ବୀର ସଂଗ୍ରାମୀଙ୍କୁ ଝୁରୁଛି ବରୀ ମାଟି: ସ୍ମୃତିପୀଠ, ସଂଗ୍ରାମୀ ଭବନର ପାଚେରୀ ନିର୍ମାଣ ଦାବି
ବରୀ/ରତ୍ନଗିରି,୧୫।୮(ସ୍ବ.ପ୍ର/ଡି.ଏନ୍.ଏ.)- ଆଜି ଭାରତବର୍ଷ ୭୩ ତମ ସ୍ବାଧୀନତା ଦିବସ ପାଳନ ନେଇ ଉତ୍ସବମୁଖର ହୋଇଛି। ହେଲେ ଯାଜପୁର ଜିଲା ବୀରମାଟି ବରୀରେ ଚଳିତ ବର୍ଷ ଗୋଟିଏ ଦିନରେ ସ୍ବାଧୀନତା ଦିବସ ଓ ଶହୀଦ ଦିବସ ପାଳନ ହେଉଛି। ୧୯୪୨ ଅଗଷ୍ଟ ଗହ୍ମା…
ଦଳେଇଘାଇଠାରେ ବିପଦ ସଙ୍କେତଠାରୁ ୪ ଫୁଟ୍ ୯ ଇଞ୍ଚ୍ ତଳେ ବନ୍ୟାଜଳ ପ୍ରବାହିତ
ବିରିଡ଼ି,୧୪ା୮(ଡି.ଏନ.ଏ.): ଦଳେଇଘାଇଠାରେ ବୁଧବାର ବନ୍ୟାଜଳ ବିପଦ ସଙ୍କେତଠାରୁ ୪ଫୁଟ୍ ୯ଇଞ୍ଚ୍ ତଳେ ପ୍ରବାହିତ ହେଉଛି। ଅର୍ଥାତ୍ ସନ୍ଧ୍ୟାରେ ୫୨ ଫୁଟ୍ ୩ ଇଞ୍ଚ ରହିଛି। ଏଣୁ ଆଗକୁ ବନ୍ୟାଜଳ ବଢ଼ିବା ଆଶଙ୍କା କରାଯାଉଛି। ଏଥିପାଇଁ ଜଳସମ୍ପଦ ବିଭାଗ ଅଭିଜ୍ଞ ଅଧୀକ୍ଷଣଯନ୍ତ୍ରୀ ବିଜୟ…
ଇଚ୍ଛାଶକ୍ତି ଆଗରେ ହାର ମାନିଛି ଅସହାୟତା: ଗୋଡ ନଥାଇ ମଧ୍ୟ କରୁଛନ୍ତି ଚାଷ
ଗୋବିନ୍ଦପାଲ୍ଲୀ, ୧୪ା୮(ଡି.ଏନ.ଏ.): ଇଚ୍ଛାଶକ୍ତି, ଦୃଢ ମନୋବଳ ଆଗରେ ସବୁକିଛି ସମ୍ଭବ । ଏହାକୁ ଜଣେ ଚାଷୀ କ୍ଷେତରେ ପ୍ରମାଣିତ କରି ଦେଖାଇଛନ୍ତି। ତାଙ୍କ ନାଁ ସନ୍ୟା ଗୁଟା। ମାଲକାନଗିରି ଜିଲା ଖଇରପୁଟ ବ୍ଲକ ମାଝିଗୁଡା ଗ୍ରାମରେ ତାଙ୍କ ଘର। ତେବେ ସନ୍ୟା…
ଚଳିତ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଛି ୯ ଶହ ବାସଗୃହ
ମାଲକାନଗିରି,୧୪ା୮ (ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଯୋଗୁ ୩ଥର ସୃଷ୍ଟି ପରିସ୍ଥିତି ହୋଇଥିଲା। ଏବେ ବନ୍ୟା ଛାଡ଼ିଯାଇଛି ସତ ଲୋକଙ୍କ ଦୁର୍ଦ୍ଧଶା କମିନି। ଜିଲା ପ୍ରଶାସନ ପକ୍ଷରୁ କ୍ଷୟକ୍ଷତି ଆକଳନ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା…
ଭିନ୍ନ ଢଙ୍ଗରେ ଛାତ୍ରୀ ପାଳିଲେ ରକ୍ଷା ବନ୍ଧନ: ଜରିମୁକ୍ତ ରାଖୀ ପ୍ରସ୍ତୁତ କରି ଭାଇଙ୍କ ହାତରେ ବାନ୍ଧିଲେ
ପଦ୍ମଗିର/ମାଲକାନଗିରି,୧୪ା୮ (ଡି.ଏନ୍.ଏ.): ସାଧାରଣତଃ ରାଖୀ ପୂର୍ଣ୍ଣିମା ଆସିଲେ ଭଉଣୀମାନେ ଭାଇଙ୍କ ହାତରେ ରାଖୀବାନ୍ଧି ଆଶୀର୍ବାଦ ନେବା ସହ ଭାଇମାନଙ୍କ ମଙ୍ଗଳ କାମନା କରିଥାନ୍ତି। ଭାଇମାନେ ମଧ୍ୟ ଭଉଣୀ ପାଇଁ ରକ୍ଷା କବଚ ପାଲଟିଥାନ୍ତି। ଏହି ଦିନଟିକୁ ଭଉଣୀମାନେ ଅପେକ୍ଷା କରି ରହିଥାନ୍ତି।…
ନଦୀ କୂଳରେ ଗୋମାଂସ ପକାଇବାକୁ ନେଇ ଉତ୍ତେଜନା
ଯାଜପୁର ଟାଉନ ୧୪।୮(ଡି.ଏନ୍.ଏ.): ଯାଜପୁର ସହର ନିକଟସ୍ଥ ବୈତରଣୀ ନଦୀ କୂଳରେ ଗୋମାଂସ ପକାଇବାକୁ ନେଇ ବୁଧବାର ପ୍ରବଳ ଉତ୍ତେଜନା ଦେଖାଦେଇଛି। ଏହି ଘଟଣାକୁ କେନ୍ଦ୍ରକରି ଯାଜପୁରର ମୁଖ୍ୟରାସ୍ତା ଗାନ୍ଧୀଛକଠାରେ ଦୀର୍ଘସମୟ ଧରି ରାସ୍ତାରୋକୋ କରାଯାଇଥିଲା। ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ…
ବାଇକ୍ ଲୁଟ୍ ମାମଲାରେ ୪ ଗିରଫ
ଆସିକା,୧୪ା୮(ଡି.ଏନ୍.ଏ.): ଆସିକା – ଭନଗର ମୁଖ୍ୟ ରାସ୍ତାରେ ବାଲିସିରା ଛକ ନିକଟରୁ ଗତ ରବିବାର ପୂର୍ବାହ୍ନରେ ଜଣେ ବାଇକ୍ ଆରୋହୀଙ୍କୁ ମାଡ ମାରି ଦୁର୍ବୁ ବାଇକ୍ ଛଡାଇ ନେଇଥିଲେ। ଆସିକା ପୋଲିସ ମଙ୍ଗଳବାର ଦିନ ଏହି ମାମଲାର ଅଭିଯୁକ୍ତଙ୍କୁ ଗିରଫ କରିଛି।…
ବିଦ୍ୟୁତ୍ ଆଘାତରେ ଯୁବକ ମୃତ
ଗୋପାଳପୁର,୧୪ା୮: ଗୋଳନ୍ଥରା ଥାନା ପଞ୍ଚମା ଗ୍ରାମରେ ବିଦ୍ୟୁତ୍ ଆଘାତରେ ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିିଛି। ମୃତକ ହେଲେ ଦାମୋଦର ନାହାକ (୨୪)। ଦାମୋଦର ଉକ୍ତ ଗ୍ରାମର ଭାସ୍କର ପ୍ରଧାନଙ୍କ ଘରକୁ ଫ୍ୟାନ ଲଗାଇବା ପାଇଁ ଯାଇଥିଲେ। ଏହି ସମୟରେ ହଠାତ୍…
ଜନ୍ମ ଦିନରେ ମୃତ୍ୟୁ କୋଳକୁ ଗଲେ ବ୍ୟବସାୟୀ
ବଡବିଲ, ୧୪।୮(ସ୍ବ.ପ୍ର.): ଜନ୍ମ ଦିନରେ ମୃତ୍ୟୁମୁଖରେ ପଡିବା ଘଟଣା ବହୁତ କମ୍ ଦେଖିବାକୁ ମିଳିଥାଏ। କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳରେ ୱାର୍ଡ ନଂ-୪ ଉ.ପ୍ରା. ବିଦ୍ୟାଳୟ ନିକଟରେ ରହୁଥିବା ବ୍ୟବସାୟୀ ପଞ୍ଚାନନ ଦଳାଇଙ୍କର ମୃତ୍ୟୁ ଘଟିଛି। ସେ ୧୯୭୧ ମସିହା ଅଗଷ୍ଟ…
ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ବୃଦ୍ଧ ଗିରଫ
କେନ୍ଦୁଝର, ୧୪ା୮ (ସ୍ବ.ପ୍ର./ଡି.ଏନ.ଏ.): ସଦର ଥାନା ଅନ୍ତର୍ଗତ ଅଞ୍ଚଳରେ ଜଣେ ୪ର୍ଥ ଶ୍ରେଣୀ ରେ ପଢୁଥିବା ୯ ବର୍ଷର ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ବୃଦ୍ଧଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି । ତାଙ୍କ ନାମ ଚୈତନ୍ୟ…
୭ନଂ ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ
ଯୋଡ଼ା, ୧୪।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ପୌରପାଳିକାର ୭ନଂ ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇଥିବା ଅଭିଯୋଗ ହୋଇଛି । ଉକ୍ତ ଓ୍ବାର୍ଡର ପୋଷ୍ଟ ଓଫିସ ପଛପାର୍ଶ୍ୱରେ ଅଳିଆ ଆବର୍ଜନା ପଡି ପରିବେଶ ପ୍ରଦୂଷିତ ହେଉଛି । ଦୀର୍ଘଦିନ ଧରି ଅଳିଆ…
ବିପଦ ସଙ୍କେତ ଉପରେ ମହାନଦୀ, କମେଇ : ବନ୍ୟାଜଳରେ ବୁଡ଼ିଲା ଫସଲ ଜମି
ଖଣ୍ଡପଡ଼ା,୧୪ା୮(ସ୍ବ.ପ୍ର.): ୩ ଦିନ ଧରି ମହାନଦୀର ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବା ଫଳରେ ବନ୍ୟା ସୃଷ୍ଟି ହୋଇଛି । ମହାନଦୀର ବିପଦ ସଙ୍କେତ ଜଳପତ୍ତନ ସ୍ତର ୫.୬୭ ମିଟର ରହିଥିବାବେଳେ ବୁଧବାର ସନ୍ଧ୍ୟା ସୁଦ୍ଧା ୬.୮୫ ମିଟର ରହିଛି। ସେହିଭଳି…

