ଆମ ଜିଲା ଖବର

କେଶିଙ୍ଗାରେ ସ୍ବାଧୀନତା ଦିବସ

କେଶିଙ୍ଗା, ୧୫।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେଶିଙ୍ଗା ସହରରେ ଥିବା ବିଦ୍ୟାପୀଠ ଖେଳପଡ଼ିଆଠାରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ନାଗରିକ କମିଟି ପକ୍ଷରୁ ପାଳିତ ହୋଇଯାଇଛି। ଏଥିରେ କଳାହାଣ୍ଡି ଜିଲାର ଉପ ଜିଲାପାଳ ମିର୍ଦ୍ଧା ଟପ୍ନୋ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। କେଶିଙ୍ଗା…

ଉଦଳାରେ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ

ଉଦଳା,୧୫।୮(ଡି.ଏନ୍‌.ଏ.)- କପ୍ତିପଦା ଉପଖଣ୍ଡସ୍ତରୀୟ ୭୩ ତମ ସ୍ବାଧୀନତା ଦିବସ ଉଦଳା ହାଇସ୍କୁଲ ପଡ଼ିଆରେ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଉପଜିଲାପାଳ ଭଗବାନ ବେହେରା ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀମାନଙ୍କ ଦ୍ୱାରା ଜାତୀୟ ସଙ୍ଗୀନ ଗାନ…

ଜଙ୍ଗଲ ଜମି ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ପଥପାର୍ଶ୍ୱ ସେବା କେନ୍ଦ୍ରରେ ଗୁରୁବାର ଅଞ୍ଚଳର ଜନଜାତି ସମ୍ପ୍ରଦାୟର ଲୋକଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯାଇଛି। ଏଥିପାଇଁ ସେବାକେନ୍ଦ୍ରରେ ତହସିଲ କାର୍ଯ୍ୟାଳୟ ପକ୍ଷରୁ ୧୧ ଷ୍ଟଲର ବ୍ୟବସ୍ଥା କରାଯାଇଥିଲା। ଏଥିରେ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ମୁଖ୍ୟ ଅତିଥି…

ପୁରୀରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ

ପୁରୀ ଅଫିସ, ୧୫।୮: ପୁରୀ ଶରଧାବାଲିଠାରେ ଗୁରୁବାର ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସକାଳ ୯ଟା ୧୫ରେ ମୁଖ୍ୟଅତିଥିଭାବେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଉପସ୍ଥିତ ହୋଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ଏକ ଖୋଲା ଜିପ୍‌ରେ ମନ୍ତ୍ରୀ ପରେଡ୍‌…

ସବୁଠି ଉଡ଼ିଲା ତ୍ରିରଙ୍ଗା

ଭୁବନ, ୧୫।୮(ଡି.ଏନ.ଏ.)-ଭୁବନ ଅଞ୍ଚଳର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ ପକ୍ଷରୁ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ବରାଳ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା…

ବିଭିନ୍ନ ସ୍ଥାନରେ ବାଇକ୍‌ ଦୁର୍ଘଟଣା, ୫ ଆହତ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଗୁରୁବାର ବାଇକ୍‌ ଦୁର୍ଘଟଣାରେ ୫ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଗୁମାନସିଂ ପ୍ରଧାନ, ପୁର୍ଣ୍ଣଚନ୍ଦ୍ର ପ୍ରଧାନ,ନଇମୀ ନାୟକ, ପଦ୍ମନ ଦଣ୍ଡସେନା, ନଇବ ଦିଗାଳ। ଉକ୍ତ ବ୍ଲକ ପରପଙ୍କା ଗ୍ରାମର ଗୁମାନସିଂ, ପୁର୍ଣ୍ଣଚନ୍ଦ୍ର ଏକ…

ଯୁବତୀଙ୍କୁ ବଳାତ୍କାର ଅଭିଯୋଗ

ଭୁବନ, ୧୫।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଆନନ୍ଦପୁର ଗ୍ରାମର ଅମ୍ବୁଜ ମଳିକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ପୋଲିସ ସୂଚନା ଅନୁଯାୟୀ, ଯୁବତୀ ଜଣକ ଟିପିଲେଇ ହାଟଛକକୁ ବୁଧବାର…

କାପୁଡ଼ିଆ ସମାଜ ପାଳିଲା ରକ୍ଷାବନ୍ଧନ ଉତ୍ସବ: ଶୋଭାଯାତ୍ରାରେ ଦୁଲୁକିଲା ସହର

ଭୁବନ, ୧୫।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ କାପୁଡ଼ିଆ ସମାଜ ପକ୍ଷରୁ ଗୁରୁବାର ଧୂମ୍‌ଧାମରେ ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ସଙ୍ଗଠନର କୋଠଘରେ ଆରାଧ୍ୟ ଦେବତା ରାଧାକୃଷ୍ଣ ଏବଂ ମହାପ୍ରଭୁ ବଳରାମଙ୍କୁ ପାରମ୍ପରିକ ନୀତିରେ ପୂଜାର୍ଚ୍ଚନା କରାଯାଇଥିଲା। ଏଥିସହ ଗୋ ମାତାକୁ…

ମହିଳାଙ୍କ ସନ୍ଧେହଜନକ ମୃତ୍ୟୁ, ସ୍ବାମୀ ଅଟକ

ବ୍ରହ୍ମପୁର ଅଫିସ,୧୫।୮-ଗୋଶାଣିନୁଆଗାଁ ଥାନା ନୂଆ ଖଜୁରିଆରୁ ପୋଲିସ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ସେ ହେଲେ ମଞ୍ଜୁଲତା ଦଳାଇ (୨୨)। ଏ ନେଇ ପୋଲିସ ନଂ. ୧୩/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି।…

ଗଛରେ ରାଖୀ ବାନ୍ଧିଲେ ଛାତ୍ରୀ

ଓଡଗାଁ, ୧୫।୮(ସ୍ବ.ପ୍ର.): ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ନୟାଗଡ଼ ଜିଲା ଓଡ଼ଗାଁ ନିକଟସ୍ଥ ବାହାଡ଼ାଝୋଲା ବାଳିକା ହାଇସ୍କୁଲର ଛାତ୍ରୀମାନେ ଅଭିନବ ଉପାୟରେ ରକ୍ଷାବନ୍ଧନ ଉତ୍ସବ ପାଳନ କରିଛନ୍ତି । ନିଜ ସୁରକ୍ଷା ନିମନ୍ତେ ଗଛରେ ରାଖୀ ବାନ୍ଧିବା ସହିତ ପୂଜାର୍ଚ୍ଚନାକରି ପରସ୍ପରକୁ…

ହାଟଡିହୀରେ ସ୍ବାଧୀନତା ଦିବସ

ହାଟଡିହୀ,୧୫ା୮(ସ୍ବ.ପ୍ର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବିଭିନ୍ନ ସ୍ଥାନରେ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଛି। ବ୍ଲକ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ତହସିଲଦାର…

କ୍ରିଶନ କୁମାର ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ ଅଫିସ, ୧୫।୮: ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ରାଜ୍ୟ ସରକାର କ୍ରିଶନ କୁମାରଙ୍କୁ ନିଯୁକ୍ତି ଦେଇଛନ୍ତି। ଆସନ୍ତା ୧୯ ତାରିଖରୁ ସେ ଏହି ଅତିରିକ୍ତ ଦାୟିତ୍ୱ ପ୍ରତିପାଦନ କରିବେ। କିଛି ଦିନ ତଳେ କ୍ରିଶନ କୁମାରଙ୍କୁ ପୂର୍ତ୍ତ ବିଭାଗ ସଚିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?