ଆମ ଜିଲା ଖବର

ଗଜପତି, ଗଞ୍ଜାମରେ ସବୁଠୁ କମ୍‌ ବର୍ଷା

ବ୍ରହ୍ମପୁର ଅଫିସ୍‌,୧୪ା୮-ଉତ୍ତର-ପଶ୍ଚିିମ ବଙ୍ଗୋପସାଗରରେ ଦେଖା ଦେଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହୋଇଛି। କିନ୍ତୁ ରାଜ୍ୟର ଅନ୍ୟ ଜିଲାଗୁଡ଼ିକ ତୁଳନାରେ ଦକ୍ଷିଣ ଓଡ଼ିଶାର ଦୁଇଟି ପ୍ରମୁଖ ଜିଲା ଗଜପତି ଏବଂ ଗଞ୍ଜାମରେ ସବୁଠୁ କମ୍‌ ପରିମାଣର ବର୍ଷା ରେକର୍ଡ଼ କରାଯାଇଛି।…

ଥମୁନି ହାତୀ ଉପଦ୍ରବ: ମଞ୍ଚାରେ କଟୁଛି ରାତି

କେନ୍ଦୁଝର,୧୪।୮( ସ୍ବ.ପ୍ର.)-ଦିନରେ କଠିନ ପରିଶ୍ରମ ଓ ରାତିରେ ହାତୀ ପାଇଁ ଉଜାଗର । ଏଭଳି କଷ୍ଟ ଯନ୍ତ୍ରଣାରେ ଗରିବ ଚାଷୀ ମାନେ ଦିନ ଓ ରାତି କଟାଉଛନ୍ତି । ହାତୀ ଆକ୍ରମଣରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଧନଜୀବନ ହାନି ଘଟୁଥିବାରୁ…

‘ଯୁବ ସମାଜ ଦେଇ ପାରିବେ ଦିଗ୍‌ଦର୍ଶନ’

ବାସୁଦେବପୁର, ୧୪ା୮(ଡି.ଏନ୍‌.ଏ.)- ଯୁବ ସମାଜ ଉପରେ ଦେଶର ଭବିଷ୍ୟତ ନିର୍ଭର କରେ । ସେମାନେ ନିଜର ଦକ୍ଷତା କାର୍ଯ୍ୟ ବଳରେ ସମାଜକୁ ନୂତନ ଦିଗ୍‌ଦର୍ଶନ ଦେଇ ପାରିବେ ବୋଲି ଭଦ୍ରକ ଜିଲା ବାସୁଦେବପୁରସ୍ଥିତ ତୃପ୍ତି ମହିଳା ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ପାଳିତ…

ବୈତରଣୀରେ ବୃଦ୍ଧି ପାଉଛି ଜଳସ୍ତର

ଭଣ୍ଡାରିପୋଖରୀ, ୧୪ା୮(ଡି.ଏନ୍‌.ଏ.)- ଲଘୁଚାପ ଜନିତ ବର୍ଷା ଯୋଗୁ ବୈତରଣୀ ନଦୀ ଫୁଲିବା ଆରମ୍ଭ କରିଛି। ନଦୀର ଜଳସ୍ତର ଆଖୁଆପଦା ଆନିକଟ ଠାରେ ମଙ୍ଗଳବାର ସକାଳ ୬ଟାରୁ ବୃଦ୍ଧି ପାଉଥିବା ଜଣାପଡିଛି। ସକାଳ ୫ଟାରେ ବନ୍ୟାଜଳ ସ୍ତର ୧୬.୬୦ ମିଟର ଥିବାବେଳେ ଏହା…

ବିଇଓଙ୍କ କାର୍ଯ୍ୟାଳୟରେ ଶିକ୍ଷକଙ୍କ ସାର୍ଟିଫିକେଟ୍‌ ଯାଞ୍ଚ

ଉଦଳା,୧୪ା୮(ଡି.ଏନ୍‌.ଏ.)- ରାଜ୍ୟର ବିଭିନ୍ନ ଜିଲାରେ ଜାଲ ସାର୍ଟିଫିକେଟରେ ଶିକ୍ଷକ ଚାକିରି କରିଥିବା ଚର୍ଚ୍ଚାକୁ ଆସିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ଶିକ୍ଷା ବିଭାଗ ସମସ୍ତ କାର୍ଯ୍ୟରତ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ମୟୂରଭଞ୍ଜ ଜିଲା ଉଦଳାରେ…

ଭାଇଙ୍କୁ ଚିଠି ଲେଖି ଡାକିଛନ୍ତି, ହାତ ତିଆରି ରାକ୍ଷୀ ବାନ୍ଧିବେ

ବାରିପଦା ଅଫିସ,୧୪।୮- ଦିନକ ପରେ ଭଉଣୀ ଓ ଭାଇଙ୍କ ପବିତ୍ର ବନ୍ଧନର ଦିବସ ରାକ୍ଷୀ ପୂର୍ଣ୍ଣିମା। ଏହି ଦିନ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧି ମଙ୍ଗଳ ମନାସେ ଓ ନିଜ ସୁରକ୍ଷା ପାଇଁ ଦାବି କରେ। ପରମ୍ପରା ମୁତାବକ ଏହାକୁ…

ବହଳଦା ପୋଲିସର ଚଢ଼ାଉ :୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ନକଲି ମଦ ଜବତ

ବହଳଦା,୧୪ା୮(ଡି.ଏନ୍‌.ଏ.)- ଅରୁଣାଚଳ ପ୍ରଦେଶରୁ ନକଲି ବିଦେଶୀ ମଦ ଚୋରା ଚାଲାଣର ଚେର ମୟୂରଭଞ୍ଜ ଜିଲା ବହଳଦା ପର୍ଯ୍ୟନ୍ତ ଲମ୍ବିଛି। ଏହାର ପର୍ଦ୍ଦାଫାଶ କରି ବହଳଦା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି। ସୋମବାର ବିଳମ୍ବିତ ରାତିରେ ପୋଲିସର ଚଢ଼ାଉ ଫଳରେ…

ନାବାଳିକା ଗାଧୋଇବା ବେଳେ ଭିଡିଓ ରେକର୍ଡିଂ କରି ଯୁବକ ଗିରଫ

ବାରିପଦା ଅଫିସ,୧୪।୮- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ଜନୈକା ନାବାଳିକାଙ୍କ ଗାଧୁଆ ସମୟର ଦୃଶ୍ୟ ମୋବାଇଲରେ ରେକର୍ଡିଂ କରି ଜଣେ ଯୁବକ ଗିରଫ ହୋଇଛନ୍ତି। ପୋଲିସ ତାଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ବାଙ୍ଗିରିପୋଷି…

ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବିରେ ପଦଯାତ୍ରା

ସିମୁଳିଆ, ୧୪।୮(ଡି.ଏନ.ଏ.)-ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବିରେ ପଦଯାତ୍ରାରେ ବାହାରିଥିବା ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକ ଭଗବାନସିନ୍ଦୋଳ ଅଞ୍ଚଳର ସତ୍ୟବ୍ରତ ଦାସ (୨୮) ମଙ୍ଗଳବାର ସିମୁଳିଆ ବ୍ଲକର ସଦର ମହକୁମା ମାର୍କୋଣାରେ ପହଞ୍ଚତ୍ଛନ୍ତି। ଗତ ଜୁଲାଇ ୧୦ ତାରିଖରୁ ଯାଜପୁର ଜିଲା…

ଇଦ୍‌-ଉଲ୍‌-ଜୁହା ଲାଗି ଖର୍ଚ୍ଚ ମାଗିବାରୁ ‘ତଲାକ’

ସୋର, ୧୪।୮(ଡି.ଏନ.ଏ.)-ତିନି ତଲାକ୍‌କୁ ଉଚ୍ଚାରଣ କରି ଛାଡପତ୍ର ଦେବା ବେଆଇନ ଘୋଷଣା କରାଯାଇଛି। ଏହାକୁ ଅମାନ୍ୟ କଲେ ୩ ବର୍ଷ ଜେଲଦଣ୍ଡ ବିଧାନ ବ୍ୟବସ୍ଥା ହୋଇଛି। ଏହାସତ୍ତ୍ୱେ ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରେ ଜଣେ ମୁସଲିମ ମହିଳା ରବିବାର ଏଭଳି ପରିସ୍ଥିତିର…

ଲଘୁଚାପ ବର୍ଷାରେ ଖଇରା ଉବୁଟୁବୁ

ଖଇରା, ୧୪।୮(ଡି.ଏନ.ଏ.)-୨ଦିନ ଧରି ଲଗାଣ ବର୍ଷାରେ ବାଲେଶ୍ୱର ଜିଲା ଖଇରା ବ୍ଲକର ଦେଇ ଯାଇଥିବା ବିଭିନ୍ନ ନଦୀ ଓ ନାଳ ଉଛୁଳି ପଡିଛି ା ଏହି କାରଣରୁ ବିଭିନ୍ନ ଗ୍ରାମରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟା ପରିସ୍ଥିତିର ମୁକାବିଲା ଲାଗି…

ନାଳରେ ପ୍ରବାହିତହେଉଛି ବର୍ଷା ଜଳ, ୩ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ

ମୁନିଗୁଡ଼ା,୧୩ା୮(ଡ଼ି.ଏନ.ଏ)-ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ଇଚ୍ଛାପୁର ପଞ୍ଚାୟତ କୁଟୁଣିପଦର ଗ୍ରାମ ନିକଟରେ ଥିବା ନାଳରେ ବର୍ଷା ଜଳ ପ୍ରବାହିତ ହେଉଛି । ଗାଁକୁ ସଂଯୋଗ କରୁଥିବା ବ୍ରିଜଟି ଭାଙ୍ଗିଯାଇଛି । ଫଳରେ ଗିରିଲିଗୁଡା,ଲୋହରାପଦର ଓ କୁଟୁଣୀପଦର ୩ ଗ୍ରାମ ବାହ୍ୟ ଜଗତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?