ଆମ ଜିଲା ଖବର

ଶଙ୍କରାଚାର୍ଯ୍ୟଙ୍କ ଆଶୀର୍ବାଦ ନେଲେ ଲାବଣ୍ୟା

ପୁରୀ ଅଫିସ, ୧୪ା୮: ଟିନ୍‌ ଡିଭା ଇଣ୍ଡିଆ ଇଣ୍ଟରନ୍ୟାଶନାଲ-୨୦୧୯ର ବିଜେତା ଓଡ଼ିଆ ଝିଅ ଲାବଣ୍ୟା ଦାଶ ମଙ୍ଗଳବାର ଜଗତଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ଆଶୀର୍ବାଦ ନେଇଛନ୍ତି। ନୂଆଦିଲ୍ଲୀରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟ ଓ ପରମ୍ପରାକୁ…

ସରକାର, ତଦନ୍ତ ଅଧିକାରୀଙ୍କ ତଣ୍ଟିରେ କାଳିଆ କଣ୍ଟା

ରସୁଲପୁର,୧୪।୮(ଡି.ଏନ୍‌.ଏ.)- କୃଷକଙ୍କ ପାଇଁ କାଳିଆ(କୃଷକ ଆସିଷ୍ଟାନ୍ସ ଫର ଲାଇଭିଲହୁଡ୍‌ ଆଣ୍ଡ ଇନକମ୍‌ ଅଗମେଣ୍ଟେସନ୍‌)ଯୋଜନାକୁ ନେଇ ଦ୍ୱନ୍ଦ ଉପୁଜୁଛି। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଏହି ଯୋଜନାକୁ ସରକାର ଅତି ତରବରିଆ ଭାବରେ ପ୍ରଣୟନ କରିଥିଲେ। ମାତ୍ର ଯୋଜନାକୁ ନେଇ ସରକାର ଦେଇଥିବା…

ରାହାଡ଼ପୁର ପାହାଡ଼ରେ ବେଆଇନ ଖନନ

ଯାଜପୁର ଅଫିସ,୧୪|୮- ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧିନସ୍ଥ ରାହାଡ଼ପୁର ଦକ୍ଷିଣପାର୍ଶ୍ୱରେ ଚାଲିଥିବା ବେଆଇନ କଳାପଥର ଖନନଉପରେ ହାଇକୋର୍ଟ ହସ୍ତକ୍ଷେପ କରିଛନ୍ତି। ହାଇକୋର୍ଟରେ ନଂ.୩୦୬୫/୨୦୧୮ରେ ହୋଇଥିବା ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ଗତ ଅଗଷ୍ଟ ୬ତାରିଖରେ ଯାଜପୁର ଜିଲାପାଳଙ୍କୁ ୬…

ଉଦ୍ଧାର ନାବାଳକଙ୍କୁ ଶିଶୁ ମଙ୍ଗଳ କମିଟିକୁ ହସ୍ତାନ୍ତର

ରସୁଲପୁର,୧୪।୮(ଡି.ଏନ୍‌.ଏ.)- ରସୁଲପୁର ବ୍ଲକ ଅନ୍ତର୍ଗତ ନଠୁଆବର ହାଟରେ ଥିବା ଏକ ଜଳଖିଆ ଦୋକାନରୁ ମଙ୍ଗଳବାର ଅପରାହ୍ନରେ କୁଆଖିଆ ପୋଲିସ ପକ୍ଷରୁ ଜଣେ ନାବାଳକଙ୍କୁ ଉଦ୍ଧାର କରାଯାଇଛି ା ତାଙ୍କୁୁ ଯାଜପୁର ଜିଲା ଶିଶୁ ମଙ୍ଗଳ କମିଟିକୁ ହସ୍ତାନ୍ତର କରିଛି। ଉକ୍ତ ଜଳଖିଆ…

ଜଳ ନିଷ୍କାସନ ବାଧାପ୍ରାପ୍ତ ଯୋଗୁ ଫସଲ ନଷ୍ଟ ହେଉଛି: ଜିଲାପାଳଙ୍କୁ ଭେଟିଲା ଯଯାତୀ କୃଷକ ସଂଗଠନ

ଯାଜପୁର ଟାଉନ ୧୪।୮(ଡି.ଏନ୍‌.ଏ.)- ଡ୍ରେନେଜ ବିଭାଗର ଦାୟିତ୍ୱହୀନତା ଯୋଗୁ ଯାଜପୁର ବ୍ଲକ ଅନ୍ତର୍ଗତ ବିଚିତ୍ରପୁର, ବାଲିଆମୁଣ୍ଡୁଳୀ, ଦକ୍ଷିଣବିଲ, ମୋଗଲପୁର, ବାଛିଆରୀ, ରାଣୁଆ, ଧନିପୁର, ମାର୍କଣ୍ଡପୁର, ବଇଭୂଇଁ ମୌଜାରେ ଜଳ ନିଷ୍କାସନ ଠିକ୍‌ ଭାବେ ହୋଇ ନ ପାରିବାରୁ ଫସଲ ସବୁ ପଚି…

୪ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଯାଜପୁର ପୋଲିସ

ଯାଜପୁର ଟାଉନ ୧୪।୮(ଡି.ଏନ୍‌.ଏ.)- ଯାଜପୁର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ବାଳ ଶ୍ରମିକ ବା ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯିବା ପାଇଁ ଆରମ୍ଭ ହୋଇଛି ପରୀ-୩ ଅଭିଯାନ। ଏସ୍‌ପି ଚରଣ ସିଂ ମୀନାଙ୍କ ନିର୍ଦ୍ଦେଶ କ୍ରମେ ଯାଜପୁର ଥାନାର ଭାରାପ୍ରାପ୍ତ ଅଧିକାରୀ…

ଜାତୀୟ ସେବା ଯୋଜନା ପକ୍ଷରୁ ସ୍ବଚ୍ଛତା ପକ୍ଷ ପାଳିତ

ଚଣ୍ଡିଖୋଲ, ୧୪।୮(ଡି.ଏନ୍‌.ଏ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଓ ଜାତୀୟ ସେବା ଯୋଜନାର ସୁବର୍ଣ୍ଣ ଜୟନ୍ତୀ ବର୍ଷ ଉପଲକ୍ଷେ ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ସ୍ବୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ସ୍ବଚ୍ଛତା ପକ୍ଷ ପାଳିତ ହୋଇଯାଇଛି। ଅଗଷ୍ଟ ୧ତାରିଖରୁ…

ଜଳଭଣ୍ଡାର ମଝିରେ ଡଙ୍ଗା ଅଚଳ, ଅଳ୍ପକେ ବର୍ତ୍ତିଲେ ୧୫ ଯାତ୍ରୀ

କଲମପୁର/ଭବାନୀପାଟଣା,୧୪।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କଣାସୁକୁଲି ଡଙ୍ଗାଘାଟରୁ ୧୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଯାନ୍ତ୍ରିକ ତ୍ରୁଟି ଯୋଗୁ ଇନ୍ଦ୍ରାବତୀ ଜଳଭଣ୍ଡାର ମଝିରେ ଫସି ରହିଥିଲେ। ଡଙ୍ଗା ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଯାତ୍ରୀମାନେ ଅଳ୍ପକେ…

ବରୀ ବ୍ଲକ ଅଧ୍ୟକ୍ଷା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ବରୀ,୧୪|୮(ସ୍ବ.ପ୍ର.)- ଯାଜପୁର ଜିଲା ବରୀ ବ୍ଲକ ଅଧ୍ୟକ୍ଷା ଉପନିର୍ବାଚନ ପାଇଁ ମଙ୍ଗଳବାର ସରକାରୀ ଭାବେ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୧ ତାରିଖ ଦିନ ୧୦ରୁ ୧୧ ଘଟିକା ପର୍ଯ୍ୟନ୍ତ ପ୍ରାର୍ଥୀ ତାଙ୍କର ମନୋନୟନ ପତ୍ର…

ବିଛାଖଣ୍ଡି ଖାଦାନରେ ଚଢାଉ, ୧୮କୁ ନୋଟିସ

ଧର୍ମଶାଳା/ଜେନାପୁର,୧୪|୮(ଡି.ଏନ୍‌.ଏ.)- ଧର୍ମଶାଳା ତହସିଲ ଓ ବନ ବିଭାଗ ପକ୍ଷରୁ ବିଛାଖଣ୍ଡି ମୌଜାରେ ପୁନଶ୍ଚ ମଙ୍ଗଳବାର ବେଆଇନ କ୍ରଶର ଉପରେ ଚଢାଉ କରାଯାଇଛି। ଏହି ସମୟରେ ଏନ୍‌ଓସି ନ ଥିବା ୧୮ଟି କ୍ରଶରକୁ ନୋଟିସ କରାଯାଇଥିବା ଅତିରିକ୍ତ ତହସିଲଦାର ଦେବୀପ୍ରସାଦ ମହାନ୍ତି କହିଛନ୍ତି।…

ବର୍ଷାଜଳ ନିଷ୍କାସନ ପାଇଁ ରାସ୍ତା ଅବରୋଧ: ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ହଟିଲା ଅବରୋଧ

ବିଞ୍ଝାରପୁର, ୧୪|୮(ଡି.ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ କପିଳା- ପରବଦା ଅଞ୍ଚଳରେ ଚାଷ ଜମିରୁ ଜଳ ନିଷ୍କାସିତ ହୋଇପାରୁ ନାହଁି। ଫଳରେ ଶହଶହ ହେକ୍ଟର ଚାଷଜମିରୁ ଧାନ ଚାଷ ଉଜୁଡିବାକୁ ବସିଛି। ଜଳ ନିଷ୍କାସନ ପାଇଁ ସ୍ଥାନୀୟ ପ୍ରଶାସନକୁ ଚାଷୀ ଅବଗତ କରୁଥିଲେ…

୩ଥର ଚମ୍ପଟ ମାରିଥିବା ବିଚାରାଧୀନ କଏଦୀ ଗିରଫ

ଭାପୁର,୧୪।୮(ଡି.ଏନ.ଏ): ଜେଲ ହାଜତରେ ବିଚାରାଧୀନ କଏଦୀ ଭାବେ ଥିବା ଜଣେ ଯୁବକ ୩ ମାସ ମଧ୍ୟରେ ୩ ଥର ଚମ୍ପଟ ମାରିଥିଲେ। ଏହା ଜେଲ କର୍ମଚାରୀ ଓ ପୋଲିସ ପାଇଁ ମୁଣ୍ଡବିନ୍ଧାର କାରଣ ହୋଇଥିଲା। ମଙ୍ଗଳବାର ସମ୍ପୃକ୍ତ କଏଦୀଙ୍କୁ ଗିରଫ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?