ଆମ ଜିଲା ଖବର

ଧରାପଡ଼ିଲେ ଚୋର, ଥାନାରେ ଅଟକ

ଆରଡ଼ି,୯।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ଫାଣ୍ଡି ଅନ୍ତର୍ଗତ ମଠଡିହ ଠାରେ ଥିବା ଓଳଗ ଗ୍ରାମର ଅଙ୍କିତ ନାୟକଙ୍କ ମୋବାଇଲ ମରାମତି ଦୋକାନରୁ ରବିବାର ରାତିରେ ଏକ ଲାପଟପ୍‌, ପ୍ରିଣ୍ଟର ମେଶିନ, କିଛି ନୂଆ ମୋବାଇଲ ସହ ଅନ୍ୟାନ୍ୟ ସାମଗ୍ରୀ ଚୋରି ହୋଇଥିଲା।…

ବରଷାରେ ଘର ଭାଂଗ୍‌ଲା: ମୁଡେ ଲାଗର ବୋଝ୍‌, କୁଟୁମ୍‌ ଚିନ୍‌ତା

ଲାଠୋର, ୯ା୯ (ଡି.ଏନ୍‌.ଏ.): ଗଲା ଦିନାକେତେ ହେଲା ଲଘୁଚାପ ପରଭାବରେ ପଶ୍ଚିମ ଓଡ଼ିଶାର ଅନେକ ଜିଲାରେ ବରଷା ଲାଗି ରହିଛେ। ବରଷା ପାଏନ୍‌ରେ ଗଲା ଶନିବାର ରାତି ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍‌ ଅଧୀନ ପିପଲବାହାଲ ବାଗପଡ଼ାର ବଲରାମ…

ଆଧୁନିକତାର ସ୍ପର୍ଶ ଅପେକ୍ଷାରେ କାଠ କଣ୍ଢେଇ

କେନ୍ଦୁଝର, ୯।୯(ସ୍ବ.ପ୍ର.)-କାଠ କଣ୍ଢେଇ ସହ ସେ ବିତାଇଛନ୍ତି ଜୀବନର ଅନେକ ବୟସ। ବୁଝିଛନ୍ତି କାଠ କଣ୍ଢେଇ ମନର କଥା। ଆଧୁନିକତାର ରଙ୍ଗ ମାଖି ପୁରୁଣା କାଠ କଣ୍ଢେଇକୁ ସଜାଇଦେବା ଲାଗି ସେ ତିଆରି କରିଛନ୍ତି ବ୍ଲୁ ପ୍ରିଣ୍ଟ। ହେଲେ ଅର୍ଥାଭାବ ଏଥିରେ…

ବରଷାରେ ଘର ଭାଂଗଲା, ବରତିଲେ ୩ ମା’ଝି

ଲୋଇସିଂହା, ୯।୯ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଂଚଲରେ ଗଲା ଗୁରୁବାରନୁ ବରଷା ଲାଗି ରହିଛେ। ଇ ବରଷାରେ ବ୍ଲକ ଅଧୀନ ନେଗିପାଲି ଗଁାର ଝନେ ନିସାହା ବିଧବା ବୁଢ଼ିକଁର ଘର ଭାଂଗି ଯାଇଛେ। ଘରେ ଖାଇପିଇ ମା’ ଆର…

ପଲିଥିନ୍‌ ତଲେ ପରିବାର: ପାଏଖାନା ଘରେ ଧାନ୍‌ଚାଉଲ, ଜିନିଷ୍‌ପାତିି

ଗଣ୍ଡତୁରୁମ, ୯।୯ (ଡି.ଏନ୍‌.ଏ.): ବରଗଡ଼ ଜିଲା ଭେଡ଼େନ ବ୍ଲକ ଅଂଚଲରେ ଗଲା ମଙ୍ଗଲବାରନୁ ଲଘୁଚାପ ପରଭାବରେ ବରଷା ଲାଗିରହିଛେ। ବାଦଲଫଟା ବରଷାରେ ବ୍ଲକ ଅଧୀନ ଅନେକ୍‌ ଗଁାଗଁଡ଼ାରେ ଲୁକ୍‌କର ବଡ଼ଭାରି କ୍ଷୟକ୍ଷତି ହେଇଥିବାର ଜନାଯାଇଛେ। ସୂଚନା ଅନ୍‌ସାରେ ଭେଡ଼େନ ବ୍ଲକ ଗଣ୍ଡତୁରୁମ…

ବିପଦସଙ୍କୁଳ ଆପ୍ରାନାଳ ପୋଲ ରାସ୍ତା

ବାଲିଗୁଡା,୯ା୯(ଡି.ଏନ.ଏ.)-ବାଲିଗୁଡ଼ା ବ୍ଲକ ବାରଖମା ରାସ୍ତାରେ ଥିବା ଆପ୍ରାନାଳ ପୋଲ ବିପଦସଙ୍କୁଳ ଅବସ୍ଥାରେ ରହିଛି ା ଲଗାଣ ବର୍ଷାରେ ପୋଲ ସଂଯୋଗୀକରଣ ରାସ୍ତା ପାର୍ଶ୍ୱ ଧୋଇଯାଇଛି। ଏପରି କି ମାଟି ଧସି ମୁଖ୍ୟ ରାସ୍ତାର ଅଧା ଦବିଲାଣି। ଅଞ୍ଚଳରେ ବର୍ଷା ଲାଗି ରହିଥିବା…

ହୃଦ୍‌ଘାତରେ କଏଦୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୯ା୯-ହୃଦ୍‌ଘାତରେ ଜଣେ ବିଚାରାଧୀନ କଏଦୀଙ୍କର ଏମ୍‌କେସିଜି ମେଡିକାଲରେ ରବିବାର ମୃତ୍ୟୁ ଘଟିଛି। ମୃତକ ହେଲେ କୀର୍ତ୍ତନ ନାୟକ (୭୩) ା ତାଙ୍କ ଘର ଗଞ୍ଜାମ ଜିଲା ବଡଗଡ ଥାନା ଅନ୍ତର୍ଗତ ବାଣପୁର ବୋଲି ପୋଲିସ କହିଛି। ପ୍ରକାଶ ଯେ, ୨୦୧୮…

ଗୋଟିଏ ରାତିରେ ୫ ଘରୁ ଲୁଟ୍‌

ଦିଗପହଣ୍ଡି,୯ା୯(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳରେ ଦିନକୁ ଦିନ ଲୁଟେରାଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି। ଶନିବାର ବିଳମ୍ବିତ ରାତିରେ ଏହି ଥାନା ଅଞ୍ଚଳର ୫ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ପୋଲିସ ମାମଲା ରୁଜୁକରି ତଦନ୍ତ ଚଳାଇଥିଲେ ମଧ୍ୟ ଲୁଟେରାଙ୍କ ଟେର୍‌ ପାଉନାହିଁ।…

ମନ୍ଦିରରୁ ଚୋରି: ଖତଗଦାରୁ ପାର୍ବତୀଙ୍କ ମୂର୍ତ୍ତି ଉଦ୍ଧାର, ଅଭିଯୁକ୍ତ ଅଟକ

ଦିଗପହଣ୍ଡି,୯ା୯(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଛଣମେରୀ ଗ୍ରାମସ୍ଥିତ କପିଳେଶ୍ୱରଙ୍କ ମନ୍ଦିରରୁ ଶନିବାର ସନ୍ଧ୍ୟାରେ ୧ଫୁଟ ଉଚ୍ଚତା ବିଶିଷ୍ଟ ଅଷ୍ଟଧାତୁରେ ନିର୍ମିତ ପାର୍ବତୀଙ୍କ ମୂର୍ତ୍ତି ଚୋରି କରିଥିବା ଅଭିଯୁକ୍ତ ରବିବାର ଧରାପଡ଼ିଛନ୍ତି । ତାଙ୍କ ବାରିପଟ ଖତଗଦାରୁ ପାର୍ବତୀଙ୍କ ମୂର୍ତ୍ତିକୁ ଉଦ୍ଧାର କରାଯାଇଛି। ଅଭିଯୁକ୍ତଙ୍କୁ ଲୋକେ…

ଶ୍ରମିକ କାର୍ଡ ପାଇଁ ଟଙ୍କା ଆଦାୟ ଅଭିଯୋଗ

ଛତ୍ରପୁର,୯ା୯(ଡି.ଏନ.ଏ)-ଛତ୍ରପୁରସ୍ଥିତ ଜିଲା ଶ୍ରମ କାର୍ଯ୍ୟାଳୟରେ ଶ୍ରମିକ କାର୍ଡ କରିଦେବା ଓ ପଞ୍ଜୀକୃତ ଶ୍ରମିକଙ୍କୁ ବିଭିନ୍ନ ସରକାରୀ ସହାୟତା ଯୋଗାଇଦେବା ପାଇଁ ଟଙ୍କା ଆଦାୟ କରାଯାଉଥିବା ଅଭିଯୋଗ ହୋଇଥିଲା ା ଏହାର ତଦନ୍ତ କରାଯିବ ଏବଂ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ବଡ଼ ଡାକ୍ତରଖାନାରେ ଚିକିତ୍ସା ସେବା ଦେଖିଲେ ଏମ୍‌ପି, ବିଧାୟକ

ବ୍ରହ୍ମପୁର ଅଫିସ,୯ା୯-ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ ଓ ବିଧାୟକ ବିକ୍ରମ କୁମାର ପଣ୍ଡା ରବିବାର ଅପରାହ୍ନରେ ଅଚାନକ ଏମ୍‌କେସିଜି ମେଡିକାଲ କଲେଜ ହସ୍ପିଟାଲକୁ ଯାଇ ସମସ୍ୟା ଅନୁଧ୍ୟାନ ସହ ରୋଗୀଙ୍କୁ କିଭଳି ସେବା ଯୋଗାଇ ଦିଆଯାଉଛି ତାହା ତଦାରଖ କରିଥିଲେ ।…

ବନ ଅଧିନିୟମ ସଂଶୋଧନକୁ ବିରୋଧ

ବ୍ରହ୍ମପୁର ଅଫିସ,୯ା୯-ଭାରତୀୟ ବନ ଅଧିନିୟମ ୧୯୨୭ ପ୍ରସ୍ତାବିତ ସଂଶୋଧନକୁ ଆଦିବାସୀ ଭାରତ ମହାସଭା ବିରୋଧ କରିଛି। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ ଦାବି ହୋଇଛି । ନ ହେଲେ ଏହାର ପ୍ରତିବାଦରେ ସେପ୍ଟେମ୍ବର ୩୦ରେ ଭଞ୍ଜନଗରରେ ଆଦିବାସୀଙ୍କ ବିଶାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?