ଆମ ଜିଲା ଖବର

ବାତ୍ୟା ପରେ ବନ୍ୟାପାଣିର ଦୁଃଖ: ପାଣି ଘେରରେ ଏକାଧିକ ଗାଁ

ପୁରୀ ଅଫିସ, ୧୮।୮: ପ୍ରାକୃତିକ ଦୁର୍ବିପାକ ଉପକୂଳବର୍ତ୍ତୀ ପୁରୀ ଜିଲାର ପିଛା ଛାଡୁନି। ପ୍ରାୟ ପ୍ରତିବର୍ଷ ବିଭିନ୍ନ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରୁଥିବା ଜିଲାବାସୀ ଚଳିତବର୍ଷ ବି ଏଭଳି ସ୍ଥିତିର ସମ୍ମୁଖୀନ ହୋଇଛନ୍ତି। ନିକଟରେ ବାତ୍ୟା ଫନୀ ପୁରୀ ଜିଲାରେ…

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ବିରୋଧ ଯେତିକି, ସ୍ବାଗତ ସେତିକି

ପୁରୀ ଅଫିସ,୧୮।୮: ରାଜ୍ୟ ସରକାରଙ୍କ ଫୋକସରେ ପୁରୀ। ନିକଟରେ ପୁରୀ ସହରର ବିକାଶ ପାଇଁ ୨୬୫ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିବା ପରେ ପରେ ଏବେ ସହରର ଚିତ୍ର ବଦଳାଇବାକୁ କରିଛନ୍ତି ଯୋଜନା। ଏଥିପାଇଁ ଶୁକ୍ରବାର ରାଜ୍ୟ କ୍ୟାବିନେଟରେ ନିଆଯାଇଛି…

ପୋଖରୀରେ ବୁଡ଼ି ଚାଷୀ ମୃତ

ରଣପୁର,୧୮।୮(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ଥାନା ସୁନାଖଳା ଫାଣ୍ଡି ଅନ୍ତର୍ଗତ ଗୋଡିକିଲୋ ଗ୍ରାମରେ ଶନିବାର ପୋଖରୀରେ ବୁଡି ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। ମୃତ ଚାଷୀ ହେଲେ ଦିବାକର ନାୟକ (୫୦)। ସେ ଚାଷ କାର୍ଯ୍ୟ ସାରି ପୋଖରୀକୁ ଗାଧୋଇବାକୁ ଯାଇ ପାଣିରେ…

ମଧ୍ୟାହ୍ନ ଭୋଜନରୁ ବାହାରିଲା ଝିଟିପିଟି: ଅଖିଆ ଫେରିଲେ ୧୨୯ ଛାତ୍ରୀଛାତ୍ର

ଜୟପୁର, ୧୮।୮(ଡି.ଏନ.ଏ ): କୋରାପୁଟ ଜିଲା ଜୟପୁର ବ୍ଲକ ଏକମ୍ବା ପଞ୍ଚାୟତ ଅଧୀନ ଚିକିମା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମଧ୍ୟାହ୍ନଭୋଜନ ଭାତରୁ ଶନିବାର ଏକ ଝିଟିପିଟି ବାହାରିଛି । କୌଣସି ଛାତ୍ରୀଛାତ୍ରଙ୍କୁ ଉକ୍ତ ଖାଦ୍ୟ ପ୍ରଦାନ କରାଯାଇନାହିଁ । ୧୨୯ ଛାତ୍ରୀଛାତ୍ର…

ଅଣଛାତ୍ରଙ୍କୁ ଚିହ୍ନଟ ପାଇଁ ପଦକ୍ଷେପ: କଲେଜ ମୁଖ୍ୟ ଫାଟକରେ ଲାଗିବ ସିସି କ୍ୟାମେରା

ଖଣ୍ଡପଡା,୧୮।୮(ସ୍ବ.ପ୍ର.)-କଣ୍ଟିଲୋ ନୀଳମାଧବ ମହାବିଦ୍ୟାଳୟ ପରିସରରେ ବିଭିନ୍ନ ସମୟରେ ସ୍ଥାନୀୟ ଅଞ୍ଚଳର କେତେକ ଅଣଛାତ୍ର ପ୍ରବେଶ କରି ନାନା ବିଶୃଙ୍ଖଳା ସୃଷ୍ଟି କରିଥାନ୍ତି । ଫଳରେ ମହାବିଦ୍ୟାଳୟର ଶୈକ୍ଷିକ ବାତାବରଣରେ ବାଧା ସୃଷ୍ଟି ହେଉଛି। ବିଶୃଙ୍ଖଳିତ ଅଣଛାତ୍ରଙ୍କୁ ଚିହ୍ନଟ ସହିତ ସେମାନଙ୍କ ବିରୁଦ୍ଧରେ…

ପୁରୀ ଜିଲା ଚିଠି: ତୀର୍ଥ ପୁଷ୍କରିଣୀକୁ ହତାଦର

ଭାରତର ଚାରିଧାମ ମଧ୍ୟରୁ ଶ୍ରେଷ୍ଠଧାମ ପୁରୀ। ଏହା ଜଗନ୍ନାଥ ଧାମ ନାମରେ ବେଶ୍‌ ପରିଚିତ। ଏହି ପବିତ୍ର ଧାମରେ ରହିଛି ଏକାଧିକ ତୀର୍ଥ ପୁଷ୍କରିଣୀ। ସେଗୁଡ଼ିକ ପ୍ରତି ଶ୍ରଦ୍ଧାଳୁଙ୍କ ରହିଛି ଗଭୀର ଆସ୍ଥା ଓ ବିଶ୍ୱାସ। ପ୍ରାୟ ଅଧିକାଂଶ ତୀର୍ଥ ପୁଷ୍କରିଣୀ…

ବିଦ୍ୟାଳୟ ବନ୍ଦ, ୧୬ ଛାତ୍ରୀଛାତ୍ର ପଢ଼ା ଛାଡ଼ିଲେ ଗ୍ରାମବାସୀଙ୍କ ନବୀନ ନିବାସ ଘେରାଉ ଚେତାବନୀ

ଚିଲିକା,୧୮ା୮(ଡି.ଏନ.ଏ.): ଚଳିତ ଶିକ୍ଷାବର୍ଷରେ ରାଜ୍ୟରେ ବହୁ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରସଂଖ୍ୟା କମ୍‌ ଥିବାରୁ ସେଗୁଡ଼ିକୁ ବନ୍ଦ କରାଯାଇ ନିକଟତମ ବିଦ୍ୟାଳୟ ସହିତ ମିଶାଇ ଦିଆଯାଇଛି ।ଏହାକୁ ନେଇ ବହୁ ଛାତ୍ରୀଛାତ୍ରଙ୍କ ପାଠପଢାରେ ଡ଼ୋରି ବନ୍ଧାହେବାକୁ ବସିଛି। ଏଭଳି ଅବସ୍ଥା ସୃଷ୍ଟି…

ବାଟ ହୁଡ଼ିଛି ଗାଁ ଆଲୋକୀକରଣ ବ୍ୟବସ୍ଥା ୩୦ ପ୍ରତିଶତ ପଞ୍ଚାୟତରେ ସୀମିତ

ନୟାଗଡ଼ ଅଫିସ,୧୮ା୮: ନୟାଗଡ଼ ଜିଲାର ବିଭିନ୍ନ ପଞ୍ଚାୟତରେ ଆଲୋକୀକରଣ ବ୍ୟବସ୍ଥା ଫେଲ୍‌ ମାରିଥିବା ଦେଖିବାକୁ ମିଳୁଛି। ଏ ନେଇ ପ୍ରତି ପଞ୍ଚାୟତକୁ ଅର୍ଥରାଶି ପ୍ରଦାନ କରାଯାଇଛି। ହେଲେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ସରପଞ୍ଚମାନେ ଧ୍ୟାନ ଦେଉ ନ ଥିବାରୁ ଏହି…

ଯାଜପୁର ଜିଲା ଭାଜପା ଜୋର ଧରିଲା ଦଳ ବିରୋଧୀଙ୍କ ବହିଷ୍କାର ଦାବି: ଜିଲା ଭାଜପା ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ବିଷୋଦଗାର

କୋରେଇ,୧୮।୮(ସ୍ବ.ପ୍ର.)- ଯାଜପୁର ଜିଲା ଭାଜପାରେ ଆଭ୍ୟନ୍ତରୀଣ କନ୍ଦଳ ଉଗ୍ରରୂପ ନେବାରେ ଲାଗିଛି । ଗତ ସାଧାରଣ ନିର୍ବାଚନରେ ଦଳ ବିରୋଧୀ କାର୍ଯ୍ୟରେ ଜଡ଼ିତ କେତେକ କାର୍ଯ୍ୟକର୍ତ୍ତାଙ୍କୁ ହଟେଇବାକୁ ଏବେ ଦାବି ଜୋର ଧରିଛି। ଏହିକ୍ରମରେ ଜିଲା ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଅସନ୍ତୋଷ…

ମାତୃ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

ଅନୁଗୋଳ ଅଫିସ, ୧୮।୮: ଅନୁଗୋଳ ଜିଲା ଜରପଡ଼ା ଥାନା ଓଗି ଗ୍ରାମ ମାହାର ସାହିରେ ୨୦୧୮ ଜୁନ ୧୨ରେ ଘଟିଥିବା ଏକ ହତ୍ୟା ମାମଲାର ବିଚାର କରି ଅନୁଗୋଳ ଆଡିସିନାଲ ଡିଷ୍ଟ୍ରିକ୍ଟ ଆଣ୍ଡ ସେସନ ଜଜ୍‌ କମ୍‌ ସ୍ପେଶାଲ ଜଜ୍‌ ଭିଜିଲାନ୍ସ…

ଯାଜପୁର ଜିଲାରେ ପାଇପ ଜଳଯୋଗାଣ ପ୍ରକଳ୍ପ : ବସୁଧା ଯୋଜନାରେ ୫ ପ୍ରକଳ୍ପ ମଞ୍ଜୁର

ଯାଜପୁର ଅଫିସ,୧୮।୮- ଯାଜପୁର ଜିଲାରେ ବସୁଧା ଯୋଜନାରେ ୫ଟି ପାଇପ ଜଳଯୋଗାଣ ପ୍ରକଳ୍ପ ପାଇଁ ୮କୋଟି ୦୭ଲକ୍ଷ ୪୩ହଜାର ଟଙ୍କା ପ୍ରଶାସନିକ ମଞ୍ଜୁରି ମିଳିଛି। ଏଥିପାଇଁ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ବ୍ୟୟଅଟକଳ ପ୍ରସ୍ତୁତି ଶେଷ ହୋଇଛି ।…

ଶବ ସଂରକ୍ଷଣ ଗୃହରେ ମୃତଦେହ ରଖିବାକୁ ଭୟ: ରାତିସାରା ବାରଣ୍ଡାରେ ପଡ଼ି ରହିଲା ଦୁଇ ମୃତ ଶରୀର

ଅନୁଗୋଳ ଅଫିସ, ୧୮।୮: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଶବ ସଂରକ୍ଷଣ ଗୃହରେ ମୃତଦେହ ରଖିଲେ ଖଣ୍ଡିଆ ହୋଇଯାଉଥିବା ଅଭିଯୋଗ ହେଉଥିବାରୁ ଏବେ କର୍ମଚାରୀମାନେ ସେଠାରେ ମୃତଦେହ ରଖିବାକୁ ଭୟ କରୁଥିବା ଚର୍ଚ୍ଚାର ବିଷୟ ହୋଇଛି। ଶୁକ୍ରବାର ମେଡିକାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?