ଠେଲାପେଲା କରିବା ଯୋଗୁ ମହିଳାଙ୍କ ଗର୍ଭପାତ ହୋଇଥିବା ଅଭିଯୋଗ: ସୁନ୍ଦରଗଡ଼ ଏସ୍ପିଙ୍କ ନାଁରେ ମାମଲା
ସୁନ୍ଦରଗଡ଼, ୧୮।୮ (ଡି.ଏନ୍.ଏ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କନିକା ଗ୍ରାମରେ ଜୁଲାଇ ୪ରେ ଏକ ଦୁର୍ଘଟଣାକୁ କେନ୍ଦ୍ରକରି ଗ୍ରାମବାସୀ ଓ ପୋଲିସ ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଥମିବାର ନାଁ ଧରୁନାହିଁ। ପୋଲିସ ସେତେବେଳେ ଫାଣ୍ଡି ଭଙ୍ଗାରୁଜା ଘଟଣାରେ…
ରାମଚଣ୍ଡୀଙ୍କ କୋଶଳା ଯାତ୍ରା ଆରମ୍ଭ
ଛେଣ୍ଡିପଦା,୧୮।୮ (ସ୍ବ.ପ୍ର./ଡି.ଏନ.ଏ.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳାର ଅଧିଷ୍ଠାତ୍ରୀ ଦେବୀ ମା’ ରାମଚଣ୍ଡୀଙ୍କ ଐତିହାସିକ କୋଶଳା ଯାତ୍ରା ଶନିବାର ଆରମ୍ଭ ହୋଇଛି। ମନ୍ଦିର ଟ୍ରଷ୍ଟ ବୋର୍ଡ ସଭାପତି ବ୍ରଜବନ୍ଧୁ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅପରାହ୍ନ ୧ଟା ବେଳେ ମା’ଙ୍କ ପୀଠରେ…
ବାହ୍ୟ ମଳମୁକ୍ତ ପଞ୍ଚାୟତ ସୁନ୍ଦରିଆ: ପାଇଖାନା ନିର୍ମାଣରେ ବ୍ୟାପକ ଦୁର୍ନୀତି
ଯାଜପୁର ଅଫିସ,୧୮।୮-ଯାଜପୁର ଜିଲାରେ ପାଇଖାନା ନିର୍ମାଣରେ ବ୍ୟାପକ ଅନିୟମିତତା ସଂକ୍ରାନ୍ତରେ ଓଡିଶା ଲୋକାୟୁକ୍ତ ଆଇନ ଧାରା ୨୦ରେ ପ୍ରଥମ କରି ଏକ ମାମଲା ଦାଏର ହୋଇଛି। ଶନିବାର ଓଡ଼ିଶା ଲୋକୟୁକ୍ତ ଅଧ୍ୟକ୍ଷଙ୍କ ନିକଟରେ ଏହି ମର୍ମରେ ହୋଇଥିବା ଅଭିଯୋଗରେ ଗ୍ରାମ୍ୟ ଜଳଯୋଗାଣ…
ଆଇଆଇଏମ୍ସି ପ୍ରତିଷ୍ଠା ଦିବସ: ଜାତୀୟତାବାଦ ସୃଷ୍ଟିରେ ଖବରକାଗଜ ଭୂମିକା ଗୁରୁତ୍ୱପୂର୍ଣ୍ଣ
ଢେଙ୍କାନାଳ ଅଫିସ, ୧୮।୮: ପରାଧୀନ ଭାରତର ଜନତାଙ୍କ ମଧ୍ୟରେ ଜାତୀୟତାବାଦ ସୃଷ୍ଟି କରିବାରେ ଆଞ୍ଚଳିକ ଭାଷାଭାଷୀ ଖବରକାଗଜ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଥିଲେ। ସେତେବେଳେ ଖବରକାଗଜଗୁଡ଼ିକ ବ୍ରିଟିଶ ଶାସନ ବିରୋଧରେ ସ୍ବର ଉତ୍ତୋଳନ କରୁଥିଲେ। ଇଂଲିଶ ସମେତ ଆଞ୍ଚଳିକ ଭାଷାରେ ଜାତୀୟତାବାଦ ଚିନ୍ତାଧାରାଭିତ୍ତିକ…
ଜନବସତିରେ ଦନ୍ତା ଦୌରାତ୍ମ୍ୟ
ପରଜଙ୍ଗ, ୧୮।୮(ଡି.ଏନ୍.ଏ.) ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ ଦାନ୍ତ କଟାଯାଇଥିବା ଦନ୍ତା ହିଂସ୍ର ହୋଇଉଠିଛି। ଜନବସତିରେ ପଶି ହାତୀ ଦୌରାତ୍ମ୍ୟ ସୃଷ୍ଟି କରୁଛି। ସମ୍ମୁଖରେ ପଡୁଥିବା ଘରଦ୍ୱାର, ପାଚେରି କିଛି ବି ହାତୀ ମୁହଁରୁ ବାଦ୍ ପଡୁନାହିଁ।…
୨୨ ଗ୍ରାମ୍ ବ୍ରାଉନ୍ସୁଗାର ଜବତ, ୨ ଅଭିଯୁକ୍ତ ଗିରଫ
ଢେଙ୍କାନାଳ ଅଫିସ, ୧୮।୮: ଢେଙ୍କାନାଳରେ କାୟା ବିସ୍ତାର କଲାଣି ଧଳା ଜହର ଚେର। ଶନିବାର ସ୍ଥାନୀୟ ବାଜିଚୌକଠାରୁ ଅବକାରୀ ବିଭାଗ ଏବଂ ଟାଉନ ଥାନା ପୋଲିସ ଚଢ଼ାଉ କରି ୨୨ ଗ୍ରାମ୍ ବ୍ରାଉନ୍ସୁଗାର ସହ ୧୪୮୦ ଟଙ୍କା ଜବତ କରିଛି। ଏଥିରେ…
ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ
କୋଟଗଡ଼,୧୮ା୮ (ଡି.ଏନ୍.ଏ): ଏକ ହତ୍ୟା ମାମଲାର ବିଚାର କରି ବାଲିଗୁଡ଼ା ଅତିରିକ୍ତ ଦୌରାଜଜ୍ ଅରବିନ୍ଦ ପଟ୍ଟନାୟକ ଶନିବାର ଅଭିଯୁକ୍ତ ଗାଗାରୀନ ନାୟକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଗାଗାରୀନ ୨୦୧୬ ମାର୍ଚ୍ଚ ୨୭ରେ ନିଜ ସ୍ତ୍ରୀ ପ୍ରଣିତାଙ୍କୁ ତାଙ୍କ ବାପ ଘରୁ…
ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପରେ ଅର୍ଥ ହେରଫେର ଘଟଣା; ତଦନ୍ତ ନିର୍ଦ୍ଦେଶ ଦେଲେ ଉପଜିଲାପାଳ
ତାଳଚେର,୧୮ା୮(ନି.ପ୍ର.) ତାଳଚେର ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପରେ କଣ୍ଟିଜେନ୍ସି ବାବଦ ଅର୍ଥ ହେରଫେର ଘଟଣାର ତଦନ୍ତ କରବିାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। କଣ୍ଟିଜେନ୍ସି ଅର୍ଥ ହଡପ, ଇସିସିଇ ଟ୍ରେନିଂ ମମତା ଯୋଜନା, ସ୍ବୟଂ ସହାୟକ ଗୋଷ୍ଠୀ ତାଲିମ ଓ ଅନ୍ୟାନ୍ୟ ରିଫ୍ରେସର…
ଶ୍ୱଶୁର ଘରକୁ ଆସି ଚୋରି ଉଦ୍ୟମ: ଜ୍ୱାଇଁ ଗିରଫ
କଳିଙ୍ଗନଗର,୧୮।୮(ଡି.ଏନ.ଏ)- ଶ୍ୱଶୁର ଘରକୁ ବୁଲିବାକୁ ଆସି ଗାଡ଼ି ବ୍ୟାଟେରୀ ଓ ଯନ୍ତ୍ରାଂଶ ଚୋରି କରୁଥିବାବେଳେ ଧରାପଡ଼ି ଯଖପୁରା ପୋଲିସ ଦ୍ୱାରା କୋର୍ଟଚାଲାଣ ହୋଇଛନ୍ତି ଜ୍ୱାଇଁ। ଏଭଳି ଘଟଣା ଘଟିଛି ଡୁବୁରୀ ମାଟିଆ ସାହିରେ। ଗିରଫ ବ୍ୟକ୍ତି ହେଲେ କେନ୍ଦୁଝର ଜିଲା ପାଟଣା…
ବର୍ଷାରେ ଧୋଇଗଲା ପାଙ୍ଗାଲପଦର ରାସ୍ତା : ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ
କୋଟଗଡ଼,୧୮ା୮(ଡି.ଏନ.ଏ.)-କୋଟଗଡ ବ୍ଲକ ସଦର ମହକୁମାଠାରୁ ସାରତୁଲ ପଞ୍ଚାୟତ ପାଙ୍ଗାଲପଦର ଗାଁ ୧୨ କି.ମି ଦୂର। ଗତ ଲଗାଣ ବର୍ଷାରେ ଗାଁକୁ ଯାଇଥିବା ରାସ୍ତା ଧୋଇଯିବା ସହ ମାଟି ଅତଡା ପଡି ଯାତାୟାତରେ ଅସୁବିଧା ହେଉଛି। ବର୍ଷା ଛାଡିବାର ୪ ଦିନ ପରେ…
ଆବଣ୍ଟନ ହେବ କୃଷକ ବଜାର ଦୋକାନ ଗୃହ: ଦିଆଯିବ ୫୬ ଦୋକାନ, ୩ ଗୋଦାମ
ଢେଙ୍କାନାଳ ଅଫିସ, ୧୮।୮: ଢେଙ୍କାନାଳ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ସ୍ଥାନୀୟ କୈବଲ୍ୟ ବଜାରରେ ୮୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ କୃଷକ ବଜାର ଦୋକାନ ଘର ଆବଣ୍ଟନ କରାଯିବ। ଏ ନେଇ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଶନିବାର ଜିଲା…
ବ୍ରହ୍ମପୁର-ସମ୍ବଲପୁର ରେଳଲାଇନ ଦାବି ପ୍ରସଙ୍ଗ : ଏମ୍ପିଙ୍କୁ ଭେଟିଲେ ୩ ବାର୍ ଆସୋସିଏଶନ କର୍ମକର୍ତ୍ତା
ଭଞ୍ଜନଗର,୧୮।୮(ଡି.ଏନ.ଏ)-ବ୍ରହ୍ମପୁର ଭାୟା ଭଞ୍ଜନଗର ସମ୍ବଲପୁର ରେଳଲାଇନ ପାଇଁ ଭଞ୍ଜନଗର ବାର୍ ଆସୋସିଏଶନ ବିଭିନ୍ନସ୍ତରରେ ଦାବି ଉଠାଉଛି। ବାର୍ ଆସୋସିଏଶନ କର୍ମକର୍ତ୍ତା କିଛିଦିନ ପୂର୍ବେ ବ୍ରହ୍ମପୁର ଏମ୍ପି ଚନ୍ଦ୍ରଶେଖର ସାହୁ ଓ କନ୍ଧମାଳ ଏମ୍ପି ଡ. ଅଚ୍ୟୁତ ସାମନ୍ତଙ୍କୁ ଭେଟି ଉପରୋକ୍ତ ଦାବିକୁ…

