ଆମ ଜିଲା ଖବର

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୧୭।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଦାରିଙ୍ଗବାଡ଼ି ଅଞ୍ଚଳରେ ବିବାହ କରିଥିବା ପ୍ରିୟତମା ପ୍ରଧାନ (୨୩)। ମୃତଦେହକୁ ପୋଲିସ ଜବତ କରି ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ୟବଚ୍ଛେଦ କରାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର…

ଧାନ ରୋଇବା ବେଳେ ବଜ୍ରପାତ, ମହିଳା ମୃତ

ପାତ୍ରପୁର,୧୭ା୮(ଡି.ଏନ.ଏ.): ଜରଡ଼ା ଥାନା ପାତ୍ରପୁର ବ୍ଲକ ଗୁଣ୍ଡ୍ରା ପଞ୍ଚାୟତ ରାଙ୍କୁଡ଼ା ଗ୍ରାମରେ ଶନିବାର ଅପରାହ୍ନରେ ବିଲରେ କାମ କରୁଥିବା ଜଣେ ମହିଳା ଶ୍ରମିକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ସେ ହେଲେ ସପଙ୍ଗ ଗ୍ରାମର ପାର୍ବତୀ ନାଇକ(୫୫)। ସପଙ୍ଗ ଗ୍ରାମର ପାର୍ବତୀଙ୍କ ସହ…

ବଜ୍ରପାତରେ ଚିଙ୍ଗୁଡି ଚାଷୀଙ୍କ ପ୍ରାଣଗଲା

ରୂପ୍‌ସା, ୧୭ା୮(ଡ଼ି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ପରିଖି ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ଚିଙ୍ଗୁଡି ଚାଷ କରୁଥିବା ପଞ୍ଚାନନ ରଣା (୬୨) ନାମକ ଚାଷୀଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ପଞ୍ଚାନନଙ୍କ ଘର ଟାଉନ ଥାନା ରାଜା ବଗିଚା ଅଞ୍ଚଳରେ। ସେ…

ଆକ୍ରମଣ, ଲୁଟ୍‌ ଘଟଣା : ୩ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୭।୮: ଏକ ଆକ୍ରମଣ ଓ ଲୁଟ୍‌ ମାମଲାର ବିଚାର କରି ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ସିଜେଏମ)ପ୍ରଜ୍ଞା ପାରମିତା ରାଉଳ ୩ ଅଭିଯୁକ୍ତଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି । ସେମାନେ ହେଲେ ଗଞ୍ଜାମ ଜିଲା ଜରଡ଼ା ଥାନା…

‘ଅଖଣ୍ଡ ଭାରତ ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାର ବଦ୍ଧପରିକର’

ବାଲେଶ୍ୱର ଅଫିସ୍‌, ୧୭ା୮: ୩୭୦ ଧାରା ଉଚ୍ଛେଦ କରି କେନ୍ଦ୍ର ସରକାର କାଶ୍ମୀରବାସୀଙ୍କୁ ନ୍ୟାୟ ପ୍ରଦାନ କରିଛନ୍ତି। ଅଖଣ୍ଡ ଭାରତ ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାର ବଦ୍ଧପରିକର ବୋଲି କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ବାଲେଶ୍ୱର ଏକ ଘରୋଇ ହୋଟେଲ ପରିସରରେ…

ବଳାତ୍କାରୀ ବାପାଙ୍କୁ ୧୦ ବର୍ଷ ଜେଲ୍‌

ବ୍ରହ୍ମପୁର ଅଫିସ,୧୭।୮ : ଏକ ବଳାତ୍କାର ମାମଲାର ଶୁଣାଣି କରି ଅତିରିକ୍ତ ଜିଲା ଦୌରା ଜଜ୍‌ ଜଗଦୀଶ ପ୍ରସାଦ ମହାନ୍ତି ବଳାତ୍କାରୀ ବାପାଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି । ଏହା ସହ ୧୭ ହଜାର ଟଙ୍କା ଜରିମାନା ଦେବାକୁ…

ଥାନାଧିକାରୀଙ୍କ ବଦଳି ଦାବିରେ ଗ୍ରାମବାସୀ ଏସ୍‌ପିଙ୍କ ଦ୍ୱାରସ୍ଥ

କୋରାପୁଟ,୧୭।୮(ସ୍ବ.ପ୍ର.): କୋରାପୁଟ ଜିଲାର ପାଡୁଆ ଥାନାଧିକାରୀଙ୍କ ବଦଳି ଦାବି କରି ଦୁଇ ଗ୍ରାମର ଶତାଧିକ ଗ୍ରାମବାସୀ ଶନିବାର ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ଦ୍ୱାରସ୍ଥ ହୋଇ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ଦାବିପତ୍ରରେ ସେମାନେ ଉଲ୍ଲେଖ କରିଛନ୍ତି ଯେ, ଗତ ଜୁଲାଇ…

ସାପ କାମୁଡ଼ାରେ ଛାତ୍ରୀଙ୍କ ମୃତ୍ୟୁ

ଭଦ୍ରକ ଅଫିସ, ୧୭।୮ – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ମୌସୁଧା ଗ୍ରାମର କଲେଜ ପଢୁଆ ଛାତ୍ରୀ ରୀନାରାଣୀ ନାୟକଙ୍କର ଶନିବାର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ସେ ଶୁକ୍ରବାର ରାତିରେ ଶୋଇଥିବା ବେଳେ ଘରେ ପଶି ସାପ କାମୁଡ଼ି…

ମାଲବାହୀ ଟେନ୍‌ ଧକ୍କାରେ ମହିଳାଙ୍କ ଜୀବନ ଗଲା

କୋରାପୁଟ,୧୭।୮(ସ୍ବ.ପ୍ର.) : କୋରାପୁଟ ଟାଉନ ଥାନା ଅନ୍ତର୍ଗତ ଡୁମୁରିପୁଟ ରେଳ ଷ୍ଟେଶନରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଏକ ମାଲବାହୀ ଟ୍ରେନ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ସୁନାବେଡ଼ାସ୍ଥିତ ହାଲ୍‌ କର୍ମଚାରୀ କେଦାରନାଥ…

ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ : ଯୌତୁକଜନିତ ହତ୍ୟା ଅଭିଯୋଗ

କାମାକ୍ଷାନଗର, ୧୭।୮(ଡି.ଏନ.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଅନ୍ତର୍ଗତ ଅନନ୍ତପୁର ଲେକ୍‌ଚର୍ସ କଲୋନୀରେ ଭଡ଼ାଘରେ ରହୁଥିବା ଜଣେ ନବବିବାହିତାଙ୍କ ଶୁକ୍ରବାର ରାତିରେ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ କଲ୍ୟାଣୀ ସ୍ବାଇଁ (୨୩)। ମୃତ ମହିଳାଙ୍କ ବାପା ହଟକିଶୋର ସ୍ବାଇଁ…

ଆଇନଜୀବୀଙ୍କୁ ପିସ୍ତଲ ଦେଖାଇ ଟଙ୍କା ମାଗିବା,ହତ୍ୟା ଧମକ ଘଟଣା :୪ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

ନବରଙ୍ଗପୁର,୧୭।୮(ବି.ପ୍ର.): ଜଣେ ଆଇନଜୀବୀଙ୍କ ଛାତିରେ ପିସ୍ତଲ ଲଗାଇ ହତ୍ୟା ଧମକ ଓ ଟଙ୍କା ଆଦାୟ କରିବା ଘଟଣାରେ ନବରଙ୍ଗପୁର ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛିି। ସେମାନଙ୍କଠାରୁ ଗୋଟିଏ ପିସ୍ତଲ, ଗୋଟିଏ ଜୀବନ୍ତ ଗୁଳି, ୧ ଲକ୍ଷ…

‘ଧରିତ୍ରୀ’ ପ୍ରଭାବ: ଖବର ପ୍ରକାଶନ ପରେ ଲୁଣାବନ୍ଧ ଘାଇ ମରାମତି ଆରମ୍ଭ

କାକଟପୁର,୧୭।୮(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁର ଓ ଅସ୍ତରଙ୍ଗ ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ଦେବୀ ନଦୀରେ ବନ୍ୟାଜଳ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଲୁଣାବନ୍ଧର ଚତୁରା ଘେରି ନିକଟରେ ୫୦ଫୁଟ ଲମ୍ବର ଘାଇ ସୃଷ୍ଟି ହେବା ଯୋଗୁ ବନ୍ୟାପାଣି ନଗର ପଞ୍ଚାୟତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?