ଆମ ଜିଲା ଖବର

ଆରମ୍ଭ ହେଲା ଯୁକ୍ତ ୨ ନାମଲେଖା ପ୍ରକ୍ରିୟା : ୪୬ କଲେଜ ପାଇଁ ୨୦ ସାମ୍‌ସ ସେଣ୍ଟର

ନୟାଗଡ଼ ଅଫିସ,୭ା୬ : ଗୁରୁବାରଠାରୁ ଆରମ୍ଭ ହୋଇଛି ଯୁକ୍ତ ୨ ନାମଲେଖା ପ୍ରକ୍ରିୟା। ଏଥିପାଇଁ ଛାତ୍ରୀଛାତ୍ର ଜିଲାର ବିଭିନ୍ନ ସାଇବର କାଫେରେ ଷ୍ଟୁଡେଣ୍ଟସ୍‌ ମ୍ୟାନେଜ୍‌ମେଣ୍ଟ ଏକାଡେମିକ ସିଷ୍ଟମ (ସାମ୍‌ସ) ୱେବ୍‌ସାଇଟ୍‌କୁ ଯାଇ କମନ୍‌ ଆପ୍ଲିକେଶନ୍‌ରେ ଫର୍ମ ପୂରଣ କରୁଥିବା ଦେଖିବାକୁ ମିଳିଛି।…

ବାପାଙ୍କ ହତ୍ୟାକାରୀଙ୍କୁ ଗିରଫ ଦାବି : ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ପୁଅ

ରଣପୁର, ୭।୬(ସ୍ବ.ପ୍ର.) : ପୁଅକୁ ବିବାହ କରାଇ ଘରକୁ ବୋହୂ ଆଣିଥିଲେ। ସେହି ପରିବାର ସହିତ ଜନ୍ମ ଜନ୍ମକୁ ବନ୍ଧୁ ବି ବାନ୍ଧିଥିଲେ । ହେଲେ ବାହାଘରର କିଛି ମାସ ପରେ ପୁଅବୋହୂଙ୍କ ମଧ୍ୟରେ କଳହ ସୃଷ୍ଟି ହୋଇଥିଲା। ଏ ନେଇ…

ଆବାସ ଯୋଜନା ଗୋଚ୍ଛାବାରୀରେ ସାତସପନ

ଖଣ୍ଡପଡା,୭ା୬(ସ୍ବ.ପ୍ର.) : ସମାଜରେ ଦଳିତ ଓ ଅସହାୟଙ୍କ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପରେ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ୨୦୧୯ ମସିହା ସୁଦ୍ଧା କେଉଁଠି ଚାଳ ଛପର ରହିବ ନାହିଁ ବୋଲି ରାଜ୍ୟ ସରକାର ମଧ୍ୟ ଘୋଷଣା…

କାଲ ହେଲା ଖରାଦିନିଆଁ ଧୁକାଗରେଲ: ଭଂଗା କୁରିଆରେ ୭ ଅସାହା ଜୀବନ୍‌

ନୂଆପଡା ଅଫିସ/କୋମନା,୭ା୬- କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖ, ନିଆଁ ସିମାନକୁ ପକାଘର ଯୁଗେଇ ଦେବାର ଲାଗି ଅନେକ ପରକାର ଆବାସ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ବିଭାଗୀୟ ଅଧ୍‌କାରୀମାନକର ଉଦାସୀନତା ଲାଗି ଅନେକ ଜାଗାରେ ହକ୍‌ଦାର ହିତାଧିକାରୀ ଯୋଜନାର…

ଡ୍ରେନ୍‌ ଭିତରେ ପାଏନ୍‌ ପାଇପ୍‌, ରୋଗ୍‌ ଆଶଁକା

ମନମୁଣ୍ଡା, ୭।୬ (ଡି.ଏନ.ଏ): ବୌଦ୍ଧ ଜିଲା ମନମୁଣ୍ଡାକେ ବହୁତ ବଛର ହେଲା ପାଇପ୍‌ ପାଏନ୍‌ ଯୁଗାବାର ବେବସ୍‌ତା ହେଇଛେ। ହେଲେ କମ୍‌ ପାଓ୍ବାରର ମୋଟର ଲାଗି ସହରକେ ଠିକ୍‌ ହିସାବେ ପାଏନ୍‌ ସପ୍ଲାଏ ନାଇଁ ହେଇପାରବାର। ସେନ୍‌ତା ଫିଲଟର ବେବସ୍‌ତା ନାଇଁଥିବାର…

ମେଡିକାଲ ପରୀକ୍ଷା: ଇ-ଟେକ୍‌ର ୧୯ ଛାତ୍ରୀଛାତ୍ର ସଫଳ

ଢେଙ୍କାନାଳ ଅଫିସ, ୭।୬- ଢେଙ୍କାନାଳ ଇ-ଟେକ୍‌ ଆବାସିକ ମହାବିଦ୍ୟାଳୟର ୧୯ଜଣ ଛାତ୍ରୀଛାତ୍ର ଜାତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା (ନିଟ୍‌)ରେ ସଫଳତା ହାସଲ କରିଛନ୍ତି ା ଶିବନନ୍ଦନ ବୋଷ ୫୮୧, ରୁପାଲି ଭରଦ୍ୱାଜ ୫୮୦, ଅମିତ କୁମାର ସାହୁ ୫୭୯, ଅଭିଲିପ୍ସା ସ୍ବାଇଁ…

ଟାଟା ଷ୍ଟିଲ ବିଏସ୍‌ଏଲ୍‌ର ଅଭିନବ ପ୍ରୟାସ: ଲାଗିଲା ୧୦୦୦ରୁ ଊର୍ଦ୍ଧ୍ୱ ଚାରା

ଢେଙ୍କାନାଳ ଅଫିସ, ୭।୬- ବିଶ୍ୱ ପରିବେଶ ଦିବସରେ ଅଭିନବ ପ୍ରୟାସ ଆରମ୍ଭ କରିଛି ଓଡ଼ାପଡ଼ା ବ୍ଲକ ନରେନ୍ଦ୍ରପୁରସ୍ଥିତ ଟାଟା ଷ୍ଟିଲ ବିଏସ୍‌ଏଲ୍‌ କମ୍ପାନୀ। ଚଳିତ ବର୍ଷ ବିଶ୍ୱ ପରିବେଶ ଦିବସର ଥିମ୍‌ ରହିଛି ‘ପ୍ରଦୂଷଣ କମ୍‌ କରିବା’। ଏହା ଆଧାରରେ କମ୍ପାନୀ…

କାଳବୈଶାଖୀ: ବ୍ୟାପକ କ୍ଷୟକ୍ଷତି

କଣିହାଁ, ୭ା୬(ଡି.ଏନ.ଏ.)- କଣିହାଁ ବ୍ଲକ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଥମିବାର ନାଁ ଧରୁନି। କିଛିଦିନ ହେଲା ଲଗାତର ଝଡବର୍ଷା ଯୋଗୁ ବହୁ କ୍ଷୟକ୍ଷତି ଘଟୁଛି। ଗୁରୁବାର ସନ୍ଧ୍ୟାରେ ମଧ୍ୟ କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷତି ଘଟିଛି। ସନ୍ଧ୍ୟା ପ୍ରାୟ ୭ଟାରେ ଜୋରରେ…

ସୀମାନ୍ତ ଗାଁ ଗାଙ୍ଗିଯୋଡ଼ିକୁ ଅବହେଳାର ଅନ୍ତ ନାହିଁ: ଘର ଅନୁଗୋଳ, ସ୍କୁଲ ଢେଙ୍କାନାଳ

ବଅଁରପାଳ, ୭।୬ (ଉପେନ୍ଦ୍ର ରାଉତ)- ସଭିଏଁ ପଢ଼ିବେ। ସେଥିପାଇଁ ସ୍କୁଲ ଶିକ୍ଷାକୁ ବାଧ୍ୟତାମୂଳକ କରିଛନ୍ତି ସରକାର। କିନ୍ତୁ ଶିକ୍ଷାନୁଷ୍ଠାନଟିଏ ନ ଥିଲେ କେମିତି ଏହା ସମ୍ଭବ ହେବ? କିପରି ସାକାର ହେବ ବିଦ୍ୟାଳୟ ଶିକ୍ଷାକୁ ନେଇ ସରକାର ରଖିଥିବା ଏହି ଲକ୍ଷ୍ୟ?…

ଭିକାରୀ ହତ୍ୟା ଘଟଣା, ୨ ଅଭିଯୁକ୍ତ ଗିରଫ

ଖଲ୍ଲିକୋଟ,୭ା୬(ଡି.ଏନ.ଏ.)- ଖଲ୍ଲିକୋଟ କେଶପୁର ବଜାର ହନୁମାନ ମନ୍ଦିର ନିକଟରେ ଗତ ୧୬ ତାରିଖ ରାତିରେ ଭିକାରୀ ତରେଇଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ଘଟଣାରେ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ଖଲ୍ଲିିକୋଟ ଥାନା…

ମନୋଜ ହତ୍ୟା ମାମଲା: କାର ଡ୍ରାଇଭର, କାମବାଲା ସହ ୩ ଜଣଙ୍କ ବୟାନ ରେକର୍ଡ

ବ୍ରହ୍ମପୁର ଅଫିସ,୭ା୬- ଆସିକା କଂଗ୍ରେସ ବିଧାୟକ ପ୍ରାର୍ଥୀ ମନୋଜ ଜେନା ହତ୍ୟା ଘଟଣାରେ ଗୁରୁବାର ୩ଜଣଙ୍କ ବୟାନ କୋର୍ଟରେ ରେକର୍ଡ କରାଯାଇଛି। ସେମାନେ ହେଲେ କାର ଡ୍ରାଇଭର ସୁଶାନ୍ତ ସ୍ବାଇଁ, ଘରକାମ କରୁଥିବା ବଳରାମ ମହାନ୍ତି ଓ ଭୁବନେଶ୍ୱର ପଟିଆ ଅଞ୍ଚଳରେ…

ବନ୍ଧ୍ୟାକରଣ ଯୋଜନା ଫେଲ୍‌

ବ୍ରହ୍ମପୁର ଅଫିସ,୭ା୬- ବ୍ରହ୍ମପୁର ମହାନଗର ନିଗମରେ ଗୋରୁଗୁଡିକ ଅବାଧ ଚଳପ୍ରଚଳ କରୁଛନ୍ତି ା ଏହା ସହ ବୁଲା କୁକୁରଙ୍କ ସଂଖ୍ୟା ବୃଦ୍ଧି ପାଇଛି। ସହରବାସୀଙ୍କ ପାଇଁ ବର୍ତ୍ତମାନ ଏହା ଏବେ ମୁଣ୍ଡବ୍ୟଥାର କାରଣ ହୋଇଛି। ସକାଳୁ ସନ୍ଧ୍ୟା ଯାଏ ସହରର ବିଭିନ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri