ଗ୍ରାମ୍ୟ ପାନୀୟ ଜଳଯୋଗାଣ ଯୋଜନା ଦିଗହରା
ହାଟଡିହୀ, ୨୦। ୫(ଡି.ଏନ୍.ଏ.)- ଦିନକୁ ଦିନ ଖରା ତାତି ବଢ଼ୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି । ଏପରିସ୍ଥଳେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ଅଧିକାଂଶ ଅଞ୍ଚଳରେ ପାନୀୟ ଜଳାଭାବ କଦେଖାଦେଇଛି। ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପ ଥାଇ ନ ଥିଲା ପରି…
ଅନ୍ୟ ଜାତିରେ ବିବାହରୁ ସାମାଜିକ ବାସନ୍ଦ ଘଟଣା: ମେଡିକାଲରେ ବାପାଙ୍କୁ ଜଗିଛି ଝିଅ
କେନ୍ଦୁଝର, ୨୦ା୫(ସ୍ବ.ପ୍ର.)- ଅନ୍ୟ ଜାତିରେ ବିବାହ କରିଥିବାରୁ ବାଇଧର ନାୟକ ନାମକ ଜଣେ ବ୍ୟକ୍ତିଙ୍କୁ ସାମଜିକ ବାସନ୍ଦ କରାଯାଇଥିଲା। ଏନେଇ ବାପ, ଝିଅ ଗଛ ତଳେ ଆଶ୍ରୟ ନେଇଥିଲେ। ସ୍ଥାନୀୟ ସାମାଜିକ କର୍ମୀ ପୋଲିସକୁ ସୂଚନା ଦେବା ପରେ ପୋଲିସ ସ୍ଥାନୀୟ…
ଭଙ୍ଗା ଘରେ ଚାଲିଛି ବିଏସଏନଏଲ କାର୍ଯ୍ୟାଳୟ: ଅଫିସ କାର୍ଯ୍ୟ ବାଧାପ୍ରାପ୍ତ
ତେଲକୋଇ, ୨୦।୫(ଡି.ଏନ.ଏ.)-ତେଲକୋଇ ବ୍ଲକ ମୁଖ୍ୟାଳୟ ଠାରେ ଥିବା ବିଏସଏନଏଲ ସେବା ଦୀର୍ଘ ୨ମାସରୁ ଊର୍ଦ୍ଧ୍ୱ ହେଲାଣି ବନ୍ଦ ଅବସ୍ଥାରେ ରହିଛି । ଏଥିଯୋଗୁଁ ବିଭିନ୍ନ କାର୍ଯ୍ୟାଳୟରେ ଥିବା ବ୍ରଡବ୍ୟାଣ୍ଡ ସେବା ଅଚଳ ହେବା ଯୋଗୁଁ ଉନ୍ନୟନ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି…
୧୯ ଦିନ ବିତିଲା, ମଦମୃତ୍ୟୁ ସଂଖ୍ୟା ଅସ୍ପଷ୍ଟ
ଭଦ୍ରକ ଅଫିସ, ୨୦।୫ – ଭଦ୍ରକ ଜିଲାରେ ମଦମୃତ୍ୟୁ ଘଟଣାକୁ ୧୯ ଦିନ ବିତିଲାଣି। ନିର୍ବାଚନ ସମୟରେ ଭୋଟରଙ୍କୁ ହାତେଇବା ପାଇଁ ଏକ ନିର୍ଦ୍ଦିଷ୍ଟ ଦଳ ପକ୍ଷରୁ ବଣ୍ଟାଯାଇଥିବା ନକଲି ମଦ ପିଇ ୧୦ ଜଣ ମୃତ୍ୟୁବରଣ କରିଥିବା ବେଳେ ଶତାଧିକ…
ମାଫିଆଙ୍କ କବ୍ଜାରେ ବଳରାମ ପାହାଡ଼
ନୟାଗଡ଼ ଅଫିସ,୨୦ା୫- ନୟାଗଡ଼ ସହର ଉପକଣ୍ଠରେ ଥିବା ବଳରାମ ପାହାଡ଼ ଏବେ ମାଫିଆଙ୍କ କବ୍ଜାରେ। ସେମାନେ ମନଇଚ୍ଛା ପାହାଡ଼ର ବିଭିନ୍ନ ସ୍ଥାନରେ ପଥର ଫଟାଇ ବିକ୍ରି କରୁଛନ୍ତି। ଏପରି କି ଜଙ୍ଗଲରୁ ଗଛକାଟି ବିକ୍ରି କରିବାକୁ ମଧ୍ୟ ପଛାଉନାହାନ୍ତି। ଏହା ଦ୍ୱାରା…
ଓଡ଼ିଆ ସାହିତ୍ୟରେ ଅଳଙ୍କାର ଅତୁଳନୀୟ
ବାଲେଶ୍ୱର ଅଫିସ, ୨୦।୫- ଓଡ଼ିଆ ଭାଷା ସାହିତ୍ୟରେ ଆରମ୍ଭରୁ ଏଯାଏ ଅନେକ ପରୀକ୍ଷା ନିରୀକ୍ଷା ହୋଇଆସିଛି। ସୃଜନଶୀଳ ସ୍ରଷ୍ଟାମାନେ ସାହିତ୍ୟର ବିଭିନ୍ନ ବିଭାଗରେ ଲେଖନି ଚାଳନାକରି ସାରସ୍ବତ ଭଣ୍ଡାରକୁ ସମୃଦ୍ଧ କରିଛନ୍ତି। ଆଗରୁ ଭାଷାଭିତ୍ତିକ କବିତା ‘ଏକପଦୀ’ ରଚିତ ହେଉଥିଲା। ବର୍ତ୍ତମାନ…
ରାମାୟଣ ବଣ୍ଣିତ କଥାବସ୍ତୁକୁ ନେଇ ନାଟକ ଶିବଧନୁ ଭଗ୍ନ : ସୀତାରାମ ବିବାହ ଦୃଶ୍ୟରେ ଦର୍ଶକ ବିଭୋର
ଖଣ୍ଡପଡ଼ା,୨୦ା୫(ସ୍ବ.ପ୍ର.)-କଣ୍ଟିଲୋ ରଘୁନାଥ ଜୀଉ ନାଟ୍ୟ ସମିତି, କଂସାରୀ ସାହି ପାଟଣା ଆନୁକୂଲ୍ୟରେ ଶନିବାର ୨ୟ ରାତିରେ ପୁରାଣ ବର୍ଣ୍ଣିତ ରାମାୟଣ କଥାବସ୍ତୁକୁ ନେଇ ନାଟକ ପରିବେଷିତ ହୋଇଥିଲା। ଏହି ଅବସରରେ ଶିବଧନୁ ଭଗ୍ନ, ସୀତା ବିବାହ ଓ ମିଥିଲ୍ୟା ପ୍ରବେଶ ଦୃଶ୍ୟରେ…
ଭାଟିପଡ଼ାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ କାମଭଙ୍ଗା କଲଭର୍ଟ ଦେଖି ଯନ୍ତ୍ରୀ କହିଲେ ‘ଚଲେଗା’
ବୈପାରୀଗୁଡ଼ା,୨୦ା୫(ଡି.ଏନ୍.ଏ.) ବୈପାରୀଗୁଡ଼ା ବ୍ଲକ ମାଝିଗୁଡ଼ା ପଞ୍ଚାୟତ ଭାଟିପଡ଼ା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାକୁ ଏବେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ଅଧୀନରେ ନିର୍ମାଣ କରାଯାଉଛି। ଏନ୍ବିସିସି ସଂସ୍ଥା ଏହାକୁ ନିର୍ମାଣ କରୁଥିବା ବେଳେ ଅଣଓଡ଼ିଆ କର୍ମଚାରୀ ଦାୟିତ୍ବ ବୁଝୁଛନ୍ତି। ରାସ୍ତା ଅତି ନିମ୍ନମାନର ହେଉଥିବା…
ରାମଲୀଳା ଯାତ୍ରା : ସୀତାରାମଙ୍କ ବିବାହ ସୃଷ୍ଟି କଲା ଭକ୍ତିମୟ ପରିବେଶ
ବୋଲଗଡ଼,୨୦ା୫(ଡି.ଏନ.ଏ.)-ବୋଲଗଡ଼ ବ୍ଲକ ବାଙ୍କୋଇ ଗ୍ରାମରେ ଆୟୋଜିତ ହେଉଛି ରାମଲୀଳା ଯାତ୍ରା ଉତ୍ସବ। ଏହା ୯ଦିନ ଧରି ଏଠାରେ ଚାଲିଛି। ପ୍ରତିବର୍ଷ ଗ୍ରାମବାସୀମାନଙ୍କ ପକ୍ଷରୁ ରାମଲୀଳା ଯାତ୍ରା ଏହି ଗ୍ରାମରେ ଅନୁଷ୍ଠିତ ହେଉଛି । ଏହି ଯାତ୍ରା ପ୍ରାୟ ଏକମାସ ପର୍ଯ୍ୟନ୍ତ ଚାଲୁ…
ମହାନଦୀ କୂଳ ବାସିନ୍ଦା ପାଣି ପାଇଁ ହନ୍ତସନ୍ତ : ବିଦ୍ୟୁତ୍ ଲୋ ଭୋଲଟେଜ୍ ସମସ୍ୟା
ଖଣ୍ଡପଡ଼ା,୨୦ା୫(ସ୍ବ.ପ୍ର) : ସମ୍ପ୍ରତି ଗ୍ରୀଷ୍ମ ପ୍ରବାହ ବଢୁଛି। ଏ ସମୟରେ ବିଦ୍ୟୁତ୍ କାଟ ଓ ଲୋ ଭୋଲ୍ଟେଜ୍ ଲୋକଙ୍କ ପାଇଁ ମୁଖ୍ୟ ସମସ୍ୟା ପାଲଟିଛି। ଲୋ ଭୋଲଟେଜ୍ ଯୋଗୁ ଘରେ ଫ୍ୟାନ୍ ଆଦି ବିଦ୍ୟୁତ୍ ଚାଳିତ ଯନ୍ତ୍ରଗୁଡ଼ିକ କାର୍ଯ୍ୟକ୍ଷମ ହୋଇପାରୁ ନ…
ଉଦ୍ଘାଟନର ୯ ମାସ ବିତିଲା, ଜିଲା ସଂସ୍କୃତି ଭବନ କାର୍ଯ୍ୟକ୍ଷମ ହେଲାନି
ସୋନପୁର,୨୦।୫(ନି.ପ୍ର.) ପ୍ରକଳ୍ପ ଉଦ୍ଘାଟନ ହୋଇଛି, କିନ୍ତୁ ତାଲା ଝୁଲୁଛି। ୯ମାସ ପରେ ବି କାର୍ଯ୍ୟକ୍ଷମ ହେଉନି। ସୁବର୍ଣ୍ଣପୁର ଜିଲା ସଦର ମହକୁମାରେ ଦେଢକୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ ଜିଲା ସଂସ୍କୃତି ଭବନ ଏବେ ଭୂତକୋଠିରେ ପରିଣତ ହେଲାଣି। ଗତ ଜୁଲାଇ…
ମକଡ଼ଦମପଡ଼ାରେ କିଡ଼୍ନୀ ରୋଗ୍ ଆତଁକ୍
ସିନାପାଲି,୨୦।୫ (ଡି.ଏନ.ଏ)- ନୂଆପଡା ଜିଲା ସିନାପାଲି ବ୍ଲକ ଲିଟିଗୁଡା ପଁଚେତ୍ ମକଡଦମପଡା ଗାଁବାସୀ ନିରମଲ ପାଏନ୍ ଅଭାବୁ ଫ୍ଲୋରାଇଡ୍ ମିଶା ପାଏନ୍ ପିଇ ଅନେକ ଲୋକ୍ କିଡ଼୍ନୀ ରୋଗ୍ରେ ମରିଥିଲାବେଲେ ବଡ଼ଭାଗୀ ଲୋକ ପୀଡ଼ିତ ଅଛନ୍। ସୂଚନା ଅନ୍ସାରେ ସିନାପାଲି ବ୍ଲକ…
Archives


