ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ
ବରଗଡ଼ ଅଫିସ,୧୫।୮ : ବରଗଡ଼ ଜଜ୍ ହାଇସ୍କୁଲ ପଡ଼ିଆରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀ ଏଠାରେ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ…
ବ୍ଲକସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ପାଳନ
ଛେଣ୍ଡିପଦା,୧୫।୮(ସ୍ବ.ପ୍ର) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ମିନି ଷ୍ଟାଡିୟମଠାରେ ବ୍ଲକ ସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ମହାଆଡମ୍ବର ପାଳିତ ହୋଇଯାଇଛି। ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ଛାତ୍ରୀଛାତ୍ରଙ୍କଠାରୁ ଅଭିବାଦନ…
ଆନ୍ତର୍ଜାତୀୟ ଫୁଟବଲ ରେଫରି କୃଷ୍ଣଚନ୍ଦ୍ରଙ୍କ ହୃଦୟ କଥା: ପ୍ରତିଭା ଅଛନ୍ତି, ସୁଯୋଗ ମିଳୁନି
କେନ୍ଦୁଝର, ୧୫ା୮(ସ୍ବ.ପ୍ର.)ଗତ ୩ରୁ ୬ ତାରିଖ ଯାଏ ଚେନ୍ନାଇରେ ଅନୁଷ୍ଠିତ ଆନ୍ତର୍ଜାତିକ ଫୁଟବଲ ଚାମ୍ପିୟନଶିପ୍ ସ୍ପେଶାଲ ଅଲିମ୍ପିକରେ କେନ୍ଦୁଝର ଜିଲାର ୨ ଜଣ କ୍ରୀଡାବିତ୍ଙ୍କୁ ରେଫରି ଭାବେ ଚୟନ କରାଯାଇଥିଲା ା ସେମାନେ ହେଲେ ସଦର ବ୍ଲକ ରାଇକଳା ଗ୍ରାମର କୃଷ୍ଣ…
ସହରରେ ଡ୍ରେନେଜ୍ ବ୍ୟବସ୍ଥା ବିପର୍ଯ୍ୟସ୍ତ
ବାସୁଦେବପୁର, ୧୫।୮ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ସହରରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହର ଓ ଏହା ସଂଲଗ୍ନ ଅଞ୍ଚଳର ବର୍ଷାପାଣି ନିଷ୍କାସନ ହୋଇପାରୁ ନ ଥିବାରୁ ଅସରାଏ ବର୍ଷାରେ ମୁଖ୍ୟ ସହର ଉବୁଟୁବୁ ହେଉଛି। ସହରସ୍ଥିତ ଟ୍ରାଫିକ ଛକରେ…
ସହାୟତା ଅପେକ୍ଷାରେ ଅସହାୟ ପରିବାର
ଆରଡ଼ି, ୧୫।୮ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଆରଡ଼ି ପଞ୍ଚାୟତ ଅଧୀନ ମୂଅଁା ଗଁାରେ ଏକ ଅସହାୟ ପରିବାର ଏବେ ଭୋକ ଉପାସରେ ଦିନ ବିତାଉଛନ୍ତି। ପରିବାରର ମୁଖ୍ୟ ଜଟାଳି ଦାସ(୬୩) କର୍କଟ ରୋଗାକ୍ରାନ୍ତ ହୋଇଥିବା ଜଣାପଡ଼ିବା ପରେ ଏହି…
ବେଆଇନ ଖଣି ଖାଦାନରେ ୧୪୪ ଧାରା ଜାରି
ବଡ଼ସାହି,୧୫ା୮(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଧୀନ ଯଦୁନାଥପୁର ଓ ଚନ୍ଦନଚତୁରୀ ଅଞ୍ଚଳରେ ବେଆଇନ ପଥର ଉତ୍ତୋଳନ ବନ୍ଦ କରିବା ପାଇଁ ପ୍ରଶାସନ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ା ବେଆଇନ ଉତ୍ତୋଳନ ଚାଲିଥିବା ୨୪ଟି ଖାଦାନରେ ଜିଲା ପ୍ରଶାସନ…
ଆଲୋଚନା ପରେ ସେବାୟତଙ୍କ ପ୍ରତିକ୍ରିୟା:‘ମନ୍ତ୍ରୀଙ୍କ ପ୍ରତିଶ୍ରୁତି ନାଟକବାଜି’
ବାରିପଦା ଅଫିସ,୧୫।୮- ମୟୂରଭଞ୍ଜ ଜିଲାବାସୀ ବାରିପଦାସ୍ଥିତ ହରିବଳଦେବ ଜୀଉ ମନ୍ଦିରକୁ ସ୍ବତନ୍ତ୍ର ଅନୁଦାନ ଓ ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ପ୍ରଦାନ ଲାଗି ଦୀର୍ଘ ଦିନ ହେଲା ଦାବି କରି ଆସୁଛନ୍ତି। ସେବାୟତମାନେ ଏହି ଦାବି ନେଇ ବାରିପଦା ଠାରୁ ଭୁବନେଶ୍ୱରକୁ…
ଚାଷୀଙ୍କୁ ମିଳୁନି ଫସଲ ବୀମା ଟଙ୍କା
ବାଲେଶ୍ୱର ଅଫିସ,୧୫।୮- ବାଲେଶ୍ୱର ଜିଲା ରେମୁଣା ବ୍ଲକ ଦୁର୍ଗାଦେବୀ ସେବା ସମବାୟ ସଂଘର ୪୫୮ ଜଣ ଚାଷୀଙ୍କୁ ମିଳୁନି ଫସଲ ବୀମା ଟଙ୍କ। ସଂଘର ସଭାପତିଙ୍କ ସମେତ ଚାଷୀମାନେ ଏ ନେଇ ଜିଲାପାଳ, ବାଲେଶ୍ୱର-ଭଦ୍ରକ କେନ୍ଦ୍ର ସମବାୟ ସମିତିର ସମ୍ପାଦକ ଏବଂ…
ପ୍ରସିଦ୍ଧ ଚନ୍ଦନେଶ୍ୱର ପୀଠ ଉତ୍ସବମୁଖର
ଭୋଗରାଇ,୧୫।୮(ଡି.ଏନ.ଏ.)- ବାଲେଶ୍ୱର ଜିଲା ଭୋଗରାଇ ସ୍ଥିତ ଓଡ଼ିଶାର ଅନ୍ୟତମ ପ୍ରସିଦ୍ଧ ଚନ୍ଦନେଶ୍ୱର ଶୈବପୀଠ ଶ୍ରାବଣ ପୂର୍ଣ୍ଣିମା ଉପଲକ୍ଷେ ଉତ୍ସବମୁଖର ହୋଇଉଠିଛି। ଗୁରୁବାର ଶ୍ରାବଣ ପୂର୍ଣ୍ଣିମା ପାଳିତ ହେଉଥିଲେ ମଧ୍ୟ ବୁଧବାର ତିଥି ପଡିବାରୁ ରାତି ୮ଟାରୁ ଚନ୍ଦନେଶ୍ୱରଙ୍କ ଜଳାଭିଷେକ ଆରମ୍ଭ ହୋଇଛି।…
ବିଭିନ୍ନ ସ୍ଥାନରେ ତ୍ରିରଙ୍ଗା ଶୋଭାଯାତ୍ରା
ବାଲେଶ୍ୱର ଅଫିସ/ସଜନାଗଡ଼,୧୫।୮(ଡି.ଏନ.ଏ.)- ବାଲେଶ୍ୱର ଜିଲା ଶ୍ରୀରାମ ସେନା ପକ୍ଷରୁ ବୁଧବାର ସନ୍ଧ୍ୟା ୬ଟା ସମୟରେ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଥିଲା। ଗାନ୍ଧୀ ସ୍ମୃତି ଭବନଠାରୁ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା। ଶତାଧିକ ଯୁବକ ହାତରେ ତ୍ରିରଙ୍ଗା ପତାକା ଧରି ‘ଭାରତ…
ଯବାନଙ୍କ ପାଇଁ ରାଖୀ ପଠାଇଲେ ଛାତ୍ରୀଛାତ୍ର
ବାଲେଶ୍ୱର ଅଫିସ,୧୫।୮-ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର କ୍ୟାମ୍ପସ ଛାତ୍ର କଂଗ୍ରେସ କମିଟି ପକ୍ଷରୁ ଦେଶର ସୁରକ୍ଷା ଦାୟିତ୍ୱରେ ଥିବା ଯବାନଙ୍କ ପାଇଁ ରାଖୀ ପଠାଇବା ଲାଗି ‘ରାଖୀ ଫର ଯବାନ’ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି। ଗତ ୮ ତାରିଖରୁ ଆରମ୍ଭ…
ପୋଲ ନିର୍ମାଣ ହେଉନି: ନାଳ ପାର ହୋଇ ସ୍କୁଲ ଯାଉଛନ୍ତି ପିଲା
ଫିରଙ୍ଗିଆ, ୧୫ା୮-ଫିରିଙ୍ଗିଆ ବ୍ଲକ ଡିଣ୍ଡିରାଗାଁ ପଞ୍ଚାୟତ ଟେଲାପାଲି ଗ୍ରାମ ଗାଟେଣୀ ନାଳ ଉପରେ ପୋଲ ନିର୍ମାଣ ହେଉନି ା ଫଳରେ ଟେଲାପାଲି, ଶିକୁଳିପଦର, ସିମିଝରି ଗ୍ରାମର ଲୋକେ ହଇରାଣ ହେଉଛନ୍ତି। ଟେଲାପାଲି ବଜାରକୁ ଆସି ଫିରିଙ୍ଗିଆ କିମ୍ବା ଫୁଲବାଣୀ ଯିବାକୁ ହେଲେ…

