ଆମ ଜିଲା ଖବର

ବିଧାୟିକାଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ଆସିକା,୧୧ା୮(ଡ଼ି.ଏନ.ଏ.)- ଆସିକା ଏନଏସିରେ ଆମ ସହର ଆମ ଉନ୍ନତି ଯୋଜନାରେ ହୋଇଥିବା ବିଭିନ୍ନ ପ୍ରକଳ୍ପକୁ ରବିବାର ବିଧାୟିକା ମଞ୍ଜୁଳା ସ୍ବାଇଁ ଉଦଘାଟନ କରିଛନ୍ତି। ଓଡିଆ ସାହି ଫୁଲକେସିନୀ ମନ୍ଦିର ସଂଲଗ୍ନ କଲ୍ୟାଣ ମଣ୍ଡପ, ସୁନାମ୍ବ ସାହି ରଘୁନାଥ ମନ୍ଦିର କଲ୍ୟାଣ ମଣ୍ଡପ…

ବାଇକ ଦୁର୍ଘଟଣାରେ ଗୁରୁତର ବୃଦ୍ଧଙ୍କ ମୃତ୍ୟୁ

ବୁଗୁଡ଼ା,୧୧ା୮(ଡି.ଏନ.ଏ.)-ବୁଗୁଡ଼ା ଥାନା ପାଙ୍ଗିଡ଼ି ନିକଟରେ ବାଇକ୍‌ ଦୁର୍ଘଟଣାରେ ଗୁରୁତର ହୋଇଥିବା ବୃଦ୍ଧଙ୍କ ଶନିବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ପାଙ୍ଗିଡ଼ି ଗ୍ରାମର ରାମଚନ୍ଦ୍ର ଗୌଡ଼ (୭୦)। ରାମଚନ୍ଦ୍ର ଶନିବାର ସନ୍ଧ୍ୟାରେ ଗାଧୋଇବା ପାଇଁ ପୋଖରୀକୁ ଯାଉଥିବା ବେଳେ କୁଞ୍ଚୁଡୁ…

କୋଇଲା ସହ ପିକ୍‌ଅପ୍‌ ଭ୍ୟାନ ଜବତ:ଜଣେ ଗିରଫ

ତିହିଡ଼ି, ୧୧।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଜିଝାରପୁର ଗ୍ରାମରୁ ଶନିବାର ରାତିରେ ପୋଲିସ ୪୦ବସ୍ତା କୋଇଲା ଜବତ କରିଛି। ପିକ୍‌ଅପ୍‌ ଭ୍ୟାନ୍‌ (ନଂ.ଓଡି୨୨କେ୦୦୨୬)ରେ ଏହି କୋଇଲା ବୋଝେଇ ହୋଇ ଯାଉଥିବା ବେଳେ ପୋଲିସ ଜବତ କରିଥିଲା।…

ବଜ୍ରପାତରେ ଜଣେ ଚାଷୀ ମୃତ, ଜଣେ ଗୁରୁତର

ଭଦ୍ରକ ଅଫିସ/ଆରଡ଼ି, ୧୧।୮ (ଡି.ଏନ.ଏ.) – ରବିବାର ଅପରାହ୍ନରେ ବଜ୍ରପାତ ଘଟି ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ରଇପୁରରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେହିପରି ଗ୍ରାମାଞ୍ଚଳ ଥାନା ଅଧୀନ ବନ୍ଧଗଁାର ଜଣେ ଚାଷୀ ଗୁରୁତର ହୋଇଛନ୍ତି। ମୃତକ ହେଲେ…

ସ୍ଥାନୀୟ ନିଯୁକ୍ତିକୁ ପ୍ରୋତ୍ସାହନ: ହଳଦୀ ପ୍ରସ୍ତୁତିକରଣ ଯନ୍ତ୍ର ଉଦ୍‌ଘାଟିତ

ଭବାନୀପାଟଣା,୧୧।୮(ଡି.ଏନ୍‌.ଏ.): ମହିଳା ସଶକ୍ତିକରଣ ନିମନ୍ତେ ନିଜର ପ୍ରତିବଦ୍ଧତାକୁ ଦୃଷ୍ଟିରେ ରଖି ସ୍ବୟଂ ସହାୟକ ଗୋଷ୍ଠୀଙ୍କ ନିମନ୍ତେ ବେଦାନ୍ତ ଆଲୁମିନିୟମ ହଳଦୀ ପ୍ରକ୍ରିୟାକରଣ ଯନ୍ତ୍ର ଉଦ୍‌ଘାଟନ। କରିଛି କମ୍ପାନୀ ସଖୀ ନାମରେ ଯୋଜନା ମହିଳାମାନଙ୍କ ନିମନ୍ତେ ଜାରିରଖିଛି । ଏହି ଅବସରରେ ବେଦାନ୍ତ…

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା କ୍ଷୟକ୍ଷତି ଆକଳନ

ଭବାନୀପାଟଣା,୧୧।୮(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲାରେ ଗତ ୭ ଓ ୮ ତାରିଖ ଲଘୁଚାପ ଜନିତ ବର୍ଷାରେ ଜିଲାର ଲାଞ୍ଜିଗଡ଼, ଥୁଆମୂଳ ରାମପୁର ଓ କର୍ଲାମୁଣ୍ଡା ବ୍ଲକରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ଦିନିକିଆ…

କର୍ନାଟକରେ ଶ୍ରମିକ ଦମ୍ପତି ମୃତ

ଭବାନୀପାଟଣା,୧୧।୮(ଡି.ଏନ୍‌.ଏ.): କର୍ନାଟକକୁ ଦାଦନ ଖଟିବାକୁ ଯାଇଥିବା କଳାହାଣ୍ଡି ଜିଲା ମହୁଲପାଟଣା ଗ୍ରାମର ଶଙ୍କର ସାହୁ (୩୫) ଓ ତାଙ୍କ ସ୍ତ୍ରୀ ରଶ୍ମିତା ସାହୁ (୩୦)ଙ୍କ ସେଠାରେ ମୃତ୍ୟୁ ଘଟିଛି। ଏହି ଘଟଣାକୁ ନେଇ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ଅଭିଯୋଗ…

ସପ୍ତାହେ ହେଲା ବ୍ରାହ୍ମଣୀଗାଁ ଅଞ୍ଚଳରେ ବିଦ୍ୟୁତ, ମୋବାଇଲ ସେବା ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୧୧।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ସମେତ ଦାରିଙ୍ଗବାଡ଼ିରେ ଗତ କିଛିଦିନ ହେଲା ମୋବାଇଲ ସେବା ବାଧାପ୍ରାପ୍ତ ହୋଇଛି। ବ୍ରାହ୍ମଣୀଗାଁ ସମେତ ଗଦାପୁର, ତାଜୁଙ୍ଗିଆରେ ଏକ ସପ୍ତାହ ହେଲା ଏହି ସେବା ବନ୍ଦ ରହିଥିବା ବେଳେ ଦାରିଙ୍ଗବାଡ଼ିରେ…

ନାଗାବଳୀ ନଦୀପଠାରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଭବାନୀପାଟଣା,୧୧।୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର ନାଗାବଳୀ ନଦୀପଠାରୁ ଜନୈକା ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ ରାମପୁର ବ୍ଲକଫାଜିଖାଲ ଗ୍ରାମର ବେହେରା ମାଝିଙ୍କ ସ୍ତ୍ରୀ ସିନ୍ଧୁ ମାଝି (୨୫) ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ସିନ୍ଧୁ…

ବର୍ଷା ହେଲେ ସ୍କୁଲର ଅବସ୍ଥା ବେହାଲ: ବାହାରେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୧୧।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ମାତ୍ର ୧ କି.ମି. ଦୂରରେ ଥିବା ଜାଗେଶପଦର ପ୍ରାଥମିକ ବିଦ୍ୟାଳୟରେ ସ୍କୁଲ ଛାତରୁ ପାଣି ଗଡ଼ି ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ୨ ବର୍ଷ ତଳେ…

ପାର୍ଶ୍ୱତଳି ଅଞ୍ଚଳକୁ ବ୍ରହ୍ମପୁର ମହାନଗର ନିଗମରେ ସାମିଲ ଦାବି ନେଇ ବୈଠକ

ବ୍ରହ୍ମପୁର ଅଫିସ,୧୧।୮: ଗଞ୍ଜାମ ଜିଲା ବ୍ରହ୍ମପୁର ସହର ନିକଟ ତଥା ପାର୍ଶ୍ୱତଳି ଅଞ୍ଚଳକୁ ବ୍ରହ୍ମପୁର ମହାନଗର ନିଗମରେ ସାମିଲ ଦାବି ସମ୍ପର୍କରେ ରବିବାର ଏକ ସତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି। ସହରତଳି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଗୋବିନ୍ଦବିହାର ୫ମ ଗଳି…

ଝାରସୁଗୁଡ଼ାରେ ସ୍ପୋଟର୍‌ସ କମ୍ପ୍ଲେକ୍ସର ଭିତ୍ତିପ୍ରସ୍ତର ପକାଇଲେ ମନ୍ତ୍ରୀ

  ଝାରସୁଗୁଡ଼ା,୧୧।୮(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ଏଚ୍‌. କଣ୍ଟାପାଲିଠାରେ ରବିବାର ଏକ ଇଣ୍ଟିଗ୍ରେଟେଡ଼ ସ୍ପୋଟର୍‌ସ କମ୍ପ୍ଲେକ୍ସ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ରବିବାର ଏଚ୍‌. କଣ୍ଟାପାଲିରେ ଏହି ପ୍ରକଳ୍ପର ଭିତ୍ତିପ୍ରସ୍ତରର ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?