ସିଡବ୍ଲ୍ୟୁସି ନିକଟରେ ନାବାଳିକାଙ୍କୁ ହାଜର କରାଇଲାନି ପୋଲିସ; ଡିଜିପି, ସରକାରଙ୍କୁ ଅବଗତ କରାଇବ ସମିତି
ଅନୁଗୋଳ ଅଫିସ, ୧୨।୮: ଅନୁଗୋଳ ବସ୍ଷ୍ଟାଣ୍ଡ ନିକଟରେ ଜୁଲାଇ ୨୧ରେ ବଳାତ୍କାରର ଶିକାର ହୋଇଥିବା ନାବାଳିକାଙ୍କୁ ପୋଲିସ ଶନିବାର ତାଙ୍କ ବାପାଙ୍କ ଜିମା ଦେବାପରେ ପୀଡିତାଙ୍କ ସୁରକ୍ଷାକୁ ନେଇ ଜିଲା ଶିଶୁ ମଙ୍ଗଳ ସମିତି(ସିଡବ୍ଲ୍ୟୁସି) ପ୍ରଶ୍ନ ଉଠାଇଥିଲା। ଏଥିସହ ରବିବାର ପୂର୍ବାହ୍ନ…
ସାରଙ୍ଗଧର, ବାଜି ରାଉତ ସେତୁରେ ଆଲୋକୀକରଣ ବ୍ୟବସ୍ଥା ନୋହିଲା; ସଞ୍ଜ ନଇଁଲେ ଗୋଡ଼ାଉଛି ଭୟ
ଢେଙ୍କାନାଳ ଅଫିସ, ୧୨।୮: ଢେଙ୍କାନାଳ ଜିଲା ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ସାରଙ୍ଗଧର ସେତୁ ଏବଂ ବାଜି ରାଉତ ସେତୁ ଉପରେ ଆଲୋକୀକରଣ ବ୍ୟବସ୍ଥା ଫଳକରେ ସୀମିତ ରହିଛି। ଜିଲାବାସୀଙ୍କ ଲାଇଫ୍ ଲାଇନ କୁହାଯାଉଥିବା ଉକ୍ତ ଦୁଇ ବ୍ରିଜ୍…
ଆବାସ ହିତାଧିକାରୀଙ୍କ ଅନୁଦାନ ହଡପ : ସମ୍ପୂର୍ଣ୍ଣ ହୋଇପାରୁନି ଗୃହ, ରାସ୍ତାକଡରେ ପରିବାର
ନୂଆଗାଁ,୧୨ା୮ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗୁମୀ ପଞ୍ଚାୟତ ମଣିଆକୋଟ ଗ୍ରାମର ଜଣେ ହିତାଧିକାରୀଙ୍କ ଆବାସ ଅନୁଦାନ ହଡ଼ପ କରାଯାଇଥିବା ଅଭିଯୋଗ ହୋଇଛି। ଏଣେ ଗୃହ ନିର୍ମାଣ ଶେଷ ହୋଇ ନ ଥିବାରୁ ହିତାଧିକାରୀଙ୍କ ପରିବାର ରାସ୍ତାକଡରେ ଜୀବନ ବିତାଉଛନ୍ତି।…
କଣ୍ଟିଲୋରେ ଝୁଲଣ ଯାତ୍ରା ଆରମ୍ଭ : ସଂକୀର୍ତ୍ତନ କରି ଠାକୁରଙ୍କୁ ଝୁଲାଇଲେ ଭକ୍ତ
ଖଣ୍ଡପଡ଼ା,୧୨ା୮(ସ୍ବ.ପ୍ର.) : ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋସ୍ଥିତ ଶ୍ରୀ ନୀଳମାଧବ ଜୀଉ ପୀଠ, ରାଧାମୋହନ ଜୀଉ ମଠ, ଠାକୁର ଅଭିରାମ ପରମହଂସ ଦେବଙ୍କ ଶାନ୍ତି ଆନନ୍ଦାଶ୍ରମ, ସିଧାମୂଳାସ୍ଥିତ ଶ୍ରୀ ଜଗନ୍ନାଥ ଜୀଉଙ୍କ ମନ୍ଦିର, ଖଣ୍ଡପଡ଼ା ଶ୍ରୀ ଜଗନ୍ନାଥ ଜୀଉ…
୩ନଂ. ଓ୍ବାର୍ଡରେ ଡ୍ରେନ୍, ରାସ୍ତାଘାଟ ଶୋଚନୀୟ; ଶୁଣୁନି ପୌରସଂସ୍ଥା, ବଢୁଛି ସଂକ୍ରାମକ ରୋଗ
ଢେଙ୍କାନାଳ ଅଫିସ, ୧୨।୮: ଢେଙ୍କାନାଳ ପୌରସଂସ୍ଥାର ଚରମ ଅବହେଳାରୁ ୩ନଂ. ଓ୍ବାର୍ଡ ଶ୍ରୀରାମ ନଗରବାସୀ ଯନ୍ତ୍ରଣା ଭୋଗୁଛନ୍ତି। ଅଞ୍ଚଳର ଡ୍ରେନେଜ୍ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ରାସ୍ତାଘାଟ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ପୂତ୍ତିଗନ୍ଧମୟ ପରିବେଶ ସଂକ୍ରାମକ ରୋଗ ବଢ଼ାଉଛି। ବାରମ୍ବାର ଅଭିଯୋଗ ସତ୍ତ୍ୱେ…
କାର୍ଯ୍ୟକ୍ଷମ ହୋଇପାରୁନି ପାନୀୟ ଜଳ ପ୍ରକଳ୍ପ : ଦୂଷିତ କୂଅ ପାଣି ପିଇ ଲୋକେ ରୋଗାକ୍ରାନ୍ତ
ଖଣ୍ଡପଡ଼ା,୧୨ା୮(ସ୍ବ.ପ୍ର.): କୁଆଁରିଆ ନଦୀରୁ ବୋରୱେଲ ମାଧ୍ୟମରେ ପଥରଗଣ୍ଡ ଓ ନିକଟସ୍ଥ ଗ୍ରାମବାସୀଙ୍କୁ ପାନୀୟ ଜଳ ଯୋଗାଣ ନିମନ୍ତେ ପ୍ରକଳ୍ପ କାର୍ଯ୍ୟ ଦୀର୍ଘ ୧ ବର୍ଷ ହେଲା ସମ୍ପୂର୍ଣ୍ଣ ହୋଇସାରିଛି।ମାତ୍ର ପ୍ରଶାସନିକ ଅବହେଳା ଯୋଗୁ ଉକ୍ତ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରୁ ନ ଥିବା…
ଜାତୀୟ କରାଟେ ପ୍ରତିଯୋଗିତାରେ ମିଳିଛି ସ୍ବର୍ଣ୍ଣ ପଦକ : ପ୍ରତିଭା ବିିକାଶରେ ଅର୍ଥ ସାଜିଛି ବାଧକ
ମହାକାଳପଡ଼ା,୧୨ା୮(ଡି.ଏନ୍.ଏ.): ଅର୍ଥ ଅଭାବରୁ ଜଣେ ପ୍ରତିଭାବାନ ଛାତ୍ରୀ ତଥା ଜାତୀୟସ୍ତରର କରାଟେ ଖେଳାଳି ଉଚ୍ଚ ଶିକ୍ଷା ଲାଭ କରିବାରେ ବାଧକ ସୃଷ୍ଟି ହୋଇଛି। ସେ ହେଲେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଖରିନାସୀ ଗ୍ରାମର ପାୟଲ ବାୟନ(୧୭)। ୨୦୧୩ରେ ସେ…
ବିବାହର ୭ ମାସ ନ ପୂରୁଣୁ ନବବିବାହିତାଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟଣା: ସ୍ବାମୀ, ଦିଅର କୋର୍ଟ ଚାଲାଣ, ନ୍ୟାୟ ଅପେକ୍ଷାରେ ମୃତକାଙ୍କ ମା’, ୨ ଭାଇ
ଜୁନାଗଡ,୧୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚିଚୈଗୁଡା ଗ୍ରାମରେ ଗତ ୬ତାରିଖ ମଙ୍ଗଳବାର ବିବାହର ୭ମାସ ନ ପୂରୁଣୁ ଜଣେ ନବବିବାହିତା ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଥିଲା। ତାଙ୍କ ନାମ ଦୀପାଞ୍ଜଳି ମେହେର(୨୬)। ଉକ୍ତ ଦିନ ମୃତକାଙ୍କ ଭାଇ ଆଶିଷ…
ଚିଲଗୁଡା ଅଞ୍ଚଳରେ ମଦ, ସଟ୍ଟା କାରବାର ବୃଦ୍ଧି; ନୀରବ ଦ୍ରଷ୍ଟା ସାଜିଛି ସ୍ଥାନୀୟ ଫାଣ୍ଡି ପୋଲିସ
ଜୁନାଗଡ,୧୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ଥାନା ଅଧୀନ ଚିଲଗୁଡା ଅଞ୍ଚଳରେ ମଦ, ସଟ୍ଟା କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏଥିପ୍ରତି ସ୍ଥାନୀୟ ଚିଲଗୁଡା ଫାଣ୍ଡି ପୋଲିସ କର୍ତ୍ତୃପକ୍ଷ ନୀରବ…
ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପ୍ରସ୍ତୁତି ବୈଠକ
ନୂଆପଡା ଅଫିସ/ବୋଡେନ,୧୨ା୮: ନୂଆପଡା ଜିଲା ବୋଡେନ ବ୍ଲକ ସଭାଗୃହରେ ବିଡିଓ ପୂର୍ଣ୍ଣ ନ୍ଦ୍ର ଭୋଇଙ୍କ ସଭାପତିତ୍ୱରେ ସ୍ବାଧୀନତା ଦିବସ ପାଳନ ଲାଗି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସିଆରପିଏଫ ଆସିଣ୍ଟାଣ୍ଟ କମାଣ୍ଡାଣ୍ଟ ଗଣେଶ, ପୋଲିସ ସବଇନ୍ସପେକ୍ଟର ଦିବ୍ୟ…
ଶିଶୁ ସୁରକ୍ଷା ନେଇ ସଚେତନତା ଶୋଭାଯାତ୍ରା
ମ.ରାମପୁର,୧୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ମ.ରାମପୁର ସ୍ଥିତ ଦୁର୍ଗାମାଧବ ଉଚ୍ଚ ବିଦ୍ୟାପୀଠ ଛାତ୍ରୀଛାତ୍ରଙ୍କୁ ନେଇ ସ୍ଥାନୀୟ ପୋଲିସ ବିଭାଗ ପକ୍ଷରୁ ଶିଶୁ ସୁରକ୍ଷା ସଚେତନତା ଶୋଭଯାତ୍ରା ହୋଇଯାଇଛି । ଥାନା ଭାରପ୍ରାପ୍ତ ଅଧିକାରୀ ମ.ରାମପୁର ଉତ୍ତମ କୁମାର ସାହୁଙ୍କ ତତ୍ତ୍ବାବଧାନରେ ପରିଚାଳିତ କାର୍ଯ୍ୟକ୍ରମରେ…
ବଢ଼ୁଛି କାଇଁଚ ରାଖୀ ଚାହିଦା
କେନ୍ଦ୍ରାପଡା ଅଫିସ, ୧୨ା୮ : ଆଉ ମାତ୍ର ୪ ଦିନ ପରେ ରାଖୀ ପୂର୍ଣ୍ଣିମା। ଭାଇ ହାତରେ ଭଉଣୀ ବାନ୍ଧିବ ରାଖୀ। ଏହାକୁ ଦୃଷ୍ଟିରେ ରଖି ପରିବେଶ ଅନୁକୂଳ କାଇଁଚରେ ନିର୍ମିତ ରାଖୀ ବଜାରକୁ ଆସିଛି। ଓରମାସର କେନ୍ଦ୍ରାପଡା ଜିଲା ଶାଖା…

