ଢେଙ୍କାନାଳ କଲେଜରେ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ସମୀକ୍ଷା: ‘କ୍ଷୁଧା ବଢ଼ିଲେ ଶିକ୍ଷାଦାନ ପ୍ରତି ଆଗ୍ରହ ବଢ଼ିବ’
ଢେଙ୍କାନାଳ ଅଫିସ, ୧୫।୮: ଛାତ୍ରୀଛାତ୍ରଙ୍କୁ ବିଶ୍ୱସ୍ତରୀୟ ପ୍ରତିଯୋଗିତା ପାଇଁ ପ୍ରସ୍ତୁତ କରାଇବା ଦାୟିତ୍ୱ ଅଧ୍ୟାପିକାଅଧ୍ୟାପକମାନଙ୍କର। ସରକାରୀ କଲେଜ ବେସରକାରୀ କଲେଜ ସହ ପ୍ରତିଯୋଗିତା କରିବା ଉଚିତ। ଏ ଦିଗରେ ଅଧ୍ୟାପନା ବୃତ୍ତିରେ ନିୟୋଜିତ ପ୍ରତିଟି ବ୍ୟକ୍ତି ଯତ୍ନବାନ ହେବା ଜରୁରୀ। ସମ୍ପ୍ରତି…
ଦାବିପତ୍ର ଦେଲେ ଡାକ୍ତର, କର୍ମଚାରୀ
ତାଳଚେର,୧୫ା୮(ନି.ପ୍ର.) ତାଳଚେର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତର ଓ ନର୍ସଙ୍କୁ ମାଡ଼ ମାରିଥିବା ଅଭିଯୁକ୍ତଙ୍କୁ ଗିରଫ କରାଯିବା, ଡାକ୍ତରଖାନା ପରିସରରେ ପୋଲିସ ଆଉଟପୋଷ୍ଟ ଖୋଲାଯିବା ଦାବିରେ ବୁଧବାର ତାଳଚେର ଉପଖଣ୍ଡ ଡାକ୍ତରଖାନାର ଡାକ୍ତର ଓ କର୍ମଚାରୀମାନେ ଉପଜିଲାପାଳଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ…
ଚାନ୍ଦିନୀ ସହ ୧୦ ଫୁଟ ଦବିଗଲା କୂଅ
ତାଳଚେର,୧୫ା୮(ନି.ପ୍ର.) ଅନୁଗୋଳ ଜିଲା ତାଳଚେର ପୌରାଞ୍ଚଳ ୧୩ ନମ୍ବର ୱାର୍ଡର ଗୁରୁବକ୍ସ ସିଂଙ୍କ ଘର ଅଗଣାରେ ଥିବା କୂଅ ମଙ୍ଗଳବାର ରାତିରେ ଚାନ୍ଦିନୀ ସହ ୧୦ ଫୁଟ ଦବି ଯାଇଛି। ଏହାକୁ ନେଇ ଅଞ୍ଚଳବାସୀ ଆତଙ୍କିତ ହୋଇ ପଡିଛନ୍ତି। ବାରମ୍ବାର ତାଳଚେର…
ଆଠମଲ୍ଲିକ ସହର, ୩ ପଞ୍ଚାୟତରେ ବନ୍ୟା
ଆଠମଲ୍ଲିକ,୧୫ା୮(ଡି.ଏନ.ଏ.) ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଅନୁଗୋଳ ଜିଲାର ଆଠମଲ୍ଲିକ ସହର ସମେତ ବ୍ଲକରେ ବୁଧବାର ବନ୍ୟା ଜଳ ପ୍ରବେଶ କରିଛି। ଏଥିଯୋଗୁ ଶହ ଶହ ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଥିବା ବେଳେ ତିନୋଟି ପଞ୍ଚାୟତ ଓ ଗୋଟିଏ…
୧୫୦ ପରିବାର ସ୍ଥାନାନ୍ତର
ବନ୍ତଳା,୧୫ା୮ (ଡି.ଏନ.ଏ.) ମହାନଦୀରେ ବନ୍ୟା ଯୋଗୁ ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଟିକରପଡା ପଞ୍ଚାୟତର ୪ ଗାଁ ପାଣି ଘେରରେ ରହିଛି। ତେବେ ଉକ୍ତ ଗାଁରୁ ପ୍ରାୟ ୧୫୦ ପରିବାରକୁ ପ୍ରଶାସନ ପକ୍ଷରୁ ନିକଟସ୍ଥ ହାଇସ୍କୁଲ, ୟୁପି ସ୍କୁଲ ଓ ପଞ୍ଚାୟତ…
କାର୍ଯ୍ୟାଦେଶ ମିଳିଛି, ଟଙ୍କା ମିଳୁନି: ସ୍ଲାବ ପାଇଁ ଟଙ୍କା ନାହିଁ; ଭଙ୍ଗା ଘର ଭରସା
ନୂଆପଡା ଅଫିସ,୧୫ା୮ : ସରକାର କାହାରିକୁ ଖପର ଘରେ ରହିବାକୁ ଦେବେ ନାହିଁ ବୋଲି ହଜାର ହଜାର ସଂଖ୍ୟାରେ ପ୍ରଧାନମନ୍ତ୍ରୀ ଆବାସ ଘର ଯୋଗାଇଦେଉଛନ୍ତି । ହେଲେ ସେଗୁଡିକର ପରିଚାଳନା ବ୍ୟବସ୍ଥା ଢିଲା ପଡିଥିବା ଯୋଗୁ ଥିଲାବାଲା ଲୋକ ଶୀଘ୍ର ଏଥିରୁ…
ମା’ମାନେ ସଶକ୍ତ ହେଲେ ଦେଶ ସଶକ୍ତ ହେବ; ମହିଳାମାନଙ୍କୁ ଗ୍ୟାସ ବଣ୍ଟନ
ନୂଆପଡା ଅଫିସ,୧୫ା୮: ମାତୃଶକ୍ତି ମହାନ ଶକ୍ତି । ମା’ମାନେ ସଶକ୍ତ ହେଲେ ଦେଶ ଆଗକୁ ଯିବ ବୋଲି ମତପ୍ରକାଶ ପାଇଛି । ସ୍ଥାନୀୟ ସାରାବଙ୍ଗ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ପ୍ରଦାନ ସହ ଉଜ୍ଜ୍ୱଳା ଯୋଜନାରୁ ମହିଳାଙ୍କୁ ଗ୍ୟାସ ବଣ୍ଟନ…
ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ନେତା
ଭବାନୀପାଟଣା,୧୫।୮(ଡି.ଏନ.ଏ.) ବିରୋଧୀ ଦଳ ନେତା ଭାବେ ଦାୟିତ୍ୱ ନେବା ପରେ ଭବାନୀପାଟଣା ବିଧାୟକ ପ୍ରଦୀପ୍ତ କୁମାର ନାଏକ କଳାହାଣ୍ଡି ଗସ୍ତରେ ଆସିଛନ୍ତି । ବୁଧବାର ଏହି ଅବସରରେ ସେ ସ୍ଥାନୀୟ ସର୍କିଟ ହାଉସଠାରେ ଏକ ଖବରଦାତା ସମ୍ମିଳନୀରେ ଗତ ବିଧାନସଭାରେ ସରକାରଙ୍କ…
ଜୁନାଗଡ ଅବକାରୀ ବିଭାଗର ଚଢ଼ାଉ: ୪୧ ଲିଟର ଚୋରାମଦ ଜବତ, ୩ କୋର୍ଟ ଚାଲାଣ
ଜୁନାଗଡ,୧୫।୮(ଡି.ଏନ.ଏ.) ଜିଲା ଅବକାରୀ ଅଧୀକ୍ଷକ ବିଶ୍ୱନାଥ ଶତପଥୀଙ୍କ ନିର୍ଦ୍ଦେଶକ୍ରମେ ଜୁନାଗଡ ଅବକାରୀ ବିଭାଗ ଓ ଜିଲା ଭ୍ରାମ୍ୟମାଣ କର୍ମଚାରୀଙ୍କ ମିଳିତି ଉଦ୍ୟମରେ ବୁଧବାର ଜୁନାଗଡ ବ୍ଲକର ଚାରମହୁଲ ଓ ଏକନାଗୁଡା ଗ୍ରାମରେ ଅତର୍କିତ ଚଢାଉ କରାଯାଇଥିଲା। ଏହି ସମୟରେ ଚାରମହୁଲ ଗ୍ରାମର…
ଏସ୍ଓଜି ଯବାନ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ
ଭବାନୀପାଟଣା,୧୫।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଗୁଣ୍ଡରି ରିର୍ଜଭ ଫରେଷ୍ଟରେ ବୁଧବାର ସନ୍ଧ୍ୟା ୬ଟାରେ ଏସ୍ଓଜି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବା ସୂଚନା ମିଳିଛି। ଏସ୍ଓଜି ଜବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଉକ୍ତ ଫରେଷ୍ଟ…
ବର୍ଷା ଛାଡିଲା, ବଡୁଛି ଦୁର୍ଦଶା; ୧୮ ଗାଁର ୮୯୨ ସ୍ଥାନାନ୍ତରିତ ଲୋକେ ଫେରିଲେ
ଭବାନୀପାଟଣା,୧୫।୮(ଡି.ଏନ.ଏ.) କଳାହାଣ୍ଡି ଜିଲାରେ ଗତ ୭ ତାରିଖ ଲଘୁଚାପଜନିତ ବନ୍ୟାସ୍ଥିତିରୁ ଜନଜୀବନ ସ୍ବାଭାବିକ ହୋଇ ଆସୁଥିବା ବେଳେ ଗତ ୧୧ରୁ ୧୩ ତାରିଖ ଲଗାଣ ଭର୍ଷା ପୁଣି ବେହାଲ କରିଦେଇଛି। ବର୍ତ୍ତମାନ ବନ୍ୟା ପରିସ୍ଥିତି ଧୀରେ ଧୀରେ ସୁଧାର ଆସିବାରେ ଲାଗିଛି।…
୬ ମାସ ହେଲା ସଏଲାନ ବିଜୁ ପକ୍କାଘର କାମ୍: ବିଲ୍ ଲାଗି ହିତାଧିକାରୀ ବାରଦୁଆର
ବୌଦ୍ଧ, ୧୫ା୮(ସ୍ବ.ପ୍ର.): କେନ୍ଦ୍ର ଆର ରାଏଜ୍ ସରକାର ଗରିବ୍ ଦୁଖି, ନିଅଁାସି ପରିବାରମାନକୁ ପ୍ରଧାନମନ୍ତ୍ରୀ ଆବାସ, ଇନ୍ଦିରା ଆବାସ, ବିଜୁ ପକ୍କାଘର, ମୋ କୁଡ଼ିଆ ଯୋଜନାରେ ସାମିଲ କରି ପକାଘର ଯୁଗେଇ ଦେଉଛନ୍। ଯେନ୍ ହିତାଧିକାରୀମାନେ ଧାଯ୍ ସମିଆ ଭିତରେ ଘର…

