୩୦ବର୍ଷ ପରେ ଘରକୁ ଫେରିଲେ ମହିଳା
ବାରିପଦା ଅଫିସ,୪ା୯ – ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ପାରିଆକୁଲି ଗ୍ରାମର ଜନୈକା ମହିଳା ନିଖୋଜ ହେବାର ଦୀର୍ଘ ୩୦ବର୍ଷ ପରେ ଘରକୁ ଫେରିଛନ୍ତି ା ମହିଳା ଜଣକ ହେଲେ ଗଣେଶ୍ୱର ବେହେରାଙ୍କ ପନତ୍ୀ ସୁମିତ୍ରା (୬୫) ା ମାନସିକ…
ଥମୁନି ହାତୀ ଆତଙ୍କ , ପୁଣି ଜଣଙ୍କ ଜୀବନ ଗଲା
ରାସଗୋବିନ୍ଦପୁର,୪।୯ (ଡି.ଏନ.ଏ))- ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରୁ ଆସିଥିବା ହାତୀପଲଙ୍କ ଉପଦ୍ରବ ଥମିିବାର ନାଁ ଧରୁନି। ୧୩ଟି ହାତୀ ମାସେରୁ ଅଧିକ ସମୟ ହେଲା ରାସଗୋବିନ୍ଦପୁର ବ୍ଲକର ସାରୁମଳା, ଅମରଦା, ଝାଟିଅଡା, ନାକିଚୁଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ବ୍ୟାପକ ଉପଦ୍ରବ କରିବା…
ରାସ୍ତାରେ ଧାନଗଛ ରୋଇଲେ ଉତ୍ତ୍ୟକ୍ତ ମହିଳା
ବଡ଼ସାହି,୪ା୯(ସ୍ବ.ପ୍ର)- ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗମନାଗମନ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି ା ମାତ୍ର ପ୍ରଶାସନିକ ଅଧିକାରୀ ଓ ରାଜନେତାଙ୍କ ଆନ୍ତରିକତା ଅଭାବରୁ ସାଧାରଣ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ା ଦୀର୍ଘ…
ରେଳବାଇ ଜାଗାରୁ ଗଛକଟା: ଜେଲ୍ ଗଲେ ଅଭିଯୁକ୍ତ କାଠ ବେପାରୀ
ରୂପ୍ସା, ୪।୯(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରାଜଘାଟ ରେଳଷ୍ଟେଶନ ପାଖ ରେଳବାଇ ଜାଗାରେ ଥିବା ଏକ ଜଙ୍ଗଲରୁ ଅବାଧ ଗଛକଟା ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଦୀର୍ଘଦିନ ଧରି କାଠ ବ୍ୟବସାୟୀମାନେ ରାତିଦିନ ମୂଲ୍ୟବାନ ଗଛ ସବୁ…
ଯୁବତୀ ନିଖୋଜ ଘଟଣା:ପୂର୍ବ ଶତ୍ରୁତାରୁ ରାଧାରାଣୀଙ୍କୁ ହତ୍ୟା,ଅଟୋ ଚାଳକ ଗିରଫ
ଓଡ଼ଗାଁ, ୪।୯(ସ୍ବ.ପ୍ର.)-ନୟାଗଡ଼ ଜିଲା ଓଡ଼ଗାଁ ଥାନା ଅଞ୍ଚଳରେ ୨୨ ତାରିଖରୁ ନିଖୋଜ ଥିବା ଜଣେ ଯୁବତୀଙ୍କୁ ହତ୍ୟା କରାଯାଇଛି। ଏହି ମାମଲାରେ ସ୍ଥାନୀୟ ପୋଲିସ ସୋମବାର ଜଣେ ଅଟୋ ଚାଳକଙ୍କୁ ଗିରଫ କରିବା ପରେ ଘଟଣାର ପର୍ଦ୍ଦାଫାଶ ହୋଇଛି। ଏହା ଏକ…
କ୍ରୀଡ଼ା ଭିତ୍ତିଭୂମିର ବିକାଶ ଉପରେ ଗୁରୁତ୍ୱ
ବାଲେଶ୍ୱର ଅଫିସ, ୪।୯-ରାଜ୍ୟ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଏବଂ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ସୋମବାର ବାଲେଶ୍ୱର ଗସ୍ତରେ ଆସି ସ୍ଥାନୀୟ ସର୍କିଟ ହାଉସଠାରେ ବିଭାଗୀୟ କାର୍ଯ୍ୟ ଏବଂ ନିର୍ମାଣାଧୀନ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି। କ୍ରୀଡ଼ା…
ଛାତ୍ରୀ ଅଶ୍ଳୀଳ ଭିଡ଼ିଓ ଶୁଟିଂ ଘଟଣା: ତାଳସାରୀରେ ମହିଳା, ପୁରୁଷଙ୍କ ମେଳି
ଭୋଗରାଇ, ୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଶାରୀରିକ ନିର୍ଯାତନା, ଅଶ୍ଳୀଳ ଭିଡ଼ିଓ ଶୁଟିଂ ଓ ବ୍ଲାକମେଲିଂ ଘଟଣାରେ ମାସେ ବିତିଥିଲେ ମଧ୍ୟ ଅଦ୍ୟାବଧି ସମସ୍ତ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିବାରେ ବିଫଳ ହୋଇଛି। ଏହାର ପ୍ରତିବାଦରେ…
ବାଜିନି ପୌର ନିର୍ବାଚନ ବିଗୁଲ, ନେତା ହେଲେଣି ଚଳଚଞ୍ଚଳ
କେନ୍ଦ୍ରାପଡ଼ା ଅଫିସ, ୪-୯- ପୌର ନିର୍ବାଚନ ପାଇଁ କୌଣସି ସୂଚନା ମିଳିନାହିଁ ା ତେବେ କେନ୍ଦ୍ରାପଡା ପୌରାଞ୍ଚଳରେ ଏହାର ପଦଧ୍ୱନି ଦେଖିବାକୁ ମିଳିଲାଣି। ସହରାଞ୍ଚଳରେ ପ୍ରତ୍ୟେକ ୱାର୍ଡରେ ଅଫିସ ଖୋଲାଯାଇ ଲୋକଙ୍କ ସମସ୍ୟା ସୁଧାରିବାକୁ ରାଜ୍ୟ ସରକାର ଘୋଷଣା କରିଥିବାବେଳେ ସ୍ଥାନୀୟ…
ବାହାରେ ରୋଜଗାର ଖୋଜୁଛନ୍ତି ଯୁବପିଢ଼ି
କେନ୍ଦ୍ରାପଡ଼ା ଅଫିସ, ୪-୯- କର୍ମ ସଂସ୍ଥା ଓ ଭିତ୍ତିଭୂମିର ଅଭାବ ଯୋଗୁ କେନ୍ଦ୍ରାପଡ଼ାର ଅଧିକାଂଶ ଯୁବପିଢ଼ି ଏବେ ଜିଲା ଛାଡ଼ିବାକୁ ବାଧ୍ୟ ହେଉଛନ୍ତି। ବାହାର ରାଜ୍ୟ ଅବା ଦେଶକୁ ଯାଇ ସେଠାରେ ରୋଜଗାର ପନ୍ଥା ସନ୍ଧାନ କରୁଛନ୍ତି। ସେମାନଙ୍କ ମଧ୍ୟରୁ କିଛି…
ଫାଷ୍ଟ କମ୍ ଫାଷ୍ଟ ଲୋଡିଂ ବିବାଦ:ପ୍ରଭାବିତ ଟ୍ରକ୍ ମାଲିକଙ୍କୁ ସ୍ବତନ୍ତ୍ର କୋଟା ପ୍ରଦାନ ଦାବି
ଯାଜପୁର ଅଫିସ/କାଳିଆପାଣି(ଡି.ଏନ୍.ଏ.),୪-୯- ଫାଷ୍ଟ କମ୍ ଫାଷ୍ଟ ଲୋଡିଂ ବିବାଦରୁ ଗତ ୨ସପ୍ତାହରୁ ଊର୍ଦ୍ଧ୍ୱ ହେବ ଯାଜପୁର କାଳିଆପାଣି କ୍ରୋମ୍ ଖଣିରୁ ପରିବହନ ଠପ୍ ହୋଇ ପଡ଼ିଛି। ଏଥିଯୋଗୁ ଟ୍ରକ୍ ମାଲିକ, ଶ୍ରମିକ, ବ୍ୟବସାୟୀ ପ୍ରମୁଖଙ୍କ ଦାନାପାଣି ସଙ୍କଟ ମଧ୍ୟକୁ ଠେଲି ହୋଇଯାଇଛି।…
ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ କର୍ମଶାଳା
କଳିଙ୍ଗନଗର,୪-୯(ଡି.ଏନ୍.ଏ.)- ଦାନଗଦୀ ବ୍ଲକ ବିଜେଡି ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଦାନଗଦୀ ଭବନଠାରେ ସଭ୍ୟ ସଂଗ୍ରହ ଅଭିଯାନ ସମ୍ପର୍କୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଦାନଗଦୀ ବ୍ଲକ ବିଜେଡି ସଭାପତି ବୁଡାନ ସିଂ ଜାମୁଡାଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥିଭାବେ ସୁକିନ୍ଦା…
ଡୁବୁରୀ-ସୁକିନ୍ଦା ୫୩ ନମ୍ବର ଜାତୀୟ ରାଜପଥ :ମରାମତି ଦାବି କଲା ବ୍ୟବସାୟୀ ସଂଘ
ଡୁବୁରୀ,୪-୯(ଡି.ଏନ୍.ଏ.)- ଡୁବୁରୀ-ସୁକିନ୍ଦା ୫୩ ନମ୍ବର ଜାତୀୟ ରାଜପଥ ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ଶୋଚନୀୟ ହୋଇପଡିଛି। ଡୁବୁରୀ-ସୁକିନ୍ଦା ୯ କିଲୋମିଟର ପାଖାପାଖି ରାସ୍ତାର ଅଧିକାଂଶ ସ୍ଥାନ ଖାଲଖମା ସୃଷ୍ଟି ହୋଇଛି। ଚଳିତ ଲଘୁଚାପ ଜନିତ ବର୍ଷା ଅବସ୍ଥାକୁ ଅଧିକ ସଙ୍ଗିନ କରିଦେଇଛି।…

