ଆମ ଜିଲା ଖବର

ଟଁକା ଅଭାବ, ନାଁ ଲେଖାରୁ ବଁଚିତ୍‌ ଛାତ୍ର

ଜାମଟିକ୍ରା, ୧୯।୮ (ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ ଅଧୀନ ଜାମଟିକ୍ରା ଗାଁର ଝନେ ଗରିବ୍‌ ଛାତ୍ର ଟଁକା ଅଭାବୁ କଲେଜରେ ନାଁ ଲେଖାବାରୁ ବଁଚିତ୍‌ ହେଇଥିବାର ଜନାଯାଇଛେ। ଘଟନାଟା ଅଂଚଲରେ ଗୁଟେ ଚରଚାର ବିଷେ ହେଇଛେ। ସୂଚନା…

ଝି’ର ଚିକିଛା ଲାଗି ଦାଦନ୍‌ ଖଟୁଛେ ବାପ୍‌

ସେରଗଡ, ୧୯ା୮ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ରୁପ୍ରା ଗଁା ଚଞ୍ଚରାପଡ଼ାର ପୂର୍ଣ୍ଣଚନ୍ଦ୍ର ମାଝିକଁର ସାନ ଝି’ ରୁଚିଶ୍ମିତା ମାଝି(୮)। ଜନମ୍‌ ବେଲେ ତାକର ମଲଦୁଆର ନାଇଁଥାଇ। ଡାକ୍‌ତରକଁର ପରାମଶ୍‌ରେ ମା’ବାପ୍‌ ରୁଚିଶ୍ମିତାକେ ଚିକିଛା ଲାଗି ବୁର୍ଲା ବଡ଼ ଡାକ୍‌ତରଖାନା…

ବଡପାରୀରେ ଏମ୍‌ପି ଅପରାଜିତାଙ୍କୁ ନାଗରିକ ସମ୍ବର୍ଦ୍ଧନା

ଟାଙ୍ଗୀ(ଖୋର୍ଦ୍ଧା),୧୯ା୮(ଡି.ଏନ.ଏ.)-ଟାଙ୍ଗୀ ବ୍ଲକ ଅନ୍ତର୍ଗତ ବଡପାରୀ ଗ୍ରାମସ୍ଥିତ ସିଭିଲ୍‌ ସୋସାଇଟି ତରଫରୁ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କୁ ରବିବାର ନାଗରିକ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଅଛି। ଷଡ଼ଙ୍ଗୀ ଗ୍ରାମରେ ପହଞ୍ଚତ୍ବା ପରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଏମ୍‌ପିଙ୍କ ସହ ଭାଜପା ନେତା…

୯ ଦିନ ହେଲା ବଲାଙ୍ଗୀର-ମୋହନଗିରି ରାସ୍ତା ବିଚ୍ଛିନ୍ନ

ମୋହନଗିରି,୧୯।୮(ଡି.ଏନ.ଏ.) କଳାହାଣ୍ଡି ଜିଲାରେ ଗତ ୧୧ରୁ ୧୪ ତାରିଖରେ ହୋଇଥିବା ବନ୍ୟାରେ ମ.ରାମପୁର ବ୍ଲକ ମୋହନଗିରି ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ମୋହନଗିରିଠାରୁ ଗୁଡଭେଲା ଦେଇ ବଲାଙ୍ଗୀରକୁ ସଂଯୋଗ କରୁଥିବା ରାସ୍ତା ମୋହନଗିରିରୁ ୪ କି.ମି. ଦୂର କାଳିଗଙ୍ଗା ନଦୀର ଟେକର…

ସାହିତ୍ୟ ଦର୍ପଣ ପକ୍ଷରୁ ମହାବିନାୟକ କବିତା ଉତ୍ସବ

ଚଣ୍ଡିଖୋଲ,୧୯ା୮(ଡି.ଏନ୍‌.ଏ.): ଚଣ୍ଡିଖୋଲସ୍ଥିତ ବିଜୁ କଲ୍ୟାଣ ମଣ୍ଢପ ପରିସରରେ ସାହିତ୍ୟ ଦର୍ପଣ ପର୍ତିକା ପକ୍ଷରୁ ରବିବାର ରାଜ୍ୟସ୍ତରୀୟ ମହାବିନାୟକ କବିତା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ୱଳନ କରି ଉତ୍ସବକୁ…

ମୁର୍‌ତୁ ସଂଗେ ଯୁଝୁଛନ୍‌ ଟିକେସିନୀ: ଚିକିଛା ଲାଗି ଟଁକା ଅଭାବ୍‌

ପଲମ,୧୯।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ପଲମ ପଁଚେତ୍‌ ପଲମ ପୁରନା କଲୋନୀପଡ଼ାର ଟିକେସିନୀ ବାଗ(୩୫)। ଆଏଜ୍‌କେ ୨ ବଛର ହେଲା ସେ ଯକ୍ଷ୍ମା ରୋଗ୍‌ରେ ପୀଡ଼ିତ ହେଇ ବଡ଼ା ଦୁଖ୍‌ ପାଉଛନ୍‌। ଚିକିଛା ଲାଗି ସେ ନର୍ଲା, କେସିଙ୍ଗା, ଭବାନୀପାଟଣା,…

ତେଲ ଟ୍ୟାଙ୍କର ଜବତ, ଡ୍ରାଇଭର କୋର୍ଟ ଚାଲାଣ

ଚଣ୍ଡିଖୋଲ,୧୯ା୮(ଡି.ଏନ୍‌.ଏ.)- ୫ନଂ କ ଜାତୀୟ ରାଜପଥର ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ କଟିକଟା ଛକ ନିକଟରେ ଶନିବାର ଏକ ଡ୍ରାଇଭର ତେଲ ବିକ୍ରି କରୁଥିବା ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଥିଲା। ଏଥିସହ ଟ୍ୟାଙ୍କରଟିକୁ ଜବତ କରିଛି। ଗିରଫ ଡ୍ରାଇଭର ହେଲେ ଭୁବନେଶ୍ୱର…

ବର୍ଷାରେ ଭୁସୁଡ଼ିଲା ଘର : ଅଳ୍ପକେ ବର୍ତ୍ତଲେ ପରିବାର ଲୋକେ

କାଳିଆପାଣି,୧୯ା୮(ଡି.ଏନ୍‌.ଏ.): ସୁକିନ୍ଦା ବ୍ଲକ ରାଁସୋଳ ପଞ୍ଚାୟତ ଅନ୍ତର୍ଗତ ରାଁସୋଳ ପାତ୍ରସାହିରେ ଶନିବାର ରାତ୍ରିରେ ପ୍ରବଳ ବର୍ଷା ଯୋଗୁ ରବିନାରାୟଣ ପାତ୍ରଙ୍କ ଗୃହ ଭୁସୁଡ଼ିପଡିଛି। ରବିବାର ସକାଳୁ ଖବର ପାଇ ସ୍ଥାନୀୟ ଭାଜପା ନେତା ଦ୍ୱିଲୀପ ପାତ୍ର , ଲମ୍ବୋଦର ମହାନ୍ତ, କୁନା…

ରୂପେଲିର ଚିକିଛା ଲାଗି ଟଁକା ଅଭାବ୍‌: ଚିନ୍‌ତାରେ ଗରିବ୍‌ ମା’ବାପ୍‌

ଗୁଡ଼ଭେଲା, ୧୯ା୮(ଡି.ଏନ.ଏ.): ଲୁକ୍‌କୁ ମାହାଲିଆ ଚିକିଛା ସେବା ଯୁଗେଇ ଦେବାର ଲାଗି କେନ୍ଦ୍ର ଆର ରାଏଜ୍‌ ସରକାର ଭିନେ ଭିନେ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ବଲାଙ୍ଗୀର ଜିଲା ଗୁଡ଼ଭେଲା ବ୍ଲକ ଅଧୀନ ଡୁଙ୍ଗିବାହାଲ ଗଁାର ୩ ବଛର ୯ ମାସର…

ଯାଜପୁର ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ : ତିତ୍‌ଲି ନାମରେ ଦେଢ଼ କୋଟି ଆତ୍ମସାତ୍‌

ଯାଜପୁର ଅଫିସ,୧୯ା୮: ଯାଜପୁର ଜିଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (ଆରଡବ୍ଲ୍ୟୁଏସ୍‌ଏସ୍‌) ବିଭାଗରେ ଏସ୍‌ଆରସି (ସ୍ପେଶିଆଲ ରିଲିଫ କମିଶନର) ପାଣ୍ଠିରୁ ତିତ୍‌ଲି ନାମରେ ଆବଣ୍ଟିତ ୧କୋଟି ୫୨ଲକ୍ଷ ୮୫ହଜାର ଟଙ୍କା ଆତ୍ମସାତ୍‌ ହୋଇଛି। ଜଣେ ଉଚ୍ଚ ପଦାଧିକାରୀଙ୍କ ପରୋକ୍ଷ ସହଯୋଗରେ…

ଚିକିଛା ଅଭାବୁ ମୁରତୁ ସଂଗେ ଯୁଝୁଛନ୍‌ ଜୟ: କୁଲି ମଜୁରି କରି କୁଟୁମ ପୁଷୁଛେ ପୁଓ

ଲାଠୋର, ୧୯ା୮ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍‌ ଅଧୀନ ପିପଲବାହାଲ ଗଁାର ଜୟ ମେହେର(୫୦)। ଆଏଜ୍‌କେ ୪ ମାସ ତଲେ ସେ ଘର ଉପ୍‌ରୁ ପଡ଼ି ତାକର ମେରୁହାଡ଼ ଭାଂଗି ଯାଇଛେ। ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ…

ବିପଦସଙ୍କୁଳ ଅବସ୍ଥାରେ ଖଣ୍ଡିଆ ବନ୍ଧ ପୋଲ, ରାସ୍ତା

ଜେନାପୁର,୧୯ା୮(ଡି.ଏନ୍‌.ଏ.): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁର ରେଳବାଇ ଲେବୁଲ କ୍ରସିଂ ନିକଟସ୍ଥ ଖଣ୍ଡିଆ ବନ୍ଧ ପୋଲ ଓ ରାସ୍ତା ବିପଦସଙ୍କୁଳ ଅବସ୍ଥା ରହିଛି। ଏହି ପୁରାତନ ପୋଲଟିର କାନ୍ଥରୁ ପଥର ଖସୁଛି। ପୋଲଟିରେ ବାଡା ନ ଥିବାରୁ ଅନେକ ଛୋଟବଡ ଦୃର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?