ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କଲେ ଫେରିବାଲା, ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ପୀଡ଼ିତା
କେନ୍ଦୁଝର,୧୭ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅଞ୍ଚଳରେ ଜଣେ ୮ ବର୍ଷର ଦିବ୍ୟାଙ୍ଗ ଜନଜାତି ନାବାଳିକାଙ୍କୁ ଆସିଫ୍ ଅନବର ଖାନ୍ ନାମକ ଫେରିବାଲା ଶନିବାର ଅପରାହ୍ନରେ ବାରମ୍ବାର ବଳାତ୍କାର କରି କ୍ଷତାକ୍ତ କରି ଦେଇଥିବା ଯୋଗୁ ପୀଡ଼ିତା କେନ୍ଦୁଝର…
ମିଳୁନି ବିଏସ୍ଏନ୍ଏଲ୍ ସେବା, ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକୋ
ରାଇକିଆ,୧୭ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ମାଣିକେଶ୍ୱେର ପଞ୍ଚାୟତବାସୀ ବିଏସ୍ଏନ୍ଏଲ ସେବାରୁ ବଞ୍ଚିତ ହେଉଛନ୍ତି। ବିଭିନ୍ନ ସ୍ଥାନରେ ଟାଓ୍ବାର ସ୍ଥାପନ ହେଇଥିଲେ ମଧ୍ୟ ସେବା ମିଳି ପାରିନାହିଁ। ଇଣ୍ଟରନେଟ୍ ଯୁଗରେ ଲୋକେ ମୋବାଇଲ ଭଳି ସାଧାରଣ ସୁବିଧା ପାଇ ପାରିନାହାନ୍ତି।…
ଜୟପୁରର ଯୁବକ ଗଞ୍ଜାମରୁ ଉଦ୍ଧାର, ଏକମାତ୍ର ପୁଅକୁ ପାଇ ଖୁସିରେ ଆତ୍ମହରା ମା-ବାପା
ଗଞ୍ଜାମ,୧୭ା୧୧(ବିଦ୍ୟାଧର ସାହୁ): କୋରାପୁଟ ଜୟପୁର ଅଞ୍ଚଳର ଜଣେ ଯୁବକ ଗତ ଛଅ ତାରିଖରେ ଘରୁ କେଉଁଆଡ଼େ ଚାଲିଯାଇଥିଲେ। ପୁଅ ନିଖୋଜ ନେଇ ବାପା ଜୟପୁର ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ଟାଉନ ଥାନା ପୋଲିସ ଫଟୋ ଜାରି…
ପଶ୍ଚିମବଙ୍ଗ ଅଟୋ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ
ଭଦ୍ରକ,୧୭।୧୧(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଉତୁକୁଠାରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ଅଟୋ ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି l ମୃତ ସାଇକେଲ ଆରୋହୀ ଉତୁକୁ ଗ୍ରାମର ଅରୁଣ କୁମାର ବେହେରା ବୋଲି ଜଣାପଡିଛି…
ହେବନାହିଁ ଧନୁଷ୍ଟଙ୍କାର-ଗଳା ସଂକ୍ରମଣ ରୋଗ, ଟିଡି ଟିକା ନେବେ ୧୮୦୦ ଛାତ୍ରୀଛାତ୍ର
ଭଞ୍ଜନଗର,୧୭ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଓ ଏନ୍ଏସିଏ ପ୍ରାୟ ୧୮୦୦ ଛାତ୍ରୀଛାତ୍ରଙ୍କୁ ଟିଡି ଟିକା ପ୍ରଦାନ କରାଯିବ। ତେଣୁ ଏନେଇ ବିଭିନ୍ନ ବିଦ୍ୟାଳୟ ଓ କଲେଜରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଟିକା ପ୍ରଦାନ କରାଯାଉଛି। ୧୦ ରୁ…
ଦଲାଲଙ୍କ କବ୍ଜାରେ ବାଲେଶ୍ୱରର ୧୦ ଶିଶୁଶ୍ରମିକ, ଧାନ କାଟିବାକୁ ଆସି…
ମହାକାଳପଡ଼ା,୧୭ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଧାନ କାଟିବା ଆରମ୍ଭ ହୋଇଛି। ଏହି ଅବସରରେ ଧାନ କାଟିବା ପାଇଁ ଶ୍ରମିକଙ୍କ ଅଭାବ ଯୋଗୁ ଲୋକେ ବାହାର ଜିଲାର ଶ୍ରମିକମାନଙ୍କୁ ଆଣି ଧାନକଟାରେ ନିୟୋଜିତ କରୁଛନ୍ତି। ଏହାର…
ସନ୍ଦିଗ୍ଧ ବାଂଲାଦେଶୀଙ୍କ ଘରେ ବୁଲିଲା ବୁଲ୍ଡୋଜର
ଜଗତସିଂହପୁର,୧୭।୧୧: ଭାରତରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ଉପସ୍ଥିତିକୁ ନେଇ ସାରା ଦେଶରେ ଚିନ୍ତାପ୍ରକଟ କରାଯାଉଛି। ଏଭଳିସ୍ଥିତିରେ ଜଗତସିଂହପୁର ଜିଲା ସଦର ଥାନା ବେହେରାମପୁର ବସ୍ତିରେ ଥିବା ସନ୍ଦିଗ୍ଧ ’ବାଂଲାଦେଶୀ’ଙ୍କ ଘରକୁ ପ୍ରଶାସନ ପକ୍ଷରୁ ଭାଙ୍ଗି ଦିଆଯାଇଛି। ମାଜିଷ୍ଟ୍ରେଟ ଏବଂ ଉପଜିଲାପାଳଙ୍କ ଉପସ୍ଥିତିରେ ସନ୍ଦିଗ୍ଧ…
ରାଜ୍ୟରେ ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ରହିଛି…
ଜି.ଉଦୟଗିରି,୧୭ା୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ହାଡ଼ଭଙ୍ଗା ଶୀତରେ ଥରୁଛି ରାଜ୍ୟ। ଦିନକୁ ଦିନର ଶୀତର ପ୍ରକୋପ ବଢ଼ୁଥିବା ବେଳେ ଜି.ଉଦୟଗିରିରେ ଦୈନନ୍ଦିନ ପାରଦ ତଳମୁହାଁ ହେଉଛି। ଫଳରେ ଅଞ୍ଚଳବାସୀଙ୍କ ଜୀବନଜୀବିକା ପ୍ରଭାବିତ ହେଉଛି। ପ୍ରବଳ ଶୀତ ଯୋଗୁ ସକାଳ ୧୦ଟା ପର୍ଯ୍ୟନ୍ତ…
ପୋଖରୀ ଭିତରେ ପଶିଗଲା ବିସ୍କୁଟ ବୋଝେଇ ଟ୍ରକ୍: ଆଉ ତା’ପରେ ଘଟିଲା…
ବଲାଙ୍ଗିର,୧୭।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ସମ୍ବଲପୁର ରୋଡ଼ ଛତାମଖନା ଗ୍ରାମ ନିକଟ ୨୬ନମ୍ବର ଜାତୀୟ ରାଜପଥ ରାସ୍ତାକଡରେ ଥିବା ଏକ ପୋଖରୀକୁ ଭାରସାମ୍ୟ ହରାଇ ଏକ ମାଲ ବୋଝେଇ ଟ୍ରକ ପାଣି ଭିତରେ ପଶି ଯାଇଛି l ସୂଚନା ଅନୁଯାୟୀ, ବରଗଡ଼ରୁ…
ତେଜରାତି ଦୋକାନରୁ ବିଦେଶୀ ମଦ ଜବତ: ଜଣେ ଗିରଫ
ପରଜଙ୍ଗ,୧୭।୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ ରୋଡ ଗ୍ରାମରେ ଥିବା ପ୍ରାଥମିକ ସ୍କୁଲ ନିକଟରେ ଥିବା ଏକ ତେଜରାତି ଦୋକାନରେ ପରଜଙ୍ଗ ଥାନା ଏସଆଇ ଦେବଗ୍ରାହୀ ମହାନ୍ତି,ଏଏସଆଇ ଜଳନ୍ଧର ବାରିକ ଚଢ଼ାଉ କରି ବିଭିନ୍ନ ପ୍ରକାର…
ବରଗଡ଼ ଧନୁଯାତ୍ରା: ଆରମ୍ଭ ହେଲା କଂସ ଚୟନ
ବରଗଡ଼,୧୭।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡ଼ିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ ଦିନ ବ୍ୟାପୀ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ।…
ପୁଣି ଖସିଲା ତାପମାତ୍ରା: ସର୍ବନିମ୍ନ ୭ ଡିଗ୍ରୀ ରେକର୍ଡ
ଦାରିଙ୍ଗବାଡି, ୧୫।୧୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅସହ୍ୟ ଶୀତ ଅନୁଭୂତ ହେଉଛି। ତାପମାତ୍ରା ୨ ଦିନ ସାମାନ୍ୟ ବୃଦ୍ଧି ପାଇଥିବାବେଳେ ପୁଣି ସୋମବାର ତାପମାତ୍ରା ତଳମୁହାଁ ହୋଇ ୭ ଡିଗ୍ରୀରେ ପହଞ୍ଚିଛି। ଦାରିଙ୍ଗବାଡିକୁ ଛାଡିଦେଲେ ଆଭ୍ୟନ୍ତରୀଣ ଅଞ୍ଚଳ ତଥା ସୋନପୁର,…
Archives


