ଆମ ଜିଲା ଖବର

ସ୍ବାସ୍ଥ୍ୟକେନ୍ଦ୍ରର ନାମ ଶହୀଦ ରଘୁଦିବାକର ରଖିବାକୁ ପ୍ରସ୍ତାବ

ରଣପୁର, ୧୭।୮(ସ୍ବ.ପ୍ର.)-ନୟାଗଡ ଜିଲାର ରଣପୁର ସ୍ବାସ୍ଥ୍ୟକେନ୍ଦ୍ରର ନାମ ପରିବତ୍ତର୍ର୍ନ କରାଯାଇ ଶହୀଦ ରଘୁଦିବାକରଙ୍କ ନଁାରେ ରଖିବାକୁ ରଣପୁର ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ସତ୍ୟ ନାରାୟଣ ପ୍ରଧାନ ପ୍ରସ୍ତାବ ରଖିଛନ୍ତି । ଏ ନେଇ ବିଧାୟକ ମୁଖ୍ୟମନ୍ତ୍ରୀ ଓ…

ଉଜୁଡ଼ିଲା ଫସଲ ଓ ଧୋଇଗଲା ରାସ୍ତା

ଗଣିଆ,୧୭।୮(ଡି.ଏନ.ଏ.)- ଛାଡିଯାଇଛି ବନ୍ୟାଜଳ ା ହେଲେ ଉଜୁଡିଯାଇଛି ଏକର ଏକର ଚାଷ ଜମି ା ଧୋଇଯାଇଛି ରାସ୍ତାଘାଟ ା ଫଳରେ ବହୁ ଚାଷୀ ଉଜୁଡା ଫସଲକୁ ଦେଖି ମୁଣ୍ଡରେ ହାତ ଦେଇ ବସିଛନ୍ତି। ଏଭଳି ଦୃଶ୍ୟ ଗଣିଆ ବ୍ଲକର ଛାମୁଣ୍ଡିଆ, ରାସଙ୍ଗ,…

ସାହାସପୁର ମହାବିଦ୍ୟାଳୟର ପ୍ରତିଷ୍ଠା ଉତ୍ସବ ‘ସଂକଳ୍ପ ନେଇ ଶିକ୍ଷାଲାଭ କଲେ ସିଦ୍ଧି ନିଶ୍ଚିତ ମିଳିବ’

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୧୭ା୮(ଡି.ଏନ.ଏ.)- ଗୋଟିଏ ଶିକ୍ଷାନୁଷ୍ଠାନ ଆଗକୁ ଯିବାକୁ ହେଲେ ସମସ୍ତଙ୍କର ସହଭାଗିତା ଓ ସହଯୋଗର ଆବଶ୍ୟକ ରହିଅଛି। ଛାତ୍ରୀଛାତ୍ର, ଅଧ୍ୟାପକ ଓ ଅଭିଭାବକଙ୍କ ମିଳିତ ଉଦ୍ୟମ ଦ୍ୱାରା ମହାବିଦ୍ୟାଳୟର ବିକାଶ ଆଗକୁ ଯାଇଥାଏ। ଛାତ୍ରୀଛାତ୍ର ସାଧନାରତ ଭାବେ ପାଠ ପଢିବା ସହିତ ସଂକଳ୍ପ…

ଜିଲା ଚିଠି: ନୂଆ ବସ୍‌ଷ୍ଟାଣ୍ଡ

୧୯୯୩ରେ ଭଦ୍ରକକୁ ମିଳିଥିଲା ଜିଲା ମାନ୍ୟତା । ଜିଲା ପୁନର୍ଗଠନକୁ ୨୬ ବର୍ଷ ବିତିଗଲାଣି। ଜିଲା ସଦର ମହକୁମାର ଭିତ୍ତିଭୂମି ବିକାଶ ଲାଗି କେତେକ ଯୋଜନା ହୋଇଥିଲେ ବି ନୂଆ ବସ୍‌ଷ୍ଟାଣ୍ଡ ଭଳି ପ୍ରକଳ୍ପ ଆଜି ସୁଦ୍ଧା ଏକପ୍ରକାର ଅବ୍ୟବହୃତ ହୋଇ…

ଫାଷ୍ଟ କମ୍‌ ଫାଷ୍ଟ ଲୋଡ଼ିଂ ବିବାଦ”: ‘ପ୍ରଶାସନର ଉଦାସୀନତାକୁ ବରଦାସ୍ତ କରାଯିବନି’

କାଳିଆପାଣି,୧୭ା୮(ଡି.ଏନ୍‌.ଏ.)- ଖଣି ଅଞ୍ଚଳରେ କ୍ରୋମାଇଟ ପରିବହନକୁ ଶୁକ୍ରବାର କ୍ଷତିର ସମ୍ମୁଖୀନ ହେଉଥିବା ଶତାଧିକ ଟ୍ରକ୍‌ ମାଲିକଙ୍କୁ ନେଇ ଏକ ସାଧାରଣ ବୈଠକ ଅଶୋକଝରଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁକିନ୍ଦା ଭାଜପା ନେତା ପ୍ରଦୀପ ବଳ ସମାନ୍ତ ଯୋଗଦେଇ କ୍ରୋମାଇଟ୍‌ ଲୋଡିଂକୁ ନେଇ…

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ବରୀ/ରତ୍ନଗିରି,୧୭ା୮(ସ୍ବ.ପ୍ର./ଡି.ଏନ.ଏ.): ବରୀ ଥାନା ଅଞ୍ଚଳରେ ଗୁରୁବାର ଜଣେ ନାବଳିକାଙ୍କୁ ବଳାତ୍କାର କରାଯାଇଛି। ଏନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ମାମଲା ନଂ-୧୯୪/୧୯ ରୁଜୁ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ଥାନା ଅଧୀନ…

ଅଡୁଆରେ ଭିସା ଷ୍ଟିଲ: କାରଖାନା ବନ୍ଦ ପାଇଁ ଏନ୍‌ଜିଟିର ନିର୍ଦ୍ଦେଶ

ଯାଜପୁର ଅଫିସ,୧୭ା୮- କଳିଙ୍ଗନଗର ଭିସା ଷ୍ଟିଲ କାରଖାନା ଦ୍ୱାରା ଉକତ୍ଟ ବାୟୁ ଓ ଜଳ ପ୍ରଦୂଷଣ ପାଇଁ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି) ପକ୍ଷରୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)କୁ କଡ଼ା ନିର୍ଦ୍ଦେଶ ହୋଇଛି। ଏନ୍‌ଜିଟିରେ ଆବେଦନ ସଂଖ୍ୟା ୧୯/୨୦୧୯ (ଇଜେଡ)…

ଜାରକା ବଜାର ଉଛେଦ ପ୍ରକ୍ରିୟା ଆରମ୍ଭ

ଧର୍ମଶାଳା ୧୭ା୮(ଡି.ଏନ୍‌.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥ ପ୍ରସସ୍ଥିକରଣ ପାଇଁ ଜାରକା ବଜାର ଉଭୟ ପାର୍ଶ୍ୱରେ ବେଆଇନ ଭାବେ ନିର୍ମିତ ଦୋକାନଗୁଡିକୁ ତହସିଲ ପକ୍ଷରୁ ଶୁକ୍ରବାର ଉଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି ା ପୂର୍ବ ନୋଟିସ ମୁତାବକ ଧର୍ମଶାଳା…

ପୌରପାଳିକାର ଅଜବ ତଟ ସଫେଇ : ବେଳାଭୂମିରେ ପୋତାଯାଉଛି ଆବର୍ଜନା

ପାରାଦୀପ, ୧୭ା୮ (ସ୍ବ.ପ୍ର.): ସମ୍ପ୍ରତି ସମଗ୍ର ଦେଶରେ ସରକାରୀ ଓ ବେସରକାରୀ ଭାବେ ସ୍ବଚ୍ଛ ଭାରତ ଅଭିଯାନରେ ସଫେଇ କାର୍ଯ୍ୟକ୍ରମ ଚାଲିଛି। ଏହାଦ୍ୱାରା ସମସ୍ତେ ନିଜ ଅଞ୍ଚଳରେ ଆବର୍ଜନାମୁକ୍ତ ପରିବେଶ ସୃଷ୍ଟି କରିବେ ବୋଲି କୁହାଯାଉଛି। ଏହି କ୍ରମରେ ପାରାଦୀପ ପୌରପାଳିକା…

ଏସାର ଷ୍ଟିଲ ପାଇଁ ବଢୁଛି ଅଡୁଆ : ଶେଷ ହେବା ଅବସ୍ଥାରେ ଇବିଟିପିଏଲ୍‌ ଚୁକ୍ତି ଅବଧି

ପାରାଦୀପ,୧୭ା୮(ସ୍ବ.ପ୍ର.): ଦେଶର ଅନ୍ୟତମ ପ୍ରତିଷ୍ଠିତ କମ୍ପାନୀ ଏସାର ଷ୍ଟିଲ ଏବେ ବିଭିନ୍ନ କାରଣ ପାଇଁ ଚର୍ଚ୍ଚାରେ ରହିଛି। କମ୍ପାନୀର ଦେବାଳିଆସ୍ଥିତି ପାଇଁ ବ୍ୟାଙ୍କର୍ସମାନେ ବିକ୍ରି ପାଇଁ ଉଦ୍ୟମ ଚଳାଇଛନ୍ତି। ଆର୍ସେଲର ମିତ୍ତଲ ଉକ୍ତ କମ୍ପାନୀ ଅଧିଗ୍ରହଣ କରିବା ମାମଲା ଏବେ କୋର୍ଟରେ…

କଳ୍ପନା ଦାଶଙ୍କ ସ୍ମୃତିରକ୍ଷା ପାଇଁ ଅଭିନବ ପ୍ରୟାସ: ଢେଙ୍କାନାଳରୁ ଭୁବନେଶ୍ୱର ଦୌଡ଼ିଲେ ସିଦ୍ଧାର୍ଥ

ଢେଙ୍କାନାଳ ଅଫିସ, ୧୭।୮ – ଏଭରେଷ୍ଟ ବିଜୟିନୀ କଳ୍ପନା ଦାଶଙ୍କ ସ୍ମୃତିରକ୍ଷା ଉଦ୍ଦେଶ୍ୟରେ ଢେଙ୍କାନାଳରୁ ଭୁବନେଶ୍ୱର ଦୌଡ଼ିଛନ୍ତି ସିଦ୍ଧାର୍ଥଶଙ୍କର ଦାସ। ଭାରତୀୟ ସେନାବାହିନୀରେ କାର୍ଯ୍ୟରତ ସିଦ୍ଧାର୍ଥ ସ୍ବାଧୀନତା ଦିବସ ଉପଲକ୍ଷେ ଗୁରୁବାର ପୂର୍ବାହ୍ନ ୮ଟା ୧୫ରେ ଜିଲା କାର୍ଯ୍ୟାଳୟ ପରିସରରୁ ଦୌଡ଼ିବା…

ରାଜପଥ, ପାରିପାର୍ଶ୍ୱିକ ରାସ୍ତା ହେଲାଣି ମରଣଯନ୍ତା: ଏନ୍‌ଏଚ୍‌ଏଆଇ, ନାଲ୍‌କୋ ଉପରେ ବର୍ଷିଲେ ଏମ୍‌ପି

ଅନୁଗୋଳ ଅଫିସ, ୧୭।୮ – ଅନୁଗୋଳ ଓ ଢେଙ୍କାନାଳ ଜିଲା ମଧ୍ୟ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅନେକ ସ୍ଥାନରେ ବିପଦଶଙ୍କୁଳ ଅବସ୍ଥାରେ ଅଛି। ଏଥିଯୋଗୁ ଦୁର୍ଘଟଣାମାନ ଘଟି ବହୁ ଧନ ଜୀବନ ନଷ୍ଟ ହେଉଥିଲେ ବି ରାଜପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?