କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବଲାଣୀ ସେଲ ଖଣି ପରିଦର୍ଶନ
ବଡ଼ବିଲ, ୧୩।୮(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଲାଣି ଥାନା ଅନ୍ତର୍ଗତ ସେଲ(ଷ୍ଟିଲ ଅଥରୀଟି ଅଫ ଇଣ୍ଡିଆ ଲିମିଟେଡ)ର ବଲାଣି ଲୌହ ଖଣିକୁ ସୋମବାର ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରିଦର୍ଶନ କରିଛନ୍ତି। ହେଲିକପ୍ଟର ଯୋଗେ ସେ ଝାଡ଼ଖଣ୍ଡର ନୂଆମୁଣ୍ଡିରେ ଓହ୍ଲାଇବା ପରେ ସେଠାରୁ…
ନବବିବାହିତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର:ଯୌତୁକ ପାଇଁ ହତ୍ୟା ଅଭିଯୋଗ
ଧାମନଗର, ୧୩।୮ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ଥାନା ଅଧୀନ ଗୋଡ଼ିପୋଖରୀ ସୟଦଜାଫର ଗ୍ରାମର ରିତାଞ୍ଜଳି ମଳିକ ନାମକ ଜଣେ ନବବିବାହିତା ମହିଳାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ପୋଲିସ ସୋମବାର ଉଦ୍ଧାର କରିଛି। ଯୌତୁକ ପାଇଁ ରିତାଞ୍ଜଳିଙ୍କୁ ହତ୍ୟା…
ଏଯାଏ ଆଧାର ଲିଙ୍କ୍ କରିନାହାନ୍ତି ୭୮୫୫ କାର୍ଡଧାରୀ
ଭଦ୍ରକ ଅଫିସ, ୧୩।୮ – ରାଶନ କାର୍ଡ ସହ ଆଧାର ଲିଙ୍କ୍କୁ ବାଧ୍ୟତାମୂଳକ କରାଯାଇଛି। ଆଧାର ଲିଙ୍କ୍ ନ ଥିଲେ ସେପ୍ଟେମ୍ବର ମାସରୁ ହିତାଧିକାରୀଙ୍କୁ ଖାଉଟି ସାମଗ୍ରୀ ମିଳିବ ନାହିଁ। ରାଜ୍ୟ ସରକାର ଚିଠି ମାଧ୍ୟମରେ ସମସ୍ତ ଜିଲାପାଳଙ୍କ ନିକଟକୁ ଏହି…
ମୟୂରଭଞ୍ଜ ସାହିତ୍ୟ ପରିଷଦର କବିତା ପାଠୋତ୍ସବ
ବାରିପଦା ଅଫିସ,୧୩ା୮- ମୟୂରଭଞ୍ଜ ସାହିତ୍ୟ ପରିଷଦ ତରଫରୁ ସମ୍ବିଧାନର ୩୭୦ ଧାରା ଉଚ୍ଛେଦ ବିଷୟ ସମ୍ପର୍କିତ ଏକ ମନୋଜ୍ଞ କବିତା ପାଠୋତ୍ସବ ମହର୍ଷି ପବ୍ଲ୍ିକ ସ୍କୁଲ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ପରିଷଦର ସଭାପତି ପଦ୍ମନାଭ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…
ବିଶ୍ୱ ହସ୍ତୀ ଦିବସ ପାଳିତ‘ସଚେତନତା ଦ୍ୱାରା ହାତୀଙ୍କ ସୁରକ୍ଷା ସମ୍ଭବ’
ବାରିପଦା ଅଫିସ,୧୩ା୮- ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ପକ୍ଷରୁ ସୋମବାର ବିଶ୍ୱ ହସ୍ତୀ ଦିବସ ପାଳିତ ହୋଇ ଯାଇଛି। ବାରିପଦା ବନଖଣ୍ଡ ଅଧିକାରୀ ସ୍ବୟଂ ମଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ପିସିସିଏଫ ସରୋଜ କୁମାର ପଟ୍ଟନାୟକ ମୁଖ୍ୟଅତିଥି ଓ ଅବସରପ୍ରାପ୍ତ…
ବାରିପଦାର ସୁବ୍ରତଙ୍କୁ ଜାତୀୟ ଯୁବ ପ୍ରତିଭା ସମ୍ମାନ
ବାରିପଦା ଅଫିସ,୧୩ା୮- ମୟୁରଭଞ୍ଜ ଜିଲା ବାରିପଦାସ୍ଥିତ ତକତପୁର ଅଞ୍ଚଳର ସୁବ୍ରତ କୁମାର ଦାସ ୨୦୧୬-୧୭ ବର୍ଷର ଜାତୀୟ ‘ଯୁବ ପ୍ରତିଭା ସମ୍ମାନ’ ଲାଭ କରିଛନ୍ତି। ସୋମବାର ଆନ୍ତର୍ଜାତିକ ଯୁବ ଦିବସ ପାଳନ ଅବସରରେ ନୂଆଦିଲ୍ଲୀଠାରେ ଆୟୋଜିତ ଯୁବ ପ୍ରତିଭା ସମ୍ବର୍ଦ୍ଧନା ସଭାରେ…
ରାଜସ୍ବ ମନ୍ତ୍ରୀଙ୍କୁ ପୌରାଞ୍ଚଳ ପଟ୍ଟା ବିହୀନ ବାସିନ୍ଦା ସଂଘର ଦାବିପତ୍ର
ବାରିପଦା ଅଫିସ,୧୩ା୮- ମୟୂରଭଞ୍ଜ ଜିଲା ବାରିପଦା ପୌରାଞ୍ଚଳ ପଟ୍ଟା ବିହୀନ ବାସିନ୍ଦା ସଂଘ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କୁ ସେମାନଙ୍କ ବିଭିନ୍ନ ଅସୁବିଧା ସମ୍ପର୍କରେ ଦାବିପତ୍ର ପ୍ରଦାନ କରିଛି। ସଂଘର ଏକ ୩ ଜଣିଆ ପ୍ରତିନିଧି…
ଦ୍ୱାରଶୁଣି ଘାଟିରୁ ଖସିଲା ଟ୍ରକଜଣେ ମୃତ,୧ ଗୁରୁତର
ବାଙ୍ଗିରିପୋଷି,୧୩ା୮(ଡି.ଏନ୍.ଏ.)- ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟିରେ ରବିବାର ବିଳମ୍ବିତ ରାତିରେ କଲିକତା ଅଭିମୁଖେ ଯାଉଥିବା ଏକ ଟ୍ରକ ୫୦ ଫୁଟ ତଳକୁ ଖସି ପଡିଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣକ…
ଉପଯୁକ୍ତ କ୍ଷତିପୂରଣ ଦାବି କଲେ ଚାଷୀ
ବାଲିଆପାଳ, ୧୩।୮(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ସୁବର୍ଣ୍ଣରେଖା ନଦୀ ମୁହାଣ ଚଉମୁଖଠାରେ ୫ହଜାର କୋଟି ଟଙ୍କାର ବୃହତ୍ ବନ୍ଦର ନିର୍ମାଣ ହେବାକୁ ଯାଉଛି। ଦ.ପୂ-ରେଳପଥର ଅମର୍ଦ୍ଦାଠାରୁ ଏହି ବନ୍ଦରକୁ ରେଳପଥ ସଂଯୋଗ କରିବ। ରେଳପଥ ସକାଶେ ଜମି ହରାଉଥିବା ଚାଷୀମାନେ ଶ୍ରୀରାମପୁର…
ଝିଅର ଚିକିତ୍ସା ପାଇଁ ଅସହାୟ ମା’ ବାପା
ଖଇରା, ୧୩।୮(ଉତ୍କଳବନ୍ଧୁ ପଣ୍ଡା)-ଆଖିରେ ଆଖିଏ ସ୍ବପ୍ନ ା ଅନ୍ୟ ସାଙ୍ଗମାନଙ୍କ ଭଳି ବହି ବସ୍ତାନି ଧରି ସ୍କୁଲ ଯିବାକୁ ଇଚ୍ଛା ା ହେଲେ ଆଖି ୨ଟି ତାଙ୍କର ସବୁ ଆଶାରେ ବାଧକ ସାଜିଛି। ଦୃଷ୍ଟିହୀନତା ତାଙ୍କ ଚଲାପଥରେ କଣ୍ଟା ହୋଇ ଛିଡା…
ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଗାର୍ଡେନିଂ: ରତୀନ୍ଦ୍ରଙ୍କ ଅନନ୍ୟ ପ୍ରୟାସ
ବାଲିଆପାଳ, ୧୩ା୮(ଡି.ଏନ.ଏ.)-ସୁସ୍ଥ ପରିବେଶ ଦେହ ଓ ମନକୁ ସୁସ୍ଥ ରଖେ। ଏହି କଥାର ମର୍ମ ବୁଝି ଏହାକୁ କାର୍ଯ୍ୟରେ ଲଗାଇ ଚର୍ଚ୍ଚାକୁ ଆସିଛନ୍ତି ଡାକ୍ତରଖାନାରେ ରୋଗୀଙ୍କୁ ସେବା ଯୋଗାଉଥିବା ଫାର୍ମାସିଷ୍ଟ ରତୀନ୍ଦ୍ର ନାରାୟଣ ପରିଡା। ସେ ନିଜ ଉଦ୍ୟମରେ ଡାକ୍ତରଖାନା ଚାରିପଟେ…
ରାସ୍ତା ଉପରେ ପାଣି, ଯୋଗାଯୋଗ ବିଚ୍ଛିନ୍ନ
ଫିରିଙ୍ଗିଆ,୧୩ା୮: ଫିରିଙ୍ଗିଆ ବ୍ଲକ ନେଡିପଦରଠାରୁ ଜାର୍ଗିପଦର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା(ପିଏମ୍ଜିଏସ୍ୱାଇ)ରେ ହୋଇଥିବା ରାସ୍ତା ପାର୍ଶ୍ୱ ବର୍ଷାରେ ଧୋଇ ଯାଇଥିଲା। ଏବେ ଏହି ରାସ୍ତା ବୁଡିଯାଇଛି। ଫଳରେ ଏହି ରାସ୍ତା ଦେଇ ଯାତାୟତ ବନ୍ଦ ହୋଇଯାଇଛି। ନେଡିପଦରରୁ-ଜାର୍ଗିପଦର ପର୍ଯ୍ୟନ୍ତ ହୋଇଥିବା…

