ଆମ ଜିଲା ଖବର

ଲୋକାଭିମୁଖୀ ହେବ ଶ୍ରୀଜଗନ୍ନାଥ ସଂସ୍କୃତି

ପୁରୀ ଅଫିସ, ୭ା୯: ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଅଭିଯାନ ଆରମ୍ଭ ହୋଇଛି। ଏଥିଲାଗି ଶୁକ୍ରବାର ଶ୍ରୀନଅରରେ ଶ୍ରୀଜଗନ୍ନାଥ ତତ୍ତ୍ବ ଗବେଷଣା ପ୍ରକାଶନ ଓ ପ୍ରସାର ଉପ ସମିତିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଗଜପତି ମହାରାଜା ଦିବ୍ୟସିଂହ…

ପୁରୀର ରାଘବ ଦାସ ମଠ ଉଚ୍ଛେଦ ମାମଲା: ନିୟମ ଅନୁଯାୟୀ ପଦକ୍ଷେପ ନେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୭ା୯: ପୁରୀ ଶ୍ରୀମନ୍ଦିରର ୭୫ମିଟର ଭିତରେ ଥିବା ମଠ ଏବଂ ଅନ୍ୟାନ୍ୟ ନିର୍ମାଣ ଗୃହଗୁଡିକୁ ପ୍ରଶାସନ ପକ୍ଷରୁ ଭଙ୍ଗାଯାଉଛି। ତେବେ ୭୫ମିଟର ବାହାରେ ଥିବା ରାଘବ ଦାସ ମଠର ଉଚ୍ଛେଦ ଆଶଙ୍କା କରି ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା।…

ଟ୍ରକ୍‌ ଧକ୍କାରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ଛାତ୍ରୀଛାତ୍ରଙ୍କ ରାସ୍ତାରୋକୋ

କଟକ ଅଫିସ,୭ା୯: ଟ୍ରକ ଧକ୍କାରେ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ଉତ୍ତେଜନାମୂଳକ ପରିସ୍ଥିତି ଦେଖାଦେଇଥିଲା। ପୂର୍ବାହ୍ନରେ ଛାତ୍ରୀଛାତ୍ରମାନେ ବିଶ୍ୱବିଦ୍ୟାଳୟ ସମ୍ମୁଖ ଦୁଇପାର୍ଶ୍ୱ ରାସ୍ତାରେ ଧାରଣା ଦେଇଥିଲେ। ଏଥିଯୋଗୁ କିଛି ଘଣ୍ଟା ଧରି ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ…

ସିଡିଏରେ ପାଇପ୍‌ ଯୋଗେ ରନ୍ଧନ ଗ୍ୟାସ୍‌ ଯୋଗାଣ ଖୁବ୍‌ଶୀଘ୍ର

କଟକ ଅଫିସ, ୭ା୯: ହଜାର ବର୍ଷର ସହର କଟକ। ଏହା ଦେଶର ଅନ୍ୟତମ ସର୍ବପୁରାତନ ସହର ହୋଇଥିଲେ ମଧ୍ୟ ଏଠାରେ ଅନେକ ସମସ୍ୟା ରହିଛି। ତେବେ ସହରକୁ ସରସ ସୁନ୍ଦର କରି ଗଢ଼ି ତୋଳିବାରେ ଯାହା ଆବଶ୍ୟକ ହେବ କେନ୍ଦ୍ର ସରକାର…

ନିଶାଣ, ମହତାପରେ ପୁରୁଣା ପରମ୍ପରା ଛାପ

କଟକ ଅଫିସ : ଆସନ୍ତା ଅକ୍ଟୋବର ୪ ତାରିଖରେ ମହାଷଷ୍ଠୀ। ଦଶହରା ଆରମ୍ଭକୁ କିଛି ଦିନ ରହିଲା। ତେବେ କଟକର ପ୍ରସିଦ୍ଧ ଦଶହରା କିଛି ନିର୍ଦ୍ଦିଷ୍ଟ କାରଣ ପାଇଁ ଭିନ୍ନ ଓ ଅନନ୍ୟ। ଏଠାରେ କେତେକ ସ୍ବତନ୍ତ୍ର ପରମ୍ପରା ଦେଖିବାକୁ ମିଳେ,…

ଭୁବନେଶ୍ୱରରେ ଆମିକସ୍‌ କ୍ୟୁରି

ପୁରୀ ଅଫିସ, ୭ା୯: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌ କ୍ୟୁରି ରଞ୍ଜିତ କୁମାର ଏବଂ ସଲିସିଟର ଜେନେରାଲ ତୁଷାର ମେହେଟା ଗୁରୁବାର ରାତିରେ ଭୁବନେଶ୍ୱରରେ ପହଞ୍ଚତ୍ଛନ୍ତି। ଶନିବାର ସେମାନେ ପୁରୀରେ ପହଞ୍ଚତ୍ ୭୫ ମିଟର ଉଚ୍ଛେଦ ସଂକ୍ରାନ୍ତରେ…

ମହିଳାଙ୍କୁ ମାଡ଼ ମାରି ତଡ଼ିଦେଲେ ଶାଶୁଘର ଲୋକେ: ଅଭିଯୋଗ ପରେ ଶିଶୁପୁତ୍ର ଫେରିପାଇଲେ ମା

ବିଞ୍ଝାରପୁର,୭|୯(ଡି.ଏନ.ଏ)- ଜଣେ ମହିଳାଙ୍କୁ ଶାଶୁଘର ଲୋକେ ଯୌତୁକ ପାଇଁ ନିସ୍ତୁକ ମାଡ ମାରି ଘରୁ ବାହାର କରିଦେବା ସହିତ ତାଙ୍କଠାରୁ ବର୍ଷକର ଶିଶୁକୁ ଛଡ଼ାଇ ରଖିବା ଭଳି ଘଟଣା ବିଞ୍ଝାରପୁର ବ୍ଲକରେ ଦେଖିବାକୁ ମିଳିଛି। ଏ ନେଇ ବିଞ୍ଝାରପୁର ଥାନାରେ ଅଭିଯୋଗ…

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ୭ବର୍ଷ ଜେଲ

ଯାଜପୁର ଟାଉନ,୭|୯(ଡିଏନଏ)- ବଡଚଣା ଥାନା କୋଲାସିଂ ଗ୍ରାମର ଜଣେ ନାବାଳିକା (୧୪)ଙ୍କୁ ସେହି ଗ୍ରାମର ନିହାରକାନ୍ତ ଓଝା ନାମକ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ଶୁକ୍ରବାର ଯାଜପୁର କୋର୍ଟ ଏହାର ଶୁଣାଣି କରି ସମ୍ପୃକ୍ତ ଅଭିଯୁକ୍ତଙ୍କୁ ୭ବର୍ଷ ଜେଲ୍‌ ଦଣ୍ଡାଦେଶ…

ଚିପ୍ସ ଓଭରଲୋଡିଂ ଗାଡ଼ି ଚଳାଚଳ ଅଣାୟତ୍ତ: ଅଘୋଷିତ ଚୁକ୍ତିକାରୀଙ୍କୁ ଛାଡ଼

ଯାଜପୁର ଅଫିସ, ୭|୯- ଯାଜପୁର ଜିଲା ଚଣ୍ଡିଖୋଲ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ) ଅଧୀନରେ ଲଘୁ ଖଣିଜ ସମ୍ପଦର ପ୍ରାଚୂର୍ଯ୍ୟ ରହିଛି। ହେଲେ ପରିବେଶଗତ ଅନୁମତି ନ ଥାଇ କିମ୍ବା ପ୍ରଦୂଷଣ ନିୟନ୍ତ୍ରଣ ଆଇନକୁ ନ ମାନି କଳା ପଥର ଉତ୍ତୋଳନ…

ପୌରାଞ୍ଚଳରେ ବୃଦ୍ଧି ପାଉଛି ମଶା ଉପଦ୍ରବ:  ନିରାକରଣ ଦିଗରେ ନିଆଯାଉନାହିଁ ପଦକ୍ଷେପ

ଯାଜପୁର ରୋଡ, ୭|୯(ନି.ପ୍ର.)- ବ୍ୟାସନଗର ପୌରାଞ୍ଚଳରେ ମଶାଙ୍କ ଉପଦ୍ରବ ବଢିବାରେ ଲାଗିଛି। ଏହାର ନିରାକରଣ ଦିଗରେ ପୌର ପରିଷଦ ପକ୍ଷରୁ ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରାଯାଉ ନାହିଁ । ଏଭଳି ସ୍ଥିତିରେ ମ୍ୟାଲେରିଆ, ଡେଙ୍ଗୁ, ଚିକୁନ୍‌ଗୁନିଆ ଭଳି ମାରାତ୍ମକ ରୋଗ ବ୍ୟାପିବା…

ଓଏମ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ: ଚିଙ୍ଗୁଡ଼ିପାଳକୁ ହରାଇ କାଳିଆପାଣି ଚାମ୍ପିୟନ

କାଳିଆପାଣି/ସୁକିନ୍ଦା, ୭|୯(ଡି.ଏନ୍‌.ଏ.)- ଖଣି ନିଗମ କାଳିଆପାଣି ଟାଉନ୍‌ଶିପ କଲୋନୀ ପଡ଼ିଆରେ ଚାଲିଥିବା (ଓଡ଼ିଶା ଖଣି ନିଗମ) ଓଏମ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ପ୍ରଥମେ ସେମିଫାଇନାଲ ମ୍ୟାଚ୍‌ କାଳିଆପାଣି ଫୁଟବଲ ଦଳ ଏବଂ ରାଁସୋଲ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।…

ନବନିର୍ମାଣ କୃଷକ ସଙ୍ଗଠନର ଜିଲାସ୍ତରୀୟ ସାଙ୍ଗଠନିକ ବୈଠକ:  ୬ରେ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ

ନୟାଗଡ଼ ଅଫିସ,୭।୯-ନୟାଗଡ଼ ଜିଲା ନବନିର୍ମାଣ କୃଷକ ସଙ୍ଗଠନର ଜିଲାସ୍ତରୀୟ ସାଙ୍ଗଠନିକ ବୈଠକ ସ୍ଥାନୀୟ ଗୁଣ୍ଡିଚା ମନ୍ଦିରଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଯୋଜକ ମହେଶ୍ୱର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦ ଯୋଗଦେଇ କାଳିଆ ଯୋଜନାକୁ ନେଇ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?