ପାଠପଢ଼ାରେ ଡୋରି : ଅଙ୍ଗନବାଡ଼ି ଯାଉନାହାନ୍ତି ଶିଶୁ
କେନ୍ଦୁଝର,୭ା୬(ସ୍ବ.ପ୍ର.): ପୁଷ୍ଟିହୀନତା ରୋକିବା ସହ ଶିଶୁଙ୍କୁ ପ୍ରାକ ଶିକ୍ଷା ଦେବାକୁ ସରକାର ଅଙ୍ଗନବାଡ଼ି କେନ୍ଦ୍ର ବ୍ୟବସ୍ଥା କରିଛନ୍ତି। ଏହା ଦ୍ୱାରା ଶିଶୁମାନେ ସୁଷମ ଖାଦ୍ୟ ଖାଇବା ସହ ପାଠ ପଢ଼ିବାରେ ଆଗ୍ରହ ପ୍ରକାଶ କରିବେ। କୌଣସି ଶିଶୁ ଯେମିତି ଏହି ସୁବିଧାରୁ…
ରାସ୍ତା କଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍: ୫ ଆହତ, କଣ୍ଡକ୍ଟରଙ୍କ ଗୋଡ଼ ଭାଙ୍ଗିଲା
ପଟ୍ଟାଙ୍ଗି,୭।୬(ଡି.ଏନ୍.ଏ.): କୋରାପୁଟ ଜିଲା ପଟାଙ୍ଗି ଥାନା ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତ ଅଧୀନ ତେଲରାଇ ଗ୍ରାମ ଛକ ତଥା ୨୬ନଂ ଜାତୀୟ ରାଜପଥ କଡ଼କୁ ଶୁକ୍ରବାର ଏକ ଯାତ୍ରୀବାହୀ ବସ୍ ‘ନଡ଼ିଆ ରାଣୀ’ ଓଲଟି ପଡ଼ିଛି। ଫଳରେ ଗାଡ଼ିରେ ଥିବା ୫ଜଣ ଆହତ…
ଜମିବାଡ଼ିକୁ କେନ୍ଦ୍ରକରି ୨ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ: ସାନ ପୁଅ ମାଡ଼ରେ ବାପା ଆହତ, ଉତ୍ତ୍ୟକ୍ତ ଲୋକେ ବାନ୍ଧିଲେ ପୁଅକୁ
ମହାକାଳପଡ଼ା, ୭।୬(ଡି.ଏନ୍.ଏ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରାମକଣି ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ରକରି ରାମଚନ୍ଦ୍ର ବେହେରାଙ୍କ ଦୁଇ ପୁଅ ବିଜୟ ଓ ଅଜୟଙ୍କ ମଧ୍ୟରେ କିଛି ଦିନ ହେବ ଗଣ୍ଡଗୋଳ ଲାଗି ରହିଥିଲା। ଭଡ଼ାଘରେ ରହିଆସୁଥିବା ବଡ଼ ଭାଇ…
ଟ୍ରକ୍କୁ ପଛରୁ ଧକ୍କାଦେଲା ଟାଟାଏସିଇ, ଚାଳକ ମୃତ
ଭଣ୍ଡାରିପୋଖରୀ, ୭।୬(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ୧୬ ନମ୍ବର ଜାତୀୟ ରାଜପଥର ଯଶୋଟିକିରି ନିକଟରେ ଶୁକ୍ରବାର ଭୋରରେ ଏକ ଦୁର୍ଘଟଣା ଘଟିଛି। ଟାଟାଏସିଇ ଭାରସାମ୍ୟ ହରାଇ ଏକ ଟ୍ରକ୍କୁ ପଛରୁ ଧକ୍କା ଦେବା ଫଳରେ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ…
ପିତାଙ୍କୁ ହତ୍ୟା ଅଭିଯୋଗରେ ପୁଅ ଅଟକ
ବୌଦ୍ଧ,୭ା୬(ସ୍ବ.ପ୍ର.): ବୌଦ୍ଧ ସହର ନିକଟବର୍ତ୍ତୀ ମୁରୁଷୁଣ୍ଡି ପଞ୍ଚାୟତର ସରଣ୍ଡା ଗ୍ରାମରେ ପିତାଙ୍କୁ ହତ୍ୟା ଅଭିଯୋଗରେ ପୁଅ ଅଟକ ଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ସଦାଶିବ ପାତ୍ର (୪୫) ପ୍ରଚୁର ମଦ୍ୟପାନ କରି ଘରକୁ ଫେରିବା ପରେ…
ରାସ୍ତାରେ ଶିଶୁପୁତ୍ର ଜନ୍ମଦେଲେ ମହିଳା, ଚିକିତ୍ସା ଅବହେଳା ପ୍ରତିବାଦରେ ରାସ୍ତାରୋକୋ
ରଘୁନାଥପୁର, ୭। ୬ (ଡି.ଏନ.ଏ.) : ଜଗତ୍ସିଂହପୁର ଜିଲା ରଘୁନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଜଣେ ଗର୍ଭବତୀଙ୍କୁ ଚିକିତ୍ସା ସୁବିଧା ନ ମିଳିବାରୁ ସେ ଘରକୁ ଫେରିବା ବାଟରେ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ତେଣୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର, କର୍ମଚାରୀଙ୍କ…
ରେଲଓ୍ବେ ପକ୍ଷରୁ ନିମ୍ନମାନର ରାସ୍ତା ନିର୍ମାଣ: ସ୍ଥାୟୀତ୍ୱ ନେଇ ଅଭିଯୋଗ କଲେ ଗ୍ରାମବାସୀ
ବାଲିଆ,୭।୬: ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ କଟକ-ପାରାଦୀପ ରେଳପଥର ଗୋଠପଦାଠାରେ ୧୪ନଂ. ଫାଟକ ଠାରୁ ୧୫ନଂ. ଫାଟକ ପର୍ଯ୍ୟନ୍ତ ଜନସାଧାରଣଙ୍କ ଯାତାୟାତ ନିମନ୍ତେ ରେଲଓ୍ବେ ପକ୍ଷରୁ ନୂତନ ରାସ୍ତା ନିର୍ମାଣ କରାଯାଉଛି। ତେବେ ଏହି ରାସ୍ତା କାର୍ଯ୍ୟ ନିମ୍ନମାନର ହେଉଥିବା ସ୍ଥାନୀୟ…
ନେତାଙ୍କ ନାଁରେ ଧମକାଉଛନ୍ତି ଡାକ୍ତର
ଜଗତ୍ସିଂହପୁର ଅଫିସ,୭ା୬: ଜଗତ୍ସିଂହପୁରରେ ଡାକ୍ତରମାନେ ନେତାଙ୍କ ନାଁ କହି କାମ ନ କରିବାକୁ ଧମକାଉଛନ୍ତି। ଏଭଳି ଅଭିଯୋଗ ଉଠାଇଛନ୍ତି ଜଗତ୍ସିଂହପୁର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ(ସିଡିଏମ୍ଓ) ଅଜୟ କୁମାର ବୈଠାରୁ। ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ଜିଲାସ୍ତରୀୟ…
ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଘଟଣା : ମହିଳା କମିଶନଙ୍କ ଦ୍ୱାରସ୍ଥ ହେଲେ ଯୁବତୀ
ରସୁଲପୁର, ୭ା୬(ଡି.ଏନ.ଏ.): ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଘଟଣାରେ ଜଣେ ଯୁବତୀ ଗୁରୁବାର ନ୍ୟାୟ ପାଇଁ ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରସୁଲପୁର ବ୍ଲକ ଅନ୍ତର୍ଗତ ଓଡ଼ିଶୋ ପଞ୍ଚାୟତ ବାହାବାଳପୁର ଗ୍ରାମର ସତ୍ୟଜିତ୍ ରାଉତଙ୍କ ଓଡ଼ିଶୋ ପଞ୍ଚାୟତର ଜଣେ ଯୁବତୀଙ୍କ ସହ…
ଡାକଘରୁ ହେଡ୍ ପୋଷ୍ଟମାଷ୍ଟର ଆସବାବପତ୍ର ଲୁଟି ନେଇଥିବା ଅଭିଯୋଗ : ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ଫେରାଦ ହେଲା କର୍ମଚାରୀ ସଂଘ
ଯାଜପୁର ଟାଉନ,୭ା୬(ଡିଏନଏ)- ଯାଜପୁର ମୁଖ୍ୟ ଡାକଘରର ହେଡ୍ ପୋଷ୍ଟମାଷ୍ଟର ପ୍ରମୋଦ କୁମାର ହୋତା କାର୍ଯ୍ୟାଳୟର ଆସବାବପତ୍ର ଓ ବିଭିନ୍ନ କମ୍ପ୍ୟୁଟର ସାମଗ୍ରୀ ନେଇ ପଳାଇ ଯାଇଥିବା ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ କର୍ମଚାରୀ ସଂଘର କର୍ମକର୍ତ୍ତା ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ସମ୍ପୃକ୍ତ…
ପୋଲିସକୁ ଖୋଲା ଚ୍ୟାଲେଞ୍ଜ : ଥାନା ସମ୍ମୁଖରୁ ୩.୫୦ ଲକ୍ଷ ଟଙ୍କା ଲୁଟ୍
ଯାଜପୁର ଟାଉନ,୭ା୬(ଡିଏନଏ) : ଯାଜପୁର ସହରରେ ଦିନକୁ ଦିନ ରାହାଜାନି, ଛିନ୍ତାଇ ବଢ଼ିବାରେ ଲାଗିଥିବାବେଳେ ଗୁରୁବାର ପୋଲିସକୁ ଖୋଲା ଚ୍ୟାଲେଞ୍ଜ କରି ଲୁଟେରା ଥାନା ସାମ୍ନାରୁ ୩ଲକ୍ଷ ୫୦ ହଜାର ଟଙ୍କା ଲୁଟି ନେଇଥିବା ଜଣାପଡ଼ିଛି। ଏ ନେଇ ଯାଜପୁର ଥାନାରେ…
ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ : ୬ମାସ ପରେ ଗଠନ ହେଲା ନାକ୍ କମିଟି
ଯାଜପୁରରୋଡ,୭ା୬(ନି.ପ୍ର)- ଯାଜପୁର ରୋଡସ୍ଥିତ ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ ରାଜ୍ୟର ଏକ ପ୍ରମୁଖ ମହାବିଦ୍ୟାଳୟ ଭାବେ ନିଜର ସ୍ବତନ୍ତ୍ର ପରିଚୟ ହାସଲ କରିଛି। ମାତ୍ର ଏବେ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷଙ୍କ ଅବହେଳା ଯୋଗୁ ଏହି ମହାବିଦ୍ୟାଳୟ ସ୍ବୟଂଶାସିତ ମାନ୍ୟତା ହରାଇବା ଆଶଙ୍କା ଦେଖାଦେଇଛି।…
Archives


