପାତ୍ର(୫୫) ଶୁକ୍ରବାର ସାରେ ଘରେ ରୋଷେଇ କରୁଥିବା ବେଳେ ଅସାବଧାନତା କାରଣରୁ ଗ୍ୟାସ ଚୁଲା ନିଆଁରେ ଅର୍ଦ୍ଧଦଗ୍ଧ ହୋଇଥିବା ଖବର ମିଳିଛି। ସନ୍ଧ୍ୟା ପ୍ରାୟ ସାଢେ ୬…
‘ଇଞ୍ଚେ ଜମି କାହାରି ଦଖଲକୁ ଛଡାଯିବ ନାହିଁ’: ରାଜମାତା ବିଦ୍ୟାଳୟର ସୁରକ୍ଷା ପରିଷଦ ପକ୍ଷରୁ ଆଲୋଚନା ସଭାରେ…
ଦିଗପହଣ୍ଡି,୨୫।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍ଏସି କାର୍ଯ୍ୟାଳୟ ସଂଲଗ୍ନ ରାଜମାତା ପ୍ରାଥମିକ ବିଦ୍ୟାଳୟ ପ୍ରାଙ୍ଗଣରେ ଶୁକ୍ରବାର ବିଦ୍ୟାଳୟ ସୁରକ୍ଷା ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଥିଲା। ସଭାରେ କୈଳାଶ ଷଡ଼ଙ୍ଗୀ, ତପନ କୁମାର ମିଶ୍ର, ଭି. ସୁଦର୍ଶନ ରାଜୁ, ଏ.…
ରାଡ଼ାବାଲିବାସୀଙ୍କ ଦୁର୍ଦ୍ଦଶା ବଢ଼ାଇଛି ଲଗାଣ ବର୍ଷା, ପାହାଡ଼ ରାସ୍ତାରେ ପାଣି ଯୋଗୁ ହନ୍ତସନ୍ତ…
ରାଇକିଆ,୨୫।୭(ପ୍ରଦୀପ ବେହେରା)-ପାହାଡ଼ ଉପର ଗାଁ ରାଡାବାଲି ବାସୀଙ୍କ ସମସ୍ୟା ସାଜିଛି ଲଗାଣ ବର୍ଷା । କନ୍ଧମାଳ ଜିଲା ରାଇକିଆ ବ୍ଲକର ସୁଗଡବଡି ପଞ୍ଚାୟତର ଏହି ଗ୍ରାମବାସୀଙ୍କ ଦୁଃଖ ପାଲଟିଛି ପାହାଡିଆ ରାସ୍ତା । ୨୦ ରୁ ଊଦ୍ଧର୍ବ ପରିବାର ବସବାସ କରୁଥିବା…
ପରୀକ୍ଷା ଦେବାରୁ ଛାତ୍ରୀଙ୍କୁ ବାରଣ କଲେ ବିଦ୍ୟାଳୟ କର୍ତ୍ତୃପକ୍ଷ, ଆପାର୍ଟମେଣ୍ଟରୁ ଡେଇଁ ଓଡ଼ିଆ ଛାତ୍ରୀଙ୍କ ଆତ୍ମହତ୍ୟା
ଭଞ୍ଜନଗର,୨୫।୭(ବାବୁଲା ପ୍ରଧାନ)-ହାଇଦ୍ରାବାଦର ମୀରାପୁର ଅଞ୍ଚଳରେ ଜଣେ ଦଶମ ଶ୍ରେଣୀ ଓଡ଼ିଆ ମେଧାବୀ ଛାତ୍ରୀ ଗୁରୁବାର ପରିବାର ସହ ରହୁଥିବା ଆପାର୍ଟମେଣ୍ଟର ୫ମ ମହଲାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ବିଦ୍ୟାଳୟ କର୍ତ୍ତୃପକ୍ଷ ଛାତ୍ରୀଙ୍କୁ ମାଟ୍ରିକ ମାସିକ ପରୀକ୍ଷା ଦେବାରୁ ବଞ୍ଚିତ କରିବା ଯୋଗୁ…
ତେରେସିଙ୍ଗାଠାରେ ବ୍ଲକସ୍ତରୀୟ ଶକ୍ତି ସଂରକ୍ଷଣ ପ୍ରଦର୍ଶନୀ: ସସ୍ଥାୟୀ ଜୀବନଶୈଳୀ ଓ ଅକ୍ଷୟ ଶକ୍ତି ଉପରେ…
କର୍ଲାମୁଣ୍ଡା,୨୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସରକାରୀ ଉଚ୍ଚ ବିଦ୍ୟାଳୟ ତେରେସିଙ୍ଗାଠାରେ ବ୍ଲକସ୍ତରୀୟ ଶକ୍ତି ସଂରକ୍ଷଣ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୫ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ଅଂଶଗ୍ରହଣ କରି ବିଭିନ୍ନ ଶକ୍ତିର ଉତ୍ସ ପ୍ରଦର୍ଶନ କରିଥିଲେ। ତେରେସିଙ୍ଗା…
୭ ମାସର ଗର୍ଭବତୀ ନାବାଳିକା: ଜେଲ୍ ଗଲେ ୨ ଭାଇ, ପୂରା ଘଟଣା ଜାଣିଲେ…
କୁଜଙ୍ଗ,୨୫/୭(ମନୋଜ ପ୍ରଧାନ):ଜଗତସିଂହପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କ ସହିତ ଶାରୀରିକ ସମ୍ପର୍କ ରଖି ତାକୁ ୭ ମାସର ଗର୍ଭବତୀ କରିଥିବା ଅଭିଯୁକ୍ତ ଦୁଇ ଭାଇଙ୍କୁ ଗିରଫ କରିଛି ପୋଲିସ। ଅଭିଯୁକ୍ତମାନେ ହେଲେ ଏହି ଥାନା ଅନ୍ତର୍ଗତ ବାଣଶରା ଗ୍ରାମର…
ଘରୋଇ କମ୍ପାନୀର ୧୧ ଲକ୍ଷ ଟଙ୍କା ଅର୍ଥ ଆତ୍ମସାତ: ୩ ଜଣଙ୍କୁ ବାନ୍ଧିଲା ପୋଲିସ
କୋରାପୁଟ,୨୫।୭(ଅମିତାଭ ବେହେରା): ଏକ ଘରୋଇ କମ୍ପାନୀର ୧୧ ଲକ୍ଷ ୪ ହଜାର ୩୭୦ ଟଙ୍କା ଆତ୍ମସାତ କରିବା ଅଭିଯୋଗରେ କୋରାପୁଟ ଟାଉନ ଥାନା ପୋଲିସ ତିନିଜଣଙ୍କୁ ଗିରଫ କରିଛି। ପରେ ସେମାନଙ୍କୁ କୋର୍ଟ ଚାଲାଣ ହେଇଥିବା ଟାଉନ ଥାନା ଅଧିକାରୀ ସତ୍ୟାନନ୍ଦ…
୨ ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ: ମାସିକ ଋତୁସ୍ରାବରୁ ଜଣାପଡ଼ିଲା ସବୁକିଛି, ଏବେ…
ତୁମୁଡିବନ୍ଧ,୨୫।୭(ଦୀପକ କୁମାର ପରାସେଠ): କନ୍ଧମାଳରେ ପୁଣି ଲଜ୍ୟା।ପିଛା ଛାଡ଼ୁନି ନାବାଳିକା ଛାତ୍ରୀ ଗର୍ଭବତୀ ଘଟଣା। ଦୁଇ ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଚିହ୍ନଟ ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଥାନାରେ ମାମଲା ରୁଜୁ କରିଥିବା ଜଣାପଡ଼ିଛି। ତୁମୁଡିବନ୍ଧ ବ୍ଳକ ଅଞ୍ଚଳର ସରକାରୀ ଆବାସିକ…
ତାରାତାରିଣୀଙ୍କ ପୀଠରୁ ଆଉ ଭୋକିଲା ଫେରିବେନି ଭକ୍ତ: ସରକାର ନେଲେ ବଡ ପଦକ୍ଷେପ
ପୁରୁଷୋତ୍ତମପୁର,୨୫।୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରୁ ଏଣିକି ଭକ୍ତମାନଙ୍କୁ ଆଉ ଭୋକିଲା ହୋଇ ଫେରିବାକୁ ପଡିବନି। ଏଥିନେଇ ସରକାରଙ୍କ ପକ୍ଷରୁ ନିଆଯାଇଛି ବଡ ପଦକ୍ଷେପ। କିପରି ଭକ୍ତମାନେ ସ୍ବଳ୍ପ ମୂଲ୍ୟରେ ଉତ୍ତମମାନର ରନ୍ଧା ଖାଦ୍ୟ…
ରାସ୍ତା ଖରାପ, ଆମ୍ବୁଲାନ୍ସକୁ ଟାଣିଲା ଟ୍ରାକ୍ଟର
ପଲସାଗୋରା,୨୫।୭(ଅଶ୍ୱିନୀ କୁମାର ନନ୍ଦ): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଘଣ୍ଟାପଡା ପଞ୍ଚାୟତର ତବଡ଼ା-ବିରାମୁଣ୍ଡା ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ଲୋକଙ୍କ ଗମନାଗମନ ପାଇଁ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ବ୍ୟୟରେ ରାସ୍ତା ନିର୍ମାଣ ହେଉଥିବା ବେଳେ ବିରାମୁଣ୍ଡା ଗ୍ରାମବାସୀଙ୍କ ପାଇଁ…
ସ୍ତ୍ରୀ ସରପଞ୍ଚ, ସ୍ବାମୀ ଚଳାଉଛନ୍ତି ପଞ୍ଚାୟତ, ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲେ…
ଖୋର୍ଦ୍ଧା, (ପ୍ରଭାତ ପାଣିଗ୍ରାହୀ),୨୫।୭: ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଦଳେଇ ସାହି ପଞ୍ଚାୟତ ସରପଞ୍ଚଙ୍କ ନାଁରେ ଅନାସ୍ଥା ପ୍ରସ୍ତାବ। ଅନାସ୍ଥା ପ୍ରସ୍ତାବ ଆଣିଲେ ଉକ୍ତ ପଞ୍ଚାୟତର ସମସ୍ତ ୱାର୍ଡ ମେମ୍ବର। ଏନେଇ ଉପଜିଲାପାଳ କିଶୋର ଚନ୍ଦ୍ର ପଣ୍ଡାଙ୍କ ନିକଟରେ ଲିଖିତ ଅଭିଯୋଗ…
ବ୍ୟାପିଲା ବାର୍ଡ ଫ୍ଲୁ, ମରାଗଲା ୪୦୭ ବତକ
ଖୋର୍ଦ୍ଧା,୨୫।୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ଖୋର୍ଦ୍ଧା ବ୍ଲକ ଜଂକିଆ ମୁଣ୍ଡାଆମ୍ବ ବାର୍ଡ ଫ୍ଲୁ ଘୋଷଣା କରାଯାଇଛି। ଗତକାଲି ପ୍ରଥମ ଦିନରେ ୪୫୦୭ କୁକୁଡା ମରାଯାଇ ପୋତାଯାଇଛି । ଦ୍ବିତୀୟ ଦିନରେ ବି ଏହି ଅଭିଯାନ ଜାରି ରହିଛି। ଶୁକ୍ରବାର ଦ୍ୱିତୀୟ ଦିନରେ…
Archives


