୧୨ଟା ସୁଦ୍ଧା ହୀରାକୁଦ ଖୋଲିଲା ୯ଟି ଗେଟ୍
ସମ୍ବଲପୁର, ୧୫।୮(ବ୍ୟୁରୋ): ଗୁରୁବାର ୧୨ଟା ସୁଦ୍ଧା ହୀରାକୁଦ ଡ୍ୟାମର ୯ଟି ଗେଟ୍ ଖୋଲାଯାଇଛି। ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପର୍ଯ୍ୟାୟ କ୍ରମେ ଗୁରୁବାର ୧୬ଟି ଗେଟ ଖୋଲାଯାଇ ମହାନଦୀକୁ ବନ୍ୟାଜଳ ଛଡ଼ାଯାଇଛି। ମହାନଦୀର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପୂର୍ବାହ୍ନ…
ଅନୁଗୋଳରେ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ
ଅନୁଗୋଳ ଅଫିସ,୧୫।୮: ଅନୁଗୋଳ ଷ୍ଟାଡିୟମରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ୍ରେ ଅଭିବାଦନ…
ବାଲେଶ୍ୱରରେ ପତାକା ଉତ୍ତୋଳନ କଲେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ
ବାଲେଶ୍ୱର ଅଫିସ,୧୫।୮ : ବାଲେଶ୍ୱର ଜିଲା ପୋଲିସ ଲାଇନ ପଡ଼ିଆରେ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ରାଜ୍ୟ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ପଣ୍ଡା ପତାକା ଉତ୍ତୋଳନ କରି ଉପସ୍ଥିତ ଜନତାଙ୍କୁ ଅଭିଭାଷଣ ପ୍ରଦାନ କରିଛନ୍ତି। ଜିଲାପାଳ…
ଚାରା ଲାଗାଇ ପାଳିଲେ ଜାତୀୟ ଦିବସ
ରାସୋଳ, ୧୫।୮(ଡି.ଏନ୍.ଏ.)-ଦେଶ ପାଳନ କରୁଛି ୭୩ତମ ସ୍ବାଧୀନତା ଦିବସ। ଦେଶପ୍ରେମରେ ଉଦ୍ବୁଦ୍ଧ ହୋଇଛନ୍ତି ସଭିଁଏ। ତ୍ରିରଙ୍ଗା ପତାକା ତଳେ ନେଇଛନ୍ତି ଦେଶ ପାଇଁ ବଳିଦାନ ଆଉ ଜାତିର ଅଖଣ୍ଡତାକୁ ରକ୍ଷା କରିବାର ଶପଥ। ଏହି ପରିପ୍ରେକ୍ଷୀରେ ଭିନ୍ନ ଢଙ୍ଗରେ ଏହି ଜାତୀୟ…
ବଲାଙ୍ଗୀରରେ ସ୍ବାଧୀନତା ଦିବସ : ଦେଶର ପ୍ରଗତିରେ ସହାୟକ ହେବାକୁ ମନ୍ତ୍ରୀଙ୍କ ଆହ୍ବାନ
ବଲାଙ୍ଗୀର ଅଫିସ,୧୫।୮: ବଲାଙ୍ଗୀର ଜିଲା ମନୋହରପୁର ପୋଲିସ ପଡ଼ିଆରେ ୭୩ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ମିଳିତ…
ଲକ୍ଷାଧିକ ଟଙ୍କାର କାଠ ଜବତ, ୨ ଗିରଫ
ପାଲଲହଡ଼ା, ୧୫।୮(ଡି.ଏନ୍.ଏ.)-ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ସିବିଡ଼ା ସଂରକ୍ଷିତ ଜଙ୍ଗଲରୁ ମୂଲ୍ୟବାନ ଶାଳ କାଠ ଚାଲାଣ ବେଳେ ବନ ବିଭାଗର ଏକ ଟିମ୍ ଚଢ଼ାଉ କରି ୩ଟି ଗାଡ଼ି ଜବତ କରିଛି। ଏଥିରେ ସମ୍ପୃକ୍ତ ଅଭିଯୋଗରେ ୨ଜଣ ଗିରଫ ହୋଇଛନ୍ତି। ସେମାନେ…
ଜିଲାସ୍ତରୀୟ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ମନ୍ତ୍ରୀ ପ୍ରତାପ ଜେନା
ବାରିପଦା ଅଫିସ,୧୫।୮: ମୟୂରଭଞ୍ଜ ଜିଲା ବାରିପଦା ସହର ପୋଲିସ ରିଜର୍ଭ ପଡ଼ିଆଠାରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଆଇନ ଓ ପଞ୍ଚାୟତିରାଜ ବିଭାଗ ମନ୍ତ୍ରୀ ପ୍ରତାପ ଜେନା ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା…
ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ
ଭଦ୍ରକ ଅଫିସ, ୧୫।୮: ଭଦ୍ରକ କଲେଜ ପଡିଆରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି l ଏହି ଉତ୍ସବରେ ଭଦ୍ରକ ଜିଲାପାଳ ଜ୍ଞାନ ରଞ୍ଜନ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପରେଡ଼ରେ…
ଦେଶପ୍ରତି ସେବା ମନୋଭାବ ରହୁ : ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ
ଫୁଲବାଣୀ ଅଫିସ,୧୫।୮: କନ୍ଧମାଳ ଜିଲା ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ ଯୋଗଦେଇ ମିଳିତ ପରେଡ୍ର ଅଭିବାଦନ ଗ୍ରହଣ କରିବା ସହ ଦେଶପ୍ରତି…
ନାଲ୍କୋ ଶ୍ରମିକ କଂଗ୍ରେସ ପକ୍ଷରୁ ସ୍ବାଧୀନତା ଦିବସ ପାଳିତ
ବଅଁରପାଳ, ୧୫।୮(ଡି.ଏନ୍.ଏ.)-ଅନୁଗୋଳ ଜିଲା ନାଲ୍କୋ ଶ୍ରମିକ କଂଗ୍ରେସ ୟୁନିୟନ କାର୍ଯ୍ୟାଳୟରେ ଗୁରୁବାର ଆଡ଼ମ୍ବର ସହକାରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସଙ୍ଗଠନର ସଭାପତି ରମେଶ ଚନ୍ଦ୍ର ଜେନା ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ମାନବ ସମ୍ବଳ ମହାପ୍ରବନ୍ଧକ ସତ୍ୟାନନ୍ଦ…
ଜିଲାସ୍ତରୀୟ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ଜିଲାପାଳ
ଛତ୍ରପୁର,୧୫।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ପୋଲିସ ପଡ଼ିଆଠାରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ…
ଜୟପୁରରେ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ
ଜୟପୁର,୧୫।୮(ନି.ପ୍ର.) : ଜୟପୁର ମୁଖ୍ୟରାସ୍ତାରେ ଉପଖଣ୍ଡସ୍ତରୀୟ ୭୩ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉପଜିଲାପାଳ ଲୋକନାଥ ଦଳ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରି ଉଦ୍ବୋଧନ ଦେଇଥିଲେ। ଜୟପୁର ଉପଖଣ୍ଡର ଏନ୍ସିସି, ଗାଇଡ଼,ସ୍କାଉଟ, ସିଭିଲିୟନ,ଘୋଷ…

