ଆମ ଜିଲା ଖବର

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ ଏକ ଟ୍ରକ ସ୍କୁଟିକୁ ଧକ୍କା ଦେଇଥିଲା । ଫଳରେ ଘାଟଣସ୍ଥଳରେ ବାପାଙ୍କ ମୃତ୍ୟୁ…

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ ଜିଲା ଶିକ୍ଷା ଅଧିକାରୀ (DEO) ପରେଶ ପାତ୍ରଙ୍କୁ ଏହି ଗିରଫ ପରୱାନା ଜାରି କରିଛନ୍ତି।…

ଓଡ଼ିଶା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ଅଦାଲତ ତାଙ୍କୁ ଗର୍ଭପାତ ଏବଂ ଭ୍ରୂଣର ଡିଏନଏ (DNA) ପରୀକ୍ଷା…

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ ଏବେ କୁଢ଼କୁଢ଼ ଅଳିଆ ଗଦାକୁ ନେଇ ବଢ଼ିଛି ଚିନ୍ତା। ପରିବେଶ ଦୂଷିତ ସହ ବିଭିନ୍ନ…

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା ହୋଇଥିବା ନେଇ ସ୍ଥାନୀୟ ଲୋକେ କହିଛନ୍ତି । ପ୍ରଥମେ ଟ୍ରେନ ଧକ୍କାରେ ଯୁବକଙ୍କ ଜୀବନ…

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ କାଟିଲା ବେଳେ ଖସିପଡ଼ିବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ସ୍ଥାନୀୟ ଧୂମାତ…

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌। ଫଳରେ ପିକ୍‌ଅପ୍‌ରେ ଥିବା ୩ ଜଣ ଗୁରୁତର ହୋଇଛନ୍ତି। ଅନ୍ୟପକ୍ଷରେ-ଟ୍ରକ୍‌ ଓ ପିକ୍‌ଅପ୍‌ ଜବତ…

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ ଜବରଦଖଲ ଉଛେଦ କାର୍ଯ୍ୟକୁ ଜୋରଦାର କରାଯାଇଛି। ଏହି ପ୍ରରିପ୍ରେକ୍ଷୀରେ ସ୍ଥାନୀୟ ତହସିଲଦାର ତଥା କାର୍ଯ୍ୟନିର୍ବାହୀ…

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’ ହଟେଇବାକୁ ସରକାର ନିଷ୍ପତ୍ତି ନେଇଥିବା ମନ୍ତ୍ରୀ କହିଛନ୍ତି। ଏଣିକି ରାସ୍ତାରେ କେବଳ ଇଭି ‘ଆମ…

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା ପ୍ରଘଟ କରିଦେବା ଭୟ ଦେଖାଇ ସମ୍ପୃକ୍ତ ବୃଦ୍ଧଙ୍କୁ ବ୍ଲାକମେଲ୍‌ କଲେ। ବ୍ଲାକ୍‌ମେଲ କରି କଟକ…

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ ଚଳାଚଳ ଭିଡ଼ ହ୍ରାସ ପାଇବା ସହ ଯାତ୍ରା ସମୟ ହ୍ରାସ ହୋଇପାରେ ଏବଂ ଜୀବନ…

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି ହାତୀ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ଅପରାହ୍ନରେ ୧୮ ଟିକିଆ ହାତୀପଲ ବରନାଳି ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?