ଆମ ଜିଲା ଖବର

ମୁଣ୍ଡ ଗୁଞ୍ଜିବାକୁ ଘର ନାହିଁ, ଭଙ୍ଗା କୁଡ଼ିଆରେ ବିତୁଛି ଜୀବନ

କୋରୁକୋଣ୍ଡା,୧୮।୮(ଡି.ଏନ୍‌.ଏ.): ସରକାର ଗରିବଙ୍କ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରୁଥିବାବେଳେ ଅଧିକାଂଶ ଲୋକ ଏଥିରୁ ବଞ୍ଚିତ ହେଉଛନ୍ତି। ଏଭଳି ଏକ ବ୍ୟତିକ୍ରମ ଦେଖିବାକୁ ମିଳିଛି ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ୩ ନଂ ପଞ୍ଚାୟତର ପୁରୁଣା ବାଲିମେଳା ଗ୍ରାମରେ। ଏହି…

ଚୋରା କେନ୍ଦୁପତ୍ର ବୋଝେଇ ଟାଟାଏସି ଜବତ, ୨ ଗିରଫ

ବଇଣ୍ଡା,୧୮।୮(ଡି.ଏନ୍‌.ଏ.) : ଅନୁଗୋଳ ଜିଲା ଆଠମଲିକ ବ୍ଲକ ଠାକୁରଗଡ଼ ଥାନା ଶିଣ୍ଡୋଳ ଗ୍ରାମରେ ରବିବାର ଏକ ଚୋରା କେନ୍ଦୁପତ୍ର ବୋଝେଇ ଟାଟାଏସିକୁ ଧଣ୍ଡାତୋପା ବନ ବିଭାଗ ଜବତ କରିଛି। ସେଥିରୁ ୧୦ କ୍ୱିଣ୍ଟାଲ କେନ୍ଦୁପତ୍ର ଜବତ କରାଯାଇଥିବା ବେଳେ ଏହାର ଆନୁମାନିକ…

ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ରାଇକିଆ,୧୮।୮(ଡ଼ି.ଏନ.ଏ)-ରାଇକିଆ ବ୍ଲକ କରଡ଼ା ପଞ୍ଚାୟତରେ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିଛନ୍ତି। ପଞ୍ଚାୟତର କନାଡ଼ି, ଅଁଳାପଟା, ପୋଢମାରୀ, ତେନ୍ତୁଳିଆଠାରେ ନବ ନିର୍ମିତ ୭ ଗୋଷ୍ଠୀ ଗୃହ, ଗୋଟିଏ ଅଙ୍ଗନଓ୍ବାଡ଼ି ଗୃହ ଏବଂ କରଡ଼ା ହାଇସ୍କୁଲର ଅତିରିକ୍ତ ଶ୍ରେଣୀ…

ମିନିବସ୍‌ ଚୋରି ଉଦ୍ୟମ : ଚାଳକଙ୍କୁ ଅଟକ ରଖି ପୋଲିସର ପଚରାଉଚରା

ଦିଗପହଣ୍ଡି,୧୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡରୁ ଯାତ୍ରୀବାହୀ ମିନିବସ୍‌ ନଂ ଓଆର- ୦୭- ୬୫୦୧କୁ ଚୋରି କରି ଜଣେ ଚାଳକ ନେଇ ଯାଉଥିବାବେଳେ ରବିବାର ଅପରାହ୍ନରେ ଡିଭାଇଡରରେ ପିଟି ଦେବାରୁ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ସ୍ଥାନୀୟ ଲୋକେ ଘଟଣାସ୍ଥଳକୁ ଦୌଡ଼ି ଯିବାରୁ…

ଶ୍ରୀକାନ୍ତ ନନ୍ଦ ହତ୍ୟା ମାମଲାର ପର୍ଦ୍ଦାଫାଶ: ହନୁମାନ ଟଙ୍କା ଲାଗି ହତ୍ୟାକାଣ୍ଡ, ୪ ଅଭିଯୁକ୍ତ ଗିରଫ

ବଲାଙ୍ଗୀର ଅଫିସ,୧୮।୮: ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ ବରଗାଁର ଶ୍ରୀକାନ୍ତ ନନ୍ଦ ହତ୍ୟା ଘଟଣାର ପର୍ଦ୍ଧାଫାଶ କରିବାରେ ପୋଲିସ ସଫଳ ହୋଇଛି । ଏହି ହତ୍ୟା ମାମଲାରେ ପୁଇଁତଲା ଥାନା ପୋଲିସ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ…

ମଧ୍ୟାହ୍ନଭୋଜନରେ ଛାତ୍ରୀଛାତ୍ରଙ୍କୁ ଦିଆଯାଉଛି ମୁଢ଼ି, ମିକ୍ସଚର

ଲୋଇସିଂହା,୧୮।୮(ଡି.ଏନ୍‌.ଏ.) : ସରକାର ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟାଭିମୁଖୀ କରିବା ପାଇଁ ମଧ୍ୟାହ୍ନଭୋଜନର ବ୍ୟବସ୍ଥା କରିଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସସାଁ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ଶୁକ୍ରବାର ଭାତ ବଦଳରେ ମୁଢ଼ି ମିକ୍ସଚର ଦିଆଯାଇଥିବା ଅଭିଯୋଗ ହୋଇଛି। ଉକ୍ତ…

ଛାତ ପଲସ୍ତରା ଖସି ଜଣେ ଗୁରୁତର, ୨ ଆହତ

ଗଞ୍ଜାମ,୧୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସନ୍ତୋଷପୁର ପଞ୍ଚାୟତ ସାନ ଗୋପାଳପୁର ଗ୍ରାମର ଲଳିତ ତରାଇଙ୍କ ଘର ଛାତରୁ ପଲସ୍ତରା ଖସି ଜଣେ ଶିଶୁ ଗୁରୁତର ହୋଇଥିବା ବେଳେ ୨ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଲଳିତଙ୍କ ତିନି ନାତୁଣୀ ତପସ୍ବିନୀ(୯),…

ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର: କାରଣ ଅସ୍ପଷ୍ଟ

ଧର୍ମଗଡ଼,୧୮।୮:(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ହରିଜନ ସାହିର ଏକ ଗଛରୁ ରବିବାର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ଉକ୍ତ ସାହିର ଡମ୍ବରୁଧର ବାଗ୍‌। ସକାଳୁ ମୃତଦେହ ଝୁଲୁଥିବା ଦେଖି ଗ୍ରାମବାସୀ ପୋଲିସକୁ ଜଣାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି…

ହୀରାକୁଦ ଡ୍ୟାମ୍‌ରେ ଖୋଲିଲା ଆଉ ଦୁଇଟି ଗେଟ୍‌

ସମ୍ବଲପୁର,୧୮।୮(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ଶନିବାର ୫ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ରବିବାର ସକାଳେ ପୁଣି ଦୁଇଟି ଗେଟ ଖୋଲାଯାଇଛି। ମୋଟ ୭ଟି ଗେଟ୍‌ରେ ପ୍ରତି ସେକେଣ୍ଡରେ ୧ଲକ୍ଷ ୨୭ ହଜାର ୪୮୧ କ୍ୟୁସେକ୍‌ ଜଳ ନିଷ୍କାସନ…

ତାଳ ଗୋଟାଇବାକୁ ଯାଇ ଭାଲୁ ଆକ୍ରମଣର ଶିକାର ହେଲେ ମହିଳା

ଛେଣ୍ଡିପଦା,୧୮।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳର କାଠପାଳଠାରେ ଭାଲୁ ଆକ୍ରମଣରେ ରବିବାର ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ କାଠପାଳ ଗ୍ରାମର ବାସୁଦେବ ବିଶ୍ୱାଳଙ୍କ ସ୍ତ୍ରୀ ଅଳେଇଚ। ପ୍ରକାଶ ଯେ, ଅଳେଇଚ ସକାଳେ ଘର ପାଖ ପଡ଼ିଆକୁ ତାଳ ଗୋଟାଇବାକୁ…

ବନ୍ୟାରେ କ୍ଷତିଗ୍ରସ୍ତଙ୍କୁ ରିଲିଫ ବଣ୍ଟନ ହେଉ ନ ଥିବା ଅଭିଯୋଗ, ରାଜପଥ ଅବରୋଧ

ବଲାଙ୍ଗୀର ଅଫିସ,୧୮।୮: ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ବଲାଙ୍ଗୀର ସହର ରାଜେନ୍ଦ୍ରପଡ଼ା ରାସ୍ତା ମରାମତି ଦାବିରେ ଗ୍ରାମବାସୀ ରବିବାର ୨୬ ନଂ.ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଲୋକେ ଟାୟାର ଜାଳି ପ୍ୟାଲେସ୍‌ଲାଇନ ଛକ ରାସ୍ତା ଅବରୋଧ କରିଥିବା ବେଳେ ବନ୍ୟା ପ୍ରଭାବିତଙ୍କୁ ଠିକ୍‌…

ଖୁଦୁରୁକୁଣୀ ଓଷା ହେଲା କାଳ: ନଦୀରେ ବୁଡ଼ି ୨ ଭଉଣୀଙ୍କ ଜୀବନଗଲା

କଟକ ସଦର,୧୮।୮: କଟକ ଜିଲା କିଶନନଗର ଥାନା ଅନ୍ତର୍ଗତ ବାବୁଜଙ୍ଗ ପଞ୍ଚାୟତ ସଫିପୁର ଗ୍ରାମର ୨ ଭଉଣୀଙ୍କ ରବିବାର ଶୁକପାଇକା ନଦୀରେ ବୁଡ଼ି ମୃତ୍ୟୁ ଘଟିଛି। ସେମାନେ ହେଲେ ସୁଜାତା ଦାସ (୧୭), ଓ ସୁମନ ଦାସ (୧୬)। ସୂଚନାଯୋଗ୍ୟ, ଖୁଦୁରୁକୁଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?